ଜାତୀୟ

‘ଯାହାକୁ ଭାରତରେ ଡର ଲାଗୁଛି, ସେମାନେ ଆଫଗାନିସ୍ତାନ ପଳାନ୍ତୁ’

ନୂଆଦିଲ୍ଲୀ,୧୮।୮:ଆଫଗାନିସ୍ତାନକୁ ନିଜ କବ୍‌ଜାକୁ ନେଇଛି ତାଲିବାନ। କିନ୍ତୁ ଏବେ ଭାରତରେ ଏହାକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇ ଯାଇଛି। ପ୍ରଥମେ ସମାଜବାଦୀ ପାର୍ଟି ଏମ୍‌ପି ଡାଃ. ସଫିକୁରହମାନ ବର୍କ ତାଲିବାନଙ୍କୁ ସମର୍ଥନ କରି ମନ୍ତବ୍ୟ ଦେବା ପରେ ବିବାଦ ଆରମ୍ଭ…

ଆଗକୁ କିଭଳି ହେବ ଭାରତ-ଆଫଗାନିସ୍ତାନ ସମ୍ପର୍କ…

ନୂଆଦିଲ୍ଲୀ,୧୮।୮: ଆଫଗାନିସ୍ତାନରେ ତାଲିବାନ କ୍ଷମତା ଦଖଲ କରିବା ପରେ ଚାଇନା, ରୁଷିଆ, ପାକିସ୍ତାନ ଆଦି କେତେକ ଦେଶ ନିଜର ମନୋଭାବ ସ୍ପଷ୍ଟ କରିଛନ୍ତି। ଅନ୍ତର୍ଜାତୀୟ ସମ୍ପର୍କକୁ ନେଇ ଭାରତ ମଧ୍ୟ ସ୍ଥିତି ଉପରେ ନଜର ରଖିଛି। ଭାରତ କେଉଁ ନିଷ୍ପତ୍ତି ନେବ…

ବିହାରରୁ କେରଳ ପର୍ଯ୍ୟନ୍ତ ୩୩୦୬ କିଲୋମିଟର ସାଇକେଲ ଚଳାଇ ଏହି ବାର୍ତ୍ତା ଦେଲେ ଛାତ୍ରୀ

ପାଟଣା,୧୮ା୮: ବିହାରର ନାଳନ୍ଦାରେ ରହୁଥିବା ଅପର୍ଣ୍ଣା ସିହ୍ନା ନାମକ ଜଣେ ଛାତ୍ରୀ ଏମିତି କାମ କରିଛନ୍ତି, ଯାହାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି। ଅପର୍ଣ୍ଣା ‘ଗ୍ରୀନ୍‌ ଇଣ୍ଡିଆ’ ପରିବେଶ ସୁରକ୍ଷାର ବାର୍ତ୍ତା ନେଇ ବିହାରରୁ କେରଳ ପର୍ଯ୍ୟନ୍ତ ସାଇକେଲ ଯାତ୍ରା ପୂରଣ…

ଏନ୍‌ଡିଏ ପରୀକ୍ଷା ଦେଇପାରିବେ ଛାତ୍ରୀ..

ନୂଆଦିଲ୍ଲୀ,୧୮।୮: ନ୍ୟାଶନାଲ ଡିଫେନ୍ସ୍‌ ଏକାଡେମୀ(ଏନ୍‌ଡିଏ) ପରୀକ୍ଷା ଛାତ୍ରୀମାନେ ଦେଇପାରିବେ। ଏନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହା ଦ୍ୱାରା ଚଳିତ ବର୍ଷ ସେପ୍ଟେମ୍ବର ୫ରେ ହେବାକୁ ଥିବା ଏନଡିଏ ପରୀକ୍ଷା ବିଜ୍ଞାନ ଛାତ୍ରୀ ମାନେ ଦେଇପାରିବେ। ପରେ ଏନଡିଏରେ ଆଡମିଶନ…

ଜନ୍ମଦିନରେ ମା’ଙ୍କୁ ଏପରି ସର୍‌ପ୍ରାଇଜ୍‌ ଗିଫ୍ଟ ଦେଲେ ପୁଅ

ମୁମ୍ବାଇ,୧୮ା୮: ଠାଣେ ଜିଲା ଉଲ୍ଲାସନଗରରେ ଆଜିର ଯୁଗର ଶ୍ରବଣ କୁମାରଙ୍କୁ ଦେଖିବାକୁ ମିଳିଛି। ଜଣେ ପୁଅ ମା’ଙ୍କ ଜନ୍ମଦିନରେ ତାଙ୍କର ଇଚ୍ଛା ପୂରଣ କରିଛନ୍ତି। ସେ ତାଙ୍କ ମା’ଙ୍କ ୫୦ ତମ ଜନ୍ମଦିବସରେ ଏକ ସରପ୍ରାଇଜ୍‌ ଗିଫ୍ଟ ଦେଇ ପ୍ରଥମଥର ହେଲିକପ୍ଟରରେ…

ଶଶି ଥରୁର୍‌ଙ୍କୁ ଆଶ୍ୱସ୍ତି, ସୁନନ୍ଦା ପୁଷ୍କର ମାମଲାରୁ ଖଲାସ…

ନୂଆଦିଲ୍ଲୀ,୧୮।୮: ସୁନନ୍ଦା ପୁଷ୍କରଙ୍କ ମୃତ୍ୟୁ ମାମଲାରେ କଂଗ୍ରେସ ସାଂସଦ ଶଶି ଥରୁରଙ୍କୁ ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ତାଙ୍କୁ ସୁନନ୍ଦା ପୁଷ୍କରଙ୍କ ମୃତ୍ୟୁ ମାମଲାରେ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଦିଲ୍ଲୀ ପୋଲିସ ଧାରା ୪୯୮-ଏ ଏବଂ ୩୦୬ ଅନୁଯାୟୀ…

ପୁଣି ମହଙ୍ଗା ମାଡ: ବଢିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧୮।୮: ପୁଣି ରୋଷେଇ ଗ୍ୟାସ ମୂଲ୍ୟ ବୃଦ୍ଧି ପାଇଛି। ସରକାରୀ ତୈଳ କମ୍ପାନୀଗୁଡିକ ସିଲିଣ୍ଡର ପିଛା ମୂଲ୍ୟ ୨୫ ଟଙ୍କା ବୃଦ୍ଧି କରିଛନ୍ତି। ଜୁଲାଇ ମାସରେ ତୈଳ କମ୍ପାନୀଗୁଡିକ ସିଲିଣ୍ଡର ପିଛା ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟ ୨୫.୫୦ ବୃଦ୍ଧି କରିବାକୁ…

ଆଇଭିଏଫ୍‌ ଶିଶୁ ଉପରେ କେବଳ ମା’ଙ୍କର ଅଧିକାର, ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

କୋଚି,୧୮।୮: କେରଳ ହାଇକୋର୍ଟରେ ଆଇଭିଏଫ୍‌ ଦ୍ୱାରା ଜନ୍ମ ହୋଇଥିବା ଶିଶୁ ମାମଲାର ଶୁଣାଣି ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରାଯାଇଛି। ହାଇକୋର୍ଟ କହିଛନ୍ତି ଯେ ଆଇଭିଏଫ୍‌ ମାଧ୍ୟମରେ ଜନ୍ମ ହୋଇଥିବା ଶିଶୁ ଉପରେ କେବଳ ମା’ଙ୍କର ହିଁ ଅଧିକାର ରହିବ।…

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୮।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ୫ ମାସ ପରେ ସର୍ବନିମ୍ନ ହୋଇ ୩୦ ହଜାର ତଳେ ରହିବା ପୁଣି…

୨୦୨୭ରେ ଦେଶକୁ ମିଳିପାରନ୍ତି ପ୍ରଥମ ମହିଳା ପ୍ରଧାନ ବିଚାରପତି…

ନୂଆଦିଲ୍ଲୀ,୧୮।୮: ସୁପ୍ରିମକୋର୍ଟରେ ବିଚାରପତିଙ୍କ ୯ ଟି ଖାଲି ପଦବୀରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ମଙ୍ଗଳବାର ଦିନ ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କଲେଜିୟମର ବୈଠକ ପରେ ବିଚାରପତିଙ୍କ ନିଯୁକ୍ତି ପାଇଁ ସୁପାରିଶ କେନ୍ଦ୍ରକୁ ପଠାଯାଇଛି। ତାଲିକାରେ ୩…

ଆଫଗାନିସ୍ତାନରେ ଅଟକି ରହିଛନ୍ତି ୧୬୫୦ ଭାରତୀୟ, ଏୟାର ଲିଫ୍ଟ ପାଇଁ ଯୋଜନା…

ନୂଆଦିଲ୍ଲୀ,୧୮।୮: ଆଫଗାନିସ୍ତାନରେ ତାଲିବାନ ଶାସନ ଆରମ୍ଭ ପରଠାରୁ, ସେଠାରେ ଅଟକି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ନେଇ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏପର୍ଯ୍ୟନ୍ତ ଭାରତୀୟ ଦୂତାବାସର ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମୀଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି। ତେବେ…

‘କେନ୍ଦ୍ର ସତ୍ୟପାଠ ସନ୍ତୋଷଜନକ ନୁହେଁ’

ନୂଆଦିଲ୍ଲୀ, ୧୮ା୮: ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ପେଗାସସ୍‌ ଗୁପ୍ତଚରଗିରି ଅଭିଯୋଗର ତଦନ୍ତ କରାଯିବା ପାଇଁ ଦାଖଲ ପିଟିଶନ ଆଧାରରେ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି ସର୍ବୋଚ୍ଚ ଅଦାଲତ। ୧୦ ଦିନ ମଧ୍ୟରେ ଏହାର ଉତ୍ତର ରଖିବାକୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri