ରାଫାଲ ସ୍କାମ୍, କଂଗ୍ରେସ ମୁଣ୍ଡରେ ଅଠା ବୋଳିଲା ଭାଜପା…
ନୂଆଦିଲ୍ଲୀ,୯।୧୧: ରାଫାଲ ଯୁଦ୍ଧ ବିମାନ ସ୍କାମ୍ ମାମଲାରେ ଫ୍ରାନ୍ସର ପତ୍ରିକା ମିଡିଆପାର୍ଟ ଦ୍ୱାରା ପ୍ରକାଶିତ ତଥ୍ୟ ଉପରେ କଂଗ୍ରେସ ଭାଜପାକୁ ଘେରିବା ଉଦ୍ୟମ କରିଛି। ତେବେ ଭାଜପା ପକ୍ଷରୁ ଏହାର ପାଲଟା ଜବାବ୍ ପ୍ରଦାନ କରାଯାଇଛି। ଭାଜପା ପକ୍ଷରୁ ଏହି ମାମଲାରେ…
ଜେଲ୍ରୁ ହ୍ୟାକିଙ୍ଗ୍, ବିଚାରପତି-ଗୃହମନ୍ତ୍ରୀଙ୍କ ସଚିବ-ଆଇପିଏସ୍ ଅଫିସରଙ୍କ ଫୋନ୍ ହ୍ୟାକ୍…
ଭୋପାଳ,୯।୧୧: ମଧ୍ୟପ୍ରଦେଶର ଉଜ୍ୱୟନୀ ଜେଲର ଅଧିକାରୀମାନଙ୍କ ବିରୋଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ କଏଦୀଙ୍କ ଦ୍ୱାରା ଡିଜିଟାଲ ଠକେଇ ଅଭିଯୋଗ ଅଣାଯାଇଛି। କଏଦୀ ଅଭିଯୋଗ କରିଛନ୍ତି ଯେ ତାଙ୍କ ଉପରେ ଚାପ ପକାଇ ଜେଲ କର୍ତ୍ତୃପକ୍ଷ ଆଇପିଏସ ଅଧିକାରୀ, ବିଚାରପତି ଏବଂ…
୩୧ ଡିସେମ୍ବର ସୁଦ୍ଧା ଟିକାକରଣ ଲକ୍ଷ୍ୟ ପୂରଣ କାଠିକର ପାଠ…
ନୂଆଦିଲ୍ଲୀ,୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାରଣ ଅଭିଯାନ ଜାରି ରହିଛି। ଜାରି ରହିଛି। ୨୦୨୧ ଶେଷ ସୁଦ୍ଧା ଦେଶର ସମସ୍ତ ୯୪ କୋଟି ବୟସ୍କଙ୍କୁ କରୋନା ଟିକା ଦେବା କାଠିକର ପାଠ ମନେ ହେଉଛି।…
ହସ୍ପିଟାଲରେ ଅଗ୍ନିକାଣ୍ଡ: ୪ ଶିଶୁ ମୃତ
ଭୋପାଳ,୯।୧୧: ଭୋପାଳରେ ସୋମବାର ରାତିରେ କମଳା ନେହରୁ ହସ୍ପିଟାଲର ଶିଶୁ ବିଭାଗର ଏସଏନସିୟୁ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି। ସୂଚନାନୁସାରେ, ସୋମବାର ରାତି ପ୍ରାୟ ୯ଟା ପରେ ହସ୍ପିଟାଲର ଶିଶୁ ବିଭାଗରେ ନିଆଁ…
ତୈଳ ରାଜନୀତି ଘେରରେ ଉପଭୋକ୍ତା, ୧୦ ଅଣ-ଭାଜପା ଶାସିତ ରାଜ୍ୟରେ କମୁନି ପେଟ୍ରୋଲ-ଡିଜେଲ ଦାମ୍…
ନୂଆଦିଲ୍ଲୀ,୯।୧୧: ଗତ ସପ୍ତାହରେ କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ ଡୁ୍ୟୁଟି ଯଥାକ୍ରମେ ୫ ଏବଂ ୧୦ ଟଙ୍କା ହ୍ରାସ କରିବା ପରେ ଭାଜପା ଶାସିତ ସମସ୍ତ ରାଜ୍ୟ ମଧ୍ୟ ଇନ୍ଧନ ଉପରେ ଭାଲ୍ୟୁ ଆଡ ଟ୍ୟାକ୍ସ (ଭାଟ)…
ପ୍ରଥମ ମହିଳା ଫୁଟବଲର୍ ଭାବେ ଓନାମ ବେମବେମ ଦେବୀଙ୍କୁ ପଦ୍ମଶ୍ରୀ ପୁରସ୍କାର
ନୂଆଦିଲ୍ଲୀ,୯।୧୧: ଭାରତୀୟ ଫୁଟବଲର ଦୁର୍ଗା ଓନାମ ବେମବେମ ଦେବୀ ପ୍ରଥମ ଭାରତୀୟ ମହିଳା ଫୁଟବଲର୍ ଭାବେ ସମ୍ମାନଜନକ ପଦ୍ମଶ୍ରୀ ପୁରସ୍କାର ପାଇଛନ୍ତି। ସୋମବାର ଓନାମ ଏହି ସମ୍ମାନରେ ସମ୍ମାନିତ ହୋଇଛନ୍ତି। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ସେ ଏହି…
ମଦ ଗନ୍ଧରେ ଆକର୍ଷିତ ହେଉଛନ୍ତି ମଶା, ବଢାଉଛନ୍ତି ରୋଗ!
କାନପୁର,୯ ।୧୧: ଡେଙ୍ଗୁ ପରେ ଏବେ କାନପୁରବାସୀ ଜିକା ଭାଇରସକୁ ନେଇ ଭୟଭିତ ଅଛନ୍ତି । ମଶା ଦ୍ୱାରା ଏହା ବ୍ୟାପୁଥିବାରୁ ଏବେ କାନପୁର ସ୍ୱାସ୍ଥ୍ୟ ବିଭାଗ ମଶାଠାରୁ ଦୂରେଇ ରହିବାର ଉପାୟ ଖୋଜୁଛି । କିଟ ବିଜ୍ଞାନ ବିଶେଷଜ୍ଞଙ୍କ ଟିମ୍…
୪୦ ଜୀବନ ଯିବାପରେ ୫୬୮ ଜଣ ଗିରଫ, ମଦମୃତ୍ୟୁର ହିସାବ ୧୬ ନଭେମ୍ବରରେ ନେବେ ମୁଖ୍ୟମନ୍ତ୍ରୀ…
ପାଟନା,୯।୧୧: ବିହାରର ଗୋପାଳଗଞ୍ଜ, ବେତିୟା ଏବଂ ସମସ୍ତିପୁରରେ ବିଷାକ୍ତ ମଦ ପିଇବା ପରେ ୪୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ ଏବେ ପୋଲିସ କ୍ରମାଗତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ଲାଗିଛି। ନଭେମ୍ବର ୧୬ ରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର…
୨୬୬ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୧୨୬ ରେ ପହଞ୍ଚିଛି। ୨୬୬ ଦିନ ପରେ ଏହା ସର୍ବନିମ୍ନ…
ଚାକିରି ଦେବା ନାଁରେ ମହିଳାଙ୍କୁ ବଳାତ୍କାର
ନୂଆଦିଲ୍ଲୀ,୯।୧୧: ଚାକିରି ଦେବା ବାହାନାରେ ମହିଳାଙ୍କୁ ବଳାତ୍କାର। ଏଭଳି ଏକ ଘଟଣା ଦିଲ୍ଲୀର ଦ୍ବାରକାସ୍ଥିତ ଏକ ହୋଟେଲରେ ଘଟିଛି। ଜଣେ ବ୍ୟକ୍ତି ୨୮ ବର୍ଷିୟା ମହିଳାଙ୍କୁ ଚାକିରି ଦେବା ବାହାନରେ ହୋଟେଲକୁ ନେଇ ନିର୍ଯାତନା ଦେବା ସହ ତାଙ୍କୁ ବଳାତ୍କାର କରିଥିବା…
ପଦ୍ମ ପାଇଲେ ୧୧ ଓଡ଼ିଆ
ନୂଆଦିଲ୍ଲୀ, ୯ା୧୧: ୨୦୨୦ ଓ ୨୦୨୧ ବର୍ଷ ପାଇଁ ଭାରତର ୧୪୫ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମ ପୁରସ୍କାର ମିଳିଛି। ସୋମବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୭ଜଣଙ୍କୁ ପଦ୍ମ ବିଭୂଷଣ, ୧୬ଜଣଙ୍କୁ ପଦ୍ମ ଭୂଷଣ ଏବଂ…
ନୱାବ ମଲିକଙ୍କୁ ଟାର୍ଗେଟ କଲେ ୱାନଖେଡେ ପରିବାର, ମାନହାନୀ ମାମଲା ସହ ଏସ୍ସି ଏସ୍ଟି ଆକ୍ଟରେ ଅଭିଯୋଗ
ନୂଆଦିଲ୍ଲୀ,୯ ।୧୧: ଆର୍ଯ୍ୟନ ଖାଁ ଡ୍ରଗ୍ସ ମାମଲାକୁ ନେଇ ମହାରାଷ୍ଟ୍ର ମନ୍ତ୍ରୀ ନୱାବ ମଲିକ ଲଗାତାର ଏନ୍ସିବିର ଜୋନାଲ ଡାଇରେକ୍ଟର ସମିର ୱାନଖେଡେଙ୍କ ଉପରେ ନୂଆ ନୂଆ ଅଭିଯୋଗ ଆଣୁଛନ୍ତି । ଏବେ ୱାଖେଡେ ପରିବାର ନୱାବଙ୍କ ଉପରେ ଏସ୍ସି /ଏସ୍ଟି…
Archives


