ଜାତୀୟ

କରୋନା ସଂକ୍ରମଣ ପୁଣି ବଢ଼ିଲା: ଗୋଟିଏ ଦିନରେ ୩ ଲକ୍ଷ ୬୨ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୩।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୨ ହଜାର ୭୨୭ରେ ପହଞ୍ଚିଛି।...

ଅନ୍ତର୍ଜାତୀୟ ବଜାରରୁ ଟିକା କିଣିବା ସହ ୯ ପ୍ରସ୍ତାବ ଦେଲେ ବିରୋଧୀ

ନୂଆଦିଲ୍ଲୀ, ୧୨।୫: ଦେଶରେ କରୋନାର ଦ୍ୱିତୀୟ ଲହର ପ୍ରବଳ ବେଗରେ ମାଡ଼ିଚାଲିଥିବା ବେଳେ ହସ୍ପିଟାଲଗୁଡ଼ିକରେ ରୋଗୀ ଚିକିତ୍ସା ପାଇଁ ବେଡ୍‌ ମିଳୁନି। ପ୍ରତିଦିନ ହଜାର ହଜାର ଲୋକ ପ୍ରାଣ ହରାଉଛନ୍ତି। ଏହାକୁ ସର୍ବନାଶକାରୀ ମାନବୀୟ ଦୁଃଖ ଭାବେ ଅଭିହିତ କରି...

ପ୍ରଥମ ଥର ପାଇଁ ମୋଦି ସରକାରକୁ ସମାଲୋଚନା କଲେ ଅନୁପମ

ନୂଆଦିଲ୍ଲୀ, ୧୨ା୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ଼ ସମର୍ଥକ ଭେଟେରାନ ଆକ୍ଟର ଅନୁପମ ଖେର ପ୍ରଥମ ଥର ପାଇଁ ଭାଜପା ସରକାରକୁ ସମାଲୋଚନା କରିଛନ୍ତି। ତାଙ୍କ ମତରେ କୋଭିଡ୍‌-୧୯ ମହାମାରୀ ସ୍ଥିତିରେ ସରକାର ଠିକ୍‌ ଭାବେ ଦାୟିତ୍ୱ ନିର୍ବାହ...

ଅଯୋଧ୍ୟାରେ ମୁସଲିମଙ୍କୁ ଗ୍ରାମ ମୁଖ୍ୟ ବାଛିଲେ ହିନ୍ଦୁ

ଅଯୋଧ୍ୟା, ୧୨ା୫ : ଉତ୍ତର ପ୍ରଦେଶର ଅଯୋଧ୍ୟାର ରୁଦାଉଲି ନିର୍ବାଚନ ମଣ୍ଡଳିର ରଜନପୁର ଗାଁରେ ଅନ୍ୟ ସାଧାରଣ ଗାଁ ଭଳି ବାସ କରୁଛନ୍ତି ଶହ ଶହ ହିନ୍ଦୁ ପରିବାର। କିନ୍ତୁ ହିନ୍ଦୁ ପ୍ରାଧାନ୍ୟ ଗାଁରେ ଗ୍ରାମ ପ୍ରଧାନ ଭାବେ ବଛାଯାଇଛି...

ଡବ୍ଲ୍ୟୁଏଚ୍‌ଓର ରିପୋର୍ଟରେ ଯୋଡାଯାଇଛି ମନଇଚ୍ଛା ଶଦ୍ଦ

ନୂଆଦିଲ୍ଲୀ, ୧୨।୫: କରୋନା ଭୂତାଣୁର ବି.୧.୬୧୭ ମ୍ୟୁଟାଣ୍ଟକୁ ଭାରତୀୟ ଭାରିଆଣ୍ଟ ବୋଲି ବିଭିନ୍ନ ଗଣମାଧ୍ୟମରେ ପ୍ରଚାର ହେଉଛି। ତେବେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏହାର ରିପୋର୍ଟରେ ଉକ୍ତ ଷ୍ଟ୍ରେନ୍‌ ସହ ‘ଭାରତୀୟ’ ଶବ୍ଦ ଯୋଡ଼ି ନ ଥିବା ବୁଧବାର...

କୋଭିଡ୍‌ ନିୟମ ଭାଙ୍ଗିଲେ ଲାଗିବ ହତ୍ୟା ଉଦ୍ୟମ ଦଫା

ଗୁଆହାଟି, ୧୨ା୫ : ହିମନ୍ତ ବିଶ୍ୱା ଶର୍ମାଙ୍କ ନେତୃତ୍ୱାଧୀନ ଆସାମ ସରକାର ବୁଧବାର କଠୋର ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ବୃଦ୍ଧି ପାଉଥିବା କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ସହରାଞ୍ଚଳ ଓ ସେମି ସହରାଞ୍ଚଳର ସମସ୍ତ କାର୍ଯ୍ୟାଳୟ, ଧାର୍ମିକ ସ୍ଥଳ...

ଦିଲ୍ଲୀକୁ ଟିକା ଦେବାକୁ ମନା କଲା ଭାରତ ବାୟୋଟେକ୍‌

ନୂଆଦିଲ୍ଲୀ, ୧୨ା୫: ଦିଲ୍ଲୀରେ ଟିକା ଅଭାବ ଦେଖାଦେଇଥିବାବେଳେ କୋଭାକ୍ସିନ ଯୋଗାଇବାକୁ ମନା କରିଦେଇଛି ଭାରତ ବାୟୋଟେକ୍‌। ଏ ନେଇ ବୁଧବାର ସୂଚନା ଦେଇଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ କ୍ରମେ ଭାରତ ବାୟୋଟେକ୍‌ ଏଭଳି କରିଥିବା...

୧୦ ଦିନରେ ୨୦ କେଜି କୋଭିଡ୍‌ ଔଷଧ ସଂଗ୍ରହ କଲେ ଡାକ୍ତର ଦମ୍ପତି

ମୁମ୍ବାଇ,୧୨।୫: ମୁମ୍ବାଇର ଏକ ଡାକ୍ତର ଦମ୍ପତି କୋଭିଡ୍‌-୧୯ରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କଠାରୁ ଔଷଧ ସଂଗ୍ରହ କରି ଗରୀବ କରୋନା ଆକ୍ରାନ୍ତଙ୍କୁ ବାଣ୍ଟୁଛନ୍ତି। ଡ. ମାର୍କସ ରାନ୍ନି ଓ ତାଙ୍କ ପତ୍ନୀ ଡ. ରାଇନା ଚଳିତ ମାସ ୧ ତାରିଖରେ...

ଦେଶର ୭୧୮ଜିଲା ମଧ୍ୟରୁ ୫୩୩ରେ କରୋନା ପଜିଟିଭ୍‌..

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦେଶର ୭୧୮ ଜିଲା ମଧ୍ୟରୁ ୫୩୩ରେ କରୋନା ପଜିଟିଭ୍‌ ରହିଥିବା ସରକାରୀ ରିପୋର୍ଟରେ ପ୍ରକାଶ...

ପିଏମ୍‌ କେୟାର୍ସ ଫଣ୍ଡ୍‌ରୁ କିଣା ଯାଇଥିବା ୮୦ ଭେଣ୍ଟିଲେଟର ମଧ୍ୟରୁ ୭୧ ଅକାମି…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ପିଏମ୍‌ କେୟାର୍ସ ଫଣ୍ଡ୍‌ର କାର୍ଯ୍ୟକାରିତା ଉପରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ପ୍ରଶ୍ନ ଉଠାଇ। ସମ୍ପ୍ରତି ପିଏମ୍‌ କେୟାର୍ସ ଫଣ୍ଡ୍‌ ପକ୍ଷରୁ ୮୦...

ଘରେ ଘରେ ଟିକା ନ ପହଞ୍ଚିଲେ କରୋନା ସହ ଲଢ଼ିବା ଅସମ୍ଭବ…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଉଦ୍ୟମ କରାଯାଉଛି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ...

କରୋନାରୁ ଦୂରେଇ ରହିବା ଲାଗି ଲୋକେ ବୋଳି ହେଉଛନ୍ତି ଗୋବର-ଗୋମୂତ୍ର: ବିପଦ ଜନକ କହିଲେ ଡାକ୍ତର…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ କେତେକ ଲୋକ ସଂକ୍ରମରରୁ ଦୂରେଇ ରହିବା ପାଇଁ ଗୋବର-ଗୋମୂତ୍ର ବୋଳି ହେଉଛନ୍ତି। ଏହା ସହିତ ଗୋମୂତ୍ର ପାନ ମଧ୍ୟ କରୁଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri