ଟିକା ଭୟରେ ନଦୀକୁ ଡେଇଁଲେ ୨ ଶହ ଲୋକ
ଲକ୍ଷ୍ନୌ,୨୪ା୫: ଏବେ ବି’ ଲୋକଙ୍କ ମନରୁ ଯାଇନି କରୋନା ଟିକାର ଭୟ। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ବାରାବାଙ୍କି ଜିଲା ସିସୋଦା ଗ୍ରାମରେ। ଏହି ଗାଁରେ ଲୋକଙ୍କୁ ଟିକାକରଣ କରାଇବା ପାଇଁ ରବିବାର ପହଞ୍ଚିଥିଲା ମେଡିକାଲ ଦଳ।...
ଗମ୍ଭୀରଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୨୪।୫ : ପୂର୍ବତନ କ୍ରିକେଟର ତଥା ଭାଜପା ଏମ୍ପି ଗୌତମ ଗମ୍ଭୀରଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଦେଶରେ ଅଭାବ ଥିବା କୋଭିଡ୍-୧୯ ଔଷଧକୁ ପ୍ରବଳ ମାତ୍ରରେ କିଣିବା ସହ ନିଜ ନିର୍ବାଚନ ମଣ୍ଡଳିରେ ମାଗଣାରେ ବାଣ୍ଟିଥିଲେ। ଦିଲ୍ଲୀ ହାଇକୋର୍ଟ...
ଭାରତରେ ଆରମ୍ଭ ହେଲା ତୃତୀୟ ଟିକାର ଉତ୍ପାଦନ
ନୂଆଦିଲ୍ଲୀ,୨୪।୫: ରଷିଆନ୍ ଡାଇରେକ୍ଟ ଇନ୍ଭେଷ୍ଟମେଣ୍ଟ ଫଣ୍ଡ୍ (ଆର୍ଡିଆଇଏଫ୍) ଏବଂ ଭାରତୀୟ ଔଷଧ କମ୍ପାନୀ ପାନାସିଆ ବାୟୋଟେକ୍ ଦେଶରେ ସ୍ପୁଟ୍ନିକ ଭି କୋଭିଡ୍ ଟିକା ଉତ୍ପାଦନ ଆରମ୍ଭ କରିଥିବା ସୋମବାର ଘୋଷଣା କରିଛନ୍ତି। ହିମାଚଳପ୍ରଦେଶର ବଦ୍ଦିଠାରେ ପାନାସିଆ ବାୟୋଟେକ୍ କାରଖାନାରୁ ପ୍ରଥମ...
୩ ମାସରେ ୩ ଝିଅ ନିଖୋଜ ହେବା ପରେ ଲୋଡ଼ିଲେ ମୁଖ୍ୟମନ୍ତ୍ରୀଙ୍କ ସହାୟତା
ମୁଜାଫାରନଗର, ୨୪।୫ : ଉତ୍ତର ପ୍ରଦେଶର ମୁଜାଫରନଗରର ସୁଜୁଦ ଗ୍ରାମର ଜଣେ ବ୍ୟକ୍ତିଙ୍କ ୩ ଝିଅ ଗତ ୩ ମାସରେ ନିଖୋଜ ହୋଇଯାଇଛନ୍ତି। ସେମାନଙ୍କୁ ଖୋଜିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହାୟତା ଲୋଡ଼ିଛନ୍ତି ନିଖୋଜ ୩ ଝିଅଙ୍କ ବାପା...
କୋଭିଡ୍ ଟେଷ୍ଟରେ ସହଯୋଗ ନ କରିବାରୁ ନାବାଳକଙ୍କୁ ନିସ୍ତୁକ ମାଡ଼ ଦେଲେ ଅଧିକାରୀ
ବେଙ୍ଗାଲୁରୁ, ୨୪।୫ : କୋଭିଡ୍-୧୯ ଟେଷ୍ଟବେଳେ ସହଯୋଗ କରୁ ନ ଥିବା ଜଣେ ନାବାଳକଙ୍କୁ ବୃହତ୍ ବେଙ୍ଗାଲୁରୁ ମହାନଗର ପାଲିକା (ବିବିଏମ୍ପି)ର ଦୁଇ ଅଧିକାରୀ ନିସ୍ତୁକ ମାଡ଼ ମାରିଛନ୍ତି। ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଜଣେ ବିବିଏମ୍ପି...
୩ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଅମିତ ଶାହ
ନୂଆଦିଲ୍ଲୀ,୨୪।୫: ବାତ୍ୟା ‘ୟାସ’ ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବାତ୍ୟା ମୁକାବିଲାର ସମୀକ୍ଷା କରିଛନ୍ତି। ବାତ୍ୟା ପ୍ରଭାବିତ ହେବାକୁ ଥିବା ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ...
ମହାମାରୀର ମୁକାବିଲା ପାଇଁ ଗାଙ୍ଗୁଲିଙ୍କ ବଡ଼ ଘୋଷଣା
ମୁମ୍ବାଇ, ୨୪।୫ : କୋଭିଡ୍-୧୯ ମହାମାରୀ ସହ ପୂରା ଦେଶ ସଂଘର୍ଷ କରୁଥିବାବେଳେ ଭାରତୀୟ କ୍ରିକେଟ କେଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ସୋମବାର ବଡ଼ ଘୋଷଣା କରିଛନ୍ତି। ବିସିସିଆଇ ପକ୍ଷରୁ ଦେଶର ବିଭିନ୍ନ କୋଣକୁ ଦୁଇ ହଜାର...
ଟିକା ନ ନେଲେ ଦରମା ବନ୍ଦ…
ପାଟନା,୨୪।୫: ବିହାରର ସାରନରୁ ଏକ ଚକିତ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି। ଯାହା ଏବେ ଚର୍ଚ୍ଚାର ପରିସରକୁ ଆସିଛି। ସାରନ ଜିଲାପାଳ ଏକ ଅଜବ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯେଉଁ ସରକାରୀ କର୍ମଚାରୀମାନେ କୋଭିଡ ଟିକା ନେବେ ନାହିଁ,...
ବିନା ଅନ୍ଲାଇନ୍ ରେଜିଷ୍ଟ୍ରେଶନ୍ରେ ବି ୧୮ରୁ ୪୪ ବର୍ଷ ବୟସ୍କ ନେଇପାରିବେ ଟିକା
ନୂଆଦିଲ୍ଲୀ,୨୪।୫: କରୋନା ଭାକ୍ସିନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ୧୮ରୁ ୪୪ବର୍ଷର ଲୋକମାନେ ଅନ୍ଲାଇନ୍ରେ ରେଜିଷ୍ଟ୍ରେସନ୍ ନ କରି ମଧ୍ୟ କୋଭିଡ ଟିକା ନେଇପାରିବେ। ଏଣିକି ଅନ୍ଲାଇନ୍ରେ ନ କରି ସିଧାସଳଖ ଟିକାକରଣ...
ଜୁନ ୧ଯାଏ ବଢ଼ିଲା ଲକ୍ଡାଉନ
ପାଟନା,୨୪।୫: କରୋନା ଭାଇରସ୍ର ଦ୍ୱିତୀୟ ଲହର ଜାରି ରହିଛି। ଲକ୍ଡାଉନ୍ ଯୋଗୁ ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ବିହାରରେ କରୋନାର ବର୍ଦ୍ଧିତ ପ୍ରକୋପକୁ ଦୃଷ୍ଟିରେ ରଖି ରାଜ୍ୟରେ ଜାରି ହୋଇଥିବା ଲକ୍ଡାଉନ୍...
ମାଡ଼ି ଆସିଲା ବିପଦ: ବ୍ଲାକ୍-ହ୍ବାଇଟ୍ ପରେ ଏବେ ୟେଲୋ ଫଙ୍ଗସ୍ ଆତଙ୍କ..
ଗାଜିଆବାଦ୍,୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। କରୋନା ଭୂତାଣୁ ସହିତ ବ୍ଲାକ୍ ଏବଂ ହ୍ବାଇଟ୍ ଫଙ୍ଗସ୍ ନେଇ ଦେଶରେ ସଙ୍କଟ ଦେଖାଦେଇଛି। ଏବେ ଉତ୍ତରପ୍ରଦେଶର ଗାଜିଆବାଦ୍ରେ ୟେଲୋ ଫଙ୍ଗସ୍ର ପ୍ରଥମ ଘଟଣା ନଜରକୁ ଆସିଛି।...
ଭାରତରେ ମିଳିବ ‘ଆଣ୍ଟିବଡ଼ି କକ୍ଟେଲ’: ପ୍ରତି ଡୋଜ୍ ଦାମ୍ ୫୯,୭୫୦ ଟଙ୍କା..
ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲୋକଙ୍କୁ ସାଧାରଣ ଏବଂ ମଧ୍ୟମ ଲକ୍ଷଣ ପ୍ରକାଶ ପାଉଥିବା କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଭାରତ ବଜାରରେ ସୁଇଜରଲାଣ୍ଡ ଔଷଧ କମ୍ପାନୀ ରୋଚେ ଦ୍ୱାରା ପ୍ରସ୍ତୁତ ହୋଇଥିବା ‘ଆଣ୍ଟିବଡ଼ି କକ୍ଟେଲ’...
Archives


