ଜାତୀୟ

ସିବିଏସ୍‌ଇ-ଆଇସିଏସ୍‌ଇ ଟର୍ମ-୧ ବୋର୍ଡ ପରୀକ୍ଷା ହାଇବ୍ରିଡ୍‌ ମୋଡ୍‌ରେ ହେବ ନାହିଁ , ସୁପ୍ରିମ୍‌କୋର୍ଟଙ୍କ ରାୟ…

ନୂଆଦିଲ୍ଲୀ,୧୮।୧୧: ସିବିଏସ୍‌ଇ-ଆଇସିଏସ୍‌ଇ ଟର୍ମ-୧ ବୋର୍ଡ ପରୀକ୍ଷା ହାଇବ୍ରିଡ୍‌ ମୋଡ୍‌ରେ ହେବ ନାହିଁ ବୋଲି ଗୁରୁବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ଟର୍ମ-୧ ପରୀକ୍ଷା ହାଇବ୍ରିଡ୍‌ ମୋଡ୍‌ରେ କରିବାକୁ କେତେକ ଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ବିଚାରପତି ଏ.ଏମ୍‌.…

ବାୟୁସେନାର ଏମ୍‌ଆଇ-୭୦ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଇଟାନଗର,୧୮ ।୧୧: ଭାରତୀୟ ବାୟୁସେନାର ଏମ୍‌ଆଇ-୭୦ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ ହେଲିକପ୍ଟରରେ ଥିବା ୨ ପାଇଲଟ ଓ ୩ କ୍ରିୟୁ ମେମ୍ବର ସୁରକ୍ଷିତ ଥିବା ଜଣାପଡିଛି । ଭାରତୀୟ ବାୟୁସେନା ପକ୍ଷରୁ ଏହି ସୂଚନା ଦିଆଯାଇଛି । କୁହାଯାଉଛି…

୫ ଲକ୍ଷ କୋଟିରୁ ଅଧିକ ରିକଭରି କରିଛନ୍ତି ସରକାର, ବ୍ୟାଙ୍କିଙ୍ଗ୍‌ କ୍ଷେତ୍ର ହୋଇଛି ସୁଦୃଢ଼…

ନୂଆଦିଲ୍ଲୀ,୧୮।୧୧: ଦେଶରେ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ର ସମ୍ପ୍ରତି ସୁଦୃଢ଼ ହୋଇ ପାରିଛି। ୨୦୧୪ରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ୬-୭ ବର୍ଷ ମଧ୍ୟରେ ବହୁ ସଂଶୋଧନ ଆଣିଛନ୍ତି। ଫଳରେ ୫ ଲକ୍ଷ କୋଟିରୁ ଅଧିକ ରିକଭରି ସମ୍ଭବ ହୋଇପାରିଛି।…

ଅରୁଣାଚଳ ପ୍ରଦେଶରେ ୬୦ କୋଠା ନିର୍ମାଣ କରିଛି ଚାଇନା, ସାଟେଲାଇଟ୍‌ ଫଟୋ କଲା ପର୍ଦ୍ଦାଫାଶ୍‌…

ନୂଆଦିଲ୍ଲୀ,୧୮।୧୧: ଏଲ୍‌ଏସିରେ ଚାଇନାର ଅନୁପ୍ରବେଶ ଜାରି ରହିଛି। ଅରୁଣାଚଳ ପ୍ରଦେଶରେ ଚାଇନା ୬୦ କୋଠା ନିର୍ମାଣ କରିଛି। ସାଟେଲାଇଟ୍‌ ଫଟୋରୁ ଏହାର ପର୍ଦ୍ଦାଫାଶ୍‌ ହୋଇଛି। ପୂର୍ବରୁ ଚାଇନା ଏଠାରେ ପ୍ରଥମ କେତେକ କୋଠାଘର ନିର୍ମାଣ କରିଥିଲା। ୨୦୧୯ ମାର୍ଚ୍ଚ ୧୯ ସାଟେଲାଇଟ୍‌…

ନୁସରତଙ୍କ ବିବାହକୁ ଅବୈଧ ଘୋଷଣା କଲେ କୋର୍ଟ

କୋଲକାତା,୧୮।୧୧: ବଙ୍ଗୀୟ ଅଭିନେତ୍ରୀ ତଥା ତୃଣମୂଳ କଂଗ୍ରେସ ଏମ୍‌ପି ନୁସରତ ଜାହାଁ ଏବେ ଚର୍ଚ୍ଚାରେ ରହୁଛନ୍ତି। । ତାଙ୍କ ବିବାହକୁ ନେଇ ଉଠିଛି ପୁଣି ବିବାଦ। ୨୦୧୯ ଜୁନ ୧୯ ରେ ନିଖିଲ ଜୈନ ଏବଂ ନୁସରତଙ୍କ ବିବାହ ହୋଇଥିଲା। ଏବେ…

୨୦୨୫ ସୁଦ୍ଧା ସଫା ହୋଇଯିବ ଯମୁନା: କେଜରିୱାଲ

ନୂଆଦିଲ୍ଲୀ,୧୮ ।୧୧: ଯାହା ମଇଳା ହେବାକୁ ୭୦ ବର୍ଷ ଲାଗିଛି ତାହା ୨ ବର୍ଷରେ ସଫା ହେବନାହିଁ ବୋଲି କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ଯମୁନାର ମଇଳାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି କେଜରିୱାଲ । ତେବେ ୨୦୨୫…

୬ ଡିସେମ୍ବରରେ ମଥୁରା ମସଜିଦ୍‌ରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ପ୍ରତିମା ସ୍ଥାପନ କରିବ ହିନ୍ଦୁ ମହାସଭା…

ମଥୁରା,୧୮।୧୧: ପ୍ରଭୁ ଶ୍ରୀକୃଷ୍ଣଙ୍କ ପ୍ରତିମା ୬ ଡିସେମ୍ବରରେ ମଥୁରା ମସଜିଦ୍‌ରେ ସ୍ଥାପନ କରିବା ଲାଗି ହିନ୍ଦୁ ମହାସଭା ପକ୍ଷରୁ ଘୋଷଣା କରାଯାଇଛି। ପ୍ରଭୁଙ୍କ ବାସ୍ତବିକ ଜନ୍ମସ୍ଥାନରେ ପ୍ରତିମା ସ୍ଥାପନ ଲାଗି ମହାସଭା କହିଛି। ଏହା ସହିତ ଶାହି ମସଜିଦ୍‌ ଇଦ୍‌ଗାହରେ ଲଡୁ…

ଅପହଞ୍ଚ ଗ୍ରାମରେ ପହଞ୍ଚିବ ୪-ଜି ସେବା

ନୂଆଦିଲ୍ଲୀ,୧୮।୧୧: ଦେଶ ମଧ୍ୟରେ ଟେଲିକମ୍‌ ସେବା ଦ୍ରୁତଗତିରେ ଅଗ୍ରଗତି କରୁଛି। ଏବେ ମଧ୍ୟ ଅନେକ ସ୍ଥାନ ରହିଛି ଯେଉଁଠାରେ ଏହି ସେବାଠାରୁ ଲୋକ ବହୁ ଦୂରରେ ରହିଛନ୍ତି। ଉକ୍ତ ସ୍ଥାନଗୁଡ଼ିକୁ ସେବା ଯୋଗାଣ ଲକ୍ଷ୍ୟରେ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ…

କୁଲଗାମ ଏନକାଉଣ୍ଟରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଟପ୍ କମାଣ୍ଡର ଶାକିର ନଜାରଙ୍କ ସମେତ ୩ ଆତଙ୍କବାଦୀ ନିହତ

ଜମ୍ମୁ,୧୮ ।୧୧: ଜମ୍ମୁ-କଶ୍ମୀରର କୁଲଗାମରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । କଶ୍ମୀର ଆଇଜିପି ବିଜୟ କୁମାରଙ୍କ ସୂଚନା ଅନୁଯାୟୀ, କୁଲଗାମରେ ଚାଲିଥିବା ଏନକାଉଣ୍ଟରେ ହିଜବୁଲ ମୁଜାହିଦ୍ଦିନର ଡିଷ୍ଟ୍ରିକ୍ଟ କମାଣ୍ଡର ଶାକିର ନଜାର ନିହତ ହୋଇଛନ୍ତି । ସେ ୨୦୧୮ରୁ ଆତଙ୍କବାଦୀ…

ଯୌନ ନିର୍ଯାତନା ମାମଲା, ହାଇକୋର୍ଟଙ୍କ ‘ସ୍କିନ୍‌ ଟୁ ସ୍କିନ୍‌ କଣ୍ଟାକ୍ଟ’ ଫଇସଲା ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୮।୧୧: ଯୌନ ନିର୍ଯାତନା ମାମଲାରେ ବମ୍ବେ ହାଇକୋର୍ଟଙ୍କ ସ୍କିନ୍‌ ଟୁ ସ୍କିନ୍‌ କଣ୍ଟାକ୍ଟ ଫଇସଲାକୁ ସୁପ୍ରିମ୍‌କୋର୍ଟ ଖାରଜ କରି ଦେଇଛନ୍ତିି। ଶୀର୍ଷ କୋର୍ଟ ଏହି ପ୍ରସଙ୍ଗରେ କହିଛନ୍ତି ଯେ, ଏଭଳି ଘଟଣାରେ କ’ଣ ହାତରେ ଗ୍ଲୋଭସ୍‌ ପିନ୍ଧି ଅପରାଧୀ ଅପରାଧ କରିବେ…

ଦୁଇ ବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀର ହେବ ଆତଙ୍କବାଦ ମୁକ୍ତ…

ନୂଆଦିଲ୍ଲୀ,୧୮।୧୧: ଜମ୍ମୁ -କଶ୍ମୀରରେ ଆତଙ୍କବାଦକୁ ନେଇ ଉପରାଜ୍ୟପାଳ ମନୋଜ ସିହ୍ନା ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଆସନ୍ତା ଦୁଇ ବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀରରୁ ଆତଙ୍କବାଦ ସମ୍ପୂର୍ଣ୍ଣ ରୂପେ ଲୋପ ହେବ ବୋଲି ସେ କହିିଛନ୍ତି। ମନୋଜ ସିହ୍ନାଙ୍କ ଏହି ବିବୃତ୍ତି ଏପରି…

ଆନ୍ଦୋଳନ କରିଥିବା କୃଷକଙ୍କ ପାଇଁ ଆଉ ଏକ ଘୋଷଣା କଲେ ଚନ୍ନି

ଚଣ୍ଡିଗଡ଼,୧୮ ।୧୧: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବିରୋଧ କରି ଆନ୍ଦୋଳନ କରିଥିବା କୃଷକଙ୍କ ମଧ୍ୟରେ ସଂଘର୍ଷ ଯୋଗୁ କେତେଜଣଙ୍କ ନାଁରେ ମାମଲା ରୁଜୁ କରାଯାଇଥିଲା । ଏବେ କିନ୍ତୁ କୃଷକଙ୍କ ନାଁରେ ଥିବା ସମସ୍ତ ମାମଲାକୁ ରଦ୍ଦ କରିଦିଆଯିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri