ଜାତୀୟ

ନଭେମ୍ବର ୨୪ରେ ତିନି କୃଷି ଆଇନ ପ୍ରତ୍ୟାହାର ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

ନୂଆଦିଲ୍ଲୀ,୨୧।୧୧: ତିନୋଟି କୃଷି ଆଇନ ପ୍ରତ୍ୟାହାର ଘୋଷଣା ପରେ ନଭେମ୍ବର ୨୪ରେ ହେବାକୁ ଥିବା କେନ୍ଦ୍ର କ୍ୟାବିନେଟ ବୈଠକ ଏହି ଆଇନ ପ୍ରତ୍ୟାହାର ପ୍ରସ୍ତାବକୁ ଅନୁମୋଦନ ପାଇଁ ଆଲୋଚନା ହୋଇପାରେ। ଆଇନ ପ୍ରତ୍ୟାହାର ପାଇଁ ପ୍ରସ୍ତାବକୁ କ୍ୟାବିନେଟରେ ଅନୁମୋଦନ କରାଯିବାର ସମ୍ଭାବନା…

ମୋଦିଙ୍କ ସହ ଯୋଗୀଙ୍କ ଫଟୋ ଏବେ ଚର୍ଚ୍ଚାରେ, ସମାଲୋଚନା କଲେ ଅଖିଳେଶ

ଲକ୍ଷ୍ନୌ,୨୧ ।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ସମ୍ପୂର୍ଣ୍ଣ ଭାବେ ସରଗରମ ହେଲାଣି ରାଜନୀତି । ସମସ୍ତ ଦଳୀୟ ନେତା ବିରୋଧିଙ୍କୁ ଟାର୍ଗେଟ କରୁଥିବା ବେଳେ କେତେଜଣ ନେତା ତାଙ୍କ ସରକାରରେ କ’ଣ ସବୁ କରାଯାଇଥିଲା ତାହା ଆଲୋଚନା କରୁଥିବା…

ବୀମା କମ୍ପାନୀଙ୍କୁ ଝଟ୍‌କା, ଯେ କୌଣସି ମତେ ଦେବାକୁ ପଡ଼ିବ ଦୁର୍ଘଟଣା କ୍ଷତି ପୂରଣ…

ନୂଆଦିଲ୍ଲୀ,୨୧।୧୧: ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ମୋଟର ଦୁର୍ଘଟଣାରେ ଯେକୌଣସି ମତେ କ୍ଷତିପୂରଣ ଦେବାକୁ ବୀମା କମ୍ପାନୀଗୁଡ଼ିକୁ କୁହାଯାଇଛି। ଏହାଦ୍ୱାର ବୀମା କମ୍ପାନୀଙ୍କୁ ବଡ଼ ଝଟ୍‌କା ଲାଗିଛି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କ…

ପଟିଆଲାରୁ ନିର୍ବାଚନ ଲଢିବେ କ୍ୟାପଟେନ

ଚଣ୍ଡିଗଡ଼,୨୧ ।୧୧: ପଞ୍ଜାବରେ ଲାଗି ରହିଥିବା ରାଜନୈତିକ ଟଣାଭିଡା ଭିତରେ ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ପଟିଆଲାରୁ ୨୦୨୨ ବିଧାନସଭା ନିର୍ବାଚନ ଲଢିବେ ବୋଲି ଘୋଷଣା କରିଛନ୍ତି । କ୍ୟାପଟେନ ଅମରିନ୍ଦର ସିଂ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଟୁଇଟରରେ…

ଟିକାକରଣ ପ୍ରମାଣପତ୍ର ନ ଥିଲେ ରାଶନ ମନା…

ଆଲୀଗଡ଼,୨୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ରୋକିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଉତ୍ତରପ୍ରଦେଶ ଆଲୀଗଡ଼ ପ୍ରଶାସନ ପକ୍ଷରୁ ଅଭିନବ ନିର୍ଦ୍ଦେଶ ଲାଗୁ ହୋଇଛି। ରାଶନ ନେବାକୁ ଆସୁଥିବା ଲୋକଙ୍କୁ ଏବେ ଟିକାକରଣ ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ। ଟିକାକରଣ…

ଭୋପାଳ-ଇନ୍ଦୋରରେ କମିଶନରେଟ୍‌ ବ୍ୟବସ୍ଥା ଲାଗୁ ହେବ…

ଭୋପାଳ,୨୧।୧୧: ମଧ୍ୟପ୍ରଦେଶର ଦୁଇଟି ବଡ ମହାନଗର ଇନ୍ଦୋର ଏବଂ ଭୋପାଳରେ ପୋଲିସ କମିଶନର ବ୍ୟବସ୍ଥା ଲାଗୁ ହେବ। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ରବିବାର ଏହି ଘୋଷଣା କରିଛନ୍ତି। ଏହି ଘୋଷଣା ସହିତ ଆଇପିଏସ ଅଧିକାରୀଙ୍କ ପୁରୁଣା ଦାବି ପୂରଣ ହୋଇଛି।…

ବିବାହ କରିବାକୁ ମନା କରିବାରୁ ଯୁବକଙ୍କ ମୁହଁରେ ଏସିଡ୍‌ ପକାଇଲେ ବିବାହିତା ମହିଳା…

ଥିରୁଭାନନ୍ତପୁରମ୍‌,୨୧।୧୧: କେରଳର ଇଡୁକ୍କି ଜିଲାର ଜଣେ ମହିଳାଙ୍କ ବିବାହ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଥିବାରୁ ଜଣେ ଯୁବକଙ୍କୁ ଏସିଡରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଥିରୁଭାନନ୍ତପୁରମ ମେଡିକାଲ କଲେଜରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ମହିଳା ଜଣକ ଦୁଇ…

ପାଇଲଟ ଖୁସି: କହିଲେ କଂଗ୍ରେସ ଏବେ ଏକଜୁଟ…

ଜୟପୁର,୨୧।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ କ୍ୟାବିନେଟରେ ବହୁ ପ୍ରତୀକ୍ଷିତ ଅଦଳବଦଳ ହେବ। ଏହା ଅନ୍ତର୍ଗତ ୧୫ ଜଣ ବିଧାୟକ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ରବିବାର ଅପରାହ୍ନ ୪ଟାରେ ଏହି ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ । ଯେଉଁଥିରେ…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୪୮୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…

ଚାଇନା ଉପରେ ନଜର, ନୌସେନାରେ ସାମିଲ ହେବ ଆଇଏନ୍‌ଏସ୍ ବିଶାଖାପାଟନମ୍ 

ମୁମ୍ବାଇ,୨୧ ।୧୧: ବଢିବ ନୌସେନାର ଶକ୍ତି । ରବିବାର ନୌସେନାରେ ସାମିଲ ହେବ ଆଇଏନ୍‌ଏସ୍ ବିଶାଖାପାଟନମ୍ । ଏହି ଯୁଦ୍ଧପୋତର ଲମ୍ବ ୧୩୬ ମିଟର, ଚଉଡା ୧୭ ମିଟର ଥିବା ବେଳେ ଏହାର ଓଜନ ରହିଛି ୭୪୦୦ଟନ । ଏହା ଘଣ୍ଟାକୁ…

ମୋଦିଙ୍କ ବିବାଦୀୟ ନୀତି

ନୂଆଦିଲ୍ଲୀ, ୨୧।୧୧: ୨୦୧୪ ଏବଂ ୨୦୧୯ ସାଧାରଣ ନିର୍ବାଚନରେ ବିପୁଳ ଜନାଦେଶ ପାଇ କ୍ଷମତାକୁ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇତିମଧ୍ୟରେ ଅନେକ ବିବାଦୀୟ ନୀତି କାର୍ଯ୍ୟକାରୀ କରିବା ସହ କେତେକକୁ ପ୍ରତ୍ୟାହାର କରିବାକୁ ବାଧ୍ୟ ହୋଇଛନ୍ତି। ୩ କୃଷି ଆଇନ…

ରାଜସ୍ଥାନ ମନ୍ତ୍ରିମଣ୍ଡଳର ପୁର୍ନଗଠନ ଆଜି, ୫ ବିଧାୟକଙ୍କ ସମେତ ୧୫ ମନ୍ତ୍ରୀ ନେବେ ଶପଥ

ଜୟପୁର,୨୧ ।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରବିବାର ତାଙ୍କ ମନ୍ତ୍ରିମଣ୍ଡଳର ପୁର୍ନଗଠନ କରିବାକୁ ଯାଉଛନ୍ତି । ରବିବାର ହେବାକୁ ଥିବା ଶପଥ ଗ୍ରହଣ ସମାରୋହରେ ମୋଟ ୧୫ ନେତାଙ୍କୁ ମନ୍ତ୍ରୀ ପଦର ଶପଥ ଦିଆଯିବ । ନୂଆ ମନ୍ତ୍ରୀଙ୍କ ଶପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?