ଜାତୀୟ

ଓଡ଼ିଶା, ଛତିଶଗଡ଼କୁ ସାକ୍ଷୀ ତାଲିକା ମାଗିଲେ ଟ୍ରିବ୍ୟୁନାଲ

ନୂଆଦିଲ୍ଲୀ, ୧୯।୧୨: ମହାନଦୀ ଜଳ ବିବାଦ ମାମଲାରେ ଓଡ଼ିଶା ଓ ଛତିଶଗଡ଼ ସରକାରଙ୍କୁ ସାକ୍ଷୀ ତାଲିକା ଆସନ୍ତା ୨ସପ୍ତାହ ମଧ୍ୟରେ ପ୍ରଦାନ କରିବାକୁ ଶନିବାର ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ବିଚାରପତି ଏ.ଏମ୍‌.ଖାନ୍‌ଓ୍ବିଲକରଙ୍କ ଅଧ୍ୟକ୍ଷତାରେ ବିଚାରପତି ଇନ୍ଦରମିତ୍‌ କୌର ଏବଂ ରବି…

ସମାଜବାଦୀ ପାର୍ଟି ନେତାଙ୍କ ଘରେ ଆୟକର ବିଭାଗର ମାରାଥନ ରେଡ: ୧୫ ଘଣ୍ଟାରେ ମିଳିଲା ୧୭ ହଜାର ଟଙ୍କା

ଲକ୍ଷ୍ନୌ,୧୯ ।୧୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଶନିବାର ସମାଜବାଦୀ ପାର୍ଟିର ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବଙ୍କ ନିକଟତମ କୁହାଯାଉଥିବା ନେତାଙ୍କ ଘରେ ଆୟକର ବିଭାଗ ଚଢାଉ କରିଛି । ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ…

ଅମ୍ବାନୀଙ୍କ ଘରେ ପୁଣି ବାଜିବ ଶାହାନାଇ!

ମୁମ୍ବାଇ,୧୯ ।୧୨: ଉଦ୍ଦ୍ୟୋଗପତି ଅନିଲ ଅମ୍ବାନୀ ଓ ଟିନା ଅମ୍ବାନୀଙ୍କ ପୁଅ ଜୟ ଅନମୋଲ ଅମ୍ବାନୀଙ୍କର ଏନଗେଜମେଣ୍ଟ ସରିଛି । କୃଷ୍ଣା ଶାହାଙ୍କ ସହ ଅନମୋଲଙ୍କର ବିବାହ ହେବାକୁ ଯାଉଥିବା ବେଳେ ଏବେ ସୋସିଆଲ ମିଡିଆରେ ଏମାନଙ୍କ ଏନ୍‌ଗେଜ୍‌ମେଣ୍ଟର କିଛି ଫଟୋ…

ଶ୍ରୀନଗର ଏନ୍‌କାଉଣ୍ଟର: ସୁରକ୍ଷାକର୍ମୀଙ୍କୁ ବଡ ସଫଳତା

ଜମ୍ମୁ,୧୯ ।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ରାଜନୀତି ଓ ଟେରର ଫଣ୍ଡିଂ ନେଟୱର୍କକୁ ସମ୍ପୂର୍ଣ୍ଣ ଶେଷ କରିବାକୁ ସୁରକ୍ଷାକର୍ମୀ ଲାଗି ପଡିଛନ୍ତି । ରବିବାର ସକାଳୁ ହରୱାନ ଅଞ୍ଚଳରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ବେଳେ ଜଣେ ଅଜ୍ଞାତ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି…

ଦେଶରେ ଓମିକ୍ରନ୍ ଯୋଗୁ ଫେବୃୟାରୀରେ ଆସିବ ତୃତୀୟ ଲହର: କୋଭିଡ ସୁପର ମଡେଲ କମିଟିର ଚେତାବନୀ

ନୂଆଦିଲ୍ଲୀ,୧୯ ।୧୨: କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନ୍ ଦ୍ରୁତ ବେଗରେ ମାଡି ଚାଲିଛି । ଏପର୍ଯ୍ୟନ୍ତ ଏହା ଦେଶର ୧୨ ରାଜ୍ୟକୁ ବ୍ୟାପି ସାରିଲାଣି । ଆଉ ଏଥିରେ ୧୪୫ ଜଣ ସଂକ୍ରମିତ ହୋଇ ସାରିଲେଣି । ଏହାକୁ ଦେଖି…

ସ୍ବର୍ଣ୍ଣ ମନ୍ଦିରରେ ଅପବିତ୍ର ଉଦ୍ୟମ: ଯୁବକଙ୍କୁ ପିଟି ପିଟି ହତ୍ୟା

ଚଣ୍ଡିଗଡ଼,୧୮।୧୨: ଅମୃତସରର ସ୍ବର୍ଣ୍ଣ ମନ୍ଦିର ଅପବିତ୍ର କରିବାକୁ ଉଦ୍ୟମ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ମାରିଦେଇଛନ୍ତି। ଖବର ଅନୁଯାୟୀ ଯୁବକ ଜଣଙ୍କ ଶନିବାର ସନ୍ଧ୍ୟା ପ୍ରାର୍ଥନା ସମୟରେ ରେଲିଂ ଡେଇଁ ମନ୍ଦିର ଭିତରେ ପ୍ରବେଶ କରିଥିଲେ। ଶିଖ୍‌ମାନଙ୍କ…

ଆମେଠିରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ

ଆମେଠି,୧୮।୧୨: ୨୦୧୯ ସାଧାରଣ ନିର୍ବାଚନରେ ପରାଜିତ ହେବାର ଅଢେଇ ବର୍ଷ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ନିଜ ନିର୍ବାଚନମଣ୍ଡଳୀ ଆମେଠୀକୁ ପ୍ରଥମଥର ପାଇଁ ଗସ୍ତ କରିଛନ୍ତି। ଏହି ଅବସରରେ ରାହୁଲ ଏବଂ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପଦଯାତ୍ରା…

ଗଙ୍ଗା ଏକ୍ସପ୍ରେସ ୱେର ଶିଳାନ୍ୟାସ କଲେ ମୋଦି: ଡବଲ ଇଞ୍ଜିନ ସରକାରଙ୍କର ବିକାଶ ଉପରେ ଧ୍ୟାନ

ଶାହାଜହନପୁର,୧୮ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉତ୍ତର ପ୍ରଦେଶର ଶାହଜହାନପୁରରେ ଗଙ୍ଗା ଏକ୍ସପ୍ରେସ ୱେର ଶିଳାନ୍ୟାସ କରିଛନ୍ତି । ପାଖାପାଖି ୫୯୪ କିଲୋମିଟର ଲମ୍ବା ଏହା ୬ ଲେନ ବିଶିଷ୍ଟ ହେବ । ଏହି କାର୍ଯ୍ୟକ୍ରମରେ ସମ୍ବୋଧନ ଦେବା ଅବସରରେ…

ମନ୍ଦିର ଶପିଂ କମ୍ପ୍ଲେକ୍ସ୍‌ ନିଲାମୀ ପ୍ରକ୍ରିୟାରେ ସବୁଧର୍ମର ଲୋକଙ୍କୁ ସାମିଲ କରାଯାଉ, ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

କୁରନୁଲ୍‌, ୧୮।୧୨: ଆନ୍ଧ୍ରପ୍ରଦେଶର କୁରନୁଲ୍‌ରେ ଥିବା ଶ୍ରୀ ବ୍ରମରମମ୍ବା ମଲ୍ଲକାର୍ଜୁନ ସ୍ବାମୀ ମନ୍ଦିରର ଶପିଂ କମ୍ପ୍ଲେକ୍ସ୍‌ ଲିଜ୍‌ ନିଲାମୀ ପ୍ରକ୍ରିୟାରେ ସବୁଧର୍ମର ଲୋକଙ୍କୁ ସାମିଲ୍‌ କରିବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଶୀର୍ଷ କୋର୍ଟ କହିଛନ୍ତି ଯେ, କେବଳ ଧର୍ମର ଆଧାରରେ…

ସାକ୍ଷୀ ପୁଣି ଗର୍ଭବତୀ ଖବର ପରେ, ଏମ୍‌ଏସ୍‌ଙ୍କ ଫ୍ୟାମିଲି ଫଟୋ ଭାଇରାଲ…

ନୂଆଦିଲ୍ଲୀ, ୧୮।୧୨: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ (ଏମ୍‌ଏସ୍‌ ଧୋନୀ)ଙ୍କ ସ୍ତ୍ରୀ ସାକ୍ଷୀ ପୁଣି ଗର୍ଭବତୀ ହୋଇଥିବା ଖବର ପ୍ରଚାରିତ ହେଉଥିବାବେଳେ ଏବେ ତାଙ୍କର ଫ୍ୟାମିଲି ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଚେନ୍ନାଇ ସୁପର…

ନାବାଳିକା ବଳାତ୍କାରୀଙ୍କୁ ବାନ୍ଧିଲା ପୋଲିସ

ପଶ୍ଚିମବଙ୍ଗର,୧୮।୧୨: ପଶ୍ଚିମବଙ୍ଗର ପୂର୍ବ ବର୍ଦ୍ଧମାନ ଜିଲାରେ ଜଣେ ୧୫ ବର୍ଷର ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଘଟଣାରେ ଦୁଇ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କୁ ଗିରଫ କରାଯାଇଛି ବୋଲି ପୋଲିସ ଶନିବାର କହିଛି। ସେହି ଅଭିଯୁକ୍ତ ଜଣଙ୍କ ଏକ ରିକ୍ସା ଡ୍ରାଇଭର ବୋଲି ପୋଲିସ…

ରାଜସ୍ଥାନରେ ତାପମାତ୍ରା ମାଇନସ୍‌ ୩.୩ ଡିଗ୍ରୀ, ୟେଲୋ ଓ୍ବାର୍ନିଂ ଜାରି

ଜୟପୁର,୧୮।୧୨: ଫତେହପୁର ଏବଂ ଚୁରୁର ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇଥିବାରୁ ଦେଶର ଉତ୍ତର ଭାଗରୁ ଶୀତଳ ପବନ ରାଜସ୍ଥାନରେ ପ୍ରବାହିତ ହୋଇଛି ବୋଲି ପାଣିପାଗ ବିଭାଗର ଜଣେ ଅଧିକାରୀ ଶନିବାର କହିଛନ୍ତି। ରାଜସ୍ଥାନରେ ଶୁକ୍ରବାର ରାତିରେ ତାପମାତ୍ରା ଏକ ଡିଗ୍ରୀ ସେଲସିୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?