ଜାତୀୟ

କଙ୍ଗନାଙ୍କ ପରେ ସ୍ୱାଧିନତାକୁ ନେଇ ବିବାଦୀୟ ବୟାନ ଦେଲେ ମଣିଶଙ୍କର

ନୂଆଦିଲ୍ଲୀ,୨୩ ।୧୧: ଦେଶର ସ୍ୱାଧିନତାକୁ ନେଇ ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ଏକ ବିବାଦୀୟ ବୟାନ ଦେଇଥିଲେ । ଏବେ ପର୍ଯ୍ୟନ୍ତ ଏହାକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଇତିମଧ୍ୟରେ କଂଗ୍ରେସର ବରିଷ୍ଠ ନେତା ମଣିଶଙ୍କର ଆୟାର ଦେଶର ସ୍ୱାଧିନତାକୁ ନେଇ…

ଜେୱର ବିମାନବନ୍ଦରରେ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିବେ ଯୋଗୀ ଆଦିତ୍ୟନାଥ, ଗୋଟିଏ ଦିନ ପରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୋଦି

ଲକ୍ଷ୍ନୌ,୨୩ ।୧୧: ଏସିଆର ସବୁଠାରୁ ବଡ ବିମାନ ବନ୍ଦର ଭାବେ ବିକଶିତ ହେବାକୁ ଯାଉଛି ନୋଏଡ଼ା ଇଣ୍ଟରନ୍ୟାଶନାଲ ଏୟାରପୋର୍ଟ । ଏହାର ଶିଳାନ୍ୟାସ ନଭେମ୍ବର ୨୫ରେ କରାଯିବ । ଏହି ଶିଳାନ୍ୟାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିବେ । ଏହାପୂର୍ବରୁ ଶିଳାନ୍ୟାସ…

ଆତଙ୍କବାଦୀ ଆକ୍ରମଣର ଧମକ ପରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଶିମଲା,୨୩ ।୧୧: ହିମାଚଳ ପ୍ରଦେଶ ଶିମଲା ରେଲୱେ ଷ୍ଟେଶନର ଅଥରିଟି କାଲକା-ଶିମଲା ରେଲୱେରେ ସୁରକ୍ଷା କଡାକଡି କରିଛନ୍ତି । ଚଳିତ ମାସ ଆରମ୍ଭରେ କିଛି ଆତଙ୍କବାଦୀ ସଙ୍ଗଠନ ଦ୍ୱାରା ମନ୍ଦିର ଓ ରେଲୱେ ଷ୍ଟେଶନରେ ଆକ୍ରମଣ କରିବାର ଧମକ ଦେବା ପରେ…

‘ଆଧୁନିକ ଶିକ୍ଷା ଦ୍ୱାରା ଚରିତ୍ର ଗଠନ ହୋଇପାରିବ ନାହିଁ’

ହାଇଦ୍ରାବାଦ, ୨୩ା୧୧: ଆଧୁନିକ ଶିକ୍ଷାର ପ୍ରକୃତି ଉପଯୋଗିତା ଯୋଗ୍ୟ। କିନ୍ତୁ ଏହା ପିଲାଙ୍କ ଚରିତ୍ର ଗଠନ କିମ୍ବା ନୈତିକ ମୂଲ୍ୟବୋଧ ପ୍ରଦାନ ଦିଗରେ ଉପଯୁକ୍ତ ନୁହେଁ। ପ୍ରକୃତ ଶିକ୍ଷାରେ ବ୍ୟକ୍ତିର ସାମଗ୍ରିକ ବିକାଶ ଅନ୍ତର୍ଭୂକ୍ତ ହେବା ଉଚିତ ବୋଲି ଭାରତର ପ୍ରଧାନ…

ରାମାୟଣ ସର୍କିଟ ଟ୍ରେନ୍‌: ବିରୋଧ ପରେ ବଦଳିଲା ୱେଟର୍ସଙ୍କ ଡ୍ରେସ୍‌

ନୂଆଦିଲ୍ଲୀ,୨୩ ।୧୧: ରାମାୟଣ ସର୍କିଟ ସ୍ପେଶାଲ ଟ୍ରେନରେ ୱେଟର୍ସଙ୍କ ୟୁନିଫର୍ମକୁ ନେଇ ଉଜ୍ଜୟିନୀର ସାଧୁ-ସନ୍ଥମାନେ ବିରୋଧ କରିବା ପରେ ଆଇଆର୍‌ସିଟିସି ରାମାୟଣ ଏକ୍ସପ୍ରେସରେ ସେବା ଯୋଗାଇ ଦେଉଥିବ ୱେଟର୍ସଙ୍କ ଡ୍ରେସ୍ ବଦଳାଯାଇଛି । ସୋମବାର ସନ୍ଧ୍ୟାରେ ଆଇଆର୍‌ସିଟିସି ପକ୍ଷରୁ ଟୁଇଟ୍ କରି…

ପାରମ୍ପରିକ ମଦକୁ ମିଳିବ ଅନୁମତି

ଭୋପାଳ,୨୩।୧୧: ଭାଜପା ଶାସିତ ମଧ୍ୟପ୍ରଦେଶରେ ମହୁଲରୁ ପ୍ରସ୍ତୁତ ହେଉଥିବା ମଦକୁ ଅନୁମତି ମିଳିବ। ରାଜ୍ୟରେ ଏକ ନୂଆ ଅବକାରୀ ନିୟମ ଆଣିବାକୁ ଯାଉଛନ୍ତି। ଏହା ଅନୁଯାୟୀ, ମହୁଲରୁ ତିଆରି ମଦକୁ ‘ପାରମ୍ପରିକ ମଦ’ ଭାବେ ବିକ୍ରି କରାଯାଇପାରିବ। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ…

ଏମ୍‌ଏସ୍‌ପି ଗ୍ୟାରେଣ୍ଟି ଆଇନ ସଭିଙ୍କୁ ବାଧିବ

ନୂଆଦିଲ୍ଲୀ,୨୩।୧୧: କୃଷିଜାତ ଶଷ୍ୟ ଉପରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ଗ୍ୟାରେଣ୍ଟି ଆଇନ ଆସିଲେ ଭାରତୀୟ ଅର୍ଥନୀତି ନିଶ୍ଚିତ ଭାବେ ପ୍ରଭାବିତ ହେବ। ଏଭଳି କହିଛନ୍ତି କୃଷି ଆଇନ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟି ସଦସ୍ୟ ଅନିଲ ଘାନଓ୍ବତ। ୩…

ସୁଧୁରୁଛି ଦିଲ୍ଲୀ

ନୂଆଦିଲ୍ଲୀ,୨୨।୧୧: ଦିଲ୍ଲୀ ବାୟୁ ପ୍ରଦୂଷଣ ସ୍ଥିତିରେ ଉନ୍ନତି ଆସିବା ସହ ଶ୍ରମିକମାନଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ନିର୍ମାଣ କାର୍ଯ୍ୟ ଉପରେ ଲଗାଇଥିବା ନିଷେଧାଦେଶକୁ ସୋମବାର ଉଠାଇ ଦେଇଛନ୍ତି। ସ୍କୁଲ୍‌, କଲେଜ ସମେତ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ଖୋଲିବା ସମ୍ପର୍କରେ ୨୪…

ଅଟୋ ଡ୍ରାଇଭରଙ୍କୁ ଘରକୁ ଡାକିଲେ କେଜରିଓ୍ବାଲ

ଚଣ୍ଡିଗଡ଼,୨୨।୧୧: ପଞ୍ଜାବର ଲୁଧିଆନାରେ ଅଟୋ ଓ କ୍ୟାବ ଡ୍ରାଇଭରଙ୍କ ସହ ସୋମବାର ଡିନର କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ଆଗାମୀ ପଞ୍ଜାବ ବିଧାନସଭା ନିର୍ବାଚନ ଲାଗି ଏଏପି ମୁଖ୍ୟ ଏବେ ଲୁଧିଆନାରେ ଅଛନ୍ତି। ଏଠାରେ ସୋମବାର ଆୟୋଜିତ ଏକ ଇଭେଣ୍ଟରେ…

‘ତ୍ରିପୁରା ସରକାରଙ୍କ ବିରୋଧରେ ଅଦାଲତଙ୍କ ଦ୍ୱାରସ୍ଥ ହେବି’

କୋଲକାତା,୨୨।୧୧: ନୂଆଦିଲ୍ଲୀ ଗସ୍ତରେ ଯାଉଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଏସ୍‌ଏଫ୍‌ର କାର୍ଯ୍ୟ ପରିସର ବୃଦ୍ଧି ପ୍ରସଙ୍ଗରେ ତାଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ସୋମବାର କହିଛନ୍ତି। ଏଥିସହିତ ସେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ସମେତ…

୩ କୃଷି ଆଇନ ଖାରଜ ପାଇଁ ଅଣାଯିବ ବିଲ୍‌

ନୂଆଦିଲ୍ଲୀ,୨୨।୧୧: ୩ ବିବାଦୀୟ କୃଷି ଆଇନକୁ ଖାରଜ କରିବା ପାଇଁ ଏକ ବିସ୍ତୃତ ବିଲ ଅଣାଯିବ। କେନ୍ଦ୍ର ସରକାର ଏହି ବଲ୍‌କୁ ପ୍ରସ୍ତୁତ ହେବା ପରେ ସଂସଦରେ ପାରିତ ହେବ ବୋଲି ସୂତ୍ରରୁ କୁହାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ କୃଷି…

ଶେଷ ହୋଇନି ମହାମାରୀ: କମଲ ହାସନ

ମୁମ୍ବାଇ,୨୨ ।୧୧: ବଲିଉଡ ଅଭିନେତା କମଲ ହାସନଙ୍କ ପ୍ରଶଂସକଙ୍କ ପାଇଁ ଏକ ଚମକାଇବା ଭଳି ଖବର ଆସିଛି । ଅଭିନେତା ନିକଟରେ ଆମେରିକାରୁ ଫେରିଥିବା ବେଳେ ସାମାନ୍ୟ ଥଣ୍ଡା ସର୍ଦ୍ଦିର ଶିକାର ହୋଇଥିଲେ । ଆଉ ଏବେ ପରୀକ୍ଷା ପରେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri