ଜାତୀୟ

‘ମୋ ସ୍ବାମୀଙ୍କୁ ଫସା ଯାଉଛି’

ମୁମ୍ବାଇ: ମୋ ସ୍ବାମୀ କୌଣସି ଟଙ୍କା କାରବାର କରି ନାହାନ୍ତି କି ବଲିଉଡ୍‌କୁ ଟାର୍ଗେଟ କରୁନାହାନ୍ତି। ତାଙ୍କୁ ଅଯଥା ଫସାଇବାକୁ ଚେଷ୍ଟା କରାଯାଉଛି ବୋଲି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଜୋନାଲ ନିର୍ଦ୍ଦେଶକ ସମୀର ୱାଙ୍ଖଡେଙ୍କ ସ୍ତ୍ରୀ କ୍ରାନ୍ତୀ ରାଡେକର କହିଛନ୍ତି। ଅନ୍ୟ…

ରୋହିଙ୍ଗ୍ୟାଙ୍କୁ ନିର୍ବାସିତ କରିବାର ଯୋଜନା ଏବେ ନାହିଁ, ସୁପ୍ରିମ୍‌କୋର୍ଟରେ ଉତ୍ତର ରଖିଲେ ରାଜ୍ୟ ସରକାର…

ନୂଆଦିଲ୍ଲୀ,୨୬।୧୦: କର୍ନାଟକରେ ଥିବା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଏବେ ନିର୍ବାସିତ କରିବାର କୌଣସି ଯୋଜନା ନାହିଁ। ପରବର୍ତ୍ତୀ ସମୟରେ ଏନେଇ ପଦକ୍ଷେପ ଗ୍ରହଣ କରାଯିବ। ତେବେ ତତ୍କାଳ କୌଣସି ପଦକ୍ଷେପ ଗ୍ରହଣ କରାଯିବାର ଯୋଜନା ରାଜ୍ୟ ସରକାର କରି ନାହାନ୍ତି ବୋଲି କର୍ନାଟକ…

ଜମ୍ମୁ-କଶ୍ମୀରରେ ବିସ୍ଫୋରଣ, ୬ ଗୁରୁତର

ଶ୍ରୀନଗର,୨୬।୧୦: ଜମ୍ମୁ-କଶ୍ମୀରର ବାନ୍ଦିପୋରା ଜିଲାର ସୁମୋ ଟ୍ୟାକ୍ସି ଷ୍ଟାଣ୍ଡ୍‌ ସୁମ୍ବଲ ଠାରେ ମଙ୍ଗଳବାର ବିସ୍ଫୋରଣ ହୋଇଛି। ଏଥିରେ ପାଖାପାଖି ୬ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ…

ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଭାରତର ୮୭୦୦ କୋଟି ଡଲାର କ୍ଷତି…

ନୂଆଦିଲ୍ଲୀ,୨୬।୧୦: ଜଳବାୟୁ ପରିବର୍ତ୍ତନ ଯୋଗୁ ଭାରତରେ ଗତ ୨୦୨୦ ବର୍ଷରେ ଦେଖାଦେଇଥିବା ପ୍ରାକୃତିକ ବିପର୍ଯ୍ୟୟରେ ୭୮୦୦ କୋଟି ଡଲାର କ୍ଷତି ହୋଇଛି। ଏନେଇ ମଙ୍ଗଳବାର ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ଏସିଆରେ ଜଳବାୟୁ ସମ୍ପର୍କରେ ପ୍ରକାଶିତ ଏକ ରିପୋର୍ଟ ଉଲ୍ଲେଖ…

ବଡ଼ ଘୋଷଣା କଲେ କେଜ୍‌ରିଓ୍ବାଲ୍‌

ଆଯୋଧ୍ୟା,୨୬।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି) ସଭାପତି ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଅଯୋଧ୍ୟା ଗସ୍ତରେ ଅଛନ୍ତି। କେଜ୍‌ରିଓ୍ବାଲ୍‌ ମଙ୍ଗଳବାର ସକାଳେ ହନୁମାନଗଢି ଏବଂ ରାମଲାଲା ପରିଦର୍ଶନ କରିଥିଲେ। ଦର୍ଶନ ପରେ କେଜ୍‌ରିଓ୍ବାଲ୍‌ ମଧ୍ୟ ଏକ ବଡ ଘୋଷଣା କରି…

ଯୋଗୀ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଛାଟ, ୪ ହଜାର ଭିଡ଼ରେ ମାତ୍ର ୨୩ ଜଣ ପ୍ରତ୍ୟକ୍ଷଦର୍ଶୀ…

ନୂଆଦିଲ୍ଲୀ,୨୬।୧୦: ଲଖିମପୁର ମାମଲାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଛାଟ ଲାଗିଛି। ଶୀର୍ଷ ଅଦାଲତ କହିଛନ୍ତି ଯେ, ଏହି ମାମଲାରେ ଘଟଣାସ୍ଥଳରେ ୪-୫ ହଜାର ପାଖାପାଖି ଭିଡ଼ ଜମା ହୋଇଥିଲେ। କିନ୍ତୁ ମାତ୍ର ୨୩ ଜଣ ପ୍ରତ୍ୟକ୍ଷଦର୍ଶୀଙ୍କ ନାମ…

ପାକିସ୍ତାନ ଜିତିବା ଖୁସିରେ ଷ୍ଟାଟସ୍‌ ରଖିଲେ ଶିକ୍ଷକ: ସ୍କୁଲରୁ ହେଲେ ବିଦା

ଉଦୟପୁର,୨୬।୧୦: ଗତ ରବିବାର ଟି-୨୦ ବିଶ୍ୱକପ୍‌ରେ ଭାାରତ ଏବଂ ପାକିସ୍ତାନ ମଧ୍ୟ ମ୍ୟାଚ୍‌ ଖେଲାଯାଇଥିଲା। ଏହି ମ୍ୟାଚ୍‌ରେ ପାକିସ୍ତାନ ଭାରତକୁ ୧୦ ଉଇକେଟ୍‌ ପରାସ୍ତ କରିଥିଲା। ଏହାପରେ ଦେଶରେ ନିରାଶାର ମାହୋଲ ଖେଳି ଯାଇଥିଲା। କିନ୍ତୁ ଉଦୟପୁରର ଜଣେ ଶିକ୍ଷକ ଭାରତ…

ଲୁଚି ରହିଥିବା ଆତଙ୍କବାଦୀଙ୍କ ମାର୍ଗଦର୍ଶକ ପାଲଟିଛନ୍ତି ପାକିସ୍ତାନୀ ଅବସରପ୍ରାପ୍ତ ସୈନ୍ୟ…

ଶ୍ରୀନଗର,୨୬।୧୦: ଜମ୍ମୁ-କଶ୍ମୀରର ପୁଞ୍ଚ୍‌ର ଜଙ୍ଗଲରେ ଲୁଚି ରହିଥିବା ଆତଙ୍କବାଦୀଙ୍କ ମାର୍ଗଦର୍ଶକ ପାଲଟିଛନ୍ତି ପାକିସ୍ତାନୀ ଅବସରପ୍ରାପ୍ତ ସୈନ୍ୟ। ଏନେଇ ଭାରତୀୟ ସୁରକ୍ଷା ଏଜେନ୍ସି ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଲୁଚିଥିବା ଆତଙ୍କବାଦୀମାନେ ସମ୍ପୂର୍ଣ୍ଣ ଭାବେ ତାଲିମ ପ୍ରାପ୍ତ ବୋଲି ଭାରତୀୟ ସୁରକ୍ଷା…

ପୁଣି ଟିଆରଏସ ଅଧ୍ୟକ୍ଷ ହେଲେ କେ. ଚନ୍ଦ୍ରଶେଖର ରାଓ

ହାଇଦ୍ରାବାଦ,୨୬।୧୦: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ପୁଣି ଟିଆରଏସ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି । ଏନେଇ ଟିଆରଏସର ସଧାରଣ ସମ୍ପାଦକ ଏମ.ଶ୍ରୀନିବାସ ରେଡ୍ଡୀ ଘୋଷଣା କରିଛନ୍ତି। କେ. ଚନ୍ଦ୍ରଶେଖର ରାଓ କ୍ରମାଗତ ଭାବେ ନବମ ଥର ପାଇଁ ଏହି…

ଉତ୍ତର ଭାରତରେ ଏଥର ହାଡ଼ଭଙ୍ଗା ଶୀତ ପୂର୍ବାନୁମାନ…

ନୂଆଦିଲ୍ଲୀ,୨୬।୧୦: ଏଥର ଉତ୍ତର ଭାରତରେ ହାଡ଼ଭଙ୍ଗା ଶୀତ ହେବାର ପୂର୍ବାନୁମାନ କରାଯାଇଛି। ଏଠାରେ ତାପମାତ୍ରା ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ କିମ୍ବା ଏହାଠାରୁ କମ୍‌ ରହିବ ବୋଲି ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଉତ୍ତରପୂର୍ବ ଏସିଆରେ ମଧ୍ୟ ଏଭଳିସ୍ଥିତି ସୃଷ୍ଟି…

ଭାଜପା ସରକାରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଲେ ରାଜ୍ୟପାଳ…

ଶିଂଲ,୨୬।୧୦: ଭାଜପା ସରକାରଙ୍କ ବିରୋଧରେ ମେଘାଳୟ ରାଜ୍ୟପାଳ ସତ୍ୟପାଲ ମଲିକ୍‌ ଦୁର୍ନୀତି ଅଭିଯୋଗ ଆଣିଛନ୍ତି। ସେ ଏକ ସାକ୍ଷାତ୍‌କାରରେ କହିଛନ୍ତି ଯେ, ଗୋଆରେ ଦୁର୍ନୀତି ଚରମ ସୀମାରେ ପହଞ୍ଚିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏହା ଉପରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି।…

୨୩୮ ଦିନ ପରେ ସର୍ବନିମ୍ନ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇ ୧୨ ହଜାର ୪୨୮ରେ ପହଞ୍ଚିଛି। ୨୩୮ ଦିନ ପରେ ଦୈନିକ ସଂକ୍ରମଣ ସର୍ବନିମ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri