ସଂକ୍ରମଣ କମୁଛି, ମୃତ୍ୟୁ ସଂଖ୍ୟା ବଢୁଛି…
ନୂଆଦିଲ୍ଲୀ,୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ଦୈନିକ ସଂକ୍ରମଣ…
ଝିଅ ହେଲା ବୋଲି ମାଗଣାରେ ଗୁପଚୁପ ବାଣ୍ଟିଲେ ପିତା
ଭୋପାଳ,୧୪ ।୯: ବର୍ତ୍ତମାନ ସମୟରେ ସରକାର କହୁଛନ୍ତି କନ୍ୟା ଭ୍ରୁଣ ହତ୍ୟା କରନ୍ତୁ ନାହିଁ । ଏମାନେ ଦେଶର ଭବିଷ୍ୟତ । ଏହାପରେ ବି ଅନେକ ଲୋକ ଝିଅଟିଏ ଜନ୍ମ ହେଲେ ମନ ଖରାପ କରୁଛନ୍ତି । ଆଉ କେହି କେହି…
ବିଧାୟକଙ୍କଠାରୁ ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ସମସ୍ତେ ଦୁଃଖି, କେବେ ଚାଲିଯିବ ପଦ: ଗଡକରୀ
ନୂଆଦିଲ୍ଲୀ,୧୪ ।୯: କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି ନିଜର ବେକାକୁ ବୟାନକୁ ନେଇ ଅଧିକାଂଶ ସମୟରେ ରହିଥାଆନ୍ତି ଚର୍ଚ୍ଚାରେ । ସୋମବାର ରାଜସ୍ଥାନ ଜୟପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗଡକରି ଏମିତି ଏକ କଥା କହିଛନ୍ତି ଯାହା ଏବେ ଚର୍ଚ୍ଚାକୁ ଆସିଛି ।…
ତାମିଲ ଈଶ୍ୱରଙ୍କ ଭାଷା: ମାଡ୍ରାସ୍ ହାଇକୋର୍ଟ
ଚେନ୍ନାଇ, ୧୪।୯: ତାମିଲ ଈଶ୍ୱରଙ୍କ ଭାଷା। ଅଝଓ୍ବର ଏବଂ ନୟନମାରଙ୍କ ଭଳି ସନ୍ଥ ଲେଖିଥିବା ତାମିଲ ମନ୍ତ୍ର ଦେଶର ମନ୍ଦିରଗୁଡ଼ିକରେ ଆବୃତ୍ତି ହେବା ଆବଶ୍ୟକ ବୋଲି ମାଡ୍ରାସ ହାଇକୋର୍ଟ କହିଛନ୍ତି। ସଂସ୍କୃତ ଭଗବାନଙ୍କ ଭାଷା ବୋଲି ବିଶ୍ୱାସ ରହିଆସିଥିବା ଜଷ୍ଟିସ୍ ଏନ୍.…
ବଞ୍ଚିବା ପାଇଁ ବିକି ଦେଉଛନ୍ତି
କାବୁଲ, ୧୪ା୯: ପୂର୍ବ କଷ୍ଟୋପାର୍ଜିତ ଅର୍ଥ ବ୍ୟାଙ୍କରେ ପଡ଼ିଛି। ତାଲିବାନ୍ ମୁହଁକୁ ଦେଖି ଅନ୍ତର୍ଜାତୀୟ ସଙ୍ଗଠନଗୁଡ଼ିକ ଆଫଗାନିସ୍ତାନକୁ ପାଣ୍ଠି ଦେବାକୁ ମନା କରିଦେବା ପରେ ଲୋକଙ୍କ ମୁଣ୍ଡ ଉପରେ ପଡ଼ିଛି ଅକାଳ ଚଡ଼କ। କାହା ହାତରେ ଖାଇବାକୁ ଅର୍ଥ ନାହିଁ ତ…
ବିନା ଏନ୍ଇଇଟିରେ ଡାକ୍ତରୀ ନାମଲେଖା
ଚେନ୍ନାଇ, ୧୪ା୯: ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍ଇଇଟି) ନ ଦେଇ ସିଧାସଳଖ ଡାକ୍ତରୀ ପାଠ ପଢ଼ିବା ପାଇଁ ତାମିଲନାଡୁ ସରକାର ସୋମବାର ବିଧାନସଭାରେ ଏକ ବିଲ୍ ଆଣିଛନ୍ତି। ଉକ୍ତ ବିଲ୍ ଅନୁଯାୟୀ ଜଣେ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ରଖିଥିବା…
ତିନି ମାସ ପରେ ଆସିବ କରୋନାର ତୃତୀୟ ଲହର!
ନୂଆଦିଲ୍ଲୀ,୧୪ ।୯: କରୋନା ମହାମାରୀ ଏବେ ସାରା ବିଶ୍ୱର ମେରୁଦଣ୍ଡକୁ ଦୋହଲାଇ ଦେଇଥିବା ବେଳେ ଏବେ ତା’ର ତୃତୀୟ ଲହରକୁ ନେଇ ଚିନ୍ତା ବଢିବାରେ ଲାଗିଛି । କେହି କେହି ବିଶେଷଜ୍ଞ କହୁଛନ୍ତି ଦେଶର କିଛି ରାଜ୍ୟରେ କରୋନାର ତୃତୀୟ ଲହର…
ତଥ୍ୟ ଦେବାକୁ କେନ୍ଦ୍ର ଅମଙ୍ଗ
ନୂଆଦିଲ୍ଲୀ, ୧୪।୯: ଇସ୍ରାଏଲ କମ୍ପାନୀ ଏନ୍ଏସ୍ଓ ଗ୍ରୁପ୍ର ସ୍ପାଏଓ୍ବେର ପେଗାସସ୍କୁ ନେଇ କେନ୍ଦ୍ର ସରକାର ଅଡ଼ୁଆରୁ ମୁକୁଳିପାରୁ ନାହାନ୍ତି। ପେଗାସସ୍ ଗୁପ୍ତଚରଗିରି ବିବାଦରେ କେନ୍ଦ୍ର ସରକାରଙ୍କ ସମ୍ପୃକ୍ତି ଥିବା ଅଭିଯୋଗ କରି ବିରୋଧୀ ସଂସଦର ମୌସୁମୀ ଅଧିବେଶନରେ ଘେରିଥିବା ବେଳେ ଏବେ…
ମୃତଦେହକୁ ଦ୍ୱିତୀୟ ଡୋଜ୍
ଅନନ୍ତପୁର(ଆନ୍ଧ୍ରପ୍ରଦେଶ),୧୪।୯: ଆନ୍ଧ୍ରପ୍ରଦେଶର ଅନନ୍ତପୁର ଜିଲାରେ ଜଣେ ମୃତ ବ୍ୟକ୍ତିଙ୍କୁ କୋଭିଡ-୧୯ର ଦ୍ୱିତୀୟ ଡୋଜ୍ ଟିକା ଦିଆଯାଇଛି। ଏନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକଙ୍କ ପୁଅ ବ୍ୟବହାର କରୁଥିବା ମୋବାଇଲ ଫୋନକୁ ଏକ ମେସେଜ ଆସିଥିଲା। ସେଥିରେ ତାଙ୍କ ବାପାଙ୍କୁ ଜିଲାର…
ପୁଣି ଥରେ ଜାତୀୟ ସୁରକ୍ଷା ଆଳ ଦେଖାଇଲେ ସରକାର
ନୂଆଦିଲ୍ଲୀ, ୧୪ା୯: ଜାତୀୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ପେଗାସସ୍ ସମ୍ପର୍କୀତ ସମ୍ପୂର୍ଣ୍ଣ ବିବରଣୀ ଦାଖଲ କରି ହେବନାହିଁ। ଆତଙ୍କବାଦୀ କାର୍ଯ୍ୟକଳାପ ତଥା ଦେଶର ସୁରକ୍ଷାକୁ ବିପଦରେ ପକାଉଥିବା ବ୍ୟକ୍ତିଙ୍କ ପାଇଁ ସରକାର କେଉଁ ସଫ୍ଟଓ୍ବେର ବ୍ୟବହାର କରୁଛନ୍ତି, ତାହା ସାର୍ବଜନୀନ ହେଲେ…
ଇଞ୍ଜିନିୟରିଂ ଷ୍ଟୁଡେଣ୍ଟ ପଢିବେ ରାମାୟଣ, ମହାଭାରତ
ଭୋପାଳ,୧୩।୯: ଇଞ୍ଜିନିୟରିଂ ପାଠ୍ୟକ୍ରମରେ ରାମାୟଣ, ମହାଭାରତ ଏବଂ ରାମଚରିତ ମାନସକୁ ସାମିଲ କରିବା ପାଇଁ ମଧ୍ୟପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି। ଜାତୀୟ ଶିକ୍ଷା ନୀତି (ଏନ୍ଇପି) ୨୦୨୦ର ଅଂଶବିଶେଷ ସ୍ବରୂପ ଏବଂ ଛାତ୍ରୀଛାତ୍ରଙ୍କ ଶିକ୍ଷା ପାଇଁ ଏହା କରାଯାଇଥିବା ରାଜ୍ୟର ଉଚ୍ଚଶିକ୍ଷା…
୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କଲେ ଦୂର ସମ୍ପର୍କୀୟ
ବସ୍ତି,୧୩।୯: ଜଣେ ୧୬ ବର୍ଷୀୟ ନାବାଳକ ପଡ଼ୋଶା ଘରର ୮ ବର୍ଷୀୟା ଝିଅଙ୍କୁ ବଳାତ୍କାର କରିଛନ୍ତି। ଉତ୍ତରପ୍ରଦେଶର ବସ୍ତି ଜିଲାରେ ରବିବାର ଏଭଳି ଘଟଣା ଘଟିଛି। ବସ୍ତି ଥାନା ଏସ୍ପି ଆଶିଷ ଶ୍ରୀବାସ୍ତବ କହିଛନ୍ତି, ରବିବାର ସନ୍ଧ୍ୟା ୬ଟାରେ ପୋଲିସ କଣ୍ଟ୍ରୋଲ…
Archives


