ପୁରୁଣା ଫର୍ମକୁ ଫେରିଲେ ଲାଲୁ
ପାଟନା,୨୪।୧୦: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି)ର ମୁଖ୍ୟ ଲାଲୁ ପ୍ରସାଦ ଯାଦବ ପ୍ରାୟ ତିନି ବର୍ଷ ପରେ ରବିବାର ପାଟନାକୁ ଫେରୁଛନ୍ତି। ଦିଲ୍ଲୀରୁ ପାଟନା ଯିବା ପୂର୍ବରୁ ଲାଲୁ ଯାଦବ ଫୁରୁଣା ଫର୍ମରେ ନଜର ଆସିଛନ୍ତି। ବିହାରରେ କଂଗ୍ରେସ ସହ ଦଳର ମେଣ୍ଟ…
ହସ୍ପିଟାଲରେ ଲଖିମପୁର ଘଟଣାର ମୁଖ୍ୟ ଅଭିଯୁକ୍ତ
ଲକ୍ଷ୍ନୌ,୨୪।୧୦: ଲଖିମପୁର ଖେରି ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା କେନ୍ଦ୍ର ମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ଆଶିଷଙ୍କୁ ଜେଲରୁ ଜିଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରୀ ଟେଷ୍ଟ ପରେରେ ଆଶିଷ ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି। ଜେଲର…
ବାଂଲାଦେଶ ଉପରେ ଚାଇନା ନଜର, ଭାରତ ପାଇଁ ସତର୍କ ଘଣ୍ଟି…
ନୂଆଦିଲ୍ଲୀ,୨୪।୧୦: ପାକିସ୍ତାନ, ନେପାଳ, ଶ୍ରୀଲଙ୍କା, ମ୍ୟାନ୍ମାର ଏବଂ ଭୁଟାନରେ ନିଜର ବିସ୍ତାରବାଦୀ କାର୍ଯ୍ୟ ଜାରି ରଖିଥିବା ଚାଇନାରର ନଜର ଏବେ ବାଂଲାଦେଶ ଉପରେ ପଡ଼ିଛି। ବାଂଲାଦେଶରେ ପ୍ରସ୍ତାବିତ ବେଲ୍ଟ ଏବଂ ରୋଡ ପ୍ରକଳ୍ପ ଉପରେ ଚାଇନା କାମ ଆରମ୍ଭ କରିଛି। ଏହି…
ସେନାରେ ଯୋଗ ଦେବାକୁ ମହିଳାମାନଙ୍କୁ ଆହ୍ବାନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୪।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୮୨ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ମନର କଥା କହିଛନ୍ତି । ଦେଶରେ ୧୦୦ କୋଟି ଟିକାକରଣର ଆମ ପାଇଁ ଗର୍ବର ବିଷୟ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହାସହ ପ୍ରଧାନମନ୍ତ୍ରୀ ବିର୍ସା ମୁଣ୍ଡାଙ୍କ ଆଦର୍ଶରୁ…
ଅପରାଧୀଙ୍କ ଚିହ୍ନଟ ପାଇଁ ଟିଆଇ ପରେଡ କରାଯାଇ ନ ଥିଲେ ବି ସାକ୍ଷୀଙ୍କ ସାକ୍ଷ୍ୟ ହେବନି ପ୍ରତ୍ୟାଖ୍ୟାନ…
ନୂଆଦିଲ୍ଲୀ,୨୪।୧୦: ଅଭିଯୁକ୍ତକୁ ଚିହ୍ନଟ କରୁଥିବା ଜଣେ ସାକ୍ଷୀଙ୍କ ସାକ୍ଷ୍ୟ କେବଳ ଟ୍ରାଏଲ ଆଇଡେଣ୍ଟିଫିକେସନ ପରେଡ (ଟିଆଇପି) କରାଯାଇ ନ ଥିବାରୁ କୋର୍ଟରେ ପ୍ରତ୍ୟାଖ୍ୟାନ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ବିଚାରପତି ଅଜୟ ରସ୍ତୋଗୀ ଏବଂ ଅଭୟ ଏସ. ଓକାଙ୍କ ନେତୃତ୍ୱରେ…
ଆର୍ୟନ ମାମଲାରେ ନୂଆମୋଡ
ମୁମ୍ବାଇ,୨୪।୧୦: ଆର୍ୟନ ଖାନ ଡ୍ରଗ୍ସ ମାମଲାରେ ଏବେ ଏକ ନୂଆ ମୋଡ଼ ଆସିଛି। ଜଣେ ସାକ୍ଷୀ ଏନସିବି ଜୋନାଲ ମୁଖ୍ୟ ସମୀର ୱାଙ୍ଖେଡେ ଏବଂ ଅନ୍ୟ ସାକ୍ଷୀ କେ.ପି ଗୋସାଭିଙ୍କ ବିରୋଧରେ ଲାଞ୍ଚ କାରବାର ହୋଇଥିବା ଅଭିଯୋଗ ଆଣିଛନ୍ତି। ସାକ୍ଷୀ ଦାବି…
ଦେଶରେ ଆଇନଗତ ସଚେତନତାର ପ୍ରସାରଣ ଜରୁରୀ…
ମୁମ୍ବାଇ,୨୪।୧୦: ଦେଶରେ ଆଇନଗତ ସଚେତନତାର ପ୍ରସାରଣ ଅନ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ଦ୍ୱାରା ସାଧାରଣ ଲୋକେ ଉପକୃତ ହୋଇପାରିବେ ବୋଲି ମହାରାଷ୍ଟ୍ର ଆଇନ ସେବା ପ୍ରାଧିକରଣ ଦ୍ୱାରା ଆୟୋଜିତ ଏକ ମେଗା ଆଇନ ସେବା ଶିବିରରେ ଯୋଗଦେଇ ସୁପ୍ରିମକୋର୍ଟର ବିଚାରପତି ଉଦୟ ଉମେଶ…
ତୁଷାରପାତରେ ଚାଲିଗଲା ୨ ଜୀବନ
ଶ୍ରୀନଗର,୨୪।୧୦: ଜମ୍ମୁ-କଶ୍ମୀରର ତୁଷାରପାତରେ ଫସି ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଥି ସହ ୨ ଜଣ ଆହତ ମଧ୍ୟ ହୋଇଛନ୍ତି। ଶନିବାର ଜମ୍ମୁ- କଶ୍ମୀରରେ ତୁଷାରପାତ ଆରମ୍ଭ ହୋଇଥିଲା। ତେବେ ରବିବାର ଅନନ୍ତନାଗ ଜିଲାର ସିନ୍ଥାନ ପାସରେ…
ୟୁଟ୍ୟୁବ୍ରୁ ସର୍ଚ୍ଚ କରି ଝିଅକୁ ହତ୍ୟା କଲେ ମା’, ଏମିତି ପଡ଼ିଲା ଜଣା…
ଭୋପାଳ,୨୪ା୧୦: ମା’ର ମମତା ଆଗରେ ଦୁନିଆରେ ସବୁକିଛି ଫିକା। ପିଲା ପାଇଁ ମା’ ନିଜ ଜୀବନ ଦେବାକୁ ବି ପଛାଏ ନାହିଁ। ସବୁ ପରିସ୍ଥିତିରେ ସେ ପିଲା ପାଇଁ ସଂଘର୍ଷ କରିବାକୁ ପ୍ରସ୍ତୁତ ଥାଏ। ମାତ୍ର ଜଣେ ଜନ୍ମକଲା ମା’ ଯେ,…
ଇଣ୍ଟରନେଟ୍ ସ୍ପିଡ୍ରେ ଭାରତ ପଛୁଆ…
ନୂଆଦିଲ୍ଲୀ,୨୪।୧୦: ଭାରତ ବନାମ ପାକିସ୍ତାନ। ଭାରତ ଏବଂ ପାକିସ୍ତାନ ମଧ୍ୟରେ ସବୁକ୍ଷେତ୍ରରେ ପ୍ରତିଯୋଗୀତା ଦେଖିବାକୁ ମିଳିଥାଏ। ଯଦି ଇଣ୍ଟରନେଟ ସ୍ପିଡ ବିଷୟରେ କୁହାଯାଏ, ତେବେ ଭାରତ ଏହି ପ୍ରସଙ୍ଗରେ ପାକିସ୍ତାନଠାରୁ ପଛୁଆ ରହିଛି। ‘ଓକା’ର ସେପ୍ଟେମ୍ବର ୨୦୨୧ ରିପୋର୍ଟ ଅନୁଯାୟୀ, ମୋବାଇଲ…
ପୁଣି ସୀମାରେ ଗୁଳି ବିନିମୟ; ୨ ପୋଲିସ ସହ ଜଣେ ଯବାନ ଆହତ
ଶ୍ରୀନଗର,୨୪।୧୦: ପୁଣି ସୀମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୨ ଜଣ ପୋଲିସ ଓ ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଏହି ଗୁଳି ବିନିମୟରେ କୁଖ୍ୟାତ ଆତଙ୍କବାଦୀ ଜିଆ ମୁସ୍ତାଫା ମଧ୍ୟ ଆହତ…
ଆତଙ୍କବାଦ-ମ୍ୟାଚ୍ ଏକାସାଥିରେ ହୋଇ ପାରିବନି, ଭାରତ-ପାକ୍ ମ୍ୟାଚ୍ ରାଷ୍ଟ୍ରଧର୍ମର ବିରୁଦ୍ଧ…
ନୂଆଦିଲ୍ଲୀ,୨୪।୧୦: ରବିବାର ଟି-୨୦ ବିଶ୍ୱକପରେ ଭାରତ ଓ ପାକିସ୍ତାନ ମଧ୍ୟରେ ମୁକାବିଲା ହେବାକୁ ଯାଉଛି। ଏହା ଉପରେ ସମଗ୍ର ବିଶ୍ୱର ନଜର ରହିଛି। ଯଦିଓ ଭାରତୀୟ କ୍ୟାପଟେନ୍ ବିରାଟ କୋହଲି ଏବଂ ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ବାବର ଆଜମ ଏହି…
Archives


