ସାକ୍ଷୀଙ୍କୁ ହତ୍ୟା ଆଶଙ୍କା
ମୁମ୍ବାଇ,୨୬।୧୦: ଡ୍ରଗ୍ସ ମାମଲାରେ ଅଭିନେତା ଶାହରୁଖ୍ ଖାନ୍ଙ୍କ ପୁଅ ଆର୍ୟନ ଖାନ୍ଙ୍କ ଗିରଫ ଘଟଣାରେ ନୂଆ ମୋଡ଼ ଆଣିଛି ଏକ ସତ୍ୟପାଠ। ନାର୍କୋଟିକ୍ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି)ର ମୁମ୍ବାଇ ଜୋନାଲ ଡାଇରେକ୍ଟର ସମୀର ଓ୍ବାଙ୍ଖଡ଼େଙ୍କୁ ୮ କୋଟି ଟଙ୍କା ଦିଆଯିବ ବୋଲି ନିଖୋଜ…
ନଭେମ୍ବରରେ ଆସିବ କର୍ବେଭାକ୍ସ
ହାଇଦ୍ରାବାଦ, ୨୬।୧୦(ଆଇଏଏନ୍ଏସ୍): ନଭେମ୍ବର ଶେଷ ସୁଦ୍ଧା ହାଇଦ୍ରାବାଦର ଟିକା ଉତ୍ପାଦନକାରୀ କମ୍ପାନୀ ବାୟୋଲୋଜିକାଲ-ଇ ପ୍ରସ୍ତୁତ କୋଭିଡ୍ ଭାକ୍ସିନ ‘କର୍ବେଭାକ୍ସ’ ବଜାରକୁ ଆସିବ ବୋଲି ଆଶା କରାଯାଉଛି। ପ୍ରଥମ ଦିନରେ କମ୍ପାନୀ ପାଖାପାଖି ୧୦ କୋଟି ଡୋଜ୍ ଯୋଗାଇଦେବାକୁ ଲକ୍ଷ୍ୟ ରଖିଛି। ବର୍ତ୍ତମାନ…
ଅଗ୍ନିକାଣ୍ଡରେ ୪ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ଦିଲ୍ଲୀର ପୁରୁଣା ସୀମାପୁରୀ ଅଞ୍ଚଳରେ ଆଜି ଭୋରରେ ଭୟାନକ ଅଘଟଣା ଘଟିଛି। ଏକ ତିନି ମହଲା କୋଠାରେ ନିଆଁ ଲାଗି ୪ ଜଣଙ୍କର ମୃତ୍ୟୁ ଘଟିଥିବା ଦିଲ୍ଲୀ ପୋଲିସ ସୂଚନା ଦେଇଛି। ଭୋର୍ ସମୟରେ ଘରେ ନିଆଁ ଲାଗିଥିବା ନେଇ…
ୟୁପିରେ ସରେଣ୍ଡର କରିବାକୁ ଉଦ୍ୟମ..
ନୂଆଦିଲ୍ଲୀ,୨୬।୧୦: ଲୁକ୍ଆଉଟ୍ ଜାରି ହେବାର ଅନେକ ଦିନ ପରେ ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନଙ୍କ ଗିରଫ ମାମଲାରେ ଏନ୍ସିବିର ସ୍ବାଧୀନ ସାକ୍ଷୀ କିରନ ଗୋସାବି ସାମ୍ନାକୁ ଆସିଛନ୍ତି। ଠକେଇ ମାମଲାରେ ମହାରାଷ୍ଟ୍ର ପୋଲିସ ତାଙ୍କୁ ଖୋଜୁ ଥିବା ବେଳେ ସେ ଉତ୍ତର…
‘ସମନ ଆସିନି, କାମରେ ଆସିଛି’
ନୂଆଦିଲ୍ଲୀ,୨୬।୧୦: “କିଛି କାମ ପାଇଁ ଜାତୀୟ ରାଜଧାନୀ ଆସିଛି। ମୁଁ ମୋ ତଦନ୍ତ ସହ ଏବେ ବି ଏକମତ। ମୋତେ ଏପର୍ଯ୍ୟନ୍ତ ଏଜେନ୍ସି ପକ୍ଷରୁ ସମନ ଜାରି କରାଯାଇ ନାହିଁ”। ଡ୍ରଗ୍ସ ଜବତ ଘଟଣାରେ ବଲିଉଡ୍ ଷ୍ଟାର ଶାହରୁଖ ଖାନଙ୍କ ପୁଅ…
ବିଦେଶ ଯାଇପାରିବେ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ପୁଅ
ନୂଆଦିଲ୍ଲୀ,୨୫।୧୦: ଆଇଏନ୍ଏକ୍ସ ମିଡିଆ ମାମଲାର ଅଭିଯୁକ୍ତ କଂଗ୍ରେସ ଏମ୍ପି କାର୍ତ୍ତି ଚିଦାମ୍ବରମ୍ଙ୍କୁ ଅକ୍ଟୋବର ୨୫ରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ବିଦେଶ ଯିବା ଲାଗି ସୁପ୍ରିମକୋର୍ଟ ସୋମବାର ଅନୁମତି ପ୍ରଦାନ କରିଛନ୍ତି। ବିଦେଶ ଯିବା ପୂର୍ବରୁ ସୁପ୍ରିମକୋର୍ଟ ରେଜିଷ୍ଟ୍ରିରେ ୧ କୋଟି ଟଙ୍କା…
ଜମ୍ମୁ-କଶ୍ମୀର ପାଇଁ ପ୍ରୋଟୋକଲ୍ ଭାଙ୍ଗିବେ ଶାହା
ଶ୍ରୀନଗର, ୨୫।୧୦: ୩ ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଯାଇଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହା ପୁଲ୍ଓ୍ବାମା ଜିଲାର ଶହୀଦ ସ୍ମାରକଠାରେ ସିଆର୍ପିଏଫ୍ ଯବାନମାନଙ୍କ ସହ ରାତି କଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ସେଥିପାଇଁ ତାଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୋମବାର ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଫଳରେ…
ଆର୍ଯ୍ୟନଙ୍କ ମାମଲାରେ ଭିଜିଲାନ୍ସ ତଦନ୍ତ
ନୂଆଦିଲ୍ଲୀ,୨୫।୧୦: ଡ୍ରାଗ୍ସ ମାମଲାରେ ଗିରଫ ହୋଇଥିବା ଆର୍ଯ୍ୟନ ଖାନଙ୍କୁ ଛାଡ଼ିବା ପାଇଁ ଶାହରୁଖ ଖାନଙ୍କ ଠାରୁ ନାର୍କୋଟିକ୍ କଣ୍ଟ୍ରୋଲ ବ୍ୟୁରୋ (ଏନ୍ସିବି)ର ଆଞ୍ଚଳିକ ମୁଖ୍ୟ ସମୀର ଓ୍ବାଙ୍ଖଡେ ୨୫ କୋଟି ଟଙ୍କା ମାଗିଥିଲେ। ଚଢ଼ାଉ ବେଳେ କ୍ରୁଜ ଜାହାଜରେ ଉପସ୍ଥିତ ଥିବା…
ଇଡିକୁ ମୋର ଭୟ ନାହିଁ: ଭାଜପା ଏମ୍ପି
ମୁମ୍ବାଇ,୨୫।୧୦: ମୁଁ ଭାଜପା ଏମ୍ପି ହୋଇଥିବାରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କଦାପି ମୋ ଉପରେ ଚଢ଼ାଉ କରିବ ନାହିଁ। ମହାରାଷ୍ଟ୍ରର ଭାଜପା ଏମ୍ପି ସଞ୍ଜୟ ପାଟିଲ ରବିବାର ଏଭଳି ମନ୍ତବ୍ୟ ଦେଇଛନ୍ତି। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା କେବଳ ବିରୋଧୀ ଦଳର ନେତାଙ୍କୁ…
ରିକ୍ସା ଚାଳକଙ୍କ ନାମରେ ଆସିଲା ୩ କୋଟି ଟଙ୍କାର ଟ୍ୟାକ୍ସ ଠକେଇ
ମଥୁରା,୨୫।୧୦: ଉତ୍ତରପ୍ରଦେଶ ମଥୁରାର ଜଣେ ରିକ୍ସା ଚାଳକଙ୍କୁ ଆୟକର ବିଭାଗ ୩ କୋଟି ଟଙ୍କାର ଟିକସ୍ ଦେବାକୁ ନୋଟିସ ଜାରି କରିଛି। ଏହି ନୋଟିସ ପାଇବା ପରେ ରିକ୍ସା ଚାଳକ ଜଣକ ଅଡୁଆରେ ପଡିଛନ୍ତି। ରିକ୍ସା ଚାଳକ ବାକଲପୁର ଅଞ୍ଚଳ ଅମର…
‘ପଟାଖା ନହିଁ ଦିଆ ଜଲାଓ’ ଅଭିଯାନ ଆରମ୍ଭ କଲେ ଦିଲ୍ଲୀ ସରକାର
ନୂଆଦିଲ୍ଲୀ,୨୫।୧୦: ଚଳିତବର୍ଷ ଦୀପାବଳିକୁ ନେଇ ମଧ୍ୟ କିଛି କଟକଣା ସହ ଏକ ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରଓ୍ବାଲ। ଅକ୍ଟୋବର ୨୭ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି ଅଭିଯାନର ନାଁ ‘ପଟାଖା ନହିଁ ଦିଆ ଜଲାଓ’…
ଟିକାକରଣ ଉପରେ ସନ୍ଦେହ କରାଯିବା ଅନୁଚିତ, ଦେଶ ପାଇଁ ଏହା ସୁରକ୍ଷା କବଚ…
ନୂଆଦିଲ୍ଲୀ,୨୫।୧୦: ଦେଶରେ ଜାରି ରହିଥିବା ଟିକାକରଣ ଅଭିଯାନ ଉପରେ ସନ୍ଦେହ କରିବା ଅନୁଚିତ। ଏହା ଦେଶର ଜନସଂଖ୍ୟା ପାଇଁ ସୁରକ୍ଷା କବଚ ପାଲଟିଛି। ଏଭଳି କହି ସୋମବାର କ୍ଲିନିକାଲ ପରୀକ୍ଷା ପର୍ଯ୍ୟନ୍ତ ଟିକାକରଣ ବନ୍ଦ କରିବାକୁ କରାଯାଇଥିବା ଏକ ଆବେଦନକଚ ସୁପ୍ରିମକୋର୍ଟ…
Archives


