ଜାତୀୟ

ବିଶେଷଜ୍ଞଙ୍କ ବିନା ପରାମର୍ଶରେ ହାଇବ୍ରିଡ୍‌ ହିୟରିଂ ପାଇଁ ୭୯ କୋଟି ମଞ୍ଜୁରୀ, ସରକାରଙ୍କୁ ହାଇକୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୧।୧୦: ହାଇବ୍ରିଡି ହିୟରିଂ ପାଇଁ ବିଶେଷଜ୍ଞଙ୍କ ବିନା ପରାମର୍ଶରେ ଦିଲ୍ଲୀ ସରକାର ୭୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏନେଇ ଦିଲ୍ଲୀ ହାଇକୋର୍ଟଙ୍କ ପକ୍ଷରୁ ସରକାରଙ୍କୁ ଏଭଳି କାହିଁକି ହୋଇଛି ବୋଲି ପ୍ରଶ୍ନ କରାଯାଇଛି। ଏନେଇ ବିଚାରପତି ବିପିନ ସାଙ୍ଘି ଏବଂ…

ଅନନ୍ୟାଙ୍କ ଘରୁ ଏନ୍‌ସିବି ଟିମ୍ ଜବତ କଲା ଇଲୋକ୍ଟ୍ରନିକ୍ସ ଜିନିଷ

ମୁମ୍ବାଇ,୨୧ ।୧୦: ଡ୍ରଗ୍ସ ମାମଲାର ଚେର ବଲିଉଡର କୋଣେ କୋଣେ ବ୍ୟାପିଯାଇଥିବା ଆଲୋଚନା ହେଲାଣି । ନିକଟରେ କ୍ରୁଜ ଡ୍ରଗ୍ସ ମାମାଲାରେ ଫସି ରହିଥିବା ଆର୍ଯ୍ୟନ ଖାଁଙ୍କୁ ଜାମିନ ହୋଇ ପାରୁ ନ ଥିବା ବେଳେ ଏପଟେ ଆଉ ଜଣେ ଷ୍ଟାର…

ସ୍କୁଲ ପିଲାଙ୍କୁ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦେବା ପ୍ରସ୍ତାବ, ବିରୋଧ କରି ହାଇକୋର୍ଟର ଦ୍ୱାରସ୍ଥ ହେଲେ ଡାକ୍ତର…

ଥିରୁଭାନନ୍ତପୁରମ୍‌,୨୧।୧୦: ସ୍କୁଲ ପିଲାଙ୍କୁ କରୋନା ମହାମାରୀ ଲଢ଼େଇରେ ହୋମିଓପ୍ୟାଥି ଇମ୍ୟୁନିଟି ବୁଷ୍ଟର ଦିଆଯିବା ପ୍ରସ୍ତାବକୁ ବିରୋଓ କରି କେରଳର ଜଣେ ଡାକ୍ତର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଡାକ୍ତଙ୍କ ପକ୍ଷରୁ ଦାଖଲ ହୋଇଥିବା ଆବେଦନରେ ଉଲ୍ଲେଖ କରାଯାଇଛି ଯେ, ଆର୍ସେନିକମ୍‌ ଅଲବମ୍‌-୩୦ ସିଏଚ୍‌…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୨୧।୧୦: ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଦୀପାବଳି ଉପହାର ସ୍ବରୂପ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାର ଅର୍ଥ ହେଉଛି କେନ୍ଦ୍ରୀୟ କର୍ମଚାରୀମାନେ ବର୍ତ୍ତମାନ…

ଭାରତୀୟ ଯବାନଙ୍କ ‘ପ୍ଲାନ୍‌-୧୯୦’ ଚାଇନା ସୈନ୍ୟଙ୍କୁ ପରାସ୍ତ କରିବାକୁ ସକ୍ଷମ ହେବ…

ନୂଆଦିଲ୍ଲୀ,୨୧।୧୦: ଭାରତୀୟ ସେନା ଚାଇନାର ସୈନ୍ୟଙ୍କ ମୁକାବିଲା ପାଇଁ ଏନେ ନୂଆ ଯୋଜନା ଉପରେ କାର୍ଯ୍ୟ ଜାରି ରଖିଛି। ଶୀତ ଆସିବା ପୂର୍ବରୁ ଏବେ ଭାରତ ଏବଂ ଚାଇନା ଏଲ୍‌ଏସିରେ ଅସ୍ତ୍ରଶସ୍ତ୍ର ଠୁଳ କରିବାରେ ଲାଗିଛନ୍ତି। ଏଲ୍‌ଏସିରେ ବୃଦ୍ଧି ପାଉଥିବା ଉତ୍ତେଜନାକୁ…

ନର୍ସଙ୍କୁ ଏମିତି ପ୍ରଶ୍ନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲ (ଆରଏମଏଲ) ପରିଦର୍ଶନ କରିଛନ୍ତି। ଦେଶରେ ୧ ବିଲିୟନରୁ ଅଧିକ ଡୋଜ ଆଣ୍ଟି-କରୋନା ଟିକା ଦିଆଯିବା ଅବସରରେ ପ୍ରଧାନମନ୍ତ୍ରୀ ଡାକ୍ତରଖାନାର ଅଧିକାରୀ ଏବଂ କର୍ମଚାରୀଙ୍କ ସହ କଥା ହୋଇଥିଲେ।…

ନିଜକୁ ଦେଶର ଚୌକିଦାର କହି ବଢ଼ାଇଛନ୍ତି ଆମର ସମ୍ମାନ, ପ୍ରଧାନମନ୍ତ୍ରୀଙ୍କୁ କହିଲେ ସୁରକ୍ଷାକର୍ମୀ…

ନୂଆଦିଲ୍ଲୀ,୨୧।୧୦: ଭାରତ ଟିକାକରଣରେ ନୂଆ ଇତିହାସ ରଚିଛି। ଦେଶରେ ଇତିମଧ୍ୟରେ ୧୦୦ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ପହଞ୍ଚି ୧୦୦ କୋଟି ତମ ଟିକା ନେଇଥିବା…

ଚାଷୀଙ୍କୁ ସୁପ୍ରିମ୍‌କୋର୍ଟଙ୍କ ତାଗିଦ୍‌, ବିରୋଧ କରିବା ଅଧିକାର, କିନ୍ତୁ ରାସ୍ତାକୁ ଦୀର୍ଘଦିନ ବନ୍ଦ କରି ହେବ ନାହିଁ…

ନୂଆଦିଲ୍ଲୀ,୨୧।୧୦: କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ପ୍ରଦର୍ଶନ ଜାରି ରହିଛି। ଏହାକୁ ନେଇ ସୁପ୍ରିମ୍‌କୋର୍ଟ ଗୁରୁବାର ଚାଷୀଙ୍କୁ ତାଗିଦ୍‌ କରିଛନ୍ତି। ସମ୍ବିଧାନ ଅନୁସାରେ ଗଣତନ୍ତ୍ରରେ ବିରୋଧ କରିବାର ଅଧିକାର ରହିଛି। ମାତ୍ର ଦୀର୍ଘ ଦିନ ଧରି…

ଶାହାରୁଖ-ଅନନ୍ୟାଙ୍କ ଘରେ ଏନ୍‌ସିବି ଟିମ୍‌

ମୁମ୍ବାଇ,୨୧ ।୧୦: ବଲିଉଡ୍ ଅଭିନେତା ଶାହାରୁଖ ଖାଁଙ୍କ ଅଡୁଆ ବଢି ବଢି ଯାଉଛି । ଗୁରୁବାର ଗୋଟିଏ ପଟେ ସେ ଜେଲ ଯାଇ ପୁଅ ଆର୍ଯ୍ୟନ ଖାଁଙ୍କୁ ଭେଟିଥିବା ବେଳେ ଅନ୍ୟ ପଟେ ଗୁରୁବାର ତାଙ୍କ ଘରେ ଏନ୍‌ସିବି ଟିମ୍ ପହଞ୍ଚିଥିବା…

ଅରୁଣ ନେଲେ ୧୦୦ କୋଟି ତମ ଟିକା, ପ୍ରଧାନମନ୍ତ୍ରୀଙ୍କ ସହ ସେଲ୍‌ଫି ନେଇ ନ ଥିବାରୁ ଦୁଃଖିତ…

ନୂଆଦିଲ୍ଲୀ,୨୧।୧୦: ଭାରତ ଟିକାକରଣରେ ନୂଆ ଇତିହାସ ରଚିଛି। ଦେଶରେ ଇତିମଧ୍ୟରେ ୧୦୦ କୋଟିରୁ ଅଧିକ ଲୋକଙ୍କୁ ଟିକା ଦିଆଯାଇଛି। ଦେଶରେ ୧୦୦ କୋଟିତମ ଟିକା ନେଇଥିବା ବ୍ୟକ୍ତି ହେଉଛନ୍ତି ବାରାଣସୀର ଅରୁଣ ରାୟ। ସେ ଦିଲ୍ଲୀର ରାମ ମନୋହର ହସ୍ପିଟାଲରେ ଏହି…

ମିଳିଲାନି ଜାମିନ: ୨୬ ଅକ୍ଟୋବର ପର୍ଯ୍ୟନ୍ତ ଜେଲରେ ରହିବେ ଆର୍ଯ୍ୟନ

ମୁମ୍ବାଇ,୨୧ ।୧୦: କ୍ରୁଜ ଡ୍ରଗ୍ସ ମାମଲାରେ ଫସି ଥିବା ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କ ଅଡୁଆ ବଢି ବଢି ଚାଲିଛି । ଗୁରୁବାର ତାଙ୍କ ଜାମିନ ଆବେଦନର ଶୁଣାଣି ଥିବା ବେଳେ ଏହାକୁ ପୁଣିଥରେ ୨୬ ଅକ୍ଟୋବରକୁ…

ଏଲ୍‌ଏସିରେ ଆଣ୍ଟି ଏୟାରକ୍ରାଫ୍ଟ୍‌ ଏଲ୍‌-୭୦ ତୋପ ମୁତୟନ କଲା ଭାରତ…

ନୂଆଦିଲ୍ଲୀ,୨୧।୧୦: ଭାରତ ଚାଇନା ମଧ୍ୟରେ ଏଲ୍‌ଏସିରେ ଉତ୍ତେଜନା ଥମିବାର ନାଁ ଧରୁନି। ଏପରିସ୍ଥଳେ ଅରୁଣାଚଳପ୍ରଦେଶଠାରେ ଥିବା ଏଲ୍‌ଏସିରେ ଭାରତୀୟ ସେନାର ଶକ୍ତି ବୃଦ୍ଧି ପାଇଁ ଆଣ୍ଟି ଏୟାରକ୍ରାଫ୍ଟ୍‌ ଏଲ୍‌-୭୦ ତୋପ ମୁତୟନ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁସାରେ ଏଠାରେ ଏମ୍‌-୭୭୭ ହ୍ବିଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri