ବାପାଙ୍କ ଆସନରୁ କ୍ୟାରିୟର ଆରମ୍ଭ କରିବେ ପୁଅ
ପଣଜୀ,୧।୧୧: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରାକ୍ତନ ପ୍ରତିରକ୍ଷାମନ୍ତ୍ରୀ ସ୍ବର୍ଗତ ମନୋହର ପାରିକରଙ୍କ ପୁଅ ଉତ୍ପଳ ପାରିକର ପଣଜୀ ଆସନରୁ ବିଧାନସଭା ନିର୍ବାଚନ ଲଢ଼ିବା ପାଇଁ ମନ ବଳାଇଛନ୍ତି। ଉଚ୍ଚଶିକ୍ଷିତ ବ୍ୟବସାୟୀ ଉତ୍ପଳ କହିଛନ୍ତି, ବାପାଙ୍କ ପାରମ୍ପରିକ ଆସନରୁ ରାଜନୈତିକ କ୍ୟାରିୟର…
ଅଷ୍ଟ୍ରେଲିଆ ଯାଇପାରିବେ କୋଭାକ୍ସିନ ନେଇଥିବା ଭାରତୀୟ
ନୂଆଦିଲ୍ଲୀ,୧।୧୧: ଭାରତ ବାୟୋଟେକ୍ ପ୍ରସ୍ତୁତ କୋଭାକ୍ସିନ ଟିକାକୁ ଅଷ୍ଟ୍ରେଲିଆ ସ୍ବୀକୃତି ପ୍ରଦାନ କରିଛି। ଏହି ଟିକା ନେଇଥିବା ଲୋକେ ଅଷ୍ଟ୍ରେଲିଆ ଯାଇପାରିବେ। ଅଷ୍ଟ୍ରେଲିଆରେ ପଞ୍ଜୀକୃତ ହୋଇ ନ ଥିବା ଦୁଇଟି ଟିକା କୋଭାକ୍ସିନ ଏବଂ ଚାଇନାର ସିନୋଫାର୍ମ ପ୍ରସ୍ତୁତ ବିବିଆଇବିପି-କୋର୍ଭିକୁ ସ୍ବୀକୃତି…
ଏସ୍ସି କମିଶନ ମୁଖ୍ୟଙ୍କୁ ଭେଟିଲେ ଓ୍ବାଙ୍ଖଡେ
ନୂଆଦିଲ୍ଲୀ,୧।୧୧: ନାର୍କୋଟିକ୍ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି)ର ମୁମ୍ବାଇ ଜୋନାଲ ମୁଖ୍ୟ ସମୀର ଓ୍ବାଙ୍ଖଡେ ସୋମବାର ଜାତୀୟ ଅନୁସୂଚିତ ଜାତି କମିଶନ (ଏନ୍ସିଏସ୍ସି)ମୁଖ୍ୟ ବିଜୟ ସାମ୍ପଲାଙ୍କୁ ଦିଲ୍ଲୀଠାରେ ଭେଟିଛନ୍ତି। ଏଥିପୂର୍ବରୁ ଓ୍ବାଙ୍ଖଡେ ଏନ୍ସିଏସ୍ସିର ଭାଇସ୍ ଚେୟାରମ୍ୟାନ ଅରୁଣ ହଲଦରଙ୍କୁ ମୁମ୍ବାଇରେ ଭେଟିଥିଲେ। ଶନିବାର…
ଚନିଙ୍କ ଦୀପାବଳି ଭେଟି: କମିଲା ବିଜୁଳି ଦର
ଚଣ୍ଡିଗଡ଼,୧ ।୧୧: ପଞ୍ଜାବ ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ଚନି ସରକାର ସୋମବାର ଏକ ବଡ ଘୋଷଣା କରିଛନ୍ତି । କ୍ୟାବିନେଟ ବୈଠକ ପରେ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନି ପଞ୍ଜାବବାସୀଙ୍କ ପାଇଁ ବିଜୁଳି ପ୍ରତି ୟୁନିଟ ପିଛା ଦର…
‘ଅଣ୍ଡରଓ୍ବାଲର୍ଡ ଲିଙ୍କ୍ରେ ଅଛନ୍ତି ନଓ୍ବାବ ମଲିକ’
ମୁମ୍ବାଇ,୧।୧୧: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍ସିପି)ର ବରିଷ୍ଠ ନେତା ତଥା ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ନଓ୍ବାବ ମଲିକ ଅଣ୍ଡରଓ୍ବାଲର୍ଡ ସହ ଲିଙ୍କ୍ରେ ଅଛନ୍ତି। ଦୀପାବଳି ପରେ ପ୍ରମାଣ ସହ ସବୁ ପଦାରେ ପକାଇବି ବୋଲି କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ।…
ଜିନ୍ନା ବିବାଦରେ ମାୟାବତୀଙ୍କ ଏଣ୍ଟ୍ରି
ଲକ୍ଷ୍ନୌ,୧ ।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବେଳକୁ ବେଳ ରାଜନୀତି ହେଉଛି ସରଗରମ । ବହୁଜନ ସମାଜ ପାର୍ଟି ସୁପ୍ରିମୋ ଶୁଶ୍ରୀ ମାୟାବତୀ ଏବେ ସମାଜବାଦୀ ପାର୍ଟି ଓ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି । ସେ…
ମୋଦିଙ୍କ ରାଲିରେ ବିସ୍ଫୋରଣ ଘଟଣା: ୪ ଜଣଙ୍କୁ ଫାଶୀ ଦଣ୍ଡ
ପାଟନା,୧।୧୧: ୨୦୧୩ ପାଟଣାର ଗାନ୍ଧୀ ମୈଦାନ ସିରିଏଲ ବିସ୍ଫୋରଣ ମାମଲାରେ ସ୍ବତନ୍ତ୍ର ଏନଆଇଏ କୋର୍ଟ ଦୋଷୀଙ୍କୁ ଦଣ୍ଡ ଘୋଷଣା କରିଛନ୍ତି। ୯ ଜଣ ଦୋଷୀଙ୍କ ମଧ୍ୟରୁ ୪ ଜଣଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। କୋର୍ଟ ହାଇଦର ଅଲୀ, ନୋମାନ ଅନସାରୀ, ମିଜିବୁଲ୍ଲା ଅନସାରୀ…
ଅଯୋଧ୍ୟାରେ ଜଳିବ ସାଢେ ୯ ଲକ୍ଷ ଦୀପ
ଲକ୍ଷ୍ନୌ,୧।୧୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଛୋଟ ଦୀପାବଳି ଅର୍ଥାତ୍ ନଭେମ୍ବର ୩ରେ ଅଯୋଧ୍ୟାରେ ଥିବା ରାମ କି ପ୍ୟାଡି ଘାଟରେ ନଅ ଲକ୍ଷ ୫୧ ହଜାର ଦୀପ ଜାଳିବାର ଲକ୍ଷ୍ୟ ରଖିଛନ୍ତି। ଏହି ଲକ୍ଷ୍ୟକୁ ସଫଳ କରିବା ପାଇଁ ରାମ…
୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛ କାଟିବା ଉପରେ ରୋକ ଲଗାଇଲେ ହାଇକୋର୍ଟ…
ନୂଆଦିଲ୍ଲୀ,୧।୧୧: ରାଜଧାନୀ ଦିଲ୍ଲୀର ଇନ୍ଦରପୁରୀଠାରେ ଥିବା ଏକ ୬୦ ବର୍ଷ ପୁରୁଣା ଅଶ୍ୱତ୍ଥ ଗଛକୁ କାଟିବା ପାଇଁ ହେଉଥିବା ଯୋଜନା ଉପରେ ରୋକ ଲାଗିଛି। ଦିଲ୍ଲୀ ହାଇକୋର୍ଟ ଏନେଇ ନିର୍ଦ୍ଦେଶ ଜାରି କରିଛନ୍ତି। ବରିଷ୍ଠ ଆଇନଜୀବୀ ଏନ୍.ହରିହରନ୍ଙ୍କ ପକ୍ଷରୁ ଦାଖଲ ହୋଇଥିବା…
ସ୍ତ୍ରୀଙ୍କ ଜିଦ୍ ଆଗରେ ହାର୍ ମାନିଲେ ସ୍ବାମୀ: ପ୍ରେମିକ ସହ କଲେ…
କାନପୁର,୧।୧୧: ଉତ୍ତରପ୍ରଦେଶର କାନପୁରରେ ବଲିଉଡର ୧୯୯୯ ବ୍ଲକବଷ୍ଟର ‘ହମ ଦିଲ ଦେ ଚୁକେ ସନମ’ର ଏକ ପ୍ରକୃଷ୍ଟ ଉଦାହରଣ ସାମ୍ନାକୁ ଆସିଛି। କାନପୁରର ଜଣେ ବ୍ୟକ୍ତି ପାଞ୍ଚ ମାସ ପୂର୍ବରୁ ବିବାହ କରିଥିଲେ। ତା’ପରେ ପରିସ୍ଥିତି ଏପରି ହେଲା ଯେ ସେ…
ଏନ୍କାଉଣ୍ଟର ହତ୍ୟା ଘଟଣାରେ ନୀରବ ଦ୍ରଷ୍ଟା ସାଜିଛନ୍ତି ମାନବାଧିକାର କମିଶନ, ବିଚାରପତି ଲୋକୁର…
ନୂଆଦିଲ୍ଲୀ,୧।୧୧: ଦେଶରେ ବିଭିନ୍ନ ସମୟରେ ହେଉଥିବା ଏନ୍କାଉଣ୍ଟର ହତ୍ୟା ଘଟଣାରେ ଜାତୀୟ ତଥା ରାଜ୍ୟ ମାନବାଧିକାର କମିଶନ କେବଳ ନୀରବଦ୍ରଷ୍ଟା ସାଜିଛନ୍ତି। ଏଭଳି ସଂସ୍ଥାର କୌଣସି ଗୁରୁତ୍ୱ ନ ଥିବା ଭଳି ମନେ ହେଉଛି। ତେଣୁ ଏସବୁ ସଂସ୍ଥାଗୁଡ଼ିକୁ ଉଚ୍ଛେଦ କରିଦେବା…
ଫଡନବିଶଙ୍କୁ ଉଦ୍ଧବଙ୍କ ପ୍ରଶ୍ନ, ପାକିସ୍ତାନ ଉପରେ କେବେ ପଡିବ ବୋମା
ମୁମ୍ବାଇ,୧ ।୧୧: କ୍ରୁଜ ଡ୍ରଗ୍ସ ମାମଲାରେ ରାଜନୀତି ବେଳକୁ ବେଳ ସରଗରମ ହେଉଥିବା ବେଳେ ଏବେ ଏଥିରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଏଣ୍ଟ୍ରି ହୋଇଯାଇଛି । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଦୀପାବଳି ପରେ ବୋମା ଫୁଟାଇବା ଭଳି…
Archives


