ଜାତୀୟ

ଭାରତରେ ହେଲା ସ୍ବାମୀଙ୍କ ମୃତ୍ୟୁ, ଚାଇନାରେ ଥାଇ ଭିଡିଓ କଲ୍‌ରେ ଅନ୍ତିମ ସଂସ୍କାର କଲେ ସ୍ତ୍ରୀ

ଭୋପାଳ,୨୧।୪।: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟରଙ୍କର କରୋନାରେ ମୃତ୍ୟୁ ଘଟିଛି। ମନୋଜ ଶର୍ମା ନାମକ ଏହି ବ୍ୟକ୍ତି ଜଣଙ୍କ ଚାଇନାର ଏକ ବ୍ୟାଙ୍କ୍‌ରେ କାମ କରୁଥିଲେ। ୧୨ ଦିନ ପର୍ଯ୍ୟନ୍ତ କରୋନା...

କୁକୁଡ଼ା ଅଣ୍ଡା ନ ଦେବାରୁ ମାମଲା ଦାଏର…

ପୁଣେ,୨୧।୪: ଏକ ଫାର୍ମରେ କୁକୁଡ଼ା ଅଣ୍ଡା ନ ଦେବାରୁ ମାଲିକ ପୋଲିସ ଷ୍ଟେଶନରେ ପହଞ୍ଚି ଦାନା କମ୍ପାନୀ ବିରୋଧରେ ମାମଲା ଦାଏର କରିଛନ୍ତି। ଏଭଳି ଅଭାବନୀୟ ଘଟଣା ମହାରାଷ୍ଟ୍ରର ପୁଣେ ଜିଲାରେ ଘଟିଛି। ଏସମ୍ପର୍କରେ ଲୋନି କାଲଭୋର ଥାନା ଅଧିକାରୀ...

ନିଶ୍ୱାସ ନେବାକୁ ସଂଗ୍ରାମ: ଅକ୍ସିଜେନ୍‌ ରିଫିଲିଙ୍ଗ୍‌ ସେଣ୍ଟର ବାହାରେ ଭିଡ଼…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ୍‌ ହେବା ଯୋଗୁ ସଙ୍କଟ ବଢିଛାଲିଛି। ଅକ୍ସିଜେନ୍‌ ସିଲିଣ୍ଡର ଅଭାବ ଯୋଗୁ ହସ୍ପିଟାଲରେ ଭର୍ତ୍ତିଥିବା କରୋନା ଆକ୍ରାନ୍ତଙ୍କୁ ନିଶ୍ୱାସ ନେବା ପାଇଁ ଜୀବନ ସହିତ ନିତି ସଂଗ୍ରାମ...

ଦେଶକୁ ‘ଭାଷଣ’ ନୁହେଁ, ‘ଅକ୍ସିଜେନ୍‌’ ଦରକାର

ନୂଆଦିଲ୍ଲୀ,୨୧।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ଅବସ୍ଥା ଖରାପ ଆଡକୁ ଗତି କରୁଛି। ଏହି ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅଷ୍ଟମ ଥର ପାଇଁ ଦେଶକୁ ସମ୍ବୋଧିତ କରିଛନ୍ତି। ଲକ୍‌ଡାଉନକୁ ଏଡ଼ାଇବା ପାଇଁ ସେ...

ମୁଁ ଆର୍‌ଟିପିସିଆର ଟେଷ୍ଟ କରିବିନି କହିଲେ ଯୁବତୀ, ଷ୍ଟେଶନରେ କଲେ ଏମିତି ହଙ୍ଗାମା; ଭିଡିଓ ଭାଇରାଲ

ଜୟପୁର,୨୧।୪: ପୋଲିସ ସହ ସାଧାରଣ ଜନତାଙ୍କ ଯୁକ୍ତିତର୍କ, ମାଡ଼ପିଟ୍‌ ହେଉଥିବାର ଭିଡିଓ ପ୍ରତିଦିନ ଭାଇରାଲ ହେଉଛି। କିଛିଦିନ ତଳେ ଦିଲ୍ଲୀର ଏକ ଦମ୍ପତି ମାସ୍କ ପିନ୍ଧି ନ ଥିଲେ। ପୋଲିସ କହିବାରୁ ନାନା ଗଣ୍ଡଗୋଳ ହୋଇଥିଲା। ଏପରିକି ଦମ୍ପତି ଜେଲ୍‌...

କରୋନାରୁ କେବେ ମିଳିବ ମୁକ୍ତି, ମୋଦିଙ୍କ ପରାମର୍ଶଦାତା ଦେଲେ ସୂଚନା…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ୍‌ ହେବା ଯୋଗୁ ସଙ୍କଟ ବଢିଛାଲିଛି। ତେବେ କରୋନା ସଂକ୍ରମଣ ମେ’ ଦ୍ୱିତୀୟ ସପ୍ତାହରେ ଶୀର୍ଷରେ ପହଞ୍ଚିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ମୁଖ୍ୟ ଆର୍ଥିକ...

ମାଡ଼ି ଆସୁଛି ବିପଦ…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ୍‌ ହେବା ଯୋଗୁ ସଙ୍କଟ ବଢିଛାଲିଛି। କରୋନା ସଂକ୍ରମଣ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। ବିପଦ ପୁଣି ମାଡ଼ିଆସୁଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ...

ରାମ ନବମୀର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୪: କରୋନାର ଦ୍ୱିତୀୟ ଲହର ମଧ୍ୟରେ ଆଜି ସାରା ଦେଶରେ ରାମ ନବମୀ ପାଳନ କରାଯାଉଛି। ରାମ ନବମୀ ପ୍ରତିବର୍ଷ ଚୈତ୍ର ମାସ ଶୁକ୍ଲ ପକ୍ଷ ନବମୀ ତିଥିରେ ପାଳନ କରାଯାଏ। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ...

ଫେବୃୟାରୀରୁ ହୋଇନି ଅସ୍ତ୍ରବିରତି ଉଲ୍ଲଂଘନ

ନୂଆଦିଲ୍ଲୀ: ଭାରତ-ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଉଲ୍ଲଂଘନ ନ ହେବା ନେଇ ଚୁକ୍ତି ହେବା ପରେ ଫେବୃୟାରୀଠାରୁ ଏଲ୍‌ଓସିରେ ଶାନ୍ତି ବଜାୟ ରହିଥିବା ଭାରତୀୟ ସେନା ମୁଖ୍ୟ ଜେନେରାଲ ଏମ୍‌. ଏମ୍‌. ନରଓ୍ବଣେ ସୋମବାର କହିଛନ୍ତି। ଚାଇନା ସହ ସୀମା ବିବାଦକୁ...

ପତନର ଅଂଶୀଦାର ନ ହେଉ ପଶ୍ଚିମବଙ୍ଗ

କୋଲକାତା: ସ୍ଥାନୀୟ ନେତାଙ୍କ ବଦଳରେ କେନ୍ଦ୍ରୀୟ ନେତାଙ୍କୁ ବାଛି ପଶ୍ଚିମବଙ୍ଗ ‘ଜାତୀୟ ପତନ’ରେ ଅଂଶୀଦାର ନ ହେଉ ବୋଲି କହିଛନ୍ତି ନୋବେଲ ବିଜେତା ଅମର୍ତ୍ତ୍ୟ ସେନ। ଅର୍ଥନୀତି ପାଇଁ ଉପଯୁକ୍ତ ପଲିସି ପ୍ରସ୍ତୁତି ଓ ସାମାଜିକ ନ୍ୟାୟ କ୍ଷେତ୍ରରେ ଅତ୍ୟନ୍ତ...

୩ ପ୍ରବାସୀ ଶ୍ରମିକ ମୃତ

ଗ୍ବାଲିଅର, ୨୧ା୪: ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍‌ ମଧ୍ୟପ୍ରଦେଶର ଗ୍ବାଲିଅର ଜିଲାରେ ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍‌ଟି...

ଲକ୍‌ଡାଉନ୍‌ ଶେଷ ବିକଳ୍ପ

ନୂଆଦିଲ୍ଲୀ,୨୧ା୪: କୋଭିଡ୍‌-୧୯ ବିରୋଧରେ ଦେଶ ଏକ ବଡ଼ ଯୁଦ୍ଧକୁ ସାମ୍ନା କରୁଛି। ନିକଟରେ ନିଆଯାଇଥିବା ପଦକ୍ଷେପଗୁଡ଼ିକ ଯୋଗୁ ସ୍ଥିତିରେ ସୁଧାର ଆସିବ। ଲକ୍‌ଡାଉନ୍‌ ଜାରି କରିବା ଶେଷ ବିକଳ୍ପ ହେବା ଉଚିତ ବୋଲି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ପଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri