ସରକାରୀ ବାବୁ ଆତଙ୍କବାଦୀଙ୍କ ଏଜେଣ୍ଟ୍, ୧୧ ନିଲମ୍ବିତ…
ଶ୍ରୀନଗର,୧୧।୭: ସରକାରୀ ବାବୁ ଆତଙ୍କବାଦୀଙ୍କ ଏଜେଣ୍ଟ ସାଜି ଗୁପ୍ତ ତଥ୍ୟ ଯୋଗାଇବା ଘଟଣାରେ ଜମ୍ମୁ-କଶ୍ମୀରରେ ତନାଘନା ଆରମ୍ଭ ହୋଇଛି। ଏହି ମାମଲାରେ ୧୧ ଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ସରକାରୀ ଚାକିରି କରି ସେମାନେ ଆତଙ୍କବାଦୀଙ୍କ ପାଇଁ ଆବଶ୍ୟକ ପାଣ୍ଠି ସଂଗ୍ରହ…
୨ ଅଲ୍ କାଏଦା ସନ୍ଦିଗ୍ଧ ଗିରଫ, ପ୍ରେସର କୁକର ବୋମା ଜବତ…
ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶର ଲକ୍ଷ୍ନୌରୁ ଆତଙ୍କବାଦୀ ସଂଗଠନର ୨ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି। ସ୍ଥାନୀୟ କାକୋରି ଅଞ୍ଚଳରୁ ସନ୍ଦିଗ୍ଧମାନଙ୍କୁ ଏଟିଏସ୍ ଟିମ୍ ଗିରଫ କରିଛି। ସେମାନଙ୍କଠାରୁ ପ୍ରେସର କୁକର ବୋମା ସହିତ ଅନ୍ୟ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସେମାନେ କୌଣସି ବଡ଼ ଧରଣର…
ପ୍ରବଳ ବର୍ଷାରେ ଧସୁଛି ପାହାଡ, ବଦ୍ରିନାଥ ହାଇୱେ ଜାମ
ଚମୋଲି୧୧ ।୭: ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ଯୋଗୁ ସଧାରଣ ଜନ-ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । କିଛିଦିନ ପରେ ଏଭଳି ବର୍ଷା ହେବା ଫଳରେ ପାହାଡ ଉପରେ ଭୂସ୍ଖଳନ ଆରମ୍ଭହୋଇ ଯାଇଛି । ଭୂସ୍ଖଳନ ଫଳରେ ବଦ୍ରିନାଥ ଜାତୀୟ ରାଜପଥରେ ପ୍ରାୟ…
ଭବିଷ୍ୟତରେ ଜନସଂଖ୍ୟା ଯୁଦ୍ଧରେ ଚାଇନାକୁ ହରାଇବ ଭାରତ
ନୂଆଦିଲ୍ଲୀ,୧୧ ।୭: ବର୍ତ୍ତମାନର ସବୁଠାରୁ ବଡ ସମସ୍ୟା ହେଉଛି ଜନସଂଖ୍ୟା ବିସ୍ଫୋରଣ । ଜନଗଣନା ଅନୁଯାୟୀ, ମାର୍ଚ୍ଚ ୨୦୨୦ସୁଦ୍ଧା ବିଶ୍ୱର ଜନସଂଖ୍ୟା ୭ଅରବ ୮୦ କୋଟି ହୋଇ ସାରିଥିଲେ । ତେବେ ବିଶ୍ୱ ଜନସଂଖ୍ୟାକୁ ୧ ଅରବ ପର୍ଯ୍ୟନ୍ତ ପହଞ୍ଚିବାକୁ ୨୦…
ଯୋଗୀ ଜାରି କଲେ ଜନ ସଂଖ୍ୟା ୨୦୨୧-୩୦ ନୀତି…
ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ରାଜ୍ୟରେ ଜନ ସଂଖ୍ୟା ୨୦୨୧-୩୦ ନୀତି ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବାସ ଭବନରେ ଆୟୋଜିତ ଏକ ଉତ୍ସବରେ ଏହା ଜାରି ହୋଇଛି। ପ୍ରତି ସ୍କୁଲରେ ହେଲଥ୍ କ୍ଲବ୍ ସ୍ଥାପନା…
ହିନ୍ଦୁ ଯୁବକ-ହିନ୍ଦୁ ଯୁବତୀଙ୍କୁ ମିଛ କହିବା ମଧ୍ୟ ଜିହାଦ୍, ଏଭଳି କହିଲେ ମୁଖ୍ୟମନ୍ତ୍ରୀ…
ଗୁଆହାଟି,୧୧।୭: ଜଣେ ହିନ୍ଦୁ ଯୁବକ ହିନ୍ଦୁ ଯୁବତୀଙ୍କୁ ମିଛ କହିବା ମଧ୍ୟ ଏକ ପ୍ରକାର ଜିହାଦ୍। ଏନେଇ ଖୁବ୍ ଶୀଘ୍ର ରାଜ୍ୟରେ ଆଇନ ଅଣାଯିବ। ଆଗାମୀ ଦିନରେ କ୍ୟାବିନେଟ୍ ବୈଠକରେ ଏସମ୍ପର୍କରେ ଆଲୋଚନା କରାଯିବ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…
ଲୋକଙ୍କ ପାଇଁ କାମ କରୁଥିବା ବ୍ୟକ୍ତିଙ୍କୁ ପଦ୍ମ ସମ୍ମାନ ଲାଗି ମୋଦିଙ୍କ ଆହ୍ବାନ…
ନୂଆଦିଲ୍ଲୀ,୧୧।୭: ତୃଣମୂଳସ୍ତରରେ ଲୋକଙ୍କ ପାଇଁ ନିସ୍ବାର୍ଥପର ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କୁ ପିପୁଲସ୍ ପଦ୍ମ ସମ୍ମାନ ପ୍ରଦାନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ବାନ ଜଣାଇଛନ୍ତି। ରବିବାର ଟୁଇଟ୍ କରି ପ୍ରଧାନମନ୍ତ୍ରୀ ଏଭଳି କହିଛନ୍ତି। ସେବା କରୁଥିବା ଲୋକ ଚିହ୍ନଟ…
ଟୁଇଟର୍ ଭାରତରେ ନିଯୁକ୍ତ କଲା ଅଭିଯୋଗ ଅଧିକାରୀ, ଦାୟିତ୍ୱରେ ବିନୟ ପ୍ରକାଶ…
ନୂଆଦିଲ୍ଲୀ,୧୧।୭: ଦିଲ୍ଲୀ ହାଇକୋର୍ଟଙ୍କ ତାଗିଦ୍ ପରେ ଟୁଇଟର ଏବେ ବାଟକୁ ଆସିଛି। ଭାରତରେ ଆବାସିକ ଅଭିଯୋଗ ଅଧିକାରୀ ଭାବେ ବିନୟ ପ୍ରକାଶଙ୍କୁ ନିଯୁକ୍ତ କରାଯିବା ନେଇ ଟୁଇଟର ପକ୍ଷରୁ ଘୋଷଣା କରାଯାଇଛି। ସେ ଟୁଇଟର ବିରୋଧରେ କରାଯାଇଥିବା ବିଭିନ୍ନ ଅଭିଯୋଗ ତଦାରଖ…
ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ଲଗାମ୍…
ନୂଆଦିଲ୍ଲୀ,୧୧।୭: ଦେଶରେ କରୋନା ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ…
ଦକ୍ଷିଣ କଶ୍ମୀରରେ ଏନ୍ଆଇଏ ଚଢ଼ାଉ, ୫ ସନ୍ଦିଗ୍ଧ ଗିରଫ…
ଶ୍ରୀନଗର,୧୧।୭: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗ ମିଳିବା ପରେ ଏନ୍ଆଇଏ, ଟିମ୍, ର ଏବଂ ଆଇବି ଟିମ୍ ପକ୍ଷରୁ ଦକ୍ଷିଣ କଶ୍ମୀରର ଅନନ୍ତନାଗରେ ଚଢ଼ାଉ କରାଯାଇଛି। ଆତଙ୍କବାଦୀ ସଂଗଠନ ଆଇଏସ୍ଆଇଏସ୍ ସହିତ ସମ୍ପର୍କରେ ଥିବା ଅଭିଯୋଗ ଆଧାରରେ ୫ ଜଣ ସନ୍ଦିଗ୍ଧଙ୍କୁ…
ଆୟୁର୍ବେଦିକ ଚିକିତ୍ସକ ପି. କେ. ଓ୍ବାରିଅରଙ୍କ ପରଲୋକ
କୋଝିକୋଡ୍, ୧୧ା୭: ଆୟୁର୍ବେଦକୁ ସମଗ୍ର ବିଶ୍ୱରେ ଲୋକପ୍ରିୟ କରାଇବା ଏବଂ ବୈଜ୍ଞାନିକ ଆଧାରରେ ଶାସ୍ତ୍ରୀୟ ଆୟୁର୍ବେଦ ଚିକିତ୍ସାର ଗୁରୁତ୍ୱ ବଢ଼ାଇବା ଦିଗରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା କୋଟ୍ଟାକ୍କଲ ଆର୍ଯ୍ୟ ବିଦ୍ୟାଶାଳା (ଏଭିଏସ୍)ର ବିଶିଷ୍ଟ ଆୟୁର୍ବେଦିକ ଚିକିତ୍ସକ ଡା. ପି. କେ.…
ବିଚାରପତି ସମ୍ରାଟ ନୁହନ୍ତି
ନୂଆଦିଲ୍ଲୀ, ୧୧।୭(ଆଇଏଏନ୍ଏସ୍): ସରକାରୀ ଅଧିକାରୀମାନଙ୍କୁ ଅଯଥା ବାରମ୍ବାର ଅଦାଲତକୁ ଡକାଯାଉଥିବାରୁ ଏଥିରେ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବିଚାରପତିମାନେ ସେମାନଙ୍କ କ୍ଷମତାର ସୀମା ଜାଣିବା ଆବଶ୍ୟକ। ସେମାନେ ସମ୍ରାଟଙ୍କ ଭଳି ବ୍ୟବହାର ନ କରି ବିନୟ ଏବଂ ନମ୍ର ଆଚରଣ କରିବା…
Archives


