କୋଭିଡ୍ ବେଳେ ଯୋଗୀ ଆଦିତ୍ୟନାଥଙ୍କ ଗୋରୁ ସୁରକ୍ଷା ଚିନ୍ତା
ଲକ୍ଷ୍ନୌ, ୫ା୫ : କୋଭିଡ୍-୧୯ କାରଣରୁ ଉତ୍ତର ପ୍ରଦେଶରେ ଶହ ଶହ ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ହେଉଥିବାବେଳେ ଗୋରୁ ସୁରକ୍ଷାକୁ ପ୍ରଧାନ୍ୟ ଦେଉଛି ଯୋଗୀ ଆଦିତ୍ୟନାଥଙ୍କ ସରକାର। ରାଜ୍ୟର ପ୍ରତ୍ୟେକ ଜିଲାରେ ଗୋରୁଙ୍କ ସୁରକ୍ଷା ଲାଗି ହେଲ୍ପ ଡେସ୍କ ଖୋଲିବାକୁ...
‘ ମମତାଙ୍କ ହାତରେ ଲାଗିସାରିଛି ରକ୍ତ ’
କୋଲକାତା, ୫ା୫ – ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ହାତରେ ଲାଗିସାରିଛି ରକ୍ତ। ଗତ ବର୍ଷ ଅମ୍ଫାନ, ଏଥର ପଶ୍ଚିମବଙ୍ଗବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି ମମତା ଫାନ। ନିର୍ବାଚନୀ ପରବର୍ତ୍ତୀ ହିଂସା ପରେ ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତ କରିଥିବା...
ପୁଣି ୨ ମାସ ମିଳିବ ମାଗଣା ଖାଦ୍ୟ
ନୂଆଦିଲ୍ଲୀ, ୫।୫: କରୋନା ସଙ୍କଟ ବେଳେ ଦେଶର ପ୍ରାୟ ୮୦ କୋଟି ଲୋକଙ୍କୁ ସହାୟତା ପାଇଁ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମ୍ଜିକେଏଓ୍ବାଇ)ରେ ୨ ମାସ ମାଗଣା ଖାଦ୍ୟଶସ୍ୟ ଯୋଗାଇ ଦିଆଯିବ। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ...
‘ ମାର୍ଚ୍ଚ ଆରମ୍ଭରୁ ଭୟାବହତା ନେଇ ସରକାରଙ୍କୁ ଚେତାଇ ଦେଇଥିଲୁ ’
ନୂଆଦିଲ୍ଲୀ,୫।୫ : ମାର୍ଚ୍ଚ ଆରମ୍ଭରୁ ସରକାରଙ୍କ ନିକଟରେ କୋଭିଡ୍-୧୯ର ନୂଆ ଭ୍ୟାରିଆଣ୍ଟ୍ସ ସମ୍ପର୍କରେ ଚିନ୍ତା ବ୍ୟକ୍ତ କରିିଥିଲୁ। ଏହା ଦ୍ୱାରା ଦେଶରେ ଆକ୍ରାନ୍ତଙ୍କ ସହ ମୃତ୍ୟୁ ସଂଖ୍ୟା ଢ଼େର ବୃଦ୍ଧି ପାଇବ। ଏକ ସାକ୍ଷାତ୍କାରରେ ଏହା ସ୍ପଷ୍ଟ କରିଛନ୍ତି ପ୍ରମୁଖ...
ଜି୭ ବୈଠକରେ ଯୋଗଦେବାକୁ ଯାଇଥିବା ୨ ଭାରତୀୟ ପ୍ରତିନିଧି କରୋନା ସଂକ୍ରମିତ
ଲଣ୍ଡନ,୫।୫: ଲଣ୍ଡନରେ ଅନୁଷ୍ଠିତ ହେବାକୁ ଥିବା ଜି ୭ ବହିର୍ବ୍ୟାପାର ମନ୍ତ୍ରୀମାନଙ୍କ ବୈଠକରେ ଯୋଗ ଦେବାକୁ ଯାଇଥିବା ଭାରତର ୨ ଜଣ ପ୍ରତିନିଧି କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଭର୍ଚୁଆଲି ବିଭିନ୍ନ ଆଲୋଚନାରେ...
ଅକ୍ସିଜେନ ଅଭାବରୁ ଚାଲିଗଲା ୧୩ କୋଭିଡ୍ ଆକ୍ରାନ୍ତଙ୍କ ଜୀବନ : ଜିଲା ଅଧିକାରୀ ମାନିବାକୁ ନାରାଜ
ଚେନ୍ନାଇ,୫।୫ : ଅକ୍ସିଜେନ ଯୋଗାଣ ବ୍ୟବସ୍ଥାରେ ବାଧା ସୃଷ୍ଟି ହେବାରୁ ଚେନଗାଲପାଟୁ ସରକାରୀ ହସ୍ପିଟାଲରେ ଚାଲିଯାଇଛି ୧୩ ଗୁରୁତର କୋଭିଡ୍ ଆକ୍ରାନ୍ତଙ୍କ ଜୀବନ। କିନ୍ତୁ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଓ ହସ୍ପିଟାଲ କର୍ତ୍ତୁପକ୍ଷ ଅନ୍ୟ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ସେମାନଙ୍କ...
ଦରକାର ନ ଥିଲେ ଆର୍ଟି-ପିସିଆର୍ ଟେଷ୍ଟ କରନ୍ତୁ ନାହିଁ
ନୂଆଦିଲ୍ଲୀ, ୫ା୫: କୋଭିଡ ପରୀକ୍ଷା ପାଇଁ ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ (ଆଇସିଏମ୍ଆର) ପକ୍ଷରୁ ନୂତନ ଗାଇଡ୍ଲାଇନ ଜାରି ହୋଇଛି। ଆବଶ୍ୟକ ନ ଥିଲେ ଆର୍ଟି-ପିସିଆର୍ ଟେଷ୍ଟ ନ କରିବାକୁ ନିର୍ଦ୍ଦେଶାବଳୀରେ କୁହାଯାଇଛି। ବିଶେଷ କରି ଲାବୋରେଟୋରୀଗୁଡ଼ିକ ଉପରୁ...
ବାପାଙ୍କ ଜୁଇ ଉପରକୁ ଡେଇଁଲା ଝିଅ
ବର୍ମେର,୫।୫ : ରାଜସ୍ଥାନର ବର୍ମେରରୁ ସାମ୍ନାକୁ ଆସିଛି ଏକ ଦୁଃଖଦ ଘଟଣା। ବାପାଙ୍କ ଜୁଇ ଉପରକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ୩୪ ବର୍ଷୀୟା ମହିଳା। ମହିଳାଙ୍କୁ ଉଦ୍ଧାର କରାଯାଇଥିଲେ ମଧ୍ୟ ତାଙ୍କ ଶରୀରର ୭୦ ପ୍ରତିଶତ ପୋଡ଼ି ହୋଇଯାଇଥିବା...
ବିବାହ ଉତ୍ସବ ଆୟୋଜନ ନ କରିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ…
ପାଟନା,୫।୫: ବିହାରରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟବାସୀଙ୍କୁ ସ୍ବତନ୍ତ୍ର ଅନୁରୋଧ କରିଛନ୍ତିି। ସେ କହିଛନ୍ତି ଯେ, କେହି ଏବେ ବିବାହ ଉତ୍ସବ ଆୟୋଜନ ନ କରିବା ଆବଶ୍ୟକ। ଏକାଠି ବହୁ ଲୋକ ଜମା ହେଲେ...
ଦିଦି ନେଲେ କଡ଼ା ପଦକ୍ଷେପ: ଡିଜିପି-ଏଡିଜିଙ୍କୁ କଲେ ବଦଳି…
କୋଲକାତା,୫।୫: ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ମମତା ବାନାର୍ଜୀ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ସେ ଡିଜିପି ଏବଂ ଏଡିଜିଙ୍କୁ ବଦଳି କରିବା ସହିତ କରୋନା ସଂକ୍ରମଣକୁ ରୋକିବା ଲାଗି ରାଜ୍ୟରେ...
ଦିଲ୍ଲୀ ସରକାରଙ୍କର ମୁମ୍ବାଇଠାରୁ ଶିଖିବାର ଆବଶ୍ୟକତା ରହିଛି…
ନୂଆଦିଲ୍ଲୀ,୫।୫: ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍ ଅଭାବ ନେଇ ସୁପ୍ରିମ୍କୋର୍ଟ ଦିଲ୍ଲୀ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ମୁମ୍ବାଇ ସରକାରଙ୍କଠାରୁ ଦିଲ୍ଲୀ ସରକାର ଶିଖିବା ଆବଶ୍ୟକ ବୋଲି କୋର୍ଟ କହିଛନ୍ତି। କୌଣସି ଅଧିକାରୀଙ୍କ ବିରୋଧରେ ଅବମାନନା ଅଭିଯୋଗ ଆଣିବା କୋର୍ଟ ଚାହୁଁ...
ଦିଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
କୋଲକାତା,୫।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଲଗାତର ତୃତୀୟ ଥର ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ବୁଧବାର ଶପଥ ନେଇଛନ୍ତି। ରାଜ ଭବନରେ ରାଜ୍ୟପାଳ ଜଗଦୀପ ଧନକଡ ତାଙ୍କୁ ଶପଥ ପାଠ କରାଇଥିଲେ। କରୋନାକୁ ଦୃଷ୍ଟିରେ ରଖି ଏହି...
Archives


