ଜାତୀୟ

ଯୁବତୀଙ୍କୁ ଗଣବଳାତ୍କାର, ଲିଫ୍ଟ ଦେବା କହି ଚଳନ୍ତା କାର୍‌ ଭିତରେ…

ନୂଆଦିଲ୍ଲୀ,୨୯।୧: ଉତ୍ତରାଖଣ୍ଡର ଉଧମ ସିଂ ନଗର ଜିଲା ମୁଖ୍ୟାଳୟ ରୁଦ୍ରପୁରରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କୁ ଚଳନ୍ତା କାରରେ ଲିଫ୍ଟ ଦେବା ଏବଂ ପରେ ଗଣବଳାତ୍କାର କରାଯିବା ଘଟଣା ସମଗ୍ର ଜିଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୀଡିତାଙ୍କ…

EU ସହ ଡିଲ ଶେଷ, ଏବେ ଟାର୍ଗେଟରେ ଆମେରିକା, ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବେ ଜୟଶଙ୍କର

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୯।୧: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଆସନ୍ତା ସପ୍ତାହରେ କ୍ରିଟିକାଲ ମିନେରାଲ୍ସ ମନ୍ତ୍ରୀସ୍ତରୀୟ ବୈଠକରେ ଯୋଗଦେବା ପାଇଁ ଆମେରିକା ଗସ୍ତ କରିବେ ବୋଲି ଆଶା କରାଯାଉଛି। ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ ଉପରେ ଏହି ବୈଠକ ୱାଶିଂଟନ ଡିସିରେ ଅନୁଷ୍ଠିତ ହେବ। ଏହା…

‘Reform, Perform, and Transform…’ ବଜେଟ ପୂର୍ବରୁ ଦେଶକୁ କି ବାର୍ତ୍ତା ଦେଲେ ମୋଦି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୨୯।୧: ଦେଶର ରାଜନୈତିକ ଏବଂ ଅର୍ଥନୈତିକ ଦିଗ ନିର୍ଣ୍ଣୟ କରୁଥିବା ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ, ପ୍ରମୁଖ ଅର୍ଥନୈତିକ ନିଷ୍ପତ୍ତି ଏବଂ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ଉଷ୍ମ ବିତର୍କ ହେବ।…

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର, ମୁଖାଗ୍ନି ଦେଲେ…

ମୁମ୍ବାଇ,୨୯।୧: ମହାରାଷ୍ଟ୍ରର ପୁଣେ ଜିଲାର ବାରାମତିର ବିଦ୍ୟା ପ୍ରତିଷ୍ଠାନରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ବାରାମତି ବିମାନବନ୍ଦର ନିକଟରେ ରନୱେରୁ ମାତ୍ର ୨୦୦ ମିଟର ଦୂରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ଅଜିତଙ୍କ ମୃତ୍ୟୁ…

କିଏ ନେବେ ଅଜିତ ପାୱାରଙ୍କ ସ୍ଥାନ? ଚର୍ଚ୍ଚାରେ ଏହି ନାଁ, ବଡ଼ ସଙ୍କେତ ଦେଲା ଭାଜପା

ମୁମ୍ବାଇ,୨୯।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ମୃତ୍ୟୁକୁ ନେଇ ସାରା ଦେଶରେ ଛାୟା ଖେଳିଯାଇଛି। ଲୋକମାନେ ପାୱାରଙ୍କୁ ସ୍ନେହରେ “ଦାଦା” ବୋଲି ଡାକୁଥିଲେ। ଏହି ଦୁଃଖ ମଧ୍ୟରେ, ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି, ଉପମୁଖ୍ୟମନ୍ତ୍ରୀ ପଦବୀକୁ ନେଇ…

ଅଜିତ ପାଓ୍ବାରଙ୍କ ମୃତ୍ୟୁର ୨୫ ଦିନ ପୂର୍ବରୁ ହୋଇଥିଲା ଏମିତି ଭବିଷ୍ୟବାଣୀ, ଭିଡିଓ ଭାଇରାଲ ପରେ…

ମୁମ୍ବାଇ,୨୯ା୧: ବୁଧବାର ମହାରାଷ୍ଟ୍ର ରାଜନୀତି ପାଇଁ ଏକ ଦୁଃଖଦ ଦିନ ଥିଲା, କାରଣ ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଏକ ବିମାନ ଦୁର୍ଘଟଣାରେ ମୃ୍‌ତ୍ୟୁ ଘଟିଛି। ଏହି ଦୁର୍ଘଟଣା ଖବର ଅଜିତ ପାଓ୍ବାରଙ୍କ ସମର୍ଥକଙ୍କ ମଧ୍ୟରେ ଶୋକର ଛାୟା ଖେଳାଇ ଦେଇଛି। ବର୍ତ୍ତମାନ…

ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣା ପୂର୍ବରୁ ପାଇଲଟଙ୍କ ଶେଷ ଶବ୍ଦ ‘ଓଃ ସିଟ୍…

ପୁଣେ,୨୯।୧: ବୁଧବାର ଦିନ ମହାରାଷ୍ଟ୍ରର ବାରାମତିରେ ପ୍ଲେନ କ୍ରାଶ ହୋଇଥିଲା । ମହାରାଷ୍ଚ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସମେତ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିଲା । ତେବେ ବର୍ତ୍ତମାନ ସୁଦ୍ଧା ପ୍ଲେନ କ୍ରାଶର କାରଣ ସ୍ପଷ୍ଟ ହୋଇନଥିବା ବେଳେ ଅନେକ ବିଷୟକୁ ନେଇ…

ଫେବୃଆରୀରୁ ଏସବୁ ନିୟମରେ ହେବ ବଡ଼ ପରିବର୍ତ୍ତନ, ତୁରନ୍ତ କରିନିଅନ୍ତୁ ସବୁକିଛି, ନଚେତ୍‌…

ନୂଆ ମାସ ଆରମ୍ଭ ହେବ। ଏହା ସହିତ ଦୈନନ୍ଦିନ ଜୀବନ ସହ ଜଡ଼ିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହେବାକୁ ଯାଉଛି। ଫେବୃଆରୀ ୧ରୁ FASTag, ଜମି ପଞ୍ଜୀକରଣ, ବ୍ୟାଙ୍କିଂ ଏବଂ ଯାଞ୍ଚ ସହିତ ଜଡ଼ିତ ସିଷ୍ଟମରେ ବଡ଼ ପରିବର୍ତ୍ତନ ହେବ।…

ଭାରତର ଡବଲ୍‌ ବିଜୟ! EU ପରେ ଆମେରିକା ସହ…

ନୂଆଦିଲ୍ଲୀ,୨୯।୧: ଭାରତ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନାରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ହୋଇଛି ଏବଂ ଖୁବ ଶୀଘ୍ର ଏକ ଚୁକ୍ତି ହୋଇପାରେ। ଭାରତ-ୟୁରୋପୀୟ ସଂଘ (EU) ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଶେଷ ରାଜନୈତିକ ପର୍ଯ୍ୟାୟରେ ପହଞ୍ଚିବା ସତ୍ତ୍ୱେ, ଆମେରିକା ସହିତ…

ଟିଭି ଦେଖୁଥିଲେ ମା’, ଆସିଲା ପୁଅ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର: ଆଉ ତା’ପରେ ପରିବାର ଲୋକେ ନେଲେ ଏମିତି ପଦକ୍ଷେପ

ପୁଣେ,୨୯।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପୂର୍ବରୁ, ତାଙ୍କ ମାଆ ଆଶାତାଇ ଏକ ମରାଠୀ ନ୍ୟୁଜ ଚ୍ୟାନେଲରେ ଖବର ଦେଖୁଥିଲେ। ଯେତେବେଳେ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର ସ୍କ୍ରିନରେ ପ୍ରକାଶ ପାଇଲା, ସେ ପଚାରିଲେ, ଆରେ…

୮ମ ବେତନ କମିଶନ: ନୂଆ ଦରମା କେତେ ହେବ, ପରେ କେତେ ବଢିବ; ଜାଣନ୍ତୁ ସବୁକିଛି

ଭୁବନେଶ୍ୱର,୨୮ା୧: ୮ମ କେନ୍ଦ୍ରୀୟ ବେତନ କମିଶନ ଗଠନ ଓ ଏହାର କାର୍ଯ୍ୟକାରିତାକୁ ନେଇ ସାରା ଦେଶରେ ଚର୍ଚ୍ଚା ଜୋର ଧରିଛି। ସାଧାରଣତଃ ଦରମା କେତେ ପ୍ରତିଶତ ବଢ଼ିବ, ତାହା ଉପରେ ସମସ୍ତଙ୍କ ନଜର ଥାଏ; କିନ୍ତୁ ଆର୍ଥିକ ବିଶେଷଜ୍ଞଙ୍କ ମତରେ କର୍ମଚାରୀଙ୍କ…

“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ

ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ ଠାକରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆରେ ଏକ ଭାବପୂର୍ଣ୍ଣ ପୋଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?