କ୍ୟାପଟେନ ଅମରିନ୍ଦର ସିଂଙ୍କୁ ଧନ୍ୟବାଦ ଜଣାଇଲେ ଶାହ
ନୂଆଦିଲ୍ଲୀ,୨୨ ।୧୦: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ତାଙ୍କର ୫୭ ତମ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ବହୁ ରାଜନେତା ଶାହାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମଧ୍ୟ ପ୍ରଦେଶ, ହରିୟାଣା, ଉତ୍ତର ପ୍ରଦେଶ,…
ଜି୨୦ ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଇଟାଲି ଗସ୍ତ କରିବେ ମୋଦି
ନୂଆଦିଲ୍ଲୀ,୨୨ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୯-୩୧ ଅକ୍ଟୋବର ପର୍ଯ୍ୟନ୍ତ ଇଟାଲି ଗସ୍ତରେ ଯିବେ । ଏହି ସମୟରେ ସେଠାରେ ୩୦ ଓ ୩୧ ଅକ୍ଟୋବରରେ ଅନୁଷ୍ଠିତ ଜି୨୦ ଶିଖର ସମ୍ମିଳନୀରେ ଯୋଗଦେବେ । ଇଟାଲି ପରେ ପ୍ରଧାନମନ୍ତ୍ରୀ ମୋଦି ୟୁକେ…
ଡ୍ରଗ୍ସ ନେଇ ନାହାନ୍ତି ଅନନ୍ୟା!
ମୁମ୍ବାଇ,୨୨ ।୧୦: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ଆର୍ଯ୍ୟନ ଖାଁଙ୍କ ସହ ହ୍ୱାଟଓ୍ ଆପ ଚାଟ ସାମ୍ନାକୁ ଆସିବା ପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି) ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କୁ ଦ୍ୱିତୀୟ ଦିନ ବି ପଚରା ଉଚରା କରୁଛି…
ନିଯୁକ୍ତ ହେଲେ ପଞ୍ଜାବ କଂଗ୍ରେସର ନୂଆ ପ୍ରଭାରୀ
ଚଣ୍ଡିଗଡ଼,୨୨ ।୧୦: ରାଜସ୍ଥାନର କ୍ୟାବିନେଟ ମନ୍ତ୍ରୀ ହରିଶ ଚୌଧୁରୀଙ୍କୁ ପଞ୍ଜାବ ଓ ଚଣ୍ଡିଗଡ ପାଇଁ କଂଗ୍ରେସ ଦଳର ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ସେ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କ ସ୍ଥାନରେ କାର୍ଯ୍ୟଭାର ସମ୍ଭାଳିବେ । ରାୱତଙ୍କୁ ଅଖିଳ…
ମୁମ୍ବାଇରେ ଭୟଙ୍କର ଅଗ୍ନିକାଣ୍ଡ
ମୁମ୍ବାଇ,୨୨।୧୦: ମୁମ୍ବାଇର ଲାଲବାଗ ଅଞ୍ଚଳରେ ଥିବା ଏକ ଆବାସିକ କୋଠାର ୧୯ତମ ମହଲାରେ ଏକ ଲେଭଲ -୪ ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଏବେ ନିଆଁ ନିୟନ୍ତ୍ରଣରେ ରହିଛି ଓ…
ଏକୁଟିଆ ଲଢିବ କଂଗ୍ରେସ
ପାଟନା,୨୨।୧୦: ବିବାହରରେ ମହାମେଣ୍ଟର ବ୍ରେକ ଅପ ଖବର ସାମ୍ନାକୁ ଆସିଛି।ରାଜ୍ୟ କଂଗ୍ରେସ ଦାୟିତ୍ୱରେ ଥିବା ଭକ୍ତ ଚରଣ ଦାସ ଏହି ପ୍ରସଙ୍ଗରେ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ ପାଟନାରେ ପହଞ୍ଚିବା ମାତ୍ରେ କହିଛନ୍ତି, ମହାମେଣ୍ଟ ଭାଙ୍ଗିବା ପାଇଁ କେବଳ ଆନୁଷ୍ଠାନିକ…
୩୯ ମହିଳା ସେନା ଅଧିକାରୀଙ୍କୁ ସ୍ଥାୟୀ କମିଶନ
ନୂଆଦିଲ୍ଲୀ,୨୨।୧୦: ସୁପ୍ରିମକୋର୍ଟରେ ଏକ ଆଇନଗତ ଯୁଦ୍ଧରେ ଜିତିବା ପରେ ୩୯ ଜଣ ମହିଳା ସେନା ଅଧିକାରୀଙ୍କୁ ସ୍ଥାୟୀ କମିଶନ ମିଳିଛି। ସାତୋଟି କାର୍ଯ୍ୟ ଦିବସ ମଧ୍ୟରେ ସେମାନଙ୍କ ନୂତନ ସେବା ମାନ୍ୟତା ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବଞ୍ଚିତ ହୋଇଥିବା ମୋଟ…
ଦିନେ ବଢିଲେ, ଦିନେ କମୁଛି
ନୂଆଦିଲ୍ଲୀ,୨୨।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧୫,୭୮୬ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୩୧ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…
ରିଭଲଭର ଧରି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳକୁ ପଶିଲେ ଜଣେ ବ୍ୟକ୍ତି
ଲକ୍ଷ୍ନୌ,୨୨।୧୦: ଉତ୍ତରପ୍ରଦେଶର ବସ୍ତି ଜିଲାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସୁରକ୍ଷା କ୍ଷେତ୍ରରେ ଏକ ବଡ଼ଧରଣର ଅବହେଳା ଦେଖିବାକୁ ମିଳିଛି। ଯୋଗୀଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଜଣେ ବ୍ୟକ୍ତି ଲାଇସେନ୍ସପ୍ରାପ୍ତ ରିଭଲଭର ସହିତ ଅଡିଟୋରିୟମକୁ ପ୍ରବେଶ କରିଥିଲେ। ତେବେ ଡ୍ୟୁଟିରେ ଥିବା ସିଓ ଉକ୍ତ…
ଦେଶରେ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି:ମୋଦି
ନୂଆଦିଲ୍ଲୀ,୨୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରାବାର ଦେଶକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଅକ୍ଟୋବର ୨୧ ରେ ଭାରତ ଏକ ଅସାଧାରଣ ଲକ୍ଷ୍ୟ ହାସଲ କରିଛି। ୧୦୦ କୋଟି ଟିକାକରଣର ମାତ୍ରା କେବଳ ଏକ ଆକଳନ ନୁହେଁ ବରଂ…
୬ ବର୍ଷରେ ଭାରତ ଛାଡ଼ିଛନ୍ତି ୩୫ ହଜାର ଉଦ୍ୟୋଗୀ
କୋଲକାତା,୨୨।୧୦: ୨୦୧୪ରେ କେନ୍ଦ୍ରରେ ମୋଦି ସରକାର କ୍ଷମତାସୀନ ହେବା ପରଠାରୁ ୨୦୨୦ ମଧ୍ୟରେ ୩୫,୦୦୦ ଭାରତୀୟ ଉଦ୍ୟୋଗୀ ଦେଶ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୨୩,୦୦୦ ଏଣ୍ଟରପ୍ରିନ୍ୟୁର କେବଳ ୨୦୧୪ରୁ ୨୦୧୮ ମଧ୍ୟରେ ଭାରତ ଛାଡ଼ି ଅନ୍ୟ ଦେଶକୁ ଚାଲିଯାଇଛନ୍ତି। ଏକ…
୬ ବର୍ଷରେ ଭାରତ ଛାଡ଼ିଛନ୍ତି ୩୫ ହଜାର ଉଦ୍ୟୋଗୀ
କୋଲକାତା,୨୨।୧୦:୨୦୧୪ରେ କେନ୍ଦ୍ରରେ ମୋଦି ସରକାର କ୍ଷମତାସୀନ ହେବା ପରଠାରୁ ୨୦୨୦ ମଧ୍ୟରେ ୩୫,୦୦୦ ଭାରତୀୟ ଉଦ୍ୟୋଗୀ ଦେଶ ଛାଡ଼ିଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୨୩,୦୦୦ ଏଣ୍ଟରପ୍ରିନ୍ୟୁର କେବଳ ୨୦୧୪ରୁ ୨୦୧୮ ମଧ୍ୟରେ ଭାରତ ଛାଡ଼ି ଅନ୍ୟ ଦେଶକୁ ଚାଲିଯାଇଛନ୍ତି। ଏକ ଅଧ୍ୟୟନ…
Archives


