ଜାତୀୟ

ଆର୍ୟନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୨୮।୧୦: ଅଭିନେତା ଶାହରୁଖ ଖାନଙ୍କ ପୁଅ ଆର୍ୟ୍ୟନଙ୍କୁ କ୍ରୁଜ୍‌ ଡ୍ରଗ୍ସ ମାମଲାରେ ଶେଷରେ ଜାମିନ ମିଳିଛି। ଗୁରୁବାର ବମ୍ବେ ହାଇକୋର୍ଟ ଲଗାତର ୩ ଦିନ ଶୁଣାଣି ପରେ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଏହାସହ ଆର୍ୟନଙ୍କ ଦୁଇ ସାଙ୍ଗ ଅରବାଜ ମର୍ଚ୍ଚାଣ୍ଟ…

ଉତ୍ସବ ପାଳନ ପାଇଁ ଲୋକଙ୍କ ଜୀବନ ସହିତ ଖେଳି ହେବ ନାହିଁ…

ନୂଆଦିଲ୍ଲୀ,୨୮।୧୦: ଦୀପାବଳିରେ ରାଜଧାନୀ ଦିଲ୍ଲୀରେ ବାଣ ଫୁଟା ନେଇ ସୁପ୍ରିମ୍‌କୋର୍ଟ ଗୁରୁବାର କହିଛନ୍ତି ଯେ, ଉତ୍ସବ ପାଳନ ପାଇଁ ଲୋକଙ୍କ ଜୀବନ ସହିତ ଖେଳି ହେବ ନାହିଁ। ବାଣ ଫୁଟାଇବା ଉପରେ ପ୍ରତିବନ୍ଧ କୌଣସି ସମ୍ପ୍ରଦାୟ ବିରୋଧୀ ନୁହେଁ। ତେବେ ଉତ୍ସବ…

କମ୍‌ ପରିମାଣର ନିଶାଦ୍ରବ୍ୟର ବ୍ୟକ୍ତିଗତ ବ୍ୟବହାରକୁ ଅପରାଧ ଭାବେ ବିବେଚନା ନ କରିବାକୁ ଆବେଦନ…

ନୂଆଦିଲ୍ଲୀ,୨୮।୧୦: ମାଦକ ଦ୍ରବ୍ୟ ସେବନ ନେଇ ସେଲିବ୍ରିଟି ଯୁବବର୍ଗଙ୍କ ହାଇ ପ୍ରୋଫାଇଲ ଗିରଫ ମାମଲାକୁ ଦୃଷ୍ଟିରେ ରଖି ସୁପ୍ରିମ୍‌କୋର୍ଟରେ ଏକ ରିଟ୍‌ ପିଟିଶନ ଦାଖଲ କରାଯାଇଛି। ଏଥିରେ ଦର୍ଶାଯାଇଛି ଯାଇଛି ଯେ, ବ୍ୟକ୍ତିଗfତ ବ୍ୟବହାର, ପରିବାର ସଦସ୍ୟ ଅବା ସମ୍ପର୍କୀୟଙ୍କ ବ୍ୟବହାର…

ୟୁଟ୍ୟୁବ ଭିଡିଓ ଦେଖି ସନ୍ତାନ ଜନ୍ମ ଦେଲେ ୧୭ ବର୍ଷର ନାବାଳିକା

ଥିରୁଭାନନ୍ତପୁରମ,୨୮।୧୦: ୟୁଟ୍ୟୁବ ଭିଡିଓ ଦେଖି ଜଣେ ନାବାଳିକା ଘରେ ସନ୍ତାନ ଜନ୍ମ କରିଛନ୍ତି। ଏଭଳି ଏକ ଘଟଣା ଘଟିଛି କେରଳର ମଲ୍ଲାପୁରମ ଜିଲାରେ। ୧୭ ବର୍ଷର ନାବାଳିକା ଗର୍ଭବତୀ ହେବା ପରେ ଘରେ ୟୁଟ୍ୟୁବ ଭିଡିଓ ଦେଖି ଏକ ସନ୍ତାନ ଜନ୍ମ…

ନିର୍ବାଚନ ପୂର୍ବରୁ ଦୀପାବଳି, ୩୦ ଲକ୍ଷ ବୁଥ୍‌ କର୍ମୀଙ୍କ ପାଖକୁ ଭାଜପା ପଠାଇଲା ଉପହାର…

ଲକ୍ଷ୍ନୌ,୨୮।୧୦: ଆସନ୍ତା ୨୦୨୨ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବ। ଏହାକୁ ଦୃଷ୍ଟିରେ ରଖି ବୁଥ୍‌ କର୍ମୀଙ୍କ ମଧ୍ୟରେ ଉତ୍ସାହ ବ୍ୟଦ୍ଦି କରାଇବା ଲାଗି ଭାଜପା ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ୩୦ ଲକ୍ଷ ବୁଥ୍‌ କର୍ମୀ ଏବଂ କାର୍ଯ୍ୟକର୍ତ୍ତାଙ୍କ ପାଖକୁ…

ଏକ ବିଦ୍ୟାଳୟରୁ ୩୨ ଛାତ୍ର କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୨୮ା୧୦): କର୍ନାଟକର ଏକ ବିଦ୍ୟାଳୟରୁ କରୋନା ମାମଲା ସାମ୍ନାକୁ ଆସିଛି। ଏଠାରେ ଅଧ୍ୟୟନ କରୁଥିବା ୩୨ ଛାତ୍ର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏତେ ସଂଖ୍ୟକ ଛାତ୍ର ସଂକ୍ରମିତ ହୋଇଥିବା ମାମଲା ଏପରି ସମୟରେ ଆସିଛି, ଯେତେବେଳେ ଅଧିକାଂଶ ରାଜ୍ୟରେ ସ୍କୁଲ…

କରୋନା ମହାମାରୀରେ ବହୁ ଆହ୍ବାନର ମୁକାବିଲା କରିଛି ଦେଶ, ମିଳିଛି ବିଦେଶରୁ ସହଯୋଗ…

ନୂଆଦିଲ୍ଲୀ,୨୮।୧୦: କରୋନା ମହାମାରୀ ବିରୋଧରେ ଭାରତ ଏକଜୁଟ ହୋଇ ଲଢ଼ିଛି। ଏକ୍ଷେତ୍ରରେ ପୃଥିବୀର ବହୁ ବିଦେଶୀ ରାଷ୍ଟ୍ର ସହଯୋଗର ହାତ ବଢ଼ାଇଛନ୍ତି। ସଙ୍କଟ ସମୟରେ ବେଶକୁ ବନ୍ଧୁ ରାଷ୍ଟ୍ରଙ୍କ ସହାୟତା ଜାରି ରହିଥିବା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କହିଛନ୍ତି।…

ଖୁବ୍‌ ଶୀଘ୍ର ପ୍ରକାଶ ପାଇବ ନିଟ୍‌ -ୟୁଜି ଫଳାଫଳ

ନୂଆଦିଲ୍ଲୀ: ଖୁବ୍‌ ଶୀଘ୍ର ନିଟ୍‌ -ୟୁଜି ରେଜଲ୍ଟ ପ୍ରକାଶ ହେବା ନେଇ ଗୁରୁବାର ସୁପ୍ରିମକୋର୍ଟ କହିଛନ୍ତି। ୧୬ଲକ୍ଷ ପରୀକ୍ଷାର୍ଥୀଙ୍କ ଫଳାଫଳ ଘୋଷଣା କରିବାକୁ ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। ଏଥିସହ ସୁପ୍ରିମକୋର୍ଟ ବମ୍ବେ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରୋକ ଲଗାଇଛନ୍ତି। ବମ୍ବେ ହାଇକୋର୍ଟ…

ଉଦ୍ଧବଙ୍କୁ ଚିଠି ଲେଖିଲେ ଓ୍ବାଙ୍ଖଡେଙ୍କ ସ୍ତ୍ରୀ

ମୁମ୍ବାଇ,୨୮।୧୦: ମୁମ୍ବାଇ: ମୁମ୍ବାଇ କ୍ରୁଜ ଡ୍ରଗ୍ସ ପାର୍ଟି ମାମଲାରେ ଜାରି ରହିଛି ଥ୍ରୀଲର ଏବଂ ସସ୍ପେନ୍ସ। ଏହି ହାଇପ୍ରୋଫାଇଲ କେସ୍‌ରେ ଦିନକୁ ଦିନ ନୂଆ ଟୱିଷ୍ଟ ସାମ୍ନାକୁ ଆସୁଛି। ଏନ୍ସିବିର ତଦନ୍ତ ଅଧିକାରୀ ସମୀର ୱାଙ୍ଖଡେଙ୍କ ତଦନ୍ତକୁ ନେଇ ଉଠିଛି ପ୍ରଶ୍ନ।…

ଭୋଟ ବିଭାଜନ କଂଗ୍ରେସ ପତନର ମୁଖ୍ୟ କାରଣ…

ନୂଆଦିଲ୍ଲୀ,୨୮।୧୦: ଦେଶରେ କଂଗ୍ରେସ ପତନର ମୁଖ୍ୟ କାରଣ ହେଉଛି ଭୋଟ ବିଭାଜନ। ଦେଶରେ ଭୋଟରଙ୍କ ବିଭାଜନକୁ ନେଇ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଏଭଳି କହିଛନ୍ତି। ଭୋଟରଙ୍କ ସ୍ତରକୁ ଦେଖିଲେ ଜଣାପଡୁଛି ଯେ, ରାଜନୈତିକ ଦଳ ମଧ୍ୟରେ ଏକ ତୃତୀୟାଂଶରୁ ଦୁଇ…

ବଡ଼ ସଡ଼କ ଦୁର୍ଘଟଣା: ଚାଲିଗଲା ୯ ଜୀବନ

ଶ୍ରୀନଗର,୨୮।୧୦: ଜମ୍ମୁ କଶ୍ମୀରର ଡୋଡା ଠାରେ ଏକ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଗୁରୁବାର ସକାଳେ ଥାଟ୍ରି-ଡୋଡା ରାସ୍ତାରେ ସୁଇ ଗାୱାରୀରେ ଏହି ସଡ଼କ…

ପିକେଙ୍କ ଭବିଷ୍ୟବାଣୀ, ଭାଜପା କ୍ଷମତାରେ ରହିବ ବହୁ ବର୍ଷ, ମୋଦିଙ୍କ ଶକ୍ତି ରାହୁଲଙ୍କୁ ଅଜଣା…

ପଣଜୀ,୨୮।୧୦: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ଦଳଗୁଡ଼ିକୁ ଏକଜୁଟ କରିବାକୁ ଚେଷ୍ଟା କରୁଛନ୍ତି। ଏପରିସ୍ଥଳେ ସେ ଏକ ଭବିଷ୍ୟବାଣୀ କରିଛନ୍ତି। ପ୍ରଶାନ୍ତ କହିଛନ୍ତି ଯେ, ଭାରତୀୟ ଜନତା ପାର୍ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri