ସେନାକୁ ଦ୍ୱିତୀୟ ଲହର ସମ୍ଭାଳିବା ଦାୟିତ୍ୱ…
ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। କରୋନା ମହାମାରୀ ଅଣାୟତ୍ତ ହେଉଥିବାରୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସେନାର ସହାୟତା ଲୋଡ଼ିଛନ୍ତି। ଏନେଇ ସେ ସେନାମୁଖ୍ୟ ଏମ୍ ଏମ୍. ନରାଓ୍ବଣେଙ୍କ ସହିତ ଆଲୋଚନା କରିଛନ୍ତି। ଏହା ସହିତ...
ଆଇସିଏସ୍ଇ ଦଶମ ବୋର୍ଡ ପରୀକ୍ଷା ରଦ୍ଦ…
ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଇସିଏସ୍ଇ ପକ୍ଷରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ଅପରପକ୍ଷରେ ନୂଆ ନିର୍ଦ୍ଦେଶ ପର୍ଯ୍ୟନ୍ତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖା ଯାଇଛି। ଏନେଇ ଆଇସିଏସ୍ଇ ବୋର୍ଡ ପକ୍ଷରୁ ନିଷ୍ପତ୍ତି ଗ୍ରହଣ...
ବିପଦ ପୁଣି ଘନେଇଲା: ଆଉ ନାହିଁ ନିସ୍ତାର…
ନୂଆଦିଲ୍ଲୀ,୨୦।୪: ଦେଶରେ କରୋନା ସଂକ୍ରମଣ ବେଲଗାମ୍ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ସଙ୍କଟ ବଢୁଛି। କରୋନା ସଂକ୍ରମଣ ଗତ ଥରର ସମସ୍ତ ରେକର୍ଡ ଭାଙ୍ଗି ଚାଲିିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା...
ପାର୍ଲାମେଣ୍ଟର ସ୍ବତନ୍ତ୍ର ଅଧିବେଶନ ଡକାଯାଉ: ସଞ୍ଜୟ ରାଉତ
ମୁମ୍ବାଇ, ୨୦।୪: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ବଢ଼ିଚାଲିଛି। କୋଭିଡ୍ ସ୍ଥିତି ଉପରେ ଆଲୋଚନା ଲାଗି କେନ୍ଦ୍ର ସରକାର ପାର୍ଲାମେଣ୍ଟର ଦୁଇଦିନିଆ ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଶିବସେନା ନେତା ସଞ୍ଜୟ ରାଉତ୍ ସୋମବାର ଦାବି କରିଛନ୍ତି। ଏନେଇ...
ଭୂତାଣୁ କବଳରେ ସ୍ବାସ୍ଥ୍ୟକର୍ମୀ
ଲକ୍ଷ୍ନୌ, ୨୦ା୪: କରୋନା ସହ ଲଢ଼େଇରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଯୋଦ୍ଧା ହୋଇଥିଲେ ହେଁ ସେମାନେ ମଧ୍ୟ ଭୂତାଣୁ କବଳରୁ ବାଦ୍ ପଡ଼ିନାହାନ୍ତି। ଆକ୍ରାନ୍ତଙ୍କୁ ଚିକିତ୍ସା ଯୋଗାଉଥିବା ଡାକ୍ତର, ହସ୍ପିଟାଲ ଷ୍ଟାଫ୍, ନର୍ସ, ଟେକ୍ନିସିଆନ, ଓ୍ବାର୍ଡ ବଏଙ୍କ ସମେତ ଅନେକ...
କରୋନାରେ ବିଚାରପତିଙ୍କ ମୃତ୍ୟୁ
ନୂଆଦିଲ୍ଲୀ, ୨୦ା୪: କରୋନାରେ ସଂକ୍ରମିତ ହୋଇଥିବା ଦିଲ୍ଲୀର ଜଣେ ଜିଲା ଜଜ୍ କୋବଇ ବେଣୁଗୋପାଳ(୪୭)ଙ୍କ ସୋମବାର ଏକ ସରକାର ହସ୍ପିଟାଲରେ ମୃତ୍ୟୁ ଘଟିଛି। ସପ୍ତାହେ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିବା ବେଣୁଗୋପାଳଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ହେବାରୁ ରବିବାର ତାଙ୍କୁ ଆଇସିୟୁରେ...
ଦ୍ୱିତୀୟ ଲହରରେ ବୟସ୍କ ଅଧିକ ଅସୁରକ୍ଷିତ
ନୂଆଦିଲ୍ଲୀ, ୨୦।୪(ପି.ଟି.): କରୋନାର ପ୍ରଥମ ଲହର ଭଳି ଦ୍ୱିତୀୟ ଲହର ମଧ୍ୟ ବୟସ୍କଙ୍କ ପାଇଁ ଅଧିକ ବିପଜ୍ଜନକ ସାବ୍ୟସ୍ତ ହୋଇଛି। କାରଣ ୭୦ ପ୍ରତିଶତରୁ ଉର୍ଦ୍ଧ୍ୱ କୋଭିଡ୍ ରୋଗୀଙ୍କ ବୟସ ୪୦ ବର୍ଷରୁ ଅଧିକ ବୋଲି ଜଣାପଡ଼ିଥିବା ସ୍ବାସ୍ଥ୍ୟ ବିଶେଷଜ୍ଞ...
ୟୁପିର ୫ ସହରରେ ହାଇକୋର୍ଟଙ୍କ ଲକ୍ଡାଉନ ନିର୍ଦ୍ଦେଶ ; ମାନିବାକୁ ମନା କଲେ ରାଜ୍ୟ ସରକାର
ଲକ୍ଷ୍ନୌ,୧୯।୪ : ଦୈନିକ ସଂକ୍ରମଣକୁ ଦୃଷ୍ଟିରେ ରଖି ଉତ୍ତର ପ୍ରଦେଶର ୫ଟି ସହରରେ ସୋମବାର ରାତିରୁ ୨୬ ତାରିଖ ପର୍ଯ୍ୟନ୍ତ ଲକ୍ଡାଉନ ଜାରି କରିବାକୁ ନିର୍ଦ୍ଦେଶ ଦେଇଥିଲେ ଆଲାହାବାଦ୍ ହାଇକୋର୍ଟ। ରାଜଧାନୀ ଲକ୍ଷ୍ନୌ ସମେତ ପ୍ରୟାଗରାଜ, ବାରଣାସୀ, କାନପୁର ଓ...
ପ୍ରବାସୀଙ୍କୁ ହାତ ଯୋଡ଼ିଲେ କେଜରିଓ୍ବାଲ
ନୂଆଦିଲ୍ଲୀ,୧୯।୪ : ଦିଲ୍ଲୀରେ ୬ ଦିନିଆ ଲକ୍ଡାଉନ ଘୋଷଣା ହେବା ପରେ ହଜାର ହଜାର ସଂଖ୍ୟାରେ ପ୍ରବାସୀ ଶ୍ରମିକମାନେ ଘରକୁ ଫେରିବା ପାଇଁ ଆନନ୍ଦ ବିହାର ଆଇଏସ୍ବିଟିଠାରେ ଏକତ୍ରିତ ହୋଇଛନ୍ତି। ସେମାନଙ୍କୁ ଦିଲ୍ଲୀ ନ ଛାଡ଼ିବା ପାଇଁ ହାତ ଯୋଡ଼ି...
‘ ଭାକ୍ସିନ ନୁହେଁ, କରୋନା ଉପରେ ମଦ କାମ ଦେବ ’
ନୂଆଦିଲ୍ଲୀ,୧୯।୪ : ଭାକ୍ସିନ ଦ୍ୱାରା କିଛି ହେବ ନାହିଁ। ମଦ ହିଁ ସାହାଯ୍ୟ କରିବ। ଦିଲ୍ଲୀରେ ୬ ଦିନିଆ ଲକ୍ଡାଉନ ଘୋଷଣା ହେବା ପରେ ଶିବପୁରୀ ଅଞ୍ଚଳରୁ ମଦ କିଣୁଥିବା ଜଣେ ମହିଳା ଏଭଳି ମନ୍ତବ୍ୟ ଦେଇଛନ୍ତି। ମୁଁ ଗତ...
ମେ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକା
ନୂଆଦିଲ୍ଲୀ୧୯।୪: କେନ୍ଦ୍ର ସରକାର ମେ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକା ଦେବା ନେଇ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫାର୍ମା କମ୍ପାନୀଙ୍କ ସହ ବୈଠକ ପରେ ସୋମବାର ଏହି ନିଷ୍ପତ୍ତି ନେଇଛନ୍ତି। ଟିକାକରଣ ନେଇ ୩ଟି ରଣନୀତି...
ଔଷଧ ଦୋକାନରେ ମିଳିବ କରୋନା ଟିକା
ନୂଆଦିଲ୍ଲୀ୧୯।୪: କେନ୍ଦ୍ର ସରକାର ଟିକା ନେଇ ସୋମବାର ବଡ ଘୋଷଣା କରିଛନ୍ତି। ମେ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକା ଦିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫାର୍ମା କମ୍ପାନୀଙ୍କ ସହ ବୈଠକ ପରେ ଏହି ନିଷ୍ପତ୍ତି ନେଇଛନ୍ତି। ଟିକାକରଣ ନେଇ...
Archives


