ଦୀପାବଳି ଉପହାର ଇଲେକଟ୍ରିକ୍ ବାଇକ
ସୁରଟ,୫ ।୧୧: ଗୁଜରାଟ ସୁରଟର ଏକ କମ୍ପାନୀ ଦୀପାବଳି ଉପହାର ଭାବେ ତା’ର କର୍ମଚାରୀଙ୍କୁ ଇଲେକ୍ଟ୍ରିକ୍ ସ୍କୁଟର ଭେଟି ଦେଇଥିବା ଜଣାପଡିଛି । ୩୫ ଜଣ କର୍ମଚାରୀଙ୍କୁ ଏହି ଉପହାର ମିଳିଛି । କମ୍ପାନୀର ନିର୍ଦ୍ଦେଶକ ସୁବାଷ ଦାୱର କୁହନ୍ତି ବଢି…
ଗୁଜରାଟି ନବବର୍ଷର ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୫ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟି ନବବର୍ଷର ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍ କରି ସେ ଗୁଜରାଟବାସୀଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି । ଏହି ଅବସରରେ ଗୁଜରାଟ ବାସିନ୍ଦା ମନ୍ଦିର ଯାଇ ପୂଜାର୍ଚ୍ଚନା କରିବା ସହ…
ଏହି ରାଜ୍ୟରେ ଡିଜେଲରେ କମିଲା ୧୯ ଟଙ୍କା
ବେଙ୍ଗାଲୁରୁ,୪।୧୧: କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଏକ୍ସସାଇଜ୍ ଡ୍ୟୁଟିରେ କିଛି ଛାଡ଼ କରିବା ପରେ ଭାଜପା ଶାସିତ ୧୦ ରାଜ୍ୟରେ ମଧ୍ୟ ଭ୍ୟାଟ କମାଇ ଦିଆଯାଇଛି। ଦୀପାବଳି ପାଇଁ କର୍ନାଟକ ସରକାର ମଧ୍ୟ ତୈଳ ଦର ଉପରେ ୭…
ଯଦି ସରକାର ୫ ବର୍ଷ ଚାଲିପାରୁଛି, ଚାଷୀ ଆନ୍ଦୋଳନ କାହିଁକି ନୁହେଁ
ନୂଆଦିଲ୍ଲୀ,୪।୧୧: ଯଦି ସରକାର ୫ ବର୍ଷ ଚାଲିପାରୁଛି, ଆନ୍ଦୋଳନ ମଧ୍ୟ ୫ ବର୍ଷ ଧରି ଚାଲିବ। ବିବାଦୀୟ ଚାଷୀ ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନ ଆଉ କେତେ ଦିନ ଚାଲିବ ବୋଲି ପଚରାଯିବାରୁ ଉପରୋକ୍ତ ବୟାନ ଦେଇଛନ୍ତି ଭାରତୀୟ କିଷାନ ୟୁନିଅନ୍…
ସ୍ପଷ୍ଟ କଲା ଆମେରିକା: ଅରୁଣାଞ୍ଚଳରେ ଗାଁ ନିର୍ମାଣ କରିଛି ଚାଇନା
ନୂଆଦିଲ୍ଲୀ,୪।୧୧: ଅରୁଣାଞ୍ଚଳ ସଂଲଗ୍ନ ଲାଇନ୍ ଅଫ୍ ଆକଚ୍ୟୁଆଲ କଣ୍ଟ୍ରୋଲ (ଏଲ୍ଏସି) ଭିତରେ ଗାଁ ନିର୍ମାଣ କରିଛି ଚାଇନା। ଏହା ଆମେରିକାର ବାର୍ଷିକ ପ୍ରତିରକ୍ଷା ବିଭାଗର ରିପୋର୍ଟରେ ଦର୍ଶାଯାଇଛି। ଗତ ଜାନୁୟାରୀରେ ସାମ୍ନାକୁ ଆସିଥିବା ଏକ ସାଟେଲାଇଟ୍ ଫଟୋରେ ଚାଇନିଜ ଭିଲେଜ ଉପସ୍ଥିତି…
ତୈଳ ଦର ୫୦ ଟଙ୍କା କମ କରିବାକୁ ହେଲେ ଭାଜପାକୁ ସମ୍ପୂର୍ଣ୍ଣ ରୂପେ ହରାଇବାକୁ ପଡିବ: ସଞ୍ଜୟ
ମୁମ୍ବାଇ,୪ ।୧୧: ଦେଶରେ ବୃଦ୍ଧି ପାଇ ଚାଲିଥିବା ତୈଳଦରକୁ କମ୍ କରିବାକୁ ଯାଇ ଶାସକ ଭରତୀୟ ଜନତା ପାର୍ଟି(ଭାଜପା) ସରକାର ଉତ୍ପାଦନ ଶୁଳ୍କ କମ୍ କରିବାର ଦ୍ୱିତୀୟ ଦିନରେ ଶିବସେନା ନେତା ସଞ୍ଜୟ ରାଉତ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି ।…
୧୨ବର୍ଷର ପୁଅଙ୍କୁ ନଦୀକୁ ଠେଲିଦେଲେ
ସୁରଟ,୪।୧୧: ବାପ ନିଜ ନାବାଳକ ପୁଅକୁ ନଦୀକୁ ଠେଲି ହତ୍ୟା କରିଛନ୍ତି। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଗୁଜରାଟ ସୁରଟର ତାନପୁର ଅଞ୍ଚଳରେ ଘଟିଛି। ସୂଚନା ଯୋଗ୍ୟ, ଗୁଜୁରାଟ ସୁରଟର ସଇଦ ଇଲିୟାଜ ଶେଖ ନାମକ ଜଣେ ବ୍ୟକ୍ତି ନିଜ ୧୨…
ଦେଶମୁଖଙ୍କର ହେଲା ସ୍ୱାସ୍ଥ୍ୟ ପରୀକ୍ଷା
ନୂଆଦିଲ୍ଲୀ,୪ ।୧୧: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କର ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଗୁରୁବାର ମୁମ୍ବାଇର ସରକାରୀ ଜେଜେ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି…
ତୈଳ ଦର କମିବାର କାରଣ
ନୂଆଦିଲ୍ଲୀ,୪।୧୧: ଏକ ସପ୍ତାହ ଧରି କ୍ରମାଗତ ବୃଦ୍ଧି ପରେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ କରିବାକୁ ଘୋଷଣା କରିଥିଲେ କେନ୍ଦ୍ର ସରକାର। ଏହାପରେ ୧୦ ଭାଜପା ଶାସିତ ରାଜ୍ୟରେ ମଧ୍ୟ ଭ୍ୟାଟରେ ହ୍ରାସ କରାଯାଇଛି। ତେବେ କେନ୍ଦ୍ର ସରକାରଙ୍କ ଏଭଳି…
ପ୍ରଧାନମନ୍ତ୍ରୀ ମୋଦିଙ୍କ କେଦାରନାଥ ଗସ୍ତ, ଦୀପାବଳି ଅବସରରେ ୮ କ୍ୱିଣ୍ଟାଲ ଫୁଲରେ ସଜା ହେଲା ମନ୍ଦିର
ଡେରାଡୁନ,୪ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ନଭେମ୍ବର ଅର୍ଥାତ୍ ଶୁକ୍ରବାର କେଦାରନାଥ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କେଦାରନାଥରେ ଯୋର ସୋରରେ ପ୍ରସ୍ତୁତି ଚାଲିଛି । ମନ୍ଦିରକୁ ଦୀପାବଳି ଅବସରରେ ୮ କ୍ୱିଣ୍ଟାଲ ଫୁଲରେ…
‘ଛୁଟି ଚାହୁଁଥିଲେ ଏକା ଦେଖାକର’ ମନ୍ତବ୍ୟକୁ ନିର୍ଯାତନା ସୂଚକ ଭାବେ ଗ୍ରହଣ କରିହେବ ନାହିଁ, ହାଇକୋର୍ଟ…
ରାୟପୁର,୪।୧୧: ଜଣେ ସହକାରୀ ପ୍ରଫେସରଙ୍କ ବିରୋଧରେ ଅଣାଯାଇଥିବା ଯୌନ ନିର୍ଯାତନା ଏଫଆଇଆର୍କୁ ଖଣ୍ଡନ କରି ଛତିଶଗଡ ହାଇକୋର୍ଟ କହିଛନ୍ତି, ‘ଯଦି ଛୁଟି ଚାହୁଁଛ, ଏକୁଟିଆ ଦେଖା କର’ ମନ୍ତବ୍ୟକୁ ଯୌନ ନିର୍ଯାତନା ସୂଚକ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ। ଭାରତୀୟ…
କାଳୀ ପୂଜା ଗାଇଡ୍ ଲାଇନ୍, ଟିକା ନେଇଥିବା ଶ୍ରଦ୍ଧାଳୁଙ୍କୁ ପୂଜା ମଣ୍ଡପକୁ ପ୍ରବେଶ ଅନୁମତି…
କୋଲକାତା,୪।୧୧: କାଳୀ ପୂଜା ନେଇ ପଶ୍ଚିମବଙ୍ଗ ହାଇକୋର୍ଟଙ୍କ ପକ୍ଷରୁ ନୂଆ ଗାଇଡ୍ ଲାଇନ୍ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। କୋର୍ଟ କହିଛନ୍ତି ଯେ, କେବଳ ଟିକା ନେଇଥିବା ଶ୍ରଦ୍ଧାଳୁଙ୍କୁ ପୂଜା ମଣ୍ଡପକୁ ପ୍ରବେଶ ଅନୁମତି ମିଳିବ। ପୂଜା ମଣ୍ଡପ ଅଞ୍ଚଳକୁ ନୋ…
Archives


