ଜାତୀୟ

ସେହି ୩୨ ସେକେଣ୍ଡର ଭୟଙ୍କର ଦୃଶ୍ୟ ବିଶ୍ୱବାସୀଙ୍କୁ କରିଦେଇଛି ସ୍ତବ୍ଧ

ନୂଆଦିଲ୍ଲୀ/ଅହମଦାବାଦ,୧୩ା୬:ଲଣ୍ଡନ ଅଭିମୁଖେ ୨୪୨ ଜଣଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର ବୋଇଂ ୭୮୭-୮ ଡ୍ରିମ୍‌ଲାଇନର ଗୁରୁବାର ଅପରାହ୍ନରେ ଗୁଜରାଟର ଅହମଦାବାଦ ବିମାନବନ୍ଦର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନରେ ୨୩୦ ଜଣ ଯାତ୍ରୀ ଏବଂ ୧୨ ଜଣ କ୍ରିଉ ସଦସ୍ୟ ଥିଲେ। ୧୧ଏ…

ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ: ମାତ୍ର ୫୯ ସେକେଣ୍ଡରେ ଡାକ୍ତର ପରିବାରର ସବୁକିଛି ସରିଗଲା

ଅହମ୍ମଦାବାଦ,୧୩।୬: ଅହମ୍ମଦାବାଦରେ ଏକ ଦୁଃଖଦ ଦୁର୍ଘଟଣା ଘଟିଥିଲା, ଯାହାକୁ କେବେ ଭୁଲି ହେବ ନାହିଁ। ରାଜସ୍ଥାନର ବାଂସୱାଡ଼ା ଜିଲାର ଏକ ପରିବାର ମଧ୍ୟ ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଡାକ୍ତର କୌନି ବ୍ୟାସ, ତାଙ୍କ ସ୍ବାମୀ ଡା. ପ୍ରତୀକ ଜୋଶୀ, ଝିଅ…

ମୁଁ ଉଠିଲା ବେଳକୁ, ମୋ ଚାରିପାଖରେ ଥିଲା ମୃତଦେହ’… ଭୟଙ୍କର କାହାଣୀ ବଖାଣିଲେ ବିମାନ ଦୁର୍ଘଟଣାରେ ବଞ୍ଚିଯାଇଥିବା ଏକମାତ୍ର ବ୍ୟକ୍ତି

ଅହମ୍ମଦାବାଦ,୧୩।୬: ଅହମ୍ମଦାବାଦର ଭୟାବହ ବିମାନ ଦୁର୍ଘଟଣାରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ କେବଳ ଜଣେ ମାତ୍ର ଯାତ୍ରୀ ବଞ୍ଚତ୍ୟାଇଥିବା ସ୍ପଷ୍ଟ ହୋଇଛି। ଏହାକୁ ଏକ ଚମତ୍କାରୀ ବୋଲି ବିଶ୍ୱାସ କରାଯାଉଛି। ତାଙ୍କ ନାମ ରମେଶ ବିଶ୍ୱାସକୁମାର ବୁଚାର୍ଭାଦା। ସେ ଶେଷ ମୁହୂର୍ତ୍ତରେ…

ବିମାନ ଦୁର୍ଘଟଣା: ମିଳିଛି ୨୬୫ ମୃତଦେହ

ଅହମଦାବାଦ,୧୨ା୬: ବିମାନ ଦୁର୍ଘଟଣା ପରେ ଅହମଦାବାଦ ସିଟି ସିଭିଲ ହସ୍ପିଟାଲକୁ ୨୬୫ଟି ମୃତଦେହ ଅଣାଯାଇଥିବା ଡିସିପି କାନନ ଦେଶାଇ ଗୁରୁବାର ଗଣମାଧ୍ୟମକୁ କହିଛନ୍ତି। ବିମାନରେ ଯାତ୍ରୀ ଓ କ୍ରିଉ ସଦସ୍ୟଙ୍କୁ ମିଶାଇ ୨୪୨ ଜଣ ଥିବାବେଳେ ଏହା ବି.ଜେ. ମେଡିକାଲ କଲେଜ…

ବିମାନ କ୍ରାସ: ମୃତକଙ୍କ ହେବ ଡିଏନ୍‌ଏ ପରୀକ୍ଷା

ଅହମଦାବାଦ,୧୨ା୬: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିଚୟ ନିଶ୍ଚିତ କରାଇବା ପାଇଁ ସେମାନଙ୍କ ଡିଏନ୍‌ଏ ପରୀକ୍ଷା କରାଯିବ ବୋଲି ଗୁଜରାଟର ଜଣେ ବରିଷ୍ଠ ସ୍ବାସ୍ଥ୍ୟ ଅଧିକାରୀ କହିଛନ୍ତି। ଡିଏନ୍‌ଏ ନମୁନା ସଂଗ୍ରହ ପାଇଁ ଅହମଦାବାଦ ସିଭିଲ୍‌ ହସ୍ପିଟାଲରେ…

ଦୁର୍ଘଟଣା ପୂର୍ବରୁ ଯାନ୍ତ୍ରୀକ ତ୍ରୁଟି ବିଷୟରେ ସୂଚନା ଦେଇଥିଲେ ଏହି ଯୁବକ, ଭିଡ଼ିଓ ଶେୟାର କରି କହିଥିଲେ, ହେଲେ…

ଅହମଦାବାଦ,୧୨।୬: ଅହମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର କିଛି ମିନିଟ ପରେ ମେଘନଗରରେ ଏୟାର ଇଣ୍ଡିଆର ବିମାନ AI 171 ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ଏହି ସମୟରେ, ଅହମଦାବାଦରୁ ଛାଡ଼ିବା…

ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଏତେ କୋଟି ଟଙ୍କା ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ

ନୂଆଦିଲ୍ଲୀ,୧୨।୬: ଗୁରୁବାର ଗୁଜୁରାଟରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ବିମାନରେ ୨୪୨ ଜଣ ଯାତ୍ରୀ ଥିଲେ। ଦୁର୍ଘଟଣାସ୍ଥଳକୁ ବିଏସଏଫ ଏବଂ ଏନଡିଆରଏଫ ଦଳ ପଠାଯାଇଛି। ଦୁର୍ଘଟଣାଗ୍ରସ୍ତ ବିମାନଟି ବୋଇଂର ୭୮୭ ଡ୍ରିମଲାଇନର ବୋଲି ଜଣାପଡ଼ିଛି, ଯାହା ୧୧ ବର୍ଷ ପୁରୁଣା…

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ପରଲୋକ, ଝିଅକୁ ଭେଟିବାକୁ ଲଣ୍ଡନ ଯାଉଥିବା ବେଳେ ହେଲା ବିମାନ ଦୁର୍ଘଟଣା

ଅହମଦାବାଦ,୧୨।୬: ଗୁରୁବାର ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ ଘଟିଛି। ଗୁଜୁରାଟ ଭାଜପା ସଭାପତି ସି.ଆର. ପାଟିଲ ଏହା ନିଶ୍ଚିତ କରିଛନ୍ତି। ରୂପାନୀ ତାଙ୍କ ଝିଅକୁ ଭେଟିବାକୁ ଯାଉଥିଲେ। ଦୁର୍ଘଟଣାର ଖବର ପାଇବା…

ଚକିତ କରୁଛି ବିମାନ ଦୁର୍ଘଟଣାରେ ବଞ୍ଚିଥିବା ଏକମାତ୍ର ବ୍ୟକ୍ତି ଚାଲି ଚାଲି ଯାଉଥିବାର ଭିଡିଓ

ଅହମଦାବାଦ,୧୨।୬: ଗୁରୁବାର (ଜୁନ ୧୨, ୨୦୨୫) ଗୁଜୁରାଟର ଅହମଦାବାଦରେ ଏୟାର ଇଣ୍ଡିଆର ଏକ ବୋଇଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ପ୍ରକାଶିତ ସୂଚନା ଅନୁଯାୟୀ, ୨୪୧ ଜଣଙ୍କର ମୃତ୍ୟୁ ହୋଇଛି। ସେହି ସମୟରେ, ଏହି ଭୟଙ୍କର ବିମାନ ଦୁର୍ଘଟଣାରୁ…

ସିଟ୍‌ ନମ୍ବର 11A, ଖୁବ ଭାଗ୍ୟଶାଳୀ ଏହି ବ୍ୟକ୍ତି!

ଅହମଦାବାଦ,୧୨।୬: ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ବଞ୍ଚିଯାଇଥିବା ଖବର ଆସିଛି। ଅହମଦାବାଦ ପୋଲିସ କମିଶନର ଜିଏସ ମଲିକ କହିଛନ୍ତି, ‘ପୁଲିସ ସିଟ 11A ରେ ଜଣେ ବଞ୍ଚିଥିବା ବ୍ୟକ୍ତିଙ୍କୁ ପାଇଛନ୍ତି। ବ୍ୟକ୍ତିଙ୍କୁ ହସ୍ପିଟାଲରେ ରଖାଯାଇଛି ଏବଂ ତାଙ୍କର…

ବିମାନ କ୍ରାସ ଘଟଣାରେ ୫ ଡାକ୍ତରୀ ଛାତ୍ର ମୃତ

ଅହମଦାବାଦ,୧୨।୬: ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବିମାନରେ ଥିବା ସମସ୍ତ ୨୪୨ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏପରିକି ଦୁର୍ଘଟଣାରେ ୫ଜଣ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି।…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ଉଜାଡ଼ିଦେଲା ଏହି ପରିବାରର ସ୍ବପ୍ନ! ଏକାଥରେ ଭଉଣୀ ଭାଇ…

ଅହମଦାବାଦ,୧୨।୬: ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଉଦୟପୁର ମଧ୍ୟ ଥରହର ହୋଇଯାଇଛି। ବିମାନରେ ଉଦୟପୁରର ଚାରି ଜଣ ସ୍ଥାନୀୟ ଲୋକ ଥିଲେ। ଉଦୟପୁର ମାର୍ବଲ ବ୍ୟବସାୟୀ ପିଙ୍କୁ ମୋଦିଙ୍କ ୨୪ ବର୍ଷୀୟ ପୁଅ ଶୁଭ ଏବଂ ୨୨ ବର୍ଷୀୟ ଝିଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri