ଜାତୀୟ

ହାଜତ ମୃତ୍ୟୁ ମାମଲାରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମକୋର୍ଟ …

ନୂଆଦିଲ୍ଲୀ,୮।୧୧: ହାଜତ ମୃତ୍ୟୁ ମାମଲାରେ ସିବିଆଇ ଯାଞ୍ଚ ପାଇଁ ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମନା କରି ଦେଇଛନ୍ତି। ଏହି ମାମଲାରେ ଉତ୍ତରପ୍ରଦେଶର ଜୈନପୁରର ଜଣେ ୨୪ ବର୍ଷ ବୟସ୍କ ବ୍ୟକ୍ତିଙ୍କ ହାଜତ ମୃତ୍ୟୁ ଘଟଣାର ତଦନ୍ତ କେନ୍ଦ୍ରୀୟ…

ଘରୋଇ ହିଂସା ଆଇନ, ପୀଡିତାଙ୍କ ସହାୟତା ପାଇଁ କେନ୍ଦ୍ରର ଜବାବ୍‌ ଲୋଡ଼ିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୮।୧୧: ଘରୋଇ ହିଂସା ଆଇନରେ ପୀଡିତା ମହିଳାଙ୍କୁ ସାହାଯ୍ୟ କରିବା ପାଇଁ ପ୍ରାବଧାନ କାର୍ଯ୍ୟକାରୀ କରିବାକୁ ଦାଖଲ ହୋଇଥିବା ଏକ ଜନସ୍ବାର୍ଥ ମାମଲା ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କଠାରୁ ଜବାବ୍‌ ଲୋଡିଛନ୍ତି। ସୁପ୍ରିମକୋର୍ଟ ସୋମବାର ଏସମ୍ପର୍କିତ ରିଟ୍‌ ପିଟିଶନ ଉପରେ କେନ୍ଦ୍ର…

କଂଗ୍ରେସକୁ ଝଟ୍‌କା: ଦଳ ଛାଡି ଭାଜପାରେ ଯୋଗ ଦେଲେ ୨ ବିଧାୟକ

ଇମ୍ଫାଲ,୮।୧୧: ମଣିପୁରରେ କଂଗ୍ରେସ ଏକ ବଡ଼ ଝଟ୍‌କା ଲାଗିଛି। ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ସୋମବାର କଂଗ୍ରେସର ଦୁଇ ଜଣ ବିଧାୟକ ରାଜକୁମାର ଇମୋ ସିଂ ଏବଂ ୟାମଥୋଙ୍ଗ ହୋକିପ ଦଳ ଛାଡି ଭାରତୀୟ ଜନତା ପାର୍ଟି…

ନିର୍ବାଚନ ପରବର୍ତ୍ତୀ ହିଂସା, ସିବିଆଇ-ଏସ୍‌ଆଇଟିକୁ ରିପୋର୍ଟ ଦାଖଲ ନିର୍ଦ୍ଦେଶ…

କୋଲକାତା,୮।୧୧: ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସା ମାମଲାରେ ହାଇକୋର୍ଟ କଠୋର ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ନୂତନ ତଦନ୍ତ ରିପୋର୍ଟ ଦାଖଲ କରିବାକୁ କୋଲକାତା ହାଇକୋର୍ଟ ଉଭୟ ସିବିଆଇ ଏବଂ ଏସଆଇଟିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୨୩ରେ…

୧୧୯ଙ୍କୁ ପଦ୍ମ ସମ୍ମାନ…

ନୂଆଦିଲ୍ଲୀ,୮।୧୧: ଚଳିତ ବର୍ଷ ୧୧୯ ପ୍ରସିଦ୍ଧ ବ୍ୟକ୍ତି ବିଶେଷଙ୍କୁ ପଦ୍ମ ପୁରସ୍କାରରେ ସମ୍ମାନୀତ କରାଯାଇଛି। ସେମାନଙ୍କ ମଧ୍ୟରେ ୭ ଜଣଙ୍କୁ ପଦ୍ମ ବିଭୂଷଣ, ୧୦ଙ୍କୁ ପଦ୍ମ ଭୂଷଣ ଏବଂ ୧୦୨ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଛି। ପଦ୍ମ ସମ୍ମାନରେ ସମ୍ମାନୀତ…

ଆଣ୍ଡାମାନରେ ଭୂକମ୍ପ

ପୋର୍ଟବ୍ଲେୟାର,୮।୧୧: ଆଣ୍ଡାମାନ-ନିକୋବର ଦ୍ବୀପପୁଞ୍ଜରେ ସୋମବାର ଭୂକମ୍ପ ଅନୁଭୂତ ହୋଇଛି। ଏ ନେଇ ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି। ଦ୍ବୀପପୁଞ୍ଜର ଦକ୍ଷିଣ ପୂର୍ବ ପୋର୍ଟବ୍ଲେୟାରରେ ଏହି ଭୂକମ୍ପ ହୋଇଛି । ଏହାର ତୀବ୍ରତା ୪.୩ ମ୍ୟାଗ୍ନିଚ୍ୟୁଟ ହୋଇଥିବା ରେକର୍ଡ…

ଅନାଥାଶ୍ରମ ଶିଶୁ ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି, ଆମର ବି ହେଉ ଅଧାର କାର୍ଡ…

ପ୍ରୟାଗରାଜ୍‌,୮।୧୧: ଆଧାର କାର୍ଡ ଭାରତର ସମସ୍ତଙ୍କ ବେଶ୍‌ ଗୁରୁତ୍ୱପୂର୍ଣ୍ଣ। ଏପରିସ୍ଥଳେ ଉତ୍ତରପ୍ରଦେଶ ପ୍ରୟାଗରାଜର କଟଘର ରୋଡଠାରେ ଥିବା ଅନାଥାଶ୍ରମର ଶିଶୁ ସେମାନଙ୍କର ଆଧାର କାର୍ଡ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଛନ୍ତି। ସେମାନେ ଚିଠିରେ ଲେଖଛନ୍ତି, ଅଙ୍କଲ୍‌…

ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହେଲେ କଙ୍ଗନା

ନୂଆଦିଲ୍ଲୀ,୮ ।୧୧: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାନାୱତ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଛନ୍ତି । ଦେଶର ଚତୁର୍ଥ ବେସାମରିକ ସମ୍ମାନ ପଦ୍ମଶ୍ରୀ ପୁରସ୍କାର ସେ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଠାରୁ ଗ୍ରହଣ କରିଛନ୍ତି । ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ତାଙ୍କୁ…

ସୁଷମା ସ୍ବରାଜଙ୍କୁ ପଦ୍ମ ବିଭୂଷଣ ସମ୍ମାନ: ଝିଅ ନେଲେ ପୁରସ୍କାର

ନୂଆଦିଲ୍ଲୀ,୮।୧୧: ସୋମବାର ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ ମରଣୋତ୍ତର ପଦ୍ମବିଭୂଷଣ ପୁରସ୍କାର ପ୍ରଦାନ କରାଯାଇଛି। ତାଙ୍କ ଝିଅ ବାଂଶୁରୀ ସ୍ବରାଜ ଏହି ପୁରସ୍କାର ଗ୍ରହଣ କରିଥିଲେ। ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ସୋମବାର ଏହି ପୁରସ୍କାର ପ୍ରଦାନ କରିଥିଲେ।…

ଲଖିମପୁର ଖେରି ମାମଲାର ଷ୍ଟାଟସ୍‌ ରିପୋର୍ଟ ନେଇ ଅସନ୍ତୋଷ ବ୍ୟକ୍ତ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୮।୧୧: ଉତ୍ତରପ୍ରଦେଶ ଲଖିମପୁୁର ଖେରି ମାମଲାରେ ଉତ୍ତରପ୍ରଦେଶ ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ଷ୍ଟାଟସ୍‌ ରିପୋର୍ଟ ନେଇ ସୁପ୍ରିମ୍‌କୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କୋର୍ଟ କହିଛନ୍ତି ଯେ,ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ହୋଇଥିବା ରିପୋର୍ଟରେ କିଛି ନାହିଁ। ସୁପ୍ରିମକୋର୍ଟ କହିଛନ୍ତି…

କ୍ରିକେଟ ଚୟନ ସ୍କାମ ରାଡାରରେ କ୍ରୀଡା ସଂସ୍ଥା-ଅଧିକାରୀ-ପୂର୍ବତନ ଆଇପିଏଲ ଖେଳାଳି…

ନୂଆଦିଲ୍ଲୀ,୮।୧୧: କ୍ରିକେଟ ଚୟନ ସ୍କାମ ରାଡାରରେ କ୍ରୀଡା ସଂସ୍ଥା, ଅଧିକାରୀ, ପୂର୍ବତନ ଆଇପିଏଲ ଖେଳାଳି ରହିଛନ୍ତି। ଜୁଲାଇ ୯ ରେ ୟୁପି ଖେଳାଳି ଅନସୁଲ ରାଜଙ୍କ ପକ୍ଷରୁ ଦାଖଲ କରିଥିବା ତାଙ୍କ ଅଭିଯୋଗରେ ଗୁରୁଗାଓଁ ସ୍ଥିତ ସିକ୍ୟୁରିଟି କର୍ପୋରେଟ ମ୍ୟାନେଜମେଣ୍ଟର ସଭାପତି…

ଜନ୍ମଦିନର ଶୁଭେଚ୍ଛା ଜଣାଇବା ପାଇଁ ଆଡଭାନୀଙ୍କ ଘରେ ପହଞ୍ଚିଲେ ମୋଦି

ନୂଆଦିଲ୍ଲୀ,୮।୧୧: ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଆଜି ୮୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ପରେ ସେ ଅଭିନନ୍ଦନ ଜଣାଇବା ପାଇଁ ଆଡଭାନୀଙ୍କ ଘରେ ପହଞ୍ଚିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri