ସ୍ବାମୀ ଦେଖୁଥିଲେ ଅଶ୍ଲୀଳ ଭିଡିଓ, ସ୍ତ୍ରୀ ବିରୋଧ କରିବାରୁ…
ବେଙ୍ଗାଲୁରୁ,୩।୧୧: କର୍ନାଟକର ବେଙ୍ଗାଲୁରୁରେ ମହିଳା ନିର୍ଯାତନାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ସ୍ବାମୀ ଅଶ୍ଲୀଳ ଫିଲ୍ମ ଦେଖୁଥିବାବେଳେ ସ୍ତ୍ରୀ ମନା କରିବାରୁ ତାଙ୍କୁ ସଢା ଖାଦ୍ୟ ଖାଇବାକୁ ପଡିଛି। ୩୬ ବର୍ଷୀୟା ମହିଳା ତାଙ୍କ ସ୍ବାମୀଙ୍କ ବିରୋଧରେ ପ୍ରଥମ ଅତିରିକ୍ତ…
‘ତଲଓ୍ବାର୍ ଦେଖାଇ ଭାଜପା ନେତାଙ୍କୁ ଟିଏମ୍ସିରେ କରାଯାଉଛି ସାମିଲ’
ଇନ୍ଦୋର,୩।୧୧: ପଶ୍ଚିମବଙ୍ଗ ସରକାର ବିରୋଧୀଙ୍କୁ ହତ୍ୟା କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଛନ୍ତି ଭାରତୀୟ ଜନତା ପାର୍ଟି ସାଧାରଣ ସମ୍ପାଦକ କୈଳାଶ ବିଜୟବର୍ଗିୟ। ସେ କହିଛନ୍ତ, ଏହି ରାଜ୍ୟରେ ବିରୋଧୀ ଦଳର ନେତାଙ୍କ ବିରୋଧରେ ଗୁରୁତର ଅପରାଧର ମିଥ୍ୟା ମାମଲା ରହିଛି।…
କରୋନାକୁ ହରାଇବା ଲାଗି ଘରଘର ବୁଲି ଟିକାକରଣ କର, ପ୍ରଧାନମନ୍ତ୍ରୀଙ୍କ ନୂଆ ମନ୍ତ୍ର…
ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କରୋନା ମହାମାରୀ ଲଢ଼େଇରେ ଘର ଘର ବୁଲି ଟିକା ଦାନ ଅଭିଯାନକୁ ସଫଳ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର…
ଜନ୍ମଦିନରେ କୋଟିଏ ଟିକା,ଅନ୍ୟଦିନ ନୁହେଁ କାହିଁକି ? ପ୍ରଧାନମନ୍ତ୍ରୀଙ୍କୁ ସୋନିଆଙ୍କ ପ୍ରଶ୍ନ…
ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କରୋନା ମହାମାରୀ ବିରୋଧରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପକୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ କରୋନା ମହାମାରୀ…
ଆଧାର କାର୍ଡର ବେଆଇନ ବ୍ୟବହାର କଲେ ଦେବାକୁ ପଡ଼ିବ ୧ କୋଟି ପର୍ଯ୍ୟନ୍ତ ଜରିମାନା…
ନୂଆଦିଲ୍ଲୀ,୩।୧୧: ଆଧାର କାର୍ଡର ବେଆଇନ ବ୍ୟବହାର କଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ଏନେଇ ଭାରତ ସରକାରଙ୍କ ପକ୍ଷରୁ ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ ଇଣ୍ଡିଆ (ୟୁଆଇଡିଏଆଇ)କୁ କ୍ଷମତା ପ୍ରଦାନ କରିଛନ୍ତି। ଯେଉଁମାନେ ଆଧାର ଅନ୍ତର୍ଗତ ନୀତି…
ଟ୍ରକ ମାଡିଯାଇ ୬ ଜଣଙ୍କ ମୃତ୍ୟୁ
ଲକ୍ଷ୍ନୌ,୩।୧୧: ଉତ୍ତର ପ୍ରଦେଶର ଗାଜିପୁର ଅହରାଉଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଚା’ ଦୋକାନରେ ଟ୍ରକ ମାଡିଯାଇ ୬ ଜଣଙ୍କ ମୃତ୍ୟୁ ଘଟିଛି॥ ଏଥିସହ ୨ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନାନୁସାରେ,…
ଟିକାକରଣ ଯୋଗୁ ଦେଶରେ ସୃଷ୍ଟି ହୋଇଛନ୍ତି ୨ ଭିନ୍ନ ଭିନ୍ନ ବର୍ଗ, କହିଲେ ହାଇକୋର୍ଟ…
କୋଚି,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ମହାମାରୀ ବିରୋଧରେ ଲଢ଼େଇ ଅନ୍ତର୍ଗତ ଟିକାକରଣ ଅଭିଯାନ ଦେଶବ୍ୟାପୀ ଜାରି ରହିଛ। ଏପରିସ୍ଥଳେ କେରଳ ହାଇକୋର୍ଟ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଟିକାକରଣ ଯୋଜନା ଦେଶରେ ନାଗରିକଙ୍କ ଦୁଇଟି ଭିନ୍ନ…
ପାରାମିଲିଟାରୀ କର୍ମଚାରୀଙ୍କୁ ମାଗଣା ସ୍ବାସ୍ଥ୍ୟସେବା…
ନୂଆଦିଲ୍ଲୀ,୩।୧୧: ଦେଶର ସମସ୍ତ କେନ୍ଦ୍ରୀୟ ପାରାମିଲିଟାରୀ କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କୁ ଆୟୁଷ୍ମାନ ଭାରତ ଯୋଜନା ଅନ୍ତର୍ଗତରେ ମାଗଣା ଏବଂ ନଗଦ ବିହୀନ ଚିକିତ୍ସା ଉପଲବ୍ଧ ହେବ। ଆୟୁଷ୍ମାନ ଭାରତ ଅଧୀନରେ ସ୍ବୀକୃତିପ୍ରାପ୍ତ ଯେ କୌଣସି ସିଜିଏଚ୍ଏସ୍ ହସ୍ପିଟାଲ ଏବଂ…
ମୃତ୍ୟୁ ସଂଖ୍ୟାରେ ବ୍ରେକ୍…
ନୂଆଦିଲ୍ଲୀ,୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୧ ହଜାର ୯୦୩ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ…
‘ସଚ୍ଚୋଟ ଅଫିସର ୨ ଲକ୍ଷ ଟଙ୍କାର ଜୋତା ପିନ୍ଧନ୍ତି ନାହିଁ’
ମୁମ୍ବାଇ,୩।୧୧: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି) ଜୋନାଲ ଡିରେକ୍ଟର ସମୀର ୱାଙ୍ଖଡେଙ୍କୁ ପୁଣି ଟାର୍ଗେଟ କରିଛନ୍ତି ମହାରାଷ୍ଟ୍ର ମନ୍ତ୍ରୀ ନୱାବ ମଲ୍ଲିକ। ୱାଙ୍ଖଡେ ଜଣେ ଦୁର୍ନୀତି ଖୋର ଅଫିସର। ସେ ବଟି ଆଦାୟ କରିବା ସହ ଅତି ଦାମୀ ପୋଷାକ ପିନ୍ଧନ୍ତି।…
ବିମାନରେ ମିଳିବ ଷ୍ଟାର୍ଲିଙ୍କ୍ ବ୍ରଡ୍ବ୍ୟାଣ୍ଡ
ନୂଆଦିଲ୍ଲୀ,୨।୧୧: ଆଗାମୀ ଦିନରେ ବିମାନଗୁଡ଼ିକରେ ଷ୍ଟାର୍ଲିଙ୍କ୍ ବ୍ରଡ୍ବ୍ୟାଣ୍ଡ୍ ସୁବିଧା ଉପଲବ୍ଧ ହେବ। ଏ ନେଇ ବିମାନ କମ୍ପାନୀଗୁଡ଼ିକ ସହ ଆଲୋଚନା ଚାଲିଥିବା ସୂଚନା ଦେଇଛନ୍ତି ବିଲିୟନେୟାର ଉଦ୍ୟୋଗୀ ଏଲନ ମସ୍କ। ରକେଟ କମ୍ପାନୀ ସ୍ପେସ୍ ଏକ୍ସ ପକ୍ଷରୁ ଷ୍ଟାର୍ଲିଙ୍କ୍ ହେଉଛି ସାଟେଲାଇଟ…
କୋହଲିଙ୍କ ସମର୍ଥନରେ ଏମିତି ଲେଖିଲେ ରାହୁଲ
ନୂଆଦିଲ୍ଲୀ,୨।୧୧: କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀ ମଙ୍ଗଳବାର ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କ ସମର୍ଥନରେ ଟୁଇଟ୍ କରିଛନ୍ତି। ଚଳିତ ଟି୨୦ ବିଶ୍ୱକପ୍ରେ ପାକିସ୍ତାନ ଠାରୁ ଭାରତ ପରାସ୍ତ ହେବା ପରେ ମହମ୍ମଦ ଶାମିଙ୍କ ସମର୍ଥନରେ ବାହାରିବା କାରଣରୁ କୋହଲିଙ୍କ ଝିଅକୁ…
Archives


