ବୟଫ୍ରେଣ୍ଡଙ୍କ ଆକୁଳ ନିବେଦନ: ମୁଖ୍ୟମନ୍ତ୍ରୀ ମହାଶୟ ବିବାହ ବନ୍ଦ କରିଦିଅନ୍ତୁ, ମୋ ଗର୍ଲଫ୍ରେଣ୍ଡ…
ଜୟପୁର,୯।୫: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କରୋନା ମହାମାରୀ ଯୋଗୁ ବିବାହ ନ କରିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଥିଲେ। ଏବେ ଜଣେ ଯୁବକ ମୁଖ୍ୟମନ୍ତ୍ରୀଙ୍କୁ ବିବାହ ବନ୍ଦ କରିବାକୁ ଆକୁଳ ନିବେଦନ କରିଛନ୍ତି। ଆସନ୍ତାକାଲି ମୋ ଗର୍ଲଫ୍ରେଣ୍ଡର ବିବାହ। ମୁଖ୍ୟମନ୍ତ୍ରୀ...
୪ ଦିନ ପରେ ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା କମିଲା…
ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ୪ ଦିନ ପରେ ନୂଆ ଆକ୍ରାନ୍ତଙ୍କ ସମେତ...
ସରୋଜ ହସ୍ପିଟାଲରେ ୮୦ ଡାକ୍ତର କରୋନା ପଜିଟିଭ୍ …
ନୂଆଦିଲ୍ଲୀ,୧୦।୫: କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ୮୦ ଜଣ ଡାକ୍ତରଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଦିଲ୍ଲୀର ସରୋଜ ହସ୍ପିଟାଲରେ କାର୍ଯ୍ୟ କରୁଥିବା ଏହି ଡାକ୍ତରଙ୍କ ମଧ୍ୟରୁ ୧୨ ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ୬୮ ଜଣଙ୍କୁ...
ବିଗ୍ ବି, ଟ୍ରମ୍ପ୍ଙ୍କ ନାଁରେ ଫେକ୍ ଇ-ପାସ୍
ହିମାଚଳ ପ୍ରଦେଶରେ କରୋନା କଟକଣା ଜାରି ହୋଇଥିବାବେଳେ ଜରୁରୀ ସେବାରେ ନିୟୋଜିତ ଲୋକଙ୍କ ପାଇଁ ଇ-ପାସ୍ ବାଧ୍ୟତାମୂଳକ କରାଯାଇଛି। ସ୍ଥାନୀୟ ପୋଲିସ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏବଂ ବଲିଉଡ୍ ବିଗ୍ ବି ଅମିତାଭ ବଚ୍ଚନଙ୍କ ନାଁରେ ଫେକ୍...
ମୃତ୍ୟୁକାଳୀନ ଜମାନବନ୍ଦୀ ଆଧାରରେ ଦୋଷୀ ସାବ୍ୟସ୍ତ କରାଯାଇପାରିବ
ନୂଆଦିଲ୍ଲୀ,୧୦ା୫: ଜଣଙ୍କର ମୃତ୍ୟୁକାଳୀନ ଜମାନବନ୍ଦୀକୁ ସତ୍ୟ ଓ ସ୍ବେଚ୍ଛାକୃତ ବୋଲି କୋର୍ଟ ଗ୍ରହଣ କରିବା ପରେ ତାକୁ ଦଣ୍ଡବିଧାନର ମୌଳିକ ଆଧାର ରୂପେ ଧରାଯାଇପାରିବ। ଏଥିଲାଗି ଅନ୍ୟ ଅଧିକ ସାକ୍ଷ୍ୟ ପ୍ରମାଣର ଆବଶ୍ୟକତା ନାହିଁ ବୋଲି ସୁପ୍ରିମକୋର୍ଟ ଦୋହରାଇଛନ୍ତି। ଏକ...
୬ ଫୁଟ୍ରୁ ଅଧିକ ଦୂରକୁ ବ୍ୟାପିପାରେ କରୋନା ଭୂତାଣୁ
ନୂଆଦିଲ୍ଲୀ, ୧୦।୫: କରୋନା ଭୂତାଣୁ ବାୟୁବାହିତ। ଏହା ବାୟୁରେ ୬ ଫୁଟ୍ରୁ ଅଧିକ ଦୂରକୁ ବ୍ୟାପିପାରେ ବୋଲି ଆମେରିକାର ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍ଶନ ପକ୍ଷରୁ କୁହାଯାଇଛି। ସଂକ୍ରମଣରୁ ବର୍ତ୍ତିବା ପାଇଁ ଏହି ସଂସ୍ଥା ପକ୍ଷରୁ ନୂଆ...
କରୋନା ରୋଗୀଙ୍କୁ ବିକଳାଙ୍ଗ କରୁଛି ବ୍ଲାକ୍ ଫଙ୍ଗସ୍
ନୂଆଦିଲ୍ଲୀ, ୧୦।୫: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଭୟଙ୍କର ଭାବେ ମାଡ଼ିଚାଲିଛି। ଏଥିରେ ଦୈନିକ ୪ ଲକ୍ଷରୁ ଊର୍ଦ୍ଧ୍ୱ ସଂକ୍ରମିତ ହେଉଥିବାବେଳେ ହଜାର ହଜାର ଲୋକଙ୍କ ଜୀବନ ଯାଉଛି। ଏବେ ଗୁଜରାଟ, ଦିଲ୍ଲୀ, ମହାରାଷ୍ଟ୍ର ଆଦି ରାଜ୍ୟରେ କରୋନାରୁ...
କବିଙ୍କ ଆକାଉଣ୍ଟ ବ୍ଲକ୍ କଲା ଫେସ୍ବୁକ୍
ଥିରୁଭାନନ୍ତପୁରମ୍,୧୦ା୫: କେରଳର କବି କେ. ସତ୍ଚିଦାନନ୍ଦନ ଫେସ୍ବୁକ୍ରେ ଏକ ଭିଡିଓ ପୋଷ୍ଟ କରିଥିଲେ। ରାଜ୍ୟରେ ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପା ହାରିବ ବୋଲି ଏଥିରେ ବ୍ୟଙ୍ଗ କରାଯାଇଥିଲା। ଉକ୍ତ ପୋଷ୍ଟ ପରେ ଫେସ୍ବୁକ୍ ତାଙ୍କ ଆକାଉଣ୍ଟକୁ ୨୪ ଘଣ୍ଟା...
ପ୍ରଧାନମନ୍ତ୍ରୀଙ୍କୁ ଖାର୍ଗେଙ୍କ ୬ ପ୍ରସ୍ତାବ
ନୂଆଦିଲ୍ଲୀ, ୧୦।୫: କରୋନା ଦ୍ୱିତୀୟ ଲହରର ମୁକାବିଲା ପାଇଁ ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖାର୍ଗେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ୬ଟି ପ୍ରସ୍ତାବ ଦେଇଛନ୍ତି। ମହାମାରୀ ସାଧାରଣ ଲୋକଙ୍କ ଜୀବନକୁ ଦୁର୍ବିଷହ କରିଦେଲାଣି। ଚିକିତ୍ସା ପାଇଁ...
ଏନ୍ଆଇଏ ହାତରେ ୟୁରାନିୟମ୍ ମାମଲା
ମୁମ୍ବାଇ/ଇସ୍ଲାମାବାଦ,୧୦ା୫: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ୧୯୪୫ ଅଗଷ୍ଟ ୬ରେ ଜାପାନର ହିରୋଶିମା ଉପରେ ଆମେରିକା ଆକାଶମାର୍ଗରୁ ଏକ ୧୦ ଫୁଟ୍ (୩ ମିଟର) ଲମ୍ବର ବୋମା ପକାଇଥିଲା। ବିସ୍ଫୋରଣରେ ୧ ମିନିଟରୁ କମ୍ ସମୟ ଭିତରେ ସବୁକିଛି ଶେଷ ହୋଇଯାଇଥିଲା।...
ହିମନ୍ତ ଆସାମ ମୁଖ୍ୟମନ୍ତ୍ରୀ
ଗୁଆହାଟୀ, ୧୦।୫: ଭାଜପା ନେତା ହିମନ୍ତ ବିଶ୍ୱ ଶର୍ମା ଆସାମ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ରବିବାର ଗୁଆହାଟୀରେ ଅନୁଷ୍ଠିତ ଭାଜପା ବିଧାୟକ ଦଳ ବୈଠକରେ ତାଙ୍କୁ ନେତା ନିର୍ବାଚନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ସବୁଜ ସଙ୍କେତ ମିଳିବା ପରେ...
ପୁଣି ଆସାମରେ ଭୂକମ୍ପ ଝଟ୍କା
ଗୁଆହାଟି,୧୦।୫: ଆସାମରେ ପୁଣି ଥରେ ଭୂକମ୍ପ ଝଟ୍କା ଲାଗିଛି। ଏଥର ନାଗାଓଁରେ ଭୂକମ୍ପ ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୦ ରେକର୍ଡ କରାଯାଇଥିଲା। ଭୂକମ୍ପ ସମ୍ବନ୍ଧୀୟ ସୂଚନା ପାଇବା ମାତ୍ରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା।...
Archives


