ଜାତୀୟ

ଫାବ୍‌ଇଣ୍ଡିଆର ବିଜ୍ଞାପନକୁ ନେଇ ବିବାଦ

ନୂଆଦିଲ୍ଲୀ, ୧୮ା୧୦: ପୋଷାକ, ଘର ସାଜସଜ୍ଜା ଏବଂ ଲାଇଫଷ୍ଟାଇଲ ଉତ୍ପାଦ କମ୍ପାନୀ ଫାବ୍‌ଇଣ୍ଡିଆ ପାର୍ବଣ ଋତୁ ଉପଲକ୍ଷେ ପ୍ରସ୍ତୁତ କରିଥିବା ଏକ ବିଜ୍ଞାପନକୁ ନେଇ ବିବାଦ ସୃଷ୍ଟି ହୋଇଛି। ନୂଆ ଦୀପାବଳି କଲେକ୍ସନକୁ ନେଇ ଫାବ୍‌ଇଣ୍ଡିଆ ‘ଜଶ୍ନ-ଇ-ରିଓ୍ବାଜ୍‌’ ନାମରେ କରିଥିବା ଏକ…

କଶ୍ମୀରରେ ବଡ଼ ଧରଣର ଇନ୍‌ଭେଷ୍ଟ କରିବ ଦୁବାଇ

ନୂଆଦିଲ୍ଲୀ,୧୮।୧୦: ଜମ୍ମୁ-କଶ୍ମୀରରେ ଭିତ୍ତିଭୂମି ନିର୍ମାଣ ପାଇଁ ନୂଆଦିଲ୍ଲୀ ସହ ଚୁକ୍ତି କରିଛି ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)। ଏହି କେନ୍ଦ୍ର ଶାସିତ ଅଞ୍ଚଳରେ ବର୍ତ୍ତମାନ ହିଂସା ବୃଦ୍ଧି ପାଉଥିବା ବେଳେ ସୋମବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ବଡ଼ ଘୋଷଣା କରାଯାଇଛି।…

କୋର୍ଟ ଭିତରେ ଓକିଲଙ୍କୁ ହତ୍ୟା

ଶାହଜାନପୁର, ୧୮।୧୦: ଉତ୍ତରପ୍ରଦେଶର ଶହଜାନପୁର ଜିଲା କୋର୍ଟ ଭିତରେ ସୋମବାର ଜଣେ ଆଇନଜୀବୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। କେତେକ ମାମଲା ସମ୍ପର୍କରେ ବୁଝିବା ପାଇଁ ଜଲାଲାବାଦ ତହସିଲ୍‌ର ଆଇନଜୀବୀ ଭୂପେନ୍ଦ୍ର ସିଂ (୩୮) ଜିଲା କୋର୍ଟର ତୃତୀୟ ମହଲାରେ ଥିବା ଏସିଜେଏମ୍‌-ଆଇ…

ରାମ ରହିମ୍‌ଙ୍କୁ ଆଜୀବନ ଜେଲ୍‌

ନୂଆଦିଲ୍ଲୀ,୧୮।୧୦: ରଣଜିତ ସିଂ ହତ୍ୟା ମାମଲାରେ ସୋମବାର ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ ଡେରାମୁଖୀ ରାମ ରହିମଙ୍କ ସମେତ ୫ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ରାମ ରହୀମଙ୍କ ଉପରେ ୩୧ ଲକ୍ଷ…

‘ଆତଙ୍କବାଦୀଙ୍କ ଅଣ୍ଟା ଭାଙ୍ଗିବା ଜରୁରୀ’

ଶ୍ରୀନଗର,୧୮।୧୦: କଶ୍ମୀରରେ ଚାଲିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ମେଘାଳୟର ରାଜ୍ୟପାଳ ସତ୍ୟ ପାଲ ମଲିକ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ, ମୁଁ ଜମ୍ମୁ କଶ୍ମୀରର ରାଜ୍ୟପାଳ ଭାବରେ କାର୍ଯ୍ୟ କରିବା ସମୟରେ ଶ୍ରୀନଗରର ୫୦-୧୦୦ କିଲୋମିଟର ସୀମାରେ…

ଆସାମରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର, ହାଇ ଆଲର୍ଟ ଜାରି…

ଶ୍ରୀନଗର,୧୮।୧୦: ଆସାମରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାକିସ୍ତାନ ଗୁପ୍ତଚର ସଂସ୍ଥା ଆଇଏସ୍‌ଆଇ ନିର୍ଦ୍ଦେଶରେ ଆତଙ୍କବାଦୀ ସଂଗଠନ ଅଲ୍‌-କାଇଦା ପକ୍ଷରୁ ଏନେଇ ଷଡ଼ଯନ୍ତ୍ର ରଚାଯାଇଛି। ଆର୍‌ଏସ୍‌ଏସ୍‌ କ୍ୟାଡର ଏବଂ ସେନା…

ଆଉ ଫେରିବୁନି କଶ୍ମୀର, ପ୍ରବାସୀ ଶ୍ରମିକଙ୍କ ଘର ବାହୁଡ଼ା କୋହ…

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଟାର୍ଗେଟ୍‌ କିଲିଂ ଯୋଗୁ ପ୍ରବାସୀ ଶ୍ରମିକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ସେମାନେ ଏବେ ଘର ମୁହାଁ ହୋଇଛନ୍ତି। ଘରକୁ ଫେରିବା ଲାଗି ଷ୍ଟେଶନରେ ପ୍ରବାସୀ ଶ୍ରମିକଙ୍କ ଭିଡ଼ ବଢ଼ିବାରେ ଲାଗିଛି। ସେମାନେ ଆଉ କଶ୍ମୀର ନ…

ପୋଲିସ ମୁଣ୍ଡରେ ଅଠା, ହିଂସା ପାଇଁ ଦାୟୀ କଲେ ମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସା ମାମଲାରେ ପୋଲିସ ମୁଣ୍ଡରେ ଅଠା ବୋଳିଛନ୍ତି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରା। ସେ କହିଛନ୍ତି ଟିକୁନିଆ ଗାଁରେ ଘଟିଥିବା ହିଂସା ଲାଗି ସ୍ଥାନୀୟ ପୋଲିସ ଦାୟୀ। ସେ କହିଛନ୍ତି ଶ୍ରମିକ ଶ୍ୟାମ ସୁନ୍ଦର ନିଶାଦ…

ଚାଇନା ଉପରେ ବି ହେଉ ସର୍ଜିକାଲ୍‌ ଷ୍ଟ୍ରାଇକ୍‌…

ମୁମ୍ବାଇ,୧୮।୧୦: ଜମ୍ମୁ-କଶ୍ମୀରର ସ୍ଥିତି ନେଇ ଶିବସେନା ପକ୍ଷରୁ ଚିନ୍ତା ବ୍ୟକ୍ତ କରାଯାଇଛି। ଏନେଇ ସୋମବାର ସଞ୍ଜୟ ରାଉତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଜବାବ ମାଗିଛନ୍ତି। ଏହା ସହିତ ସଞ୍ଜୟ କହିଛନ୍ତି ଯେ, ସ୍ଥିତି…

ଆମକୁ ୧୫ ଦିନ ସମୟ ଦିଅ, କଶ୍ମୀର ସ୍ଥିତି କରିଦେବୁ ଠିକ୍‌…

ପାଟନା,୧୮।୧୦: ଜମ୍ମୁ-କଶ୍ମୀରରେ ରବିବାର ୨ ଜଣ ବିହାର ଶ୍ରମିକଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି। ଏହାକୁ ନେଇ ରାଜ୍ୟରେ ଲୋକଙ୍କ ମଧ୍ୟରେ ଆକ୍ରୋଶ ବୃଦ୍ଦି ପାଇବାରେ ଲାଗିଛି। ଏହି ମର୍ମରେ ପୂର୍ବ ମୁଖ୍ୟମନ୍ତ୍ରୀ ଜୀତନ ରାମ୍‌ ମାଂଝି ଜମ୍ମୁ-କଶ୍ମୀରରୁ ଆତଙ୍କବାଦୀଙ୍କୁ…

ଟାର୍ଗେଟ କିଲିଂ, ୧୫ ଦିନରେ ୧୧ ଜଣଙ୍କୁ ହତ୍ୟା କଲେଣି ଆତଙ୍କବାଦୀ…

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ପକ୍ଷରୁ ଟାର୍ଗେଟ୍‌ କିଲିଂ ଜାରି ରହିଛି। ଚଳିତ ମାସରେ ଗତ ୧୫ ଦିନ ମଧ୍ୟରେ ଆତଙ୍କବାଦୀମାନେ ୧୧ ଜଣ ସାଧାରଣ ଲୋକଙ୍କୁ ହତ୍ୟା କଲେଣି। ରବିବାର କୁଲଗାମ୍‌ରେ ବିହାରରୁ ଆସି ଶ୍ରମିକ ଭାବେ କାମ କରୁଥିବା ୨…

ଲଖିମପୁର ଖେରି ହିଂସା, ଚାଷୀ ସଂଗଠନ ପକ୍ଷରୁ ୬ ଘଣ୍ଟିଆ ରେଳ ରୋକୋ…

ନୂଆଦିଲ୍ଲୀ,୧୮।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସାକୁ ବିରୋଧ କରି ଚାଷୀ ସଂଗଠନ ପକ୍ଷରୁ ସୋମବାର ଦେଶବ୍ୟାପୀ ୬ ଘଣ୍ଟିଆ ରେଳ ରୋକୋ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟାଠାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri