ଜାତୀୟ

ଚାଇନା-ପାକିସ୍ତାନ ତିକ୍ତତା ମଧ୍ୟରେ ପଞ୍ଜାବ ସୀମାରେ ଭାରତ ନିୟୋଜିତ କଲା ଏସ୍‌-୪୦୦ ଏୟାର ଡିଫେନ୍ସ ସିଷ୍ଟମ

ନୂଆଦିଲ୍ଲୀ,୨୧ ।୧୨: ଆକାଶ ମାର୍ଗରେ ଆକ୍ରମଣ ଆଶଙ୍କା କରି ଦେଶ ତା’ର ପ୍ରଥମ ଏୟାର ଡିଫେନ୍ସ ସିଷ୍ଟମକୁ ପଞ୍ଜାବ ସୀମାରେ ନିୟୋଜିତ କରିଛି । ଭାରତୀୟ ବାହୁସେନା ରୁଷିଆ ଠାରୁ ମିଳିଥିବା ଏସ୍‌-୪୦୦ ଏୟାର ଡିଫେନ୍ସ ମିଜାଇଲ ସିଷ୍ଟମର ପ୍ରଥମ ସ୍କାଡନକୁ…

କରୋନା ମହାମାରୀ: ନାଜାଲ ଭ୍ୟାକ୍ସିନର ତୃତୀୟ ଷ୍ଟେଜ ଟେଷ୍ଟ ପାଇଁ ଅନୁମତି ମାଗିଲା ଭାରତ ବାୟୋଟେକ

ନୂଆଦିଲ୍ଲୀ,୨୧ ।୧୨: କରୋନା ମହାମାରୀକୁ ଦୂରେଇବା ଲାଗି ଭ୍ୟାକ୍ସିନ ଏକମାତ୍ର ଉପାୟ ହୋଇଥିବା ବେଳେ ଭାରତ ବାୟୋଟେକ ଇତିମଧ୍ୟରେ ଡ୍ରଗ୍ସ ରେଗୁଲେଟରକୁ ନାକରେ ଦିଆଯାଇପାରିବା କୋଭିଡ ଟିକାର ତୃତୀୟ ଷ୍ଟେଜ ଟେଷ୍ଟ ପାଇଁ ଅନୁମତି ମାଗିଛି । ପୂର୍ବରୁ ଦୁଇଟି ଯାକ…

‘ତୁମର ଖରାପ ଦିନ ଖୁବ୍‌ ଶୀଘ୍ର ଆସିବି’

ନୂଆଦିଲ୍ଲୀ, ୨୦।୧୨ : ‘ତୁମମାନଙ୍କ ଖରାପ ଦିନ ଆସିବ। ମୁଁ ତୁମକୁ ଅଭିଶାପ ଦେଉଛି ’। ଏଭଳି ଶବ୍ଦରେ ରାଜ୍ୟ ସଭାରେ ଶାସକ ଭାଜପା ଉପରେ ବର୍ଷିଛନ୍ତି ସମାଜବାଦୀ ପାର୍ଟି ନେତ୍ରୀ ଜୟା ବଚ୍ଚନ। ସୋମବାର ରାଜ୍ୟ ସଭାରେ ନାର୍କୋଟିକ୍‌ ଡ୍ରଗ୍ସ…

ଜେଲରୁ ବାହାରିବା ପରେ ମୁହଁ ଖୋଳିଲେ କୁନ୍ଦ୍ରା

ନୂଆଦିଲ୍ଲୀ, ୨୦ା୧୨: ଜୀବନରେ କେବେ ବି କୌଣସି ଅଶ୍ଳୀଳ ଫିଲ୍ମ ନିର୍ମାଣ କିମ୍ବା ଏହାର ପ୍ରସାର କରି ନ ଥିବା କହିଛନ୍ତି ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା। ସୋମବାର ଏକ ବିବୃତିରେ କୁନ୍ଦ୍ରା କହିଛନ୍ତି, ତାଙ୍କ ନୀରବତାକୁ ଦୁର୍ବଳତା…

ଐଶ୍ୱର୍ଯ୍ୟାଙ୍କୁ ୫ ଘଣ୍ଟା ବସେଇ ରଖିଲେ

ନୂଆଦିଲ୍ଲୀ, ୨୦ା୧୨: ବଚ୍ଚନ ପରିବାରକୁ ଅଡ଼ୁଆରେ ପକାଇ ଦେଇଛି ବହୁ ଚର୍ଚ୍ଚିତ ପାନାମା ପେପର୍ସ ଲିକ୍‌ ମାମଲା। ପୂର୍ବତନ ବିଶ୍ୱ ସୁନ୍ଦରୀ ତଥା ବଚ୍ଚନ ପରିବାରର ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ୫ ଘଣ୍ଟା ଧରି ଜେରା କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)।…

ମାଲ୍ୟା, ଚୋକ୍‌ସି, ନିରବଙ୍କଠାରୁ ଆଦାୟ ହୋଇଛି ୧୩ ହଜାର କୋଟି

ନୂଆଦିଲ୍ଲୀ,୨୦।୧୨: ବିଜୟ ମାଲ୍ୟା, ନିରବ ମୋଦି ଓ ମେହୁଲ ଚୋକ୍‌ସିଙ୍କ ଭଳି ପଳାତକଙ୍କଠାରୁ ୧୩,୧୦୯.୧୭ କୋଟି ଟଙ୍କା ଆଦାୟ କରିଛି। ଏ ନେଇ ସୋମବାର ଲୋକସଭାରେ କହିଛନ୍ତି ଅର୍ଥ ମନ୍ତ୍ରୀ ନିର୍ମଳା ସିଥାରମଣ। ବିରୋଧୀଙ୍କ ହଟ୍ଟଗୋଳରେ ଲୋକସଭାରେ ଅତିରିକ୍ତ ଖର୍ଚ୍ଚ ଦାବି…

ଘରୁ ମିଳିଲା ପରିବାରର ୫ ମୃତଦେହ

ଚଣ୍ଡିଗଡ଼,୨୦।୧୨: ହରିୟାଣାର ହିସାର ଜିଲାରେ ଏକ ଘରୁ ଗୋଟିଏ ପରିବାରର ୫ଜଣଙ୍କ ମୃତଦେହକୁ ପୋଲିସ ସୋମବାର ଜବତ କରିଛି। ମୃତକମାନେ ହେଲେ ରମେଶ କୁମାର(୪୩), ତାଙ୍କର ସ୍ତ୍ରୀ ସବିତା(୩୫), ଦୁଇ ଝିଅ ଅନୁଷ୍କା(୧୪), ଦୀପିକା(୧୨) ଏବଂ ପୁଅ କେଶବ(୧୦)। ତେବେ ରମେଶଙ୍କ…

୨ ଯୁବକଙ୍କ ମଧ୍ୟରେ ବାହାଘର

ହାଇଦ୍ରାବାଦ,୨୦।୧୨: ହାଇଦ୍ରାବାଦର ଦୁଇ ସମଲିଙ୍ଗୀ ଯୁବକ ଶନିବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ତେଲଙ୍ଗାନାରେ ଏହା ପ୍ରଥମ ସମଲିଙ୍ଗୀ ବିବାହ। ଅଭୟ ଡାଙ୍ଗେ(୩୪) ଏବଂ ସୁପ୍ରିୟୋ ଚକ୍ରବର୍ତ୍ତୀ (୩୧) ୮ ବର୍ଷ ହେଲା ଡେଟିଂ କରୁଥିଲେ। ଶେଷରେ ପରିବାର ସଦସ୍ୟ ଓ…

ଗୁଜରାଟ ଉପକୂଳରୁ ଜବତ ହେଲା ପାକିସ୍ତାନୀ ବୋଟ୍‌

ଅହମ୍ମଦାବାଦ,୨୦।୧୨: ଗୁଜରାଟର ଉପକୂଳରେ ପାକିସ୍ତାନର ଏକ ମାଛଧରା ବୋଟ ଧରାପଡ଼ିଛି। ବୋଟରୁ ତଟରକ୍ଷ ବାହିନୀ ଓ ଗୁଜରାଟ ଏଟିଏସ୍‌ ୭୭ କେଜି ହିରୋଇନ ଜବତ କରିଛନ୍ତି। ଏହାର ମୂଲ୍ୟ ୪୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେବ। ୬ ଜଣ କ୍ରୁ ମେମ୍ବରଙ୍କୁ…

ଭାଜପା ନେତାଙ୍କୁ ଅଭିଶାପ ଦେଲେ ଜୟା!

ନୂଆଦିଲ୍ଲୀ,୨୦ ।୧୨: ରାଜ୍ୟ ସଭାରେ ସମାଜବାଦୀ ପାର୍ଟି ଏମ୍‌ପି ତଥା ବଲିଉଡ୍ ଅଭିନେତ୍ରୀ ଜୟା ବଚ୍ଚନ ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୟରେ ପରିଚାଳିତ କେନ୍ଦ୍ର ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସୂଚନା ଅନୁଯାୟୀ, ଟ୍ରେଜେରୀ ବେଞ୍ଚ ଉପରେ ବସିଥିବା ଭାଜପା…

ସୁଇସାଇଡ୍‌ ନୋଟ୍‌ରେ ଏମିତି ଲେଖିଲେ ନାବାଳିକା, ଚାଲିଛି ତନାଘନା

ତାମିଲନାଡୁ,୨୦।୧୨, ତାମିଲନାଡୁର ଏକ ନାବାଳିକା ନିଜ ଆତ୍ମହତ୍ୟା ନୋଟ୍‌ରେ ଯୌନ ଉତ୍ପୀଡ଼ନ ଅଭିଯୋଗ କରି ଆତ୍ମହତ୍ୟା କରିଛନ୍ତି। ସେ ଚେନ୍ନାଇ ସ୍କୁଲର ଏକାଦଶ ଶ୍ରେଣୀର ଛାତ୍ରୀ ଥିଲେ। ଗତ ସପ୍ତାହରେ ଚେନ୍ନାଇର ମାଙ୍ଗାଡୁସ୍ଥିତ ତାଙ୍କ ଘରେ ଥିବା କୋଠରୀରେ ତାଙ୍କ ମୃତ…

ନିର୍ବାଚନ ଆଇନ ସଂଶୋଧନ ବିଲ, ୨୦୨୧ ଲୋକ ସଭାରେ ଆଗତ

ନୂଆଦିଲ୍ଲୀ,୨୦।୧୨: ନିର୍ବାଚନ ଆଇନ (ସଂଶୋଧନ) ବିଲ,୨୦୨୧ ଲୋକ ସଭାରେ ଆଗତ କରାଯାଇଛି। ଏହି ବିଲରେ ଭୋଟର କାର୍ଡକୁ ଆଧାର କାର୍ଡ ସହିତ ଯୋଡିବା ପାଇଁ ଏକ ବ୍ୟବସ୍ଥା କରାଯାଇଛି। ଏହାପୂର୍ବରୁ କଂଗ୍ରେସ, ତୃଣମୂଳ କଂଗ୍ରେସ, ଏଆଇଏମଆଇଏମ, ଆରଏସପି, ବିଏସପି ଭଳି ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?