ଭିନ୍ନ ଧର୍ମର ଯୁବତୀଙ୍କ ସହ ସମ୍ପର୍କ ରଖିବାରୁ ହତ୍ୟା
ବେଙ୍ଗାଲୁରୁ, ୨।୧୦: କର୍ନାଟକର ଏକ ରେଳ ଧାରଣାରୁ ଗତ ୨୮ ତାରିଖରେ ମୁଣ୍ଡ କଟାଯାଇଥିବା ଜଣେ ୨୫ ବର୍ଷୀୟ ଯୁବକଙ୍କ ମୃତଦେହ ମିଳିଥିଲା। ଅର୍ବାଜ ମୁଲ୍ଲା ନାମକ ଏହି ଯୁବକ ଭିନ୍ନ ଧର୍ମର ଯୁବତୀଙ୍କ ସହ ସମ୍ପର୍କ ରଖିଥିବାରୁ ତାଙ୍କୁ ହତ୍ୟା…
ଲଦାଖରେ ବିଶ୍ୱର ବଡ଼ ପତାକା ଉଡ଼ିଲା
ନୂଆଦିଲ୍ଲୀ,୨।୧୦: ବିଶ୍ୱର ସବୁଠୁ ବଡ ତ୍ରିରଙ୍ଗା ପତାକା ଉନ୍ମୋଚିତ ହୋଇଛି। ଶନିବାର ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୨ ତମ ଜୟନ୍ତୀ ଅବସରରେ ଲେହଠାରେ ଲଦାଖର ଗଭର୍ଣ୍ଣର ଆର୍.କେ. ମାଥୁର ଏହି ବିଶାଳ ପତାକାକୁ ଉନ୍ମୋଚନ କରିଛନ୍ତି। ଏହି ତ୍ରିରଙ୍ଗା ଖଦୀରେ…
ଏବେ ଆଉ କାମ ଦେବନି ଚାଇନାର ଚତୁରତା: ଭାରତ ଦେବ କଡ଼ା ଜବାବ
ନୂଆଦିଲ୍ଲୀ,୨ା୧୦: ଚାଇନାକୁ ଉପଯୁକ୍ତ ତଥା କଡ଼ା ଜବାବ ଦେବା ପାଇଁ ସୀମାରେ ଭାରତର କେ-୯ ବଜ୍ର ପ୍ରସ୍ତୁତ ରହିଛି। ଏବେ ଆଉ ଚାଇନାର କୌଣସି ଚତୁରତା କାମ କରିବ ନାହିଁ। ବଜ୍ର ଯୋଗୁ ଶତ୍ରୁମାନଙ୍କୁ କବଳିତ କରିବା ପାଇଁ ଭାରତ ସମ୍ପୂର୍ଣ୍ଣ…
ଚିରାଗ-ପାରସଙ୍କ ଲଢେଇ ଭିତରେ ଫ୍ରିଜ ହେଲା ଏଲ୍ଜେପିର ନିର୍ବାଚନ ଚିହ୍ନ
ପାଟନା,୨ ।୧୦: ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି)ରେ ଚାଚା-ପୁତୁରାଙ୍କ ମଧ୍ୟରେ ଚାଲିଥିବା ଲଢେଇର ପ୍ରଭାବ ଦଳ ଉପରେ ପଡୁଛି । ନିର୍ବାଚନ କମିଶନ ଚିରାଗ ପାଶୱାନ ଓ ଚାଚା ପଶୁପତି ପାରସଙ୍କ ମଧ୍ୟରେ ଜାରି ରହିଥିବା ଲଢେଇକୁ ଦେଖି ଦଳର ନିର୍ବାଚନ ଚିହ୍ନକୁ…
ଆଖିରେ ପଟି ବାନ୍ଧି ୫ ସେକେଣ୍ଡ୍ରେ ପିଆଜ କାଟୁଛନ୍ତି ଯୁବକ
ମୁମ୍ବାଇ,୨ା୧୦: ମହାରାଷ୍ଟ୍ରର ଜଣେ ଯୁବକ ଆଖିରେ ପଟି ବାନ୍ଧି ପିଆଜ କାଟି ପକାଉଛନ୍ତି। ଓ୍ବାଶିମ ଜିଲାର ସେଲୁ ବଜାରରେ ରହୁଥିବା ଜିତେଶଙ୍କ ଏପରି ଅଭିନବ କାମ ସମସ୍ତଙ୍କୁ ଚକିତ କରିଦେଇଛି। ଜିତେଶ ଯୁକ୍ତ ଦୁଇ ପର୍ଯ୍ୟନ୍ତ ପଢ଼ିଛନ୍ତି। ତାଙ୍କ ପିତା ୩୫…
ରମଣ ସିଂଙ୍କ ପ୍ରଶ୍ନର ଉତ୍ତର ଦେଲେ ବଘେଲ
ରାୟପୁର,୨ ।୧୦: ଛତିଶଗଡ଼ ବିଧାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ଉଠୁଥିବା ପ୍ରଶ୍ନର ଜବାବ ରଖିଛନ୍ତି ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ । ସେ କହିଛନ୍ତି ଛତିଶଗଡ଼ କେବେ ପଞ୍ଜାବ ହେବ ନାହିଁ । ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ…
ଆଲୋଚନା ମୋତେ ପସନ୍ଦ, କେବେ କେବେ ଆଲୋଚନା କରୁଥିବା ଲୋକଙ୍କୁ ମୁଁ ମିସ୍ କରିଥାଏ: ମୋଦି
ନୂଆଦିଲ୍ଲୀ,୨ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଏକ ମାଗାଜିନକୁ ଦେଇଥିବା ସାକ୍ଷାତ୍କାରରେ କହିଛନ୍ତି, ମୋତେ ଆଲୋଚନା ପସନ୍ଦ । ହେଲେ ଦୁର୍ଭାଗ୍ୟ ଯେ ଆଲୋଚନା କରୁଥିବା ଲୋକଙ୍କ ସଂଖ୍ୟା ବହୁତ କମ୍ । ଲୋକେ ବହୁତ ଶୀଘ୍ର ଅଭିଯୋଗ ଆଣିଥାଆନ୍ତି,…
ଘର କଳି ପଦାରେ, ପ୍ରଧାନମନ୍ତ୍ରୀଙ୍କୁ ଆହ୍ବାନ ଦେବାକୁ କଂଗ୍ରେସରେ କେହି ନାହାନ୍ତି…
ନୂଆଦିଲ୍ଲୀ,୨।୧୦: କଂଗ୍ରେସର ଘର କଳି ଏବେ ପଦାରେ ପଡ଼ିବାରେ ଲାଗିଛି। ଦଳର ବରିଷ୍ଠ ନେତା ଏବେ ମୁହଁ ଖୋଲିବାରେ ଲାଗିଛନ୍ତି। ପୂର୍ବରୁ ଦଳର ଅସନ୍ତୁଷ୍ଟ ୨୩ଙ୍କ ମଧ୍ୟରୁ କପିଲ ସିବଲ ମୁହଁ ଖୋଲିଥିଲେ। ଏବେ ପଞ୍ଜାବରେ ଜାରି ରହିଥିବା ରାଜନୈତିକ ସଙ୍କଟକୁ…
ଗୋଟିଏ ସ୍କୁଲରେ ୨ ଭଉଣୀ ପଢୁଥିଲେ ଜଣଙ୍କର ଫି ହେଉ ଛାଡ଼, କହିଲେ ମୁଖ୍ୟମନ୍ତ୍ରୀ…
ଲକ୍ଷ୍ନୌ,୨।୧୦: ଗୋଟିଏ ପ୍ରାଇଭେଟ୍ ସ୍କୁଲରେ ଯଦି ୨ ଭଉଣୀ ପଢୁଥାନ୍ତି ତେବେ ଜଣଙ୍କର ଫି ଛାଡ଼ କରିବାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିିଛନ୍ତି। ଯଦି ସ୍କୁଲ କର୍ତ୍ତୃପକ୍ଷ ଏଭଳି ନ କରିବାକୁ ସକ୍ଷମ ନୁହନ୍ତି। ତେବେ ସମ୍ପୃକ୍ତ ବିଭାଗ ଏନେଇ…
ମୁଖ୍ୟମନ୍ତ୍ରୀ ଚନ୍ନୀଙ୍କ ନିର୍ଦ୍ଦେଶ: ରେଳ ଧାରଣାରେ ବସିଥିବା କୃଷକଙ୍କ ମାମଲା ପ୍ରତ୍ୟାହାର ହେବ
ଚଣ୍ଡିଗଡ଼,୨ ।୧୦: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ ରେଲ ଧାରଣା ଉପରେ ବସି ବିରୋଧ ପ୍ରଦର୍ଶନ କରୁଥିବା କୃଷକ ସଙ୍ଗଠନର ସଦସ୍ୟଙ୍କ ଉପରେ ହୋଇଥିବା ମାମଲାକୁ ପ୍ରତ୍ୟାହାର କରି ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ସୂଚନା ପଞ୍ଜାବର…
ଏଲ୍ଏସିରେ ୧୮ ମୁହାଁମୁହିଁ ସ୍ଥିତି ସ୍ଥାନ ଚିହ୍ନଟ…
ନୂଆଦିଲ୍ଲୀ,୨।୧୦: ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନା ଧରୁନି। ଏଲ୍ଏସିରେ ଦୁଇପକ୍ଷଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଥିବା ୧୮ଟି ସ୍ଥାନକୁ ଚିହ୍ନଟ କରାଯାଇଛି। ସୀମା ବିବାଦର ଶାନ୍ତିିପୂର୍ଣ୍ଣ ସଫଳ ସମାଧାନ ପାଇଁ ଭାରତୀୟ ସେନା ଏବଂ ଚାଇନା ସୈନ୍ୟ ବାହିନୀର…
ଅଗଷ୍ଟରେ ୨ ନିୟୁତରୁ ଅଧିକ ହ୍ବାଟସ୍ଆପ ଆକାଉଣ୍ଟ ନିଷେଧ…
ନୂଆଦିଲ୍ଲୀ,୨।୧୦: ଅଗଷ୍ଟରେ ଭାରତର ୨ ନିୟୁତରୁ ଅଧିକ ହ୍ବାଟସ୍ଆପ୍ ଆକାଉଣ୍ଟକୁ ନିଷେଧ କରାଯାଇଛି। ଏନେଇ ହ୍ବାଟସ୍ଆପ୍ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୪୨୦ଟି ଅଭିଯୋଗ ମଧ୍ୟ ମିଳିଛି। ହ୍ବାଟସ୍ଆପ୍ ରିପୋର୍ଟ ଅନୁସାରେ ଅଗଷ୍ଟରେ ୨୦ ଲକ୍ଷ…
Archives


