ଜାତୀୟ

ରଜନୀକାନ୍ତଙ୍କ ହେଲା ଅସ୍ତ୍ରୋପଚାର

ଚେନ୍ନାଇ,୨୯।୧୦: ସୁପରଷ୍ଟାର ରଜନୀକାନ୍ତଙ୍କ ଶୁକ୍ରବାର ଚେନ୍ନାଇସ୍ଥିତ ଏକ ଘରୋଇ ହସ୍ପିଟାଲରେ କାରୋଟିଡ୍‌ ଅର୍ଟେରି ରିଭାସ୍କୁଲାରାଇଜେଶନ ଅସ୍ତ୍ରୋପଚାର କରାଯାଇଛି। ସେ କିଛିଦିନ ଭିତରେ ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଅସୁସ୍ଥ ଅନୁଭବ କରିବାରୁ ରଜନୀକାନ୍ତ ଗୁରୁବାର ହସ୍ପିଟାଲରେ…

ବାୟୁ ସେନାକୁ ବଡ଼ ସଫଳତା

ନୂଆଦିଲ୍ଲୀ,୨୯।୧୦: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଦୂରଗାମୀ ବୋମା (ଏଲ୍‌ଆର୍‌)କୁ ସଫଳତାର ସହ ପରୀକ୍ଷା କରିଛି ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ବାୟୁ ସେନା (ଏଆଇଏଫ୍‌)ର ମିଳିତ ଦଳ। ଓଡ଼ିଶା ବାଲେଶ୍ୱର ସ୍ଥିତ କ୍ଷେପଣାସ୍ତ୍ର ପରୀକ୍ଷଣ ଘାଟିରେ…

ସମୟରେ ପହଞ୍ଚିଲାନି କୋର୍ଟଙ୍କ ଅର୍ଡର

ମୁମ୍ବାଇ,୨୯।୧୦ : ବଲିଉଡ୍‌ ଷ୍ଟାର ଶାହରୁଖ ଖାଁଙ୍କ ପୁଅ ଆର୍ୟନ ଖାନ୍‌ଙ୍କୁ ଗୁରୁବାର ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ହେଲେ ଆର୍ୟନ ମୁମ୍ବାଇର ଆର୍ଥର ରୋଡ ଜେଲରୁ ଶୁକ୍ରବାର ମଧ୍ୟ ମୁକୁଳିପାରି ନାହାନ୍ତି। କାରଣ କୋର୍ଟଙ୍କ ଅର୍ଡର ସନ୍ଧ୍ୟା ସାଢେ…

ଦେଶରେ ବଢୁଛି ଆତ୍ମହତ୍ୟା ମାମଲା

ନୂଆଦିଲ୍ଲୀ,୨୯।୧୦: ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ଏକ ବଡ଼ ଖୁଲାସା କରିଛି। ୨୦୧୯ ତୁଳନାରେ ୨୦୨୦ରେ ଦେଶରେ ଆତ୍ମହତ୍ୟା ସଂଖ୍ୟା ବୃଦ୍ଧି ପାଇଛି। ଏନସିଆରବି ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ୨୦୨୦ରେ ଦେଶରେ ୧,୫୩,୦୫୨ ଲୋକ ଆତ୍ମହତ୍ୟା କରିଥିବାବେଳେ ୨୦୧୯ରେ ଏହି…

ଶାହାଙ୍କ ମିଶନ ୟୁପି ଆରମ୍ଭ

ଲକ୍ଷ୍ନେୀ,୨୯।୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉତ୍ତର ପ୍ରଦେଶ ଗସ୍ତରେ ଅଛନ୍ତି। ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ସେ ନିଜ ଦଳୀୟ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଛନ୍ତି। ସେଠାରେ ପହଞ୍ଚିବା ପରେ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିମାନବନ୍ଦରରେ…

ନିର୍ଦ୍ଦୋଷରେ ଖଲାସ ହେଲେ ଛୋଟା ରାଜନ୍‌

ନୂଆଦିଲ୍ଲୀ,୨୯।୧୦: ୩୮ବର୍ଷ ପରେ ନିର୍ଦ୍ଦୋଷରେ ଖଲାସ ହେଲେ ଛୋଟା ରାଜନ୍‌। ତାଙ୍କୁ ମୁମ୍ବାଇର ଏକ ସ୍ବତନ୍ତ୍ର କୋର୍ଟ ଶୁକ୍ରବାର ନିର୍ଦ୍ଦୋଷ ସାବ୍ୟସ୍ତ କରିଛି। ଗ୍ୟାଙ୍ଗଷ୍ଟାର ବିରୋଧରେ ଏହା ହେଉଛି ସର୍ବ ପୁରାତମ ମାମଲା। ଯାହାର ଶୁଣାଣି ଦୀର୍ଘ ସମୟ ଧରି ହୋଇଚାଲିଥିଲା।…

ଟିଏମ୍‌ସିରେ ଯୋଗଦେଲେ ଟେନିସ୍‌ ଷ୍ଟାର୍‌

ନୂଆଦିଲ୍ଲୀ,୨୯।୧୦: ଟିଏମ୍‌ସିରେ ବିଭିନ୍ନ ବ୍ୟକ୍ତି ବିଶେଷ ଯୋଗ ଦେବାରେ ଲାଗିଲେଣି। ଅଭିନେତ୍ରୀ ନଫିସା ଅଲ୍ଲୀଙ୍କ ପରେ ଏବେ ପୂର୍ବତନ ଭାରତୀୟ ଟେନିସ୍‌ ଚାମ୍ପିଆନ୍‌ ଲିଆଣ୍ଡର ପେସ୍‌ ଯୋଗ ଦେଇଛନ୍ତି। ସେ ଟିଏମ୍‌ସିରୁ ନିଜର ରାଜନୈତିକ କ୍ୟାରିଅର ଗଢ଼ିବାକୁ ଯାଉଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

ମହିଳାମାନଙ୍କୁ ନେଇ ଏଭଳିି କହିଲେ ସେନାମୁଖ୍ୟ

ପୁଣେ,୨୯।୧୦: ପୁଣେର ଏନଡିଏ ୧୪୧ତମ ପାଠ୍ୟକ୍ରମ ପରେଡ ସମୀକ୍ଷା ବୈଠକରେ ସେନାମୁଖ୍ୟ କ୍ୟାଡେଟ୍‌ମାନଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ନ୍ୟାଶନାଲ ଡିଫେନ୍ସ ଏକାଡେମୀ ମୁଖ୍ୟ ଜେନେରାଲ ଏମ୍‌ଏମ୍‌ ନରୱଣେ ମହିଳାମାନଙ୍କୁ କିଛି ବର୍ଷ ପରେ ନିଜ ପଦବୀରେ ଦେଖିବେ ବୋଲି କହିଛନ୍ତି।…

ଗୁଜରାଟ ଗସ୍ତରେ ରାଷ୍ଟ୍ରପତି

ଗାନ୍ଧିନଗର,୨୯।୧୦: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୩ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ଶୁକ୍ରବାର ଗୁଜରାଟର ଭବନଗର ଜିଲାରେ ଅର୍ଥନୈତିକ ଦୁର୍ବଳ ଶ୍ରେଣୀ ଇଡବ୍ଲ୍ୟୁଏସ୍‌ ପାଇଁ ଆବାସ ଯୋଜନାର ଉଦଘାଟନ କରିବେ। ଏନେଇ ରାଷ୍ଟ୍ରୀୟ ଭବନ ତରଫରୁ ସୂଚନା ପ୍ରଦାନ କରାଯାଇଛି ।…

ପୁଣି ଟାର୍ଗେଟ କଲେ ନବାବ: ବଲିଉଡକୁ ବଦନାମ କରିବାକୁ ଷଡଯନ୍ତ୍ର

ମୁମ୍ବାଇ,୨୯।୧୦: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲା ଏକ ଷଡଯନ୍ତ୍ର। ବଲିଉଡ୍‌କୁ ମହାରାଷ୍ଟ୍ର ବାହାରକୁ ଉଠାଇ ନେବାକୁ ଭାଜପା ଏହି ଷଡଯନ୍ତ୍ର ରଚିଛି। ବଲିଉଡକୁ ବଦନାମ କରିବାକୁ ଏହି ଷଡଯନ୍ତ୍ର କରାଯାଇଛି ବୋଲି ଏନ୍‌ସିବି ନେତା ତଥା ମହାରାଷ୍ଟ୍ର ସରକାରର ମନ୍ତ୍ରୀ ନବାବ…

ଟିଏମସିରେ ଯୋଗ ଦେଲେ ଅଭିନେତ୍ରୀ ନଫିସା ଅଲ୍ଲୀ

ପାଣାଜୀ,୨୯।୧୦:ଅଭିନେତ୍ରୀ ନଫିସା ଅଲ୍ଲୀ ତୃଣମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି । ଗୋଆରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସିର ମୁଖ୍ୟ ମମତା ବାନାର୍ଜୀଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ଦଳରେ ଯୋଗ ଦେଇଛନ୍ତି। ୨୦୨୨ ବିଧାନସଭା ନିର୍ବାଚନରେ ଟିଏମସି ଗୋଆରେ ଲଢ଼ିବାକୁ ଯାଉଛି।…

ଥମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୨୯।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧୪,୩୪୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୮୦୫ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri