ଜଣେ ଯାତ୍ରୀଙ୍କୁ ନେଇ ମୁମ୍ବାଇରୁ ଦୁବାଇ ଉଡ଼ାଣ କଲା ବିମାନ…
ମୁମ୍ବାଇ,୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ବିଦେଶ ବିମାନ ଉଡ଼ାଣ ଉପରେ କଟକଣା ଜାରି ହୋଇଛି। ସମ୍ପ୍ରତି ମୁମ୍ବାଇରୁ ଜଣେ ଯାତ୍ରୀଙ୍କୁ ନେଇ ଇମିରାତ ବିମାନ ଦୁବାଇ ଯାତ୍ରା କରିଥିବାର...
ଡୋମିନିକାରୁ ଧରାହେଲେ ଚୋକ୍ସି
ନୂଆଦିଲ୍ଲୀ,୨୭।୫: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍ବି)ରୁ ୧୪ ହଜାର କୋଟି ଟଙ୍କାର ଋଣ ଠକେଇ ମାମଲାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ପଳାତକ ମେହୁଲ ଚୋକ୍ସିଙ୍କୁ ଡୋମିନିକାରୁ ଧରାଯାଇଥିବା ଏକ ମିଡିଆ ରିପୋର୍ଟରେ ପ୍ରକାଶ ପାଇଛି। ସେ ମଙ୍ଗଳବାର ଆଣ୍ଟିଗୁଆରୁ ନିଖୋଜ...
୧ କୋଟି ପ୍ରଭାବିତ, ୩ ଲକ୍ଷ ଘର ଭାଙ୍ଗିଲା
କୋଲକାତା,୨୭ା୫: ବଙ୍ଗୋପସାଗରରୁ ମାଡ଼ିଆସିଥିବା ସାମୁଦ୍ରିକ ଝଡ଼ ୟାସ୍ ଉତ୍ତର ଓଡ଼ିଶାର ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁଛି। କିନ୍ତୁ ଏହାର ଦୌରାମତ୍ୟ ପଡ଼ୋଶୀ ପଶ୍ଚିମବଙ୍ଗରେ ମଧ୍ୟ ଦେଖିବାକୁ ମିଳିଛି। ଏଥିରେ ଅନୂ୍ୟନ ୧ କୋଟି ଲୋକ ପ୍ରଭାବିତ ହୋଇଛନ୍ତି। ବର୍ଷା...
୫୩ ଦେଶରେ ଭାରତ ଭାରିଆଣ୍ଟ
ନୂଆଦିଲ୍ଲୀ,୨୭ା୫: ଭାରତୀୟ ଭାରିଆଣ୍ଟ କୁହାଯାଉଥିବା କୋଭିଡ୍-୧୯ର ବି.୧.୬୧୭ ରୂପ ୫୩ ଦେଶକୁ ବ୍ୟାପିଥିବା ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କୁହାଯାଇଛି। ଏହାସହ ଅନ୍ୟ ୭ ଦେଶରେ ମଧ୍ୟ ଏହି ଭାରିଆଣ୍ଟ ଦେଖାଯାଇଥିବା ନେଇ ବେସରକାରୀ ଭାବେ ସୂଚନା ହସ୍ତଗତ ହୋଇଥିବା...
ଦ୍ୱିତୀୟ ଲହରରେ ୫୭୭ ଶିଶୁ ଅନାଥ
ନୂଆଦିଲ୍ଲୀ,୨୭ା୫: କୋଭିଡ୍-୧୯ର ଦ୍ୱିତୀୟ ଲହର ପ୍ରଥମଠାରୁ ଅଧିକ ଘାତକ ହୋଇଛି। ଏହି ଲହର ଆସିବା ପରେ ଦେଶର ବିଭିନ୍ନ ଭାଗରେ ୫୭୭ ଶିଶୁ ସେମାନଙ୍କ ମା’ବାପାଙ୍କୁ ହରାଇ ଅନାଥ ହୋଇଯାଇଛନ୍ତି। ଏହା ସରକାରୀ ତଥ୍ୟଠାରୁ ପ୍ରକୃତ ସଂଖ୍ୟା ଅଧିକ ହୋଇପାରେ...
ଦକ୍ଷିଣ, ଉତ୍ତରପୂର୍ବରେ ବଡ଼ ଚିନ୍ତା
ନୂଆଦିଲ୍ଲୀ,୨୭ା୫: ଭାରତରେ ମଙ୍ଗଳବାର ୨,୦୮,୯୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଦେଶର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୧,୫୭,୭୯୫ରେ ପହଞ୍ଚତ୍ଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୪,୧୫୭ ଜଣଙ୍କ ଜୀବନ ଯିବା ପରେ ମୋଟ ମୃତ୍ୟୁସଂଖ୍ୟା ୩,୧୧,୩୮୮ ଡେଇଁଛି।...
ଦେଶଦ୍ରୋହ ମାମଲା ପାଇଁ ମୋଦିଙ୍କୁ ଆଇଏମ୍ଏର ଚିଠି
ନୂଆଦିଲ୍ଲୀ, ୨୭।୫: କୋଭିଡ୍ ଟିକାକରଣ ବିରୋଧରେ ବାବା ରାମଦେବ ଚଳାଇଥିବା ଅପପ୍ରଚାର ରୋକିବା ଲାଗି ଇଣ୍ଡିଆନ ମେଡିକାଲ ଆସୋସିଏଶନ (ଆଇଏମ୍ଏ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ଅନୁରୋଧ କରିଛି। ଏଥିସହିତ ଦେଶଦ୍ରୋହ ଆଇନ ଅନୁଯାୟୀ ଯୋଗଗୁରୁଙ୍କ ବିରୋଧରେ ଉପଯୁକ୍ତ...
ଜେଇଇ ଆଡଭାନ୍ସଡ୍ ସ୍ଥଗିତ
ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜୁଲାଇ ୩ରେ ଅନୁଷ୍ଠିତ ହେବାକୁ ଥିବା ଚଳିତ ବର୍ଷର ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ୍କୁ ସ୍ଥଗିତ ରଖାଯାଇଛି। ପରବର୍ତ୍ତୀ ପରୀକ୍ଷା ତାରିଖ ସମ୍ପର୍କରେ ପରେ ଜଣାଇ ଦିଆଯିବ ବୋଲି...
ସ୍ଥିତିରେ ହେଉନି ପରିବର୍ତ୍ତନ: ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିଲା…
ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ମଙ୍ଗଳବାର କରୋନାରେ ୩,୫୧୧ ଜଣଙ୍କ...
କୃଷକ ଆନ୍ଦୋଳନକୁ ପୂରିଲା ୬ ମାସ: କଳା ଦିବସ ପାଳିଲେ ଚାଷୀ
ନୂଆଦିଲ୍ଲୀ/ଚଣ୍ଡିଗଡ଼, ୨୬।୫: ବିବାଦୀୟ କୃଷି ଆଇନ ବିରୋଧରେ ଦିଲ୍ଲୀ ସୀମାରେ ଚାଷୀ ସଂଗଠନ ଚଳାଇଥିବା ଆନ୍ଦୋଳନକୁ ବୁଧବାର ୬ ମାସ ପୂରିଛି। ଏହି ଅବସରରେ କୃଷକ ସଂଗଠନ ପକ୍ଷରୁ ଦେଶରେ କଳାଦିବସ ପାଳନ କରାଯାଇଥିଲା। ବିଭିନ୍ନ ସ୍ଥାନରେ ଚାଷୀମାନେ କଳାପତାକା...
ମିଲ୍ଖାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର, ସ୍ତ୍ରୀ ଗୁରୁତର
ଚଣ୍ଡିଗଡ଼,୨୬।୫: କିମ୍ବଦନ୍ତୀ ଆଥ୍ଲେଟ ମିଲ୍ଖା ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କୁ ଆଇସିୟୁରୁ ବାହାରକୁ ନିଆଯାଇଛି। ସେ କୋଭିଡ୍ ନିମୋନିଆ ପୀଡ଼ିତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ତାଙ୍କ ୮୨ ବର୍ଷୀୟା ସ୍ତ୍ରୀ ନିର୍ମଲ କୌର କୋଭିଡ୍ ନିମୋନିଆ...
ନିଶ ମୋଡ଼ିବାରୁ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼
ଅହମ୍ମଦାବାଦ,୨୬।୫: ନିଶ ମୋଡ଼ିବା କାରଣରୁ ୨୨ ବର୍ଷୀୟ ଦଳିତ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ଅହମ୍ମଦାବାଦ ଗ୍ରାମୀଣ ଅଞ୍ଚଳ ବିରାମଗାମ ତାଲୁକାର କରାକଠାଲ ଗାଁରେ ଘଟିଛି ଏଭଳି ଘଟଣା। ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ...
Archives


