ଜାତୀୟ

ଏହି ରାଜ୍ୟରେ ଦେଖାଗଲା ବ୍ଲାକ୍‌ଫଙ୍ଗସ୍‌ର ପ୍ରଥମ ମାମଲା: ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୯।୫: କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ସାମ୍ନା କରୁଥିବା ଦିଲ୍ଲୀରେ ଏବେ ବ୍ଲାକ୍‌ ଫଙ୍ଗସ୍‌ର ପ୍ରଥମ ମାମଲା ସାମ୍ନାକୁ ଆସିଛି। ଏଥିଯୋଗୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମେ’ ୧୬ରେ ଦିଲ୍ଲୀର ବେଶ୍‌ ଜଣାଶୁଣା ମୁଲଚନ୍ଦ ହସ୍ପିଟାଲରେ ଏହି ମାମାଲା...

ମୋତେ ଶୀଘ୍ର ବାହା କର, ଏମିତି ଜିଦ୍‌ ଧରିଲେ ଯୁବତୀ; ଆଉ ତା’ ପରେ…

ଭୋପାଳ,୧୯।୫: ସମଗ୍ର ଦେଶରେ କରୋନା ମହାମାରୀ ଚାଲିଥିବାରୁ କେତେକ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକଙ୍କୁ କିଛି ଜରୁରୀ କାମରେ ଅସୁବିଧାର ସାମ୍ନା କରିବାକୁ ପଡୁଛି। ମଧ୍ୟପ୍ରଦେଶର ବେତୁଲରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି। ଏଠାରେ ଲକ୍‌ଡାଉନ୍‌...

ଭାକ୍ସିନ୍‌ ଅଭାବ ପୂରଣ ପାଇଁ ଗଡ଼କରୀଙ୍କ ନୂଆ ପରାମର୍ଶ: ୧୫-୨୦ ଦିନରେ ହେବ ସମସ୍ୟାର ସମାଧାନ…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ରଚିଛି। ଏପରିସ୍ଥଳେ ଭାକ୍ସିନ୍‌ ଏବଂ କରୋନା ଔଷଧର ଅଭାବ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଏହି ସମସ୍ୟାର ସମାଧାନ ପାଇଁ କେନ୍ଦ୍ରୀୟ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ପରାମର୍ଶ...

କରୋନାରେ ଗଲା ଆଉ ଜଣେ ବିଧାୟକଙ୍କ ଜୀବନ

ଜୟପୁର,୧୯।୫: ଦେଶରେ କରୋନା ପ୍ରକୋପ ଜାରି ରହିଛି। ଗତ ୩ ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହି ମହାମାରୀ ଆଉ କେତେ ଯେ ଦୁର୍ଦ୍ଦଶା ଦେଖାଇବ...

୩ମାସ ପରେ ଭାକ୍ସିନ ନେଇପାରିବେ ପ୍ଲାଜମା ନେଇଥିବା ଆକ୍ରାନ୍ତ

ନୂଆଦିଲ୍ଲୀ,୧୯।୫: ପୂର୍ବରୁ ଭାରତରେ ଦେଖାଦେଇଥିବା କରୋନା ଭାଇରସ୍‌ର ଭାରିଆଣ୍ଟରେ ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ପ୍ଲାଜମା ଥେରାପି ରାମବାଣ ସଦୃଶ ଥିଲା। ହେଲେ ବର୍ତ୍ତମାନ ଦେଖାଯାଇଥିବା କରୋନାର ନୂଆ ଭାରିଆଣ୍ଟରେ ପ୍ଲାଜମା ଥେରାପି ଆଉ କାମ ଦେଉନାହିଁ। ତେଣୁ କୋଭିଡ ଚିକିତ୍ସା...

କରୋନା ଲଢ଼େଇରେ ଅଣ୍ଟା ଭିଡ଼ିଲା ଇସ୍ରୋ: ତିଆରି କଲା ସ୍ବଦେଶୀ ଅକ୍ସିଜେନ୍‌ କନସେନଟ୍ରେଟର..

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଇସ୍ରୋ କରୋନା ଲଢ଼େଇ ପାଇଁ ଅଣ୍ଟା ଭିଡ଼ିଛି। ଇସ୍ରୋ ପକ୍ଷରୁ ସ୍ବଦେଶୀ ଜ୍ଞାନକୌଶଳରେ ଅକ୍ସିଜେନ୍‌ କନସେନଟ୍ରେଟର ତିଆରି କରିଛି। ଇସ୍ରୋର ବିକ୍ରମ ସରାଭାଇ...

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ମତାମତ ନୁହେଁ ଭାରତର ବକ୍ତବ୍ୟ: ଜୟଶଙ୍କର..

ନୂଆଦିଲ୍ଲୀ,୧୯।୫: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ମତାମତ ନେଇ ଭାରତ ସିଙ୍ଗାପୁର ସମ୍ପର୍କରେ ଫାଟ ସୃଷ୍ଟି ହେବା ପୂର୍ବରୁ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି।...

୨୬ ଦିନରେ ଗଲା ୩୭ଜଣଙ୍କ ଜୀବନ: ପଦାରେ ପଡ଼ିଲା ପ୍ରଶାସନର ଅବ୍ୟବସ୍ଥା

ମୁଜଫରପୁର,୧୯।୫: ବିହାରରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଥିବା ବେଳେ ଏବେ ଏହାର ପ୍ରଭାବ ଗ୍ରାମାଞ୍ଚଳରେ ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟ ଗ୍ରାମାଞ୍ଚଳର ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକର ଅବସ୍ଥା ନ କହିଲେ ଭଲ। ଏଭଳି ସ୍ଥିତିରେ କିଭଳି ସେଠାରେ କରୋନା...

ଗୋଟିଏ ଜୁଇରେ ଦମ୍ପତିଙ୍କ ଅନ୍ତିମ ସଂସ୍କାର…

ଇନ୍ଦୋର,୧୯।୫: ଗୋଟିଏ ଦିନରେ ଗୋଟେ ଘଣ୍ଟା ବ୍ୟବଧାନରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିବା ଏବଂ ଅନ୍ତିମ ସଂସ୍କାର ଗୋଟିଏ ଜୁଇରେ ହେବା ଘଟଣା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ବାସ୍ତବ ଜୀବନରେ ଏଭଳି ଏକ ଘଟଣା ମଧ୍ୟପ୍ରଦେଶର ବିଦିଶାରେ ଘଟିଛି।...

‘ଦିଲ୍ଲୀରେ କେହି ବି ବଞ୍ଚି ପାରିବେନି’, କହିଥିବା ପ୍ରଫେସରଙ୍କର କରୋନାରେ ପରଲୋକ…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଦିଲ୍ଲୀର କରୋନା ସ୍ଥିତି ଗୁରୁତର ରହିଛି। ‘ଦିଲ୍ଲୀରେ କେହି ବି ବଞ୍ଚି ପାରିବେନି’ କହିଥିବା ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟର ଆସୋସିଏଟ୍‌ ପ୍ରଫେସର ନାବିଲା...

୯ ମାସ ହେଲା ଧୂଳି ଖାଉଛି ପିଏମ୍‌ କେୟାର୍ସର ୨୫ ଭେଣ୍ଟିଲେଟର…

ଦରଭଙ୍ଗା,୧୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ପିଏମ୍‌ କେୟାର୍ସ ଫଣ୍ଡ୍‌ ପକ୍ଷରୁ ଯୋଗାଇ ଦିଆଯାଇଥିବା ଭେଣ୍ଟିଲେଟର ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଲଗାତାର ବିବାଦ...

ବିପଦ ଉପରେ ବିପଦ: ତଉକ୍‌ତାଏ ପରେ ଏବେ ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳେ ବିପଦ ଉପରେ ବିପଦ ମାଡ଼ି ଆସୁଛି। ସମ୍ପ୍ରତି ବାତ୍ୟା ତଉକ୍‌ତାଏ ଯୋଗୁ ଗୁଜରାଟ,କରେଳ, ଗୋଆ, ମହାରାଷ୍ଟ୍ରରେ ବହୁ କ୍ଷୟକ୍ଷତି ହୋଇଛି। ଏହି ବାତ୍ୟା ଯୋଗୁ ଗୁଜରାଟରେ ୪୫...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri