ଔଷଧ ଦୋକାନରେ ମିଳିବ କରୋନା ଟିକା
ନୂଆଦିଲ୍ଲୀ୧୯।୪: କେନ୍ଦ୍ର ସରକାର ଟିକା ନେଇ ସୋମବାର ବଡ ଘୋଷଣା କରିଛନ୍ତି। ମେ ୧ରୁ ୧୮ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକା ଦିଆଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫାର୍ମା କମ୍ପାନୀଙ୍କ ସହ ବୈଠକ ପରେ ଏହି ନିଷ୍ପତ୍ତି ନେଇଛନ୍ତି। ଟିକାକରଣ ନେଇ...
ଲକ୍ଡାଉନ ପୂର୍ବରୁ ମଦ କାଉଣ୍ଟର ଆଗରେ ଲମ୍ବା ଧାଡ଼ି
ନୂଆଦିଲ୍ଲୀ,୧୯।୪ : ଦିଲ୍ଲୀରେ ସୋମବାର ରାତି ୧୦ଟାରୁ ଆରମ୍ଭ ହେବାକୁ ଯାଉଛି ୬ ଦିନିିଆ ଲକ୍ଡାଉନ। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଘୋଷଣା ପରେ ଦେଶର ରାଜଧାନୀ ବିଭିନ୍ନ ଲିକର ଶପରେ ଦେଖିବାକୁ ମିଳିଛି ଗ୍ରାହକଙ୍କ ଲମ୍ବା ଲାଇନ୍। ଖାନ ମାର୍କେଟରେ...
ଟିକା ନେବା ପରେ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନଙ୍କୁ କରୋନା
ନୂଆଦିଲ୍ଲୀ,୧୯।୪ : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ କୋଭିଡ୍ ରିପୋର୍ଟ ପଜିଟିଭ ଆସିଛି। ତାଙ୍କୁ ଦିଲ୍ଲୀ ଏମ୍ସର ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଛି। ଜ୍ୱରରେ ପୀଡ଼ିତ ଥିବାରୁ ଏହି ଭେଟେରାନ କଂଗ୍ରେସ ନେତାଙ୍କ କୋଭିଡ୍ ଟେଷ୍ଟ କରାଯାଇଥିଲା। ରିପୋର୍ଟ ପଜିଟିଭ...
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନଙ୍କ ଚିଠିର ଉତ୍ତର ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ୧୯।୪: କରୋନା ମୁକାବିଳା ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଥିଲେ। ଏଥିରେ ଟିକାକରଣ ଅଭିଯାନକୁ ଜୋରଦାର କରିବା ସହିତ ଅନ୍ୟ କମ୍ପାନୀ ଦ୍ୱାରା ପ୍ରସ୍ତୁତ ଟିକାକୁ ବ୍ୟବହାର ପାଇଁ ସରକାର ଅନୁମତି...
ବୋରିସ୍ଙ୍କ ଭାରତ ଗସ୍ତ ବାତିଲ…
ନୂଆଦିଲ୍ଲୀ,୧୯।୪: ବ୍ରିଟେନ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ୍ଙ୍କ ଭାରତ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରାଯାଇଛି। ଭାରତରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ବୋରିସ୍ଙ୍କ ୨୫ ଏପ୍ରିଲ୍ରେ ଭାରତ ଗସ୍ତରେ ଆସିଥାନ୍ତେ। ତେବେ ଚଳିତ...
ଶୌଚାଳୟ-ସାଧାରଣ ବସ୍ ସେବାକୁ ସାବଧାନ…
ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦିନକୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ହାଇଦାବ୍ରାଦ୍ର ସେଣ୍ଟର ଫର୍ ସେଲୁଲାର ଆଣ୍ଡ୍ ମଲିକ୍ୟୁଲାର ବାୟୋଲୋଜିର ୧୭ ଜଣ ବୈଜ୍ଞାନିକଙ୍କ ଦ୍ୱାରା ହୋଇଥିବା...
ଅସହ୍ୟ ଗରମ ଯୋଗୁ ଶୀଘ୍ର ବ୍ୟାପୁଛି କରୋନା: ଭାରତୀୟ ବୈଜ୍ଞାନିକଙ୍କ ଚାଞ୍ଚଲ୍ୟକର ତଥ୍ୟ…
ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦିନକୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଖରା ଦିନରେ ହେଉଥିବା ଅସହ୍ୟ ଗରମ ଯୋଗୁ କରୋନା ଭୁତାଣୁ ସଂକ୍ରମଣ ଶୀଘ୍ର ବ୍ୟାପୁଥିବା ୧୭...
ମୁଁ ମାସ୍କ ପିନ୍ଧିବିନି, ଦରକାର ପଡ଼ିଲେ ରାସ୍ତା ମଝିରେ ଦେବି ଚୁମ୍ବନ; ପୋଲିସ ନେଲା ଏମିତି ପଦକ୍ଷେପ
ନୂଆଦିଲ୍ଲୀ,୧୯।୪: କୋଭିଡ ନିୟମ ଉଲ୍ଲଂଘନ କରିବା ଏବଂ ଓ୍ବିକେଣ୍ଡ କର୍ଫ୍ୟୁ ନ ମାନି ଦିଲ୍ଲୀର ଏକ ଦମ୍ପତି ଫସିଛନ୍ତି। ଦିଲ୍ଲୀ ପୋଲିସ ଦମ୍ପତି ପଙ୍କଜ ଦତ୍ତା ଏବଂ ଆଭାଙ୍କ ନାମରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଏଫ୍ଆଇଆର ଦାଖଲ...
ବୟଫ୍ରେଣ୍ଡଙ୍କୁ ଭେଟିବା ପାଇଁ ମୁମ୍ବାଇରୁ ଝାଡଖଣ୍ଡ ଆସିଲେ ଗର୍ଲଫ୍ରେଣ୍ଡ, ଆଉ ତା’ପରେ ଘଟିଲା ଏମିତି
ରାଞ୍ଚି,୧୯।୪: କୁହାଯାଏ ପ୍ରେମ ଅନ୍ଧ। ପ୍ରେମ ମାନେନା ବାଧା ବନ୍ଧନ। ଖାସ୍ ଏଥିପାଇଁ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ଭେଟିବା ପାଇଁ ମୁମ୍ବାଇରୁ ଝାଡଖଣ୍ଡ ଚାଲିଆସିଥିଲେ। କିନ୍ତୁ ପ୍ରେମିକ ଖୁସି ହେବା ପରିବର୍ତ୍ତେ ତାଙ୍କୁ ଚାପୁଡା ମାରିବା ସହ ତଳେ...
ତାଣ୍ଡବ ରଚିବ ପ୍ରତିବର୍ଷ: ଏହି ଦୁଇ ମାସରେ ହେବ ବେଲଗାମ…
ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେବେ ପ୍ରତିବର୍ଷ କରୋନା ସଂକ୍ରମଣର ନୂଆ ନୂଆ ଲହର ଏଭଳି ତାଣ୍ଡବ ରଚିବ ବୋଲି ଗବେଷକ...
ଏବେ ଧରିଲା ଭୟଙ୍କର ରୂପ…
ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଏପ୍ରିଲ୍ ୧୧ରୁ ୧୮ ମଧ୍ୟରେ ଗତ...
ମହାରାଷ୍ଟ୍ରରେ କରୋନା ସ୍ଥିତି ସଙ୍ଗିନ: ପ୍ରତି ୩ ମିନିଟ୍ରେ ଯାଉଛି ଜଣେ ବ୍ୟକ୍ତିଙ୍କ ଜୀବନ
ମୁମ୍ବାଇ,୧୯।୪ ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨.୭୩ ଲକ୍ଷ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଦେଶର ପ୍ରାୟ ସମସ୍ତ ରାଜ୍ୟ କରୋନା ଦ୍ୱାରା ପ୍ରଭାବିତ ହୋଇଥିଲେ ମଧ୍ୟ ମହାରାଷ୍ଟ୍ରରେ...
Archives


