ଜାତୀୟ

ମନ୍ତ୍ରୀ ନିଜେ କରୋନା ପଜିଟିଭ୍‌ ଥାଇ ସଫା କରୁଛନ୍ତି ହସ୍ପିଟାଲ ଓ୍ବାର୍ଡ

ମିଜୋରାମ,୧୬।୫: କରୋନାର ଭୟାବହତା ବର୍ତ୍ତମାନ ପୂରା ଦେଶରେ ଦେଖିବାକୁ ମିଳିଛି। କୌଣସି ହସ୍ପିଟାଲରେ ବେଡ୍‌ ମିଳୁନି କି ଅକ୍ସିଜେନ ସିଲିଣ୍ଡର ନାହିଁ। ଏପରି ଖବର ମଧ୍ୟରେ ଆଉ ଏକ ଫଟୋ ସାମ୍ନାକୁ ଆସିଛି। ଯେଉଁଥିରେ କରୋନା ସଂକ୍ରମିତ ହୋଇଥିବା ଖୋଦ୍‌...

ତାଉକାତେ ଆତଙ୍କ: ୫୮୦ କରୋନା ରୋଗୀଙ୍କୁ କରାଗଲା ସ୍ଥାନାନ୍ତର

ମୁମ୍ବାଇ,୧୬।୫: ଲାକ୍ଷାଦ୍ୱୀପ ଓ ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ‘ତଉକାତେ’ ବାତ୍ୟାର ପ୍ରଭାବ ଯୋଗୁ ବୃହନମୁମ୍ବାଇ ନଗର ନିଗମ(ବିଏମ୍‌ସି) ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। କୋଭିଡ କେୟାର ସେଣ୍ଟରରୁ ୫୮୦ଜଣ ଆକ୍ରାନ୍ତଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର...

ହରିଆଣାରେ ବଢ଼ିଲା ଲକ୍‌ଡାଉନ

ଚଣ୍ଡିଗଡ଼,୧୬।୫: ରାଜ୍ୟରେ ବର୍ଦ୍ଧିତ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ରାଜ୍ୟସରକାର ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଉତ୍ତରପ୍ରଦେଶ ଓ ଦିଲ୍ଲୀ ପରେ ଏବେ ହରିଆଣା ସରକାର ମଧ୍ୟ ଲକ୍‌ଡାଉନ ଅବଧି ବୃଦ୍ଧି ନେଇ ଘୋଷଣା କରିଛନ୍ତି।...

କରୋନା କାଳରେ ବି ବାଦ୍‌ ପଡ଼ୁନି ପାକିସ୍ତାନ: ଡ୍ରୋନ୍‌ ଜରିଆରେ ପଠାଉଛି ଅସ୍ତ୍ରଶସ୍ତ୍ର

ଶ୍ରୀନଗର,୧୬।୫: ଗୋଟିଏ ପଟେ ସାରା ଦେଶ କରୋନା ସହ ଲଢ଼େଇ କରୁଥିବା ବେଳେ ନିଜ କାର୍ଯ୍ୟକଳାପରୁ ବାଦ୍‌ ପଡ଼ୁନି ପାକିସ୍ତାନ। ଭାରତ ସହ ଶତ୍ରୁତା କରିବା ପାଇଁ କୌଣସି ସୁଯୋଗର ହାତଛଡ଼ା କରୁନାହିଁ। ଇତିମଧ୍ୟରେ ଶନିବାର ଓ ରବିବାର ରାତ୍ର...

ଡ୍ରାଗନର ଲାଲ୍‌ଆଖି: ରୁତୋଗ୍‌ରେ ଠୁଳ କରୁଛି ଯୁଦ୍ଧ ସରଞ୍ଜାମ…

ବେଜିଂ/ଲେହ,୧୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ଏପରିସ୍ଥଳେ ଚାଇନା ଗତବର୍ଷ ଭଳି ଚଳିତ ବର୍ଷ ଭାରତକୂ ଘେରିବା ଆରମ୍ଭ କରିଛି। ଶାନ୍ତିର କଥା ବିଷୟରେ କହି ବୁଲୁଥିବା ଡ୍ରାଗନ ପୁଣି ପୂର୍ବ ଲଦାଖ ଅଞ୍ଚଳରେ...

ହୃଦ୍‌ଘାତରେ ଏହି ଅଭିନେତ୍ରୀଙ୍କ ବାପାଙ୍କ ପରଲୋକ

ମୁମ୍ବାଇ,୧୬।୫: ଫିଲ୍ମ ଜଗତରୁ ଏକ ଦୁଃଖଦ ଖବର ଆସିଛି। ବଲିଉଡ୍‌ ଅଭିନେତ୍ରୀ ସୁଧା ଚନ୍ଦ୍ରନଙ୍କ ବାପା ତଥା ବିଶିଷ୍ଟ ଅଭିନେତା କେ.ଡି ଚନ୍ଦ୍ରନଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ରବିବାର ସକାଳେ ହୃହ୍‌ଘାତ ହେବାରୁ...

ପୁଣି ସପ୍ତାହେ ବଢ଼ିଲା ଲକ୍‌ଡାଉନ

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀରେ ଲକ୍‌ଡାଉନ ଯୋଗୁ କରୋନାର ଦ୍ୱିତୀୟ ଲହରର ସଂକ୍ରମଣ ଗତିରେ ସାମାନ୍ୟ ହ୍ରାସ ହୋଇଥିବା ଦେଖିବାକୁ ମିଳିଛି। ଏହାର ପ୍ରଭାବକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ରାଜ୍ୟରେ ପୁଣି ଥରେ ଲକ୍‌ଡାଉନର ଅବଧିକୁ ବୃଦ୍ଧି କରିବାକୁ...

୪୦ ହଜାର ଜୀବନ ନେଉଛି ଡେଙ୍ଗୁ

ମେ’ ୧୬ରେ ଭାରତରେ ଜାତୀୟ ଡେଙ୍ଗୁ ଦିବସ ପାଳନ କରାଯାଇଥାଏ। ଡେଙ୍ଗୁ ଜ୍ୱର ସମ୍ପର୍କରେ ସଚେତନତା ସୃଷ୍ଟି ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏଡିସ୍‌ ପ୍ରଜାତିର ମଶା ଏଡିସ ଏଜିପ୍ଟି ଦ୍ୱାରା ଡେଙ୍ଗୁ ବ୍ୟାପିଥାଏ। ଶରୀରରେ ଡେଙ୍ଗୁ ଭୂତାଣୁ ପ୍ରବେଶ...

ହସ୍ପିଟାଲରେ ବେଡ୍‌-ଅକ୍ସିଜେନ୍‌ ନାହିଁ: ଶ୍ମଶାନରେ କାଠ ଅଭାବ…

ନୋଏଡା,୧୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଆକ୍ରାନ୍ତଙ୍କ ଲାଗି ହସ୍ପିଟାଲରେ ବେଡ୍‌ର ଅଭାବ ଦେଖାଦେଇଛି। ସେହିପରି ଅକ୍ସିଜେନ୍‌ ନ ଥିବାରୁ ବହୁ ଆକ୍ରାନ୍ତ ଛଟପଟ ହୋଇ ମରୁଛନ୍ତି। ପ୍ରତିଦିନ ମୃତକଙ୍କ ସଂଖ୍ୟା...

ଏହି ରାଜ୍ୟର ମହିଳାମାନେ କରୁଛନ୍ତି ‘କରୋନା ମାଇ’ ପୂଜା

ବାରାଣସୀ,୧୬।୫: କରୋନା ଭାଇରସ୍‌ ମହାମାରୀ ସାରା ଦେଶରେ ତାଣ୍ଡବ ରଚୁଛି। ସାରା ରାଜ୍ୟରେ ଦୈନିକ ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପରିସ୍ଥିତି ଏଭଳି ହୋଇଛି ଯେ, କେତେକ ରାଜ୍ୟରେ ଲକ୍‌ଡାଉନ ମଧ୍ୟ ବିଫଳ...

ଆମ୍ବୁଲାନ୍ସ୍‌ରେ ରୋମାନ୍ସ: ଧରାପଡ଼ି ୩ ଯୁବକ, ଜଣେ ଯୁବତୀ ଜେଲ୍‌ ଗଲେ…

ବାରାଣସୀ,୧୬।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଆକ୍ରାନ୍ତଙ୍କୁ ନେବା ଆଣିବା ଲାଗି ଆମ୍ବୁଲାନ୍ସ୍‌ ବି ମିଳୁନି। ମାତ୍ର ଆମ୍ବୁଲାନ୍ସ୍‌ ଭିତରେ ରୋମାନ୍ସ୍‌ କରୁଥିବା ସମୟରେ ପୋଲିସ ହାତରେ ଧରାପଡ଼ି ୩ ଯୁବକ ଏବଂ ଜଣେ...

ମେ’ ୨୪ ଯାଏ ବଢ଼ିଲା କରୋନା କର୍ଫ୍ୟୁ: ରାସ୍ତାକଡ଼ ଦୋକାନୀଙ୍କୁ ହଜାରେ, ଗରିବଙ୍କୁ ମିଳିବ ରାଶନ

ଲକ୍ଷ୍ନୌ,୧୬।୫: ଉତ୍ତରପ୍ରଦେଶରେ କରୋନାର ଦ୍ୱିତୀୟ ଲହର ବେକାବୁ ହେବାରେ ଲାଗିଛି। ପ୍ରତିଦିନ ଦୈନିକ ସଂକ୍ରମଣ ହଜାର ହଜାର ସଂଖ୍ୟାରେ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ପରିସ୍ଥିତି ଏଭଳି ହୋଇଛି ଯେ, ଅନ୍ତିମ ସଂସ୍କାର ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri