ଶବଦାହ ପାଇଁ ଅସ୍ଥାୟୀ ଗ୍ରାଉଣ୍ଡ ଖୋଜୁଛନ୍ତି କର୍ନାଟକ ସରକାର
ବେଙ୍ଗାଲୁରୁ,୨୧।୪: କରୋନାର ଦ୍ୱିତୀୟ ଲହରରେ ପ୍ରଭାବିତ ହୋଇଥିବା ଅନ୍ୟ ରାଜ୍ୟ ଠାରୁ କର୍ନାଟକରେ ମୃତ୍ୟୁହାର କମ ରହିଛି। କିନ୍ତୁ ରାଜ୍ୟର ରାଜଧାନୀରେ ଗତ କିଛି ଦିନ ହେଲା ଦିନ ରାତି ଜଳୁଛି ଜୁଇ। ତଥାପି ଶବଦାହ କେନ୍ଦ୍ରରେ ଲାଗି ରହିଛି...
ହୋମ୍ ଆଇସୋଲେଶନରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ
ନୂଆଦିଲ୍ଲୀ,୨୧।୪: କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ସୋମବାର କରୋନା ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ୍ ଆଇସୋଲେଶନରେ ରହିଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ପୋଖରିୟାଲ ଟୁଇଟ କରି ମୋର କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି।...
କୋଭାକ୍ସିନ୍ ଡବଲ ମ୍ୟୁଟାଣ୍ଟ୍ ଷ୍ଟ୍ରେନ୍କୁ କରିବ ନଷ୍ଟ…
ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଲୋକଙ୍କୁ କୋଭାକ୍ସିନ୍ ଏବଂ କୋଭିଶିଲ୍ଡ ଟିକା ଦିଆଯାଉଛି। ସ୍ବଦେଶୀ ଜ୍ଞାନକୌଶଳରେ ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା...
ଏହି କୋଭିଡ୍ ଭ୍ୟାରିଆଣ୍ଟ୍ ଦେଶରେ ରଚିଛି ତାଣ୍ଡବ…
ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ସ୍ଥିତିରେ ପହଞ୍ଚିଛି। ଦେଶରେ କରୋନାର ବି-୧-୬୧୮ ଭ୍ୟାରିଆଣ୍ଟ୍ ତାଣ୍ଡବ ରଚିଛି ବୋଲି ବିଶେଷଜ୍ଞ ସୂଚନା ଦେଇଛନ୍ତି। ଏହାକୁ ବି-୧-୬୧୭ର ଡବଲ ମ୍ୟୁଟାଣ୍ଟ୍ ମଧ୍ୟ କୁହାଯାଇଥାଏ। ଗତ ୬୦ ଦିନ ମଧ୍ୟରେ ସଂଗ୍ରହ...
ହସ୍ପିଟାଲରେ ଅକ୍ସିଜେନ୍ ଲିକ୍…
ନାସିକ୍,୨୧।୪: ଦେଶରେ କରୋନା ଲଢ଼େଇ ଜାରି ରହିଥିବାବେଳେ ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଅକ୍ସିଜେନ୍ର ଅଭାବ ଦେଖାଦେଇଛି। ଏପରିସ୍ଥଳେ ମହାରାଷ୍ଟ୍ର ନାସିକ୍ର ଡ.ଜାକିର ହୁସେନ୍ ହସ୍ପିଟାଲରେ ଅକ୍ସିଜେନ୍ ଲିକ୍ ହୋଇଛି। ଏଥିରେ ୧୧ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ସଂଖ୍ୟା...
ଭାରତ କଲା ରେକର୍ଡ: ଚାଇନା-ଆମେରିକା ପଡ଼ିଲେ ପଛରେ …
ନୂଆଦିଲ୍ଲୀ,୨୧।୪: କରୋନା ଲଢ଼େଇ କ୍ଷେତ୍ରରେ ଭାରତ ଏକ ନୂଆ ରେକର୍ଡ ରଚିଛି। ଶୀଘ୍ର ସାର୍ବଜନୀକ ଟିକାଦାନ କରି ଭାରତ ପୃଥିବୀରେ ନୂଆ ରେକର୍ଡ କରିଛି। ଟିକାଦାନରେ ଭାରତ ଆମେରିକାକୁ ପଛରେ ପକାଇ ଦେଇଛି। ଭାରତ ମାତ୍ର ୧୦୯ ଦିନରେ ୧୩...
ଟିକା ଦର ଧାର୍ଯ୍ୟ କଲା ସେରମ: ଏତିକି ଟଙ୍କାରେ ମିଳିବ କୋଭିଶିଲ୍ଡ ଟିକା
ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବାବେଳେ ଟିକାକରଣକୁ ଜୋରଦାର ପାଇଁ କେନ୍ଦ୍ର ସରକାର ଆଗେଇ ଆସିଛନ୍ତି। କୋଭିଶିଲ୍ଡ ଟିକା ପ୍ରସ୍ତୁତ କରିଥିବା କମ୍ପାନୀ ସେରମ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ବୁଧବାର ଟିକା ଦର ଧାର୍ଯ୍ୟ କରିଛି। ଖେଶଲା ବଜାରରେ...
ଇଞ୍ଜେକଶନ୍ରେ ପାଣି ଭର୍ତ୍ତି କରି ୨୮୦୦୦ ଟଙ୍କାରେ ବିକ୍ରି….
ନାଗପୁର,୨୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ି ଚାଲିଥିବାବେଳେ ନକଲି ଇଞ୍ଜେକଶନ୍ କାରବାର ହେଉଥିବା ଅଭିଯୋଗ ହେଉଛି। ମହାରାଷ୍ଟ୍ରରେ ରେମଡେସିଭିର୍ କରୋନା ଇଞ୍ଜେକଶନରେ ପାଣି ଭର୍ତ୍ତି କରି ଏହାକୁ ୨୮୦୦୦ ଟଙ୍କାରେ ବିକ୍ରି କରୁଥିବା ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ...
ଭାରତରେ ହେଲା ସ୍ବାମୀଙ୍କ ମୃତ୍ୟୁ, ଚାଇନାରେ ଥାଇ ଭିଡିଓ କଲ୍ରେ ଅନ୍ତିମ ସଂସ୍କାର କଲେ ସ୍ତ୍ରୀ
ଭୋପାଳ,୨୧।୪।: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟରଙ୍କର କରୋନାରେ ମୃତ୍ୟୁ ଘଟିଛି। ମନୋଜ ଶର୍ମା ନାମକ ଏହି ବ୍ୟକ୍ତି ଜଣଙ୍କ ଚାଇନାର ଏକ ବ୍ୟାଙ୍କ୍ରେ କାମ କରୁଥିଲେ। ୧୨ ଦିନ ପର୍ଯ୍ୟନ୍ତ କରୋନା...
କୁକୁଡ଼ା ଅଣ୍ଡା ନ ଦେବାରୁ ମାମଲା ଦାଏର…
ପୁଣେ,୨୧।୪: ଏକ ଫାର୍ମରେ କୁକୁଡ଼ା ଅଣ୍ଡା ନ ଦେବାରୁ ମାଲିକ ପୋଲିସ ଷ୍ଟେଶନରେ ପହଞ୍ଚି ଦାନା କମ୍ପାନୀ ବିରୋଧରେ ମାମଲା ଦାଏର କରିଛନ୍ତି। ଏଭଳି ଅଭାବନୀୟ ଘଟଣା ମହାରାଷ୍ଟ୍ରର ପୁଣେ ଜିଲାରେ ଘଟିଛି। ଏସମ୍ପର୍କରେ ଲୋନି କାଲଭୋର ଥାନା ଅଧିକାରୀ...
ନିଶ୍ୱାସ ନେବାକୁ ସଂଗ୍ରାମ: ଅକ୍ସିଜେନ୍ ରିଫିଲିଙ୍ଗ୍ ସେଣ୍ଟର ବାହାରେ ଭିଡ଼…
ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ୍ ହେବା ଯୋଗୁ ସଙ୍କଟ ବଢିଛାଲିଛି। ଅକ୍ସିଜେନ୍ ସିଲିଣ୍ଡର ଅଭାବ ଯୋଗୁ ହସ୍ପିଟାଲରେ ଭର୍ତ୍ତିଥିବା କରୋନା ଆକ୍ରାନ୍ତଙ୍କୁ ନିଶ୍ୱାସ ନେବା ପାଇଁ ଜୀବନ ସହିତ ନିତି ସଂଗ୍ରାମ...
ଦେଶକୁ ‘ଭାଷଣ’ ନୁହେଁ, ‘ଅକ୍ସିଜେନ୍’ ଦରକାର
ନୂଆଦିଲ୍ଲୀ,୨୧।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ଅବସ୍ଥା ଖରାପ ଆଡକୁ ଗତି କରୁଛି। ଏହି ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅଷ୍ଟମ ଥର ପାଇଁ ଦେଶକୁ ସମ୍ବୋଧିତ କରିଛନ୍ତି। ଲକ୍ଡାଉନକୁ ଏଡ଼ାଇବା ପାଇଁ ସେ...
Archives


