୪୪ ଦିନ ପରେ ଦୁଇ ଲକ୍ଷ ତଳକୁ ଖସିଲା କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୨୮।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧,୮୬,୧୬୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୦୦୦...
ଜୁଲାଇରେ ଆସିବ ଫାଇଜର
ନୂଆଦିଲ୍ଲୀ, ୨୮।୫:ଦେଶରେ କୋଭିଡ୍ ଟିକା ଅଭାବ ପୂରଣ ଲାଗି ସରକାର ବିଦେଶରୁ ଭାକ୍ସିନ ଆମଦାନୀକୁ ତ୍ୱରାନ୍ବିତ କରିବାକୁ ଚାହୁଁଛନ୍ତି। ଏଥିପାଇଁ ଟିକା ନୀତିରେ ପରବର୍ତ୍ତନ କରାଯିବ ବୋଲି ସରକାର ଦୋହରାଇଛନ୍ତି। ଆମେରିକାର ଫାଇଜର କମ୍ପାନୀ ଭାରତକୁ ୫ କୋଟି ଡୋଜ୍...
୧୫ ଦିନରେ ନୂଆ ନିୟମ ଅନୁପାଳନ ବିବରଣୀ ଦିଅ
ନୂଆଦିଲ୍ଲୀ, ୨୮।୫:କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତ ଫେବୃୟାରୀରେ ଜାରି ହୋଇଥିବା ନୂଆ ଡିଜିଟାଲ ମିଡିଆ ନିୟମାବଳୀ କେତେଦୂର କାର୍ଯ୍ୟକାରୀ ହୋଇଛି ୧୫ ଦିନ ମଧ୍ୟରେ ତା’ର ସବିଶେଷ ବିବରଣୀ ଦାଖଲ କରିବା ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସମସ୍ତ...
ଭାରତରେ ୪୨ ଲକ୍ଷ କରୋନା ମୃତ୍ୟୁ
ନ୍ୟୁୟର୍କ/ନୂଆଦିଲ୍ଲୀ,୨୮ା୫:କରୋନା ମହାମାରୀ ଯୋଗୁ ଭାରତରେ ଘଟୁଥିବା ମୃତ୍ୟୁସଂଖ୍ୟାକୁ ନେଇ ଲଗାତର ପ୍ରଶ୍ନ ଉଠିବାରେ ଲାଗିଛି। ସରକାର ବତାଉଥିବା ସଂଖ୍ୟାକୁ ଭୁଲ୍ ବୋଲି କୁହାଯାଉଛି। ଶ୍ମଶାନ ଘାଟ ଓ ନଦୀକୂଳର ଚିତ୍ର ଦେଖିଲେ ସରକାରଙ୍କ ଡାଟା ତ୍ରୁଟିଯୁକ୍ତ ମନେହେଉଛି। ଏଭଳି ସମୟରେ...
ବାତ୍ୟା ୟାସ୍ ପରବର୍ତ୍ତୀ ସ୍ଥିତି: ଆଜି ଆକାଶମାର୍ଗରୁ ଦେଖିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୨୮ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରି ବାତ୍ୟା ୟାସ୍ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିବେ। ବୁଧବାର ସାମୁଦ୍ରିକ ଝଡ଼ ଓଡ଼ିଶା ଉପକୂଳରେ ମାଡ଼ କରିବା ସହ ଉଭୟ ରାଜ୍ୟରେ...
ଜୁଲାଇରେ ଆସିବ ଫାଇଜର ଟିକା
ନୂଆଦିଲ୍ଲୀ, ୨୭।୫: ଦେଶରେ କୋଭିଡ୍ ଟିକା ଅଭାବ ପୂରଣ କରିବା ଲାଗି ସରକାର ବିଦେଶରୁ ଭାକ୍ସିନ ଆମଦାନିକୁ ତ୍ୱରାନ୍ବିତ କରିବାକୁ ଚାହୁଁଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ଟିକା ନୀତିରେ ପରବର୍ତ୍ତନ କରାଯିବ ବୋଲି ନୀତି ଆୟୋଗ ସଦସ୍ୟ ଭି.କେ ପଲ୍...
ବର୍ଷେ ବଢ଼ିଲା ‘ର’, ଆଇବି ମୁଖ୍ୟଙ୍କ କାର୍ଯ୍ୟକାଳ
ନୂଆଦିଲ୍ଲୀ, ୨୭।୫ : ଦେଶର ବାହ୍ୟ ଗୋଇନ୍ଦା ସଂସ୍ଥା ରିସର୍ଚ୍ଚ ଆଣ୍ଡ ଆନାଲିସିସ୍ ଓ୍ବିଙ୍ଗ୍ (ର) ମୁଖ୍ୟ ସାମନ୍ତ କୁମାର ଗୋୟଲ ଏବଂ ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି) ମୁଖ୍ୟ ଅରବିନ୍ଦ କୁମାରଙ୍କ କାର୍ଯ୍ୟକାଳକୁ ଗୋଟିଏ ବର୍ଷ ବଢ଼ାଇ ଦିଆଯାଇଛି। ର’...
ଫସିଗଲେ ଚୋକ୍ସି: ଫିଟିଲା ପ୍ରତ୍ୟର୍ପଣ ବାଟ
ନୂଆଦିଲ୍ଲୀ, ୨୭।୫: ପିଏନ୍ବି ବ୍ୟାଙ୍କରୁ ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ମେହୁଲ ଚୋକ୍ସିଙ୍କୁ କୂଟନୀତି ମାଧ୍ୟମରେ ଡୋମିନିକାରୁ ସିଧାସଳଖ ଭାରତ ନେଇପାରେ ବୋଲି ଗୁରୁବାର ବିବୃତି ଜାରି କରିଛନ୍ତି ଆଣ୍ଟିଗୁଆ ପ୍ରଧାନମନ୍ତ୍ରୀ ଗାଷ୍ଟୋନ ବ୍ରାଉନେ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୂତ୍ରରୁ...
ଅନ୍ତିମ ସଂସ୍କାରର ୭ ଦିନ ପରେ ଘରକୁ ଫେରିଲେ ଯୁବକ
ଜୟପୁର, ୨୭।୫: ଜଣେ ୪୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରି ଏକ ପରିବାର ପକ୍ଷରୁ ଗଳିତ ମୃତ ଦେହର ଅନ୍ତିମ ସଂସ୍କାର କରାଯାଇଥିଲା। ଏହାର ୭ ଦିନ ପରେ ଯୁବକ ଜଣକ ଘରକୁ ଫେରି ଆସିଛନ୍ତି। ଏଭଳି...
ତାଙ୍କ ବାପା ବି ମୋତେ ଗିରଫ କରିପାରିବ ନାହିଁ : ରାମଦେବ
ଡେରାଡୁନ, ୨୭।୫: ଏଲୋପାଥି ଓ ଆଧୁନିକ ମେଡିସିନ ଉପରେ ଅପମାନଜନକ ମନ୍ତବ୍ୟ ଦେଇଥିବା ଯୋଗଗୁରୁ ରାମଦେବଙ୍କ ଆଉ ଏକ ବିବାଦୀୟ ଭିଡିଓ ଭାଇରାଲ ହୋଇଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ‘ତାଙ୍କ ବାପା ବି ସ୍ବାମୀ ରାମଦେବଙ୍କୁ ଗିରଫ...
୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ
ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ମୋଦି ଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି ପ୍ରଥମେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିବେ। ପରେ ବାତ୍ୟା ‘ୟାସ’ କ୍ଷୟକ୍ଷତି ସମ୍ପର୍କରେ...
ଶାରୀରିକ ସମ୍ପର୍କ ରଖିବାକୁ ସ୍ତ୍ରୀ ମନା କରିବାରୁ ସ୍ବାମୀ ନେଲେ ଏମିତି ନିଷ୍ପତ୍ତି
ଲକ୍ଷ୍ନୌ,୨୭।୫: ଉତ୍ତରପ୍ରଦେଶର ମୁଜାଫରନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ଶାରୀରିକ ସମ୍ପର୍କ ରଖିବାକୁ ମନା କରିବାରୁ ସ୍ବାମୀ ତାଙ୍କୁ ଗୁଳି କରି ହତ୍ୟା କରିବା ସହ ୩ ପିଲାଙ୍କୁ କେନାଲରେ ଫିଙ୍ଗି ଦେଇଛନ୍ତି। ସୂଚନାଯୋଗ୍ୟ, ମୁଜଫରନଗର ପୁରକାଜୀ ଥାନା...
Archives


