ଜାତୀୟ

ପ୍ରିମିୟମ୍‌ ପୈଠ କରି ନ ଥିଲେ ବୀମା ଦାବି କରି ହେବ ନାହିଁ…

ନୂଆଦିଲ୍ଲୀ,୧।୧୧: ନିର୍ଦ୍ଦିଷ୍ଟ ତାରିଖରେ ଇନସ୍ୟୁରାନ୍ସ୍‌ ପ୍ରିମିୟମ୍‌ ପୈଠ କରି ନ ଥିଲେ ବୀମା ଦାବି କରିହେବ ନାହିଁ। ଏଭଳି ଦାବୀକୁ ସ୍ବୀକାର କରାଯିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ଏକ ମାମଲାର ବିଚାର ସମୟରେ କହିଛନ୍ତି। ଇନସ୍ୟୁରାନ୍ସ୍‌ ପଲିସି ଅନ୍ତର୍ଗତ ଏହା କାର୍ଯ୍ୟକାରୀ…

ଯୁବବର୍ଗ ପୁରୁଷଙ୍କ ମଧ୍ୟରେ ସଚେତନତା ଦ୍ୱାରା ମହିଳା ସଶକ୍ତି କରଣ ସମ୍ଭବ…

ନୂଆଦିଲ୍ଲୀ,୧।୧୧: ମହିଳା ସଶକ୍ତି କରଣ ଅବା ମହିଳା ଅଧିକାର ନେଇ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ଯୁବବର୍ଗ ପୁରୁଷଙ୍କ ମଧ୍ୟରେ ସଚେତନତା ଦ୍ୱାରା ମହିଳା ସଶକ୍ତି କରଣ ସମ୍ଭବ ହେବା ସହିତ ସେମାନଙ୍କର ଅଧିକାର…

ବିବାଦ ପରେ ମଙ୍ଗଳସୂତ୍ର ବିଜ୍ଞାପନ ପ୍ରତ୍ୟାହାର କରିନେଲେ ସବ୍ୟସାଚୀ

ମୁମ୍ବାଇ: ସୋସିଆଲ ମିଡିଆରେ ଟ୍ରୋଲ ହେବା ପରେ ଫ୍ୟାଶନ ଡିଜାଇନର ସବ୍ୟସାଚୀ ମୁଖାର୍ଜୀ ନିଜର ମଙ୍ଗଳସୂତ୍ର ବିଜ୍ଞାପନ ପ୍ରତ୍ୟାହାର କରି ନେଇଛନ୍ତି। ବାସ୍ତବରେ ସବ୍ୟସାଚୀ ମଙ୍ଗଳସୂତ୍ରର ବିଜ୍ଞାପନ ପାଇଁ ଜଣେ ଅର୍ଦ୍ଧ ନଗ୍ନ ମଡେଲଙ୍କୁ ବ୍ୟବହାର କରିଥିଲେ। ଏହା ପରେ ମଧ୍ୟପ୍ରଦେଶ…

ରକ୍‌ ଅଫ୍‌ ପିସ୍‌ ଦଖଲ ପାଇଁ ଚାଇନାର ଷଡ଼ଯନ୍ତ୍ର…

ନୂଆଦିଲ୍ଲୀ,୧।୧୧: ସୀମାରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଥମିବାର ନାଁ ଧରୁନି। ଗତ କିଛି ବର୍ଷ ଧରି ଭାରତ ଏବଂ ଚାଇନା ମଧ୍ୟରେ ମୁହାଁମୁହିଁ ସ୍ଥିତି ରହିଛିି। ନିକଟରେ, ଚାରି ସପ୍ତାହ ପୂର୍ବରୁ ଅରୁଣାଚଳ ପ୍ରଦେଶର ଲାଇନ ଅଫ ଆକ୍ଟୁଆଲ କଣ୍ଟ୍ରୋଲ…

କ୍ଷମା ମାଗନ୍ତୁ ଅଖିଳେଶ: ଯୋଗୀ

ଲକ୍ଷ୍ନୌ,୧ ।୧୧: ମହମ୍ମଦ ଅଲି ଜିନ୍ନାଙ୍କୁ ପ୍ରଶଂସା କରି ଏବେ ଅଡୁଆରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ । ଏହାକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଏବେ ଅଖିଳେଶଙ୍କୁ ଘେରିଛନ୍ତି । ସୋମବାର ମୁରାଦାବାଦରେ ପୋଲିସ ଏକାଡେମୀ ଦ୍ୱାରା…

ନଭେମ୍ବର ୨୬ ପରେ ଗାଁ ଛାଡି ଦିଲ୍ଲୀର ୪ସୀମାରେ ପହଞ୍ଚିବେ କୃଷକ: ରାକେଶ ଟିକାଏତ

ନୂଆଦିଲ୍ଲୀ,୧ ।୧୧: ଭାରତୀୟ କୃଷକ ୟୁନିୟନର ନେତା ରାକେଶ ଟିକାଏତ ପୁଣିଥରେ କେନ୍ଦ୍ର ସରକାରଙ୍କୁ ଚେତାବନୀ ଦେଇଛନ୍ତି । ସେ ଟୁଇଟ୍ କରି କହିଛନ୍ତି କେନ୍ଦ୍ର ସରକାରଙ୍କ ପାଖରେ ୨୬ ନଭେମ୍ବର ପର୍ଯ୍ୟନ୍ତ ସମୟ ଅଛି । ଏହାପରେ କୃଷକମାନେ ଗାଁ…

ଅଖିଳେଶଙ୍କ ବଡ଼ ଘୋଷଣା, ଲଢ଼ିବିନି ନିର୍ବାଚନ…

ଲକ୍ଷ୍ନୌ,୧।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି ପକ୍ଷରୁ ଅଖିଳେଶ ଯାଦବ ବଡ଼ ଘୋଷଣା କରିଛନ୍ତି। ଅଖିଳେଶ କହିଛନ୍ତି ଯେ, ସେ ଆସନ୍ତା ବିଧାନସଭା ନିର୍ବାଚନ ଲଢ଼ିବେନି। ରାଜ୍ୟର ବିଧାନସଭା ନିର୍ବାଚନରେ ସେ ନିଜକୁ ବ୍ୟସ୍ତ ରଖିବାକୁ ଚାହୁଁଥିବା କହିଛନ୍ତି।…

ସରକାରଙ୍କୁ କୃଷକ ନେତାଙ୍କ ଚେତାବନୀ

ଚଣ୍ଡିଗଡ,୧।୧୧: ମିଳିତ କୃଷକ ମୋର୍ଚ୍ଚାର ସଦସ୍ୟ ତଥା ଭାରତୀୟ କୃଷକ ସଂଘର ପ୍ରଦେଶ ଅଧ୍ୟକ୍ଷ ଗୁରନାମ ସିଂ ଚଢୁନି ସରକାରଙ୍କୁ ଚେତାବନୀ ଦେଇଛନ୍ତି। ଯଦି କୃଷକଙ୍କୁ ରାସ୍ତାରୁ ହଟାଇବାକୁ ଚେଷ୍ଟା କରାଯାଏ ତେବେ ପ୍ରଧାନମନ୍ତ୍ରୀଙ୍କୁ ଘର ଆଗରେ ଏଥର ଦୀପାବଳି ପାଳନ…

ମହିଳାଙ୍କ ପାଇଁ କଂଗ୍ରେସର ଭିନ୍ନ ଘୋଷଣାପତ୍ର: ମାଗଣା ବସ୍ ଯାତ୍ରା ସହ ମାଗଣା ଗ୍ୟାସ ସିଲିଣ୍ଡର

ଲକ୍ଷ୍ନୌ,୧ ।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଉପରେ କଂଗ୍ରେସ ଖୁବ୍ ଯୋର ଦେଉଛି । ଏବେ ମହିଳା ଭୋଟ ବ୍ୟାଙ୍କ ଉପରେ କଂଗ୍ରେସର ନଜର ରହିଛି । କିଛଦିନ ତଳ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମହିଳାଙ୍କ ପାଇଁ…

ଅଣ୍ଡରଓ୍ବାଲର୍‌ଡ ସହ ନବାବ ମଲିକଙ୍କ ରହିଛି ସମ୍ପର୍କ: ଫଡନଭୀସ

ମୁମ୍ବାଇ,୧।୧୧: ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ନବାବ ମଲିକ ଏବେ ଚର୍ଚ୍ଚାରେ ଅଛନ୍ତିି। ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପା ନେତା ଦେବେନ୍ଦ୍ର ଫଡନଭୀସଙ୍କ ବିରୋଧରେ ଅତ୍ୟନ୍ତ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ମଲିକ ଅଭିଯୋଗ କରିଛନ୍ତି ଯେ, ଦେବେନ୍ଦ୍ର ଫଡନାଭିସଙ୍କ ପୃଷ୍ଠପୋଷକତାରେ ମୁମ୍ବାଇ,…

ଅକ୍ଟୋବରରେ ୧୯ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି…

ଶ୍ରୀନଗର,୧।୧୧: ଅକ୍ଟୋବରରେ ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଆତଙ୍କବାଦୀ ବିରୋଧୀ ଅଭିଯାନ ଅପରେଶନ୍‌ ଅଲ୍‌ଆଉଟ୍‌କୁ ସଫଳତା ମିଳିଛି। ମାସକ ମଧ୍ୟରେ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୪୪ ଜଣଙ୍କ ମୃତ୍ୟୁ ଘଟିଛି। ସେଥି ମଧ୍ୟରେ ୧୯ ଜଣ ଆତଙ୍କବାଦୀଙ୍କ ମୁଣ୍ଡ…

ତଳମୁହାଁ ମହାମାରୀ ସଂକ୍ରମଣ…

ନୂଆଦିଲ୍ଲୀ,୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨ ହଜାର ୫୧୪ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୫୧ ଜଣଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri