ସାଉଥ୍ ସୁପରଷ୍ଟାର ପବନ କଲ୍ୟାଣଙ୍କୁ କରୋନା
ମୁମ୍ବାଇ: ଦେଶରେ କରୋନାର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ସ୍ଥିତି ଏଭଳି ହୋଇଯାଇଛି ଯେ, ପ୍ରତିଦିନ ଲକ୍ଷାଧିକ ସଂଖ୍ୟାରେ କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଏହା କବଳରୁ ଫିଲ୍ମ ଇଣ୍ଡଷ୍ଟ୍ରି ମଧ୍ୟ ବର୍ତ୍ତି ପାରିନାହିଁ। ବର୍ତ୍ତମାନ ପର୍ଯ୍ୟନ୍ତ...
କରୋନା ସମୟରେ ଚାଲିଗଲା ମହିଳାଙ୍କ ଚାକିରି, ଖୋଲିଲେ ଢାବା; ଏଠାରେ ୩୦ ଟଙ୍କାରେ ମିଳୁଛି ନାନା ବ୍ୟଞ୍ଜନ
ଲକ୍ଷ୍ନୌ,୧୭।୪: କରୋନା ମହାମାରୀ ଯୋଗୁ ଦେଶରେ ବହୁ ଲୋକ ବେରୋଜଗାର ହୋଇଛନ୍ତି। ପରିବାର ପ୍ରତିପୋଷଣ କରିବା ଅନେକଙ୍କ କ୍ଷେତ୍ରରେ କଷ୍ଟକର ହୋଇପଡୁଛି। ଯେଉଁ ଲୋକମାନଙ୍କର ଚାକିରି ଚାଲିଯାଇଛି ସେମାନେ ଜୀବନ ଜୀବିକାକୁ ନେଇ ସଂଘର୍ଷ ଜାରି ରଖିଛନ୍ତି। ସୋସିଆଲ ମିଡିଆରେ...
୩୧୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା…
କୋଲକାତା,୧୭।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ଶନିବାର ଭୋଟିଂ ଜାରି ରହିଛି। ୬ଟି ଜିଲାର ୪୫ଟି ବିଧାନସଭା ଆସ ପାଇଁ ମତଦାନ କରାଯାଉଛି। ୩୧୯ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷାର ଫଳାଫଳ ଆସନ୍ତା ମେ ୨ରେ ପ୍ରକାଶ ପାଇବ। ପଞ୍ଚମ...
ଲାଲୁଙ୍କୁ ଜାମିନ
ପାଟନା,୧୭।୪: ଚାରା ଦୁର୍ନୀତି ମାମଲାରେ ଦଣ୍ଡ ଭୋଗୁଥିବା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ଶନିବାର ଝାଡ଼ଖଣ୍ଡ ହାଇକୋର୍ଟ ଲାଲୁଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୩.୧୩ କୋଟି ଟଙ୍କାର ଚାରା ଦୁର୍ନୀତିି ମାମଲାର...
କରୋନା ସଙ୍କଟ ମଧ୍ୟରେ ମୋଦିଙ୍କ ସହ କଥା ହେଲେ ଉଦ୍ଧବ: ମାଗିଲେ ୧୫୦୦ ଏମ୍ଟି ଅକ୍ସିଜେନ୍
ମୁମ୍ବାଇ,୧୭।୪: କରୋନା ଭାଇରସ୍ ସଂକ୍ରମଣ ଯୋଗୁ ଦେଶର ସ୍ଥିତି ବିଗିଡ଼ିବାରେ ଲାଗିଛି। ଏହାର ସବୁଠାରୁ ଅଧିକ ପ୍ରଭାବ ମହାରାଷ୍ଟ୍ରରେ ପଡ଼ିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୬୩,୭୨୯ ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ୩୯୮ଜଣଙ୍କ ମୃତ୍ୟୁ ଘଟିଛି।...
କୁମାରସ୍ବାମୀ କରୋନା ପଜିଟିଭ୍
ବେଙ୍ଗାଲୁରୁ,୧୭।୪: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍.ଡି. କୁମାରସ୍ବାମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏନେଇ ସେ ଶନିବାର ଟୁଇଟ୍ କରି ସୂଚନା ଦେଇଛନ୍ତି। ତାଙ୍କ ସମ୍ପର୍କରେ ଆସିଥିବା ଲୋକେ ନିଜର ନମୁନା ପରୀକ୍ଷା କରାଇ ନେବାକୁ ସେ...
ଭୟଙ୍କର ସ୍ଥିତି ଆସିବ ଜୁନ୍ରେ: ଦିନକୁ ମୃତ୍ୟୁ ସଂଖ୍ୟା ୨୫୦୦ ଛୁଇଁବା ଆଶଙ୍କା…
ନୂଆଦିଲ୍ଲୀ,୧୭।୪: କରୋନା ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ଆଗକୁ ଭାରତରେ ସ୍ଥିତି ଅଧିକ ସଙ୍କଟ ଜନକ ହେବ ବୋଲି ଲାସେଣ୍ଟ୍ ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ଜୁନ୍ ବେଳକୁ ପ୍ରତିଦିନ କରୋନା...
ଏସବୁ ଖାଇଲେ ହେବନି କରୋନା…
ନୂଆଦିଲ୍ଲୀ,୧୭।୪: କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ତେବେ ଏଥିରୁ ଦୂରେଇ ରହିବା ପାଇଁ ନିଜର ନିତିଦିନିଆ ଜୀବନ ଶୈଳୀରେ କେତେକ ଖାଦ୍ୟାଭ୍ୟାସକୁ ସାମିଲ କଲେ ସୁଫଳ ମିଳିଥାଏ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି। ଖାଦ୍ୟରେ ଅନପ୍ରୋସେସ୍ଡ...
ଚାରିଆଡେ ଜଳନ୍ତା ଜୁଇ…
ଭୋପାଳ,୧୭।୪: କରୋନା ସଂକ୍ରମଣ ନେଇ ମଧ୍ୟପ୍ରଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ପ୍ରତିଦିନ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଶ୍ମଶାନରେ ଲମ୍ବା ଲାଇନ୍ ଲଗାଇବାକୁ ପଡୁଛି। ସେଥିପାଇଁ ପୂର୍ବରୁ ୪୦ରୁ ଅଧିକ ଚିତାକୁ ପ୍ରସ୍ତୁତ...
ୟୁନିଭରସିଟିରେ କୋଭିଡ୍ ଓ୍ବାର୍ଡ…
ଲକ୍ଷ୍ନୌ,୧୭।୪: କରୋନା ସଂକ୍ରମଣ ନେଇ ଉତ୍ତରପ୍ରଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏଠାରେ ହସ୍ପିଟାଲରେ ବେଡ୍ର ଅଭାବ ଦେଖାଦେଇଛି। ଏପରିସ୍ଥଳେ ରାଜ୍ୟ ସରକାର ଆହ୍ଲାବାଦ ୟୁନିଭରସିଟିକୁ କୋଭିଡ୍ ଓ୍ବାର୍ଡ ପରିଣତ କରିବାକୁ ଯାଉନ୍ତି। ଇତିମଧ୍ୟରେ ରାଜ୍ୟସରକାରଙ୍କ ନିଷ୍ପତ୍ତି କ୍ରମେ ବିଶ୍ୱବିଦ୍ୟାଳୟର ହଷ୍ଟେଲକୁ...
ଏଭଳି ହେଉଛି କି, ଶୀଘ୍ର ପିଲାଙ୍କୁ ନିଅନ୍ତୁ ହସ୍ପିଟାଲ…
ନୂଆଦିଲ୍ଲୀ,୧୭।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ନୂଆ ଷ୍ଟ୍ରେନ୍ର ନୂଆ ଲକ୍ଷଣ ଏବଂ ୩ ଗୁଣା ଅଧିକ ବେଗରେ ସଂକ୍ରମଣ ହେଉଥିବା ନେଇ ବିଶେଷଜ୍ଞ ବେଶ୍ ଚିନ୍ତାରେ ପଡ଼ିଛନ୍ତି। ନୂଆ ଷ୍ଟ୍ରେନ୍ ଟାର୍ଗେଟରେ...
ପୁଣି ମାଡ଼ି ଆସିଲା ବିପଦ: ସାବଧାନ ନ ହେଲେ ଯିବ ଜୀବନ…
ନୂଆଦିଲ୍ଲୀ,୧୭।୪: ଦେଶରେ କରୋନାର ସଂକ୍ରମଣ ବେଲଗାମ୍ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟ କୋକୁଆ ଭୟ ସୃଷ୍ଟି ହୋଇଛି। ପୁଣି କରୋନା ବିପଦ ମାଡ଼ି ଆସୁଥିବାବେଳେ ସାବଧାନ ନ ହେଲେ ଜୀବନ ପ୍ରତି ସଙ୍କଟ...
Archives


