ଅହମଦାବାଦ ବିମାନ ଦୁର୍ଘଟଣାର ଲୋମଟାଙ୍କୁରା ଭିଡିଓ ଆସିଲା ସାମ୍ନାକୁ
ଅହମଦାବାଦ,୧୨।୬: ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ଦୁର୍ଘଟଣାସ୍ଥଳରୁ ଆକାଶରେ ଘନ କଳା ଧୂଆଁ ଉଡ଼ୁଥିବା ଦେଖାଯାଇଥିଲା, ଯାହା ଫଳରେ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ଏୟାର ଇଣ୍ଡିଆର ବିମାନ AI-171 ଅହମ୍ମଦାବାଦରୁ ଲଣ୍ଡନ ଅଭିମୁଖେ…
ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ପରେ ଟାଟା ଗ୍ରୁପ୍ର ଶେୟାର ଧରାଶାୟୀ, ଗୋଟିଏ ପରେ ଗୋଟିଏ…
ଗୁଜରାଟ,୧୨।୬: ଗୁରୁବାର ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ୨୪୨ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା ଅହମ୍ମଦାବାଦର ମେଘାନୀ ଅଞ୍ଚଳରେ ଘଟିଛି। ବିମାନ ଦୁର୍ଘଟଣା ନେଇ ଖବର ଆସିବା…
୧.୧୦ରେ ବୋର୍ଡିଂ, ୧:୧୭ରେ ଉଡ଼ାଣ: ମାତ୍ର କିଛି ମିନିଟ ମଧ୍ୟରେ ଛାରଖାର୍ ହୋଇଗଲା ବିମାନ: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା
ଅହମ୍ମଦାବାଦ,୧୨।୬: ଗୁଜରାଟର ଅହମ୍ମଦାବାଦରେ ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନରେ ୨୪୨ ଜଣ ଯାତ୍ରୀ ଥିଲେ। ଏୟାର ଇଣ୍ଡିଆ ବିମାନ AI-171 ଅହମ୍ମଦାବାଦରୁ ଲଣ୍ଡନ ଅଭିମୁଖେ ଯାତ୍ରା କରିବାକୁ ଯାଉଥିଲା। ସମସ୍ତ ୨୪୨ ଜଣ ଯାତ୍ରୀ ଚଢ଼ି ସାରିଥିଲେ…
କିଏ ସେହି କ୍ୟାପ୍ଟେନ ସୁମିତ ସବରୱାଲ, ଯିଏ ଉଡାଉଥିଲେ ଏୟାର ଇଣ୍ଡିଆ ବିମାନ
ଅହମ୍ମଦାବାଦ,୧୨।୬: ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନର ପାଇଲଟଙ୍କ ନାମ କ୍ୟାପ୍ଟେନ ସୁମିତ ସବରୱାଲ। ଦୁର୍ଘଟଣାଗ୍ରସ୍ତ ବିମାନଟି କ୍ୟାପ୍ଟେନ ସୁମିତ ସବରୱାଲ ଉଡ଼ାଉଥିଲେ। ସେ…
ବିମାନ ଦୁର୍ଘଟଣା ପରେ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା
ନୂଆଦିଲ୍ଲୀ,୧୨ା୬: ଗୁରୁବାର ଅପରାହ୍ନରେ ଗୁଜରାଟର ଅହମ୍ମଦାବାଦରେ ଭାରତର ଯାତ୍ରୀବାହୀ ବିମାନ ବୋଇଂ ଡ୍ରିମ୍ଲାଇନ ୭୮୭ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୨୪୨ ଜଣ ଯାତ୍ରୀ ଥିଲେ। ଏହା ପରେ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ…
କେମିତି ହେଲା ବିମାନ ଦୁର୍ଘଟଣା: ଏୟାର ଇଣ୍ଡିଆର ଆସିଲା ପ୍ରଥମ ବୟାନ
ଅହମ୍ମଦାବାଦ,୧୨।୬:ଗୁଜରାଟର ଅହମ୍ମଦାବାଦ ବିମାନବନ୍ଦର ନିକଟବର୍ତ୍ତୀ ମେଘନାନୀ ନଗର ଅଞ୍ଚଳରେ ଗୁରୁବାର ଅପରାହ୍ନରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣା ସମ୍ପର୍କରେ ଏୟାର ଇଣ୍ଡିଆର ପ୍ରଥମ ବୟାନ ଆସିଛି। ଏୟାର ଇଣ୍ଡିଆର ଜଣେ ମୁଖପାତ୍ର କହିଛନ୍ତି, ଅହମ୍ମଦାବାଦ-ଲଣ୍ଡନ ଉଡ଼ାଣ କରୁଥିବା ବିମାନ AI171…
ଦୁର୍ଘଟଣାଗ୍ରସ୍ତ ଏୟାର ଇଣ୍ଡିଆ ବିମାନରେ ଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ଅହମ୍ମଦାବାଦ,୧୨।୬: ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ଆସିଛି। ଏହି ବିମାନରେ ୨୪୨ ଯାତ୍ରୀ ଥିଲେ। ସବୁଠୁ ବଡ଼ କଥା ହେଉଛି, ଏହି ବିମାନରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଥିବା କୁହାଯାଉଛି। ସେ…
ଅହମ୍ମଦବାଦରେ ବଡ଼ ବିମାନ ଦୁର୍ଘଟଣା, ଜଳିଗଲା ବିମାନ, ଭିତରେ ଥିଲେ ୨୪୨ଜଣ ଯାତ୍ରୀ…
ଅହମଦାବାଦ, ୧୨।୬: ଗୁଜରାଟର ରାଜଧାନୀ ଅହମ୍ମଦବାଦରେ ଆଜି ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଆନ୍ତର୍ଜାତୀୟ ବିମାନବନ୍ଦର ନିକଟସ୍ଥ ମେଘାଣୀ ନଗର ଅଞ୍ଚଳରେ ଏକ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…
ପକେଟରେ ସ୍ତ୍ରୀଙ୍କ ନାମର କାଗଜ ଚିଠା, ପାର୍କ ବୁଲାଇବାକୁ କହି ରେଳ ଲାଇନ୍ରେ ୪ ପୁଅଙ୍କ ସହ ଜୀବନ ହାରିଲେ ଶ୍ରମିକ
ଗୁରୁଗ୍ରାମ,୧୨ା୬: ଜଣେ ଶ୍ରମିକଙ୍କ ହାତରେ ଚିପ୍ସ ଓ କୋଲା ଥାଏ। ସେ ନିଜ ୪ ପୁଅଙ୍କୁ ରେଳ ଟ୍ରାକ୍ରେ ଧରି ଯାଉଥାଆନ୍ତି ଟ୍ରେନ୍ ଆସିବା ଯାଏ। ଶେଷରେ ଏକ୍ସପ୍ରେସ୍ ଟ୍ରେନ୍ ଆସି ସେମାନଙ୍କୁ ଧକ୍କାଦେଲା। ଏଥିରେ ୫ ଜଣ ଯାକ ପ୍ରାଣ…
ଚଳନ୍ତା ଟ୍ରେନ୍ ଆଗରେ ପଡିଗଲେ ଦିବ୍ୟାଙ୍ଗ: ଆଉ ତା’ପରେ ଘଟିଲା ଯାହା ସହଜେ କରିବେନି ବିଶ୍ୱାସ
ମୁମ୍ବାଇ,୧୨।୬: ମହାରାଷ୍ଟ୍ରର ଅମ୍ବରନାଥ ରେଳ ଷ୍ଟେଶନରେ ମହାରାଷ୍ଟ୍ର ସୁରକ୍ଷା ବାହିନୀର ଯବାନ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଛନ୍ତି। ଏହି ଘଟଣାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି, ଯାହାକୁ ଦେଖିବା ପରେ ଲୋକମାନେ MSF ଯବାନଙ୍କ ପ୍ରଶଂସା କରୁଛନ୍ତି। ଭିଡିଓରେ,…
ମୋଦି ଯିବା ପୂର୍ବରୁ ସତର୍କ ହୋଇଗଲେ କାନାଡା ପ୍ରଧାନମନ୍ତ୍ରୀ: ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି G7 ସମ୍ମିଳନୀରେ ଅଂଶଗ୍ରହଣ କରିବାକୁ କାନାଡା ଯାଉଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତ ପୂର୍ବରୁ, କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ସରକାର ଖଲିସ୍ତାନମାନଙ୍କ ବିରୋଧରେ ଏକ ଅଭିଯାନ ଚଳାଇଛନ୍ତି। ଭାରତ ବିରୋଧୀ କାର୍ଯ୍ୟକଳାପରେ ସମ୍ପୃକ୍ତ ଖଲିସ୍ତାନମାନଙ୍କୁ…
ହନିମୁନ ମର୍ଡରରେ ବଡ଼ ଟ୍ବିଷ୍ଟ, ରାଜ କୁଶଓ୍ବାଲ କେବଳ ମୋହରା, ଏହି ବ୍ୟକ୍ତିଙ୍କୁ ପ୍ରେମ କରୁଥିଲେ ସୋନମ!
ଇନ୍ଦୋର,୧୨।୬: ମେଘାଳୟର ଇନ୍ଦୋରରେ ରାଜା ରଘୁବଂଶୀ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ଖୁଲାସା ହେଉଛି। ତାଙ୍କ ପତ୍ନୀ ସୋନମ ସମେତ ରାଜାଙ୍କୁ ହତ୍ୟା କରିଥିବା ସମସ୍ତ ଅଭିଯୁକ୍ତ ପୋଲିସ ହେପାଜତରେ ଅଛନ୍ତି। କିନ୍ତୁ ଏହି ହତ୍ୟା ମାମଲା ପୁଣି ଏକ…
Archives


