ଜାତୀୟ

ଗଙ୍ଗା ନଦୀକୁ ଖସିପଡିଲା ଜିପ୍‌: ୯ ଜଣଙ୍କ ଜୀବନ ଗଲା

ପାଟନା,୨୩।୪: ବିହାରର ରାଜଧାନୀ ପାଟନା ଦାନାପୁରରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏଠାରେ ପିପା ବ୍ରିଜ ଦେଇ ଯାଉଥିବା ଏକ ଜିପ ଗଙ୍ଗା ନଦୀକୁ ଖସିପଡିଛି। ଏହି ଜିପ୍‌ରେ ୨୫ ଯାତ୍ରୀ ଥିଲେ। ଏକ ବିବାହ ଉତ୍ସବ ସାରି ଫେରୁଥିବାବେଳେ...

ମୋଦିଙ୍କୁ ଅନୁରୋଧ କଲେ କେଜ୍‌ରିଓ୍ବାଲ: ସେନା ହାତକୁ ଦିଆଯାଉ ସବୁ ଅକ୍ସିଜେନ୍‌ ପ୍ଲାଣ୍ଟ

ନୂଆଦିଲ୍ଲୀ,୨୩।୪: କରୋନା ମହାମାରୀ ସାରା ଦେଶରେ ଆତଙ୍କ ସୃଷ୍ଟି କରିଛି। ଦିଲ୍ଲୀ ସମେତ ଅନେକ ରାଜ୍ୟର ଡାକ୍ତରଖାନାରେ ଆଜିକାଲି ଅମ୍ଳଜାନ ଅଭାବ ଦେଖାଯାଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛନ୍ତି।...

ପୂର୍ବତନ ବାଚସ୍ପତିଙ୍କୁ ମୃତ୍ୟୁ ଘୋଷଣା କଲେ ଶଶି ଥରୁର, ବିରୋଧ ପରେ ହଟାଇଲେ ଟୁଇଟ୍‌

ନୂଆଦିଲ୍ଲୀ,୨୩।୪: କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶଶି ଥରୁର ଗୁରୁବାର ଲୋକ ସଭାର ପୂର୍ବତନ ବାଚସ୍ପତି ସୁମିତ୍ରା ମହାଜନଙ୍କ ଦେହାନ୍ତ ସମ୍ପର୍କରେ ଏକ ଟୁଇଟ୍‌ କରି ଫଶି ଯାଇଛନ୍ତି। ଏହି ଟୁଇଟ ପରେ ଭାଜପା କହିଛି ଯେ,...

ଡାକ୍ତରଖାନାରେ ଭର୍ତ୍ତି ହେବାର ୭ରୁ ୧୨ ଘଣ୍ଟା ମଧ୍ୟରେ ୨୦ ପ୍ରତିଶତ ରୋଗୀଙ୍କ ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୨୩।୪: ଦେଶରେ କରୋନା ସଂକ୍ରମଣର ଅବସ୍ଥା ଏକ ଭୟଙ୍କର ରୂପ ନେଉଛି। ପ୍ରତିଦିନ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ଡାକ୍ତରଖାନା ଗୁଡ଼ିକରେ ଏବେ ଶଯ୍ୟା ଅଭାବ ଦେଖାଦେଇଛି। ଅଧିକାଂଶ ରାଜ୍ୟରେ ଅମ୍ଳଜାନର ଅଭାବ ମଧ୍ୟ ପରିଲକ୍ଷିତ ହୋଇଛି।...

ଅକ୍ସିଜେନ୍‌ ସଙ୍କଟ ଯୋଗୁ ୨୪ ଘଣ୍ଟାରେ ଗଲା ୨୫ ରୋଗୀଙ୍କ ଜୀବନ

ନୂଆଦିଲ୍ଲୀ,୨୩।୪: ସାରା ଦେଶରେ କରୋନା ପରିସ୍ଥିତି ବିଗିଡିବାରେ ଲାଗିଛି। ଅମ୍ଳଜାନ ଅଭାବରୁ କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଦେଶର ରାଜଧାନୀ ଦିଲ୍ଲୀରେ ଅମ୍ଳଜାନର ସଙ୍କଟ ସର୍ବାଧିକ ଦେଖାଯାଇଛି। ଦିଲ୍ଲୀର ଏକ ବଡ ଡାକ୍ତରଖାନାରେ ଅମ୍ଳଜାନ ଅଭାବ ହେତୁ ରୋଗୀମାନେ ବହୁ...

କରୋନା ସ୍ଥିତି ଗମ୍ଭୀର: ଦିନକରେ ୩.୩୨ ଲକ୍ଷ ସଂକ୍ରମିତ, ୨୨୫୬ ମୃତ

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ...

ଇସିଙ୍କୁ ହାଇକୋର୍ଟଙ୍କ ଭର୍ତ୍ସନା

କୋଲକାତା/ନୂଆଦିଲ୍ଲୀ,୨୩ା୪: ଭାରତ କୋଭିଡ୍‌-୧୯କୁ ପରାଜିତ କରିଦେଇଛି ବୋଲି ଅନେକଙ୍କ ଭ୍ରାନ୍ତ ଧାରଣା ଥିଲା। ଏବେ ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ସରିଯାଇଛି ଆଉ ଶବାଗାରରେ ଗଦାଗଦା ମୃତଦେହ ପଡ଼ିରହିଛି। ଦେଶ ଏକ ଚରମ ଦୁର୍ଦ୍ଦଶାର ଟ୍ରାଜେଡିକୁ ଅଙ୍ଗେ ନିଭାଉଛି। ଭୂତାଣୁର ଅଭୂତପୂର୍ବ ସଂକ୍ରମଣ...

ଟ୍ରିପଲ୍‌-ମ୍ୟୁଟାଣ୍ଟ ଚିନ୍ତାଜନକ

କୋଲକାତା, ୨୩ା୪: ପଶ୍ଚିମବଙ୍ଗରେ କରୋନା ଭୂତାଣୁର ନୂଆ ରୂପ (ଟ୍ରିପଲ୍‌ ମ୍ୟୁଟାଣ୍ଟ ଷ୍ଟ୍ରେନ୍‌) ମିଳିବା ପରେ ଏହା ଚିନ୍ତା ବଢ଼ାଇଛି। ଡବଲ୍‌ ମ୍ୟୁଟାଣ୍ଟ (ବି.୧.୬୧୭) ପରେ ଭାରତରେ ଏହା ଦ୍ୱିତୀୟ ଟ୍ରିପଲ୍‌ ମ୍ୟୁଟାଣ୍ଟ (ବି.୧.୬୧୮) ଷ୍ଟ୍ରେନ୍‌। ଉକ୍ତ ନୂଆ ରୂପ...

ଜାତୀୟ ଜରୁରୀ ପରିସ୍ଥିତି

ନୂଆଦିଲ୍ଲୀ,୨୩ା୪:ସମ୍ପ୍ରତି ଭାରତରେ ଉପୁଜିଥିବା କୋଭିଡ୍‌-୧୯ ସ୍ଥିତିକୁ ସୁପ୍ରିମକୋର୍ଟ ନ୍ୟାଶନାଲ ଏମର୍ଜେନ୍ସି ବା ଜାତୀୟ ଜରୁରିକାଳୀନ ପରିସ୍ଥିତି ବୋଲି ଅଭିହିତ କରିଛନ୍ତି। ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ, ଶଯ୍ୟା ଓ ଆଣ୍ଟାଇ-ଭାଇରାଲ ଡ୍ରଗ୍‌ ରେମ୍‌ଡେସିଭିର ସଙ୍କଟକୁ ନେଇ ୬ ହାଇକୋର୍ଟରେ କେତେକ ପିଟିଶନର ଶୁଣାଣି...

କୋଭିଡ ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ: ୧୩ ଜଣ କରୋନା ରୋଗୀଙ୍କ ଜୀବନ ଗଲା

ମୁମ୍ବାଇ,୨୩।୪।: ମହାରାଷ୍ଟ୍ରର ମୁମ୍ବାଇସ୍ଥିତ ବିରାର ଅଞ୍ଚଳରେ ବିଜୟ ବଲ୍ଲଭ କୋଭିଡ ହସ୍ପିଟାଲରେ ଭୟାନକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୩ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ୧୫ ଜଣ ରୋଗୀ ହସ୍ପିଟାଲରେ ଆଇସିୟୁରେ ଥିଲେ, ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କର...

ଆଉ ୩ ସପ୍ତାହ ପରେ କମିବ ସଂକ୍ରମଣ

ନୂଆଦିଲ୍ଲୀ, ୨୨।୪: ସଂକ୍ରମଣ ଦ୍ରୁତ ବେଗରେ ମାଡ଼ିଚାଲିଥିବା ବେଳେ ମେ’ ଦ୍ୱିତୀୟ ସପ୍ତାହ ବେଳକୁ ଏହା ଶୀର୍ଷରେ ପହଞ୍ଚତ୍ବ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ବିଶେଷଜ୍ଞମାନଙ୍କ ଗାଣିତିକ ସୂତ୍ର ଅନୁଯାୟୀ ମେ’ ୧୧ରୁ ୧୫ ମଧ୍ୟରେ ଦେଶରେ ସକ୍ରିୟ ମାମଲା...

ପଶ୍ଚିମବଙ୍ଗର ଟ୍ରିପଲ୍‌-ମ୍ୟୁଟାଣ୍ଟ ଷ୍ଟ୍ରେନ୍‌ ବଢାଉଛି ଚିନ୍ତା

କୋଲକାତା, ୨୨।୪: ପଶ୍ଚିମବଙ୍ଗରେ କରୋନା ଭୂତାଣୁର ନୂଆ ରୂପ (ଟ୍ରିପଲ୍‌ ମ୍ୟୁଟାଣ୍ଟ ଷ୍ଟ୍ରେନ୍‌) ମିଳିବା ପରେ ଏହା ଚିନ୍ତା ବଢ଼ାଇଛି। ଡବଲ୍‌ ମ୍ୟୁଟାଣ୍ଟ (ବି.୧.୬୧୭) ପରେ ଭାରତରେ ଏହା ଦ୍ୱିତୀୟ ଟ୍ରିପଲ୍‌ ମ୍ୟୁଟାଣ୍ଟ (ବି.୧.୬୧୮) ଷ୍ଟ୍ରେନ୍‌। ଉକ୍ତ ନୂଆ ରୂପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri