ଜାତୀୟ

ବଞ୍ଚିଥିବା ଶିକ୍ଷକଙ୍କୁ ଡକାଗଲା ତାଙ୍କ ମୃତ୍ୟୁ ସାର୍ଟିଫିକେଟ ପାଇଁ

ଠାଣେ,୨।୭: ମୃତ୍ୟୁ ପ୍ରମାଣପତ୍ର ପ୍ରସ୍ତୁତ ଥିବା ଜଣାଇବା ପାଇଁ ଠାଣେର ମ୍ୟୁନିସିପାଲ କର୍ପୋରେଶନ ଅଫିସରୁ ଜଣେ ୫୫ ବର୍ଷୀୟ ଶିକ୍ଷକଙ୍କୁ ଆସିଥିଲା ଫୋନ କଲ୍‌। ଶିକ୍ଷକ ଜଣଙ୍କ ଯୁକ୍ତିରେ ଦର୍ଶାଇଥିଲେ ସେ ବଞ୍ଚିଛନ୍ତି। କିନ୍ତୁ କିଛି ଲାଭ ମିଳି ନ ଥିଲା।…

ବଢୁଛି ଡେଲ୍ଟା ପ୍ଲସ ଭାରିଏଣ୍ଟ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨ ।୭: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଥରହର କରୁଥିବା ବେଳେ ଦିନକୁ ଦିନ ଏହାର ନୂଆ ଭାରିଏଣ୍ଟ ବିଶ୍ୱବାସୀଙ୍କ ନିଦ ହଜାଇ ସାରିଲାଣି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ହୋଇଥିବା ଖବରଦାତା ସମ୍ମିଳନୀରେ ନିତି ଆୟୋଗର…

ପଶ୍ଚିମବଙ୍ଗ ରାଜନୀତି ସରଗରମ: ମୋଦିଙ୍କୁ ଚିଠି ଲେଖିଲେ ଟିଏମ୍‌ସି ଏମ୍‌ପି

କୋଲକାତା,୨ ।୭: ପଶ୍ଚିମବଙ୍ଗ ବିଧାନସଭାର ବିରୋଧିଦଳ ନେତା ଶୁଭେନ୍ଦୁ ଅଧିକାରୀ ସଲିସିଟର ଜେନରାଲ ତୁଷାର ମେହେଟ୍ଟାଙ୍କୁ ସାକ୍ଷାତ୍ କରିବା ପରେ ଏବେ ସେଠାରେ ରାଜନୀତି ହୋଇଛି ସରଗରମ । ଏହାକୁ ନେଇ ତ୍ରୁଣମୂଳ କଂଗ୍ରେସ (ଟିଏମ୍‌ସି)ଏମ୍‌ପି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି…

ସୁସ୍ଥ ହେଉଛନ୍ତି ଟ୍ରାଜେଡି କିଙ୍ଗ

ମୁମ୍ବାଇ,୨ ।୭: ବଲିଉଡ୍ ଟ୍ରାଜେଡି କିଙ୍ଗ ଦିଲିପ କୁମାର ବୟସାଧିକ୍ୟ ରୋଗ ଯୋଗୁ କିଛି ଦିନ ତଳେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହେଲେ ଏବେ ସେ ପୂର୍ବାପେକ୍ଷା ସୁସ୍ଥ ଥିବା ଜଣାପଡିଛି । ଦିଲିପଙ୍କ ନିକଟତର ବନ୍ଧୁ ଫୈଜଲ ଫାରୁକି…

ବଜେଟ ଅଧିବେଶନ ଆରମ୍ଭରୁ ବିଧାୟକଙ୍କ ହଟ୍ଟଗୋଳ, ରାଜ୍ୟପାଳ ପଢିପାରିଲେନି ଅଭିଭାଷଣ

କୋଲକାତା,୨ ।୭: ପଶ୍ଚିମବଙ୍ଗ ନିର୍ବାଚନ ପରେ ଶୁକ୍ରବାର ପ୍ରଥମ କରି ବିଧାନସଭା ଅଧିବେଶନ ଆରମ୍ଭ ହୋଇଥିଲା । ହେଲେ ଆରମ୍ଭରୁ ବିଧାୟକଙ୍କ ବିରୋଧ ଫଳରେ ଗୃହକୁ ୱାର୍କ ଆଉଟ୍ କରି ଦିଆଯାଇଥିଲା । ରାଜ୍ୟପାଳ ଜଗଦୀପ ଧନଖଡ ତାଙ୍କର ଅଭିଭାଷଣ ଆରମ୍ଭ…

ବଢ଼ୁଛି ସୁସ୍ଥ ସଂଖ୍ୟା, ହ୍ରାସ ପାଉଛି ସକ୍ରିୟ ମାମଲା: ସ୍ବାସ୍ଥ୍ୟମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨।୭: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହରରେ ଦୈନିକ ସଂକ୍ରମଣ ମାମଲା ହ୍ରାସ ପାଇବାରେ ଲାଗିଛି। ଏପ୍ରିଲ ଓ ମେ’ରେ ଦେଶରେ କରୋନା ଆତଙ୍କ ଖେଳାଇବା ପରେ ଏବେ ସ୍ଥିତି ନିୟନ୍ତ୍ରଣକୁ ଆସୁଛି। କରୋନା ପିକ୍‌ରେ ରହିବା ପରେ ଏବେ ସକ୍ରିୟ…

ପୁଲଓ୍ବାମା ଏନ୍‌କାଉଣ୍ଟର: ଜଣେ ଯବାନ ଶହୀଦ, ୪ ଆତଙ୍କବାଦୀ ନିହତ

ଶ୍ରୀନଗର,୨।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀ ଟଳିପଡ଼ିଥିବା ବେଳେ ଜଣେ ଯବାନ ଶହୀଦ ହୋଇଛନ୍ତି। ସୂଚନାଯୋଗ୍ୟ, ପୁଲଓ୍ବାମା ଜିଲା ରାଜପୁରାର ହାଜିନ ଗାଁରେ ଜୈଶ-ଇ-ମହମ୍ମଦର ଜଣେ କମାଣ୍ଡର ଓ କିଛି…

ଖୋଲିବ ମଲ୍ଟିପ୍ଲେକ୍ସ୍‌, ଜିମ୍‌

ଲକ୍ଷ୍ନୌ,୨।୭: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ରାଜ୍ୟରେ ଲଗାତର ଦୈନିକ ସଂକ୍ରମଣ ହ୍ରାସ ଘଟୁଛି। ଏଥିପାଇଁ ରାଜ୍ୟ ସରକାର ଉତ୍ତରପ୍ରଦେଶରେ ଜାରି ରହିଥିବା କଟକଣାକୁ ଏବେ କୋହଳ କରିବାକୁ ବିଚାର କରିଛନ୍ତି। ଏହିକ୍ରମରେ…

ଦିଲ୍ଲୀରେ କମୁଛି କରୋନା ଦୈନିକ ସଂକ୍ରମଣ: ହେଲେ ଦେଶର ଏହି ଅଞ୍ଚଳ ବଢ଼ାଉଛି ଚିନ୍ତା

ନୂଆଦିଲ୍ଲୀ,୨।୭: ରାଜଧାନୀ ଦିଲ୍ଲୀରୁ ଏବେ ଆଶ୍ୱସ୍ତିକର ଖବର ମିଳୁଛି। ବର୍ତ୍ତମାନ ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରୁ ବି କମ୍‌ ରହୁଛି। ଫଳରେ ଦିଲ୍ଲୀବାସୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ଦିଲ୍ଲୀରେ…

ମମତାଙ୍କୁ ଝଟ୍‌କା

କୋଲକତା,୨।୭: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କୁ ଏକ ଝଟ୍‌କା ଲାଗିଛି। କଲିକତା ହାଇକୋର୍ଟ ନିର୍ବାଚନ ପରେ ହିଂସା ସମ୍ପର୍କରେ ଏକ ନିର୍ଦ୍ଦେଶ ଜାରି କରି କହିଛନ୍ତି ଯେ ହିଂସା ପୀଡିତଙ୍କ ସମସ୍ତ ଅଭିଯୋଗକୁ ରାଜ୍ୟ ପୋଲିସ ଗ୍ରହଣ କରିବା ସହ ସେମାନଙ୍କୁ…

ଜେଲ୍‌ରୁ ମୁକୁଳିଲେ ଓମ ପ୍ରକାଶ

ନୂଆଦିଲ୍ଲୀ,୨ ।୭: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଇଣ୍ଡିଆନ ନ୍ୟାଶନାଲ ଲୋକଦଳର ଅଧ୍ୟକ୍ଷ ଓମ ପ୍ରକାଶ ଚୌତାଲା ଏକ ଘୋଟାଲା ମାମଲାରେ ସଜା କାଟୁଥିବା ବେଳେ ଏହା ପୂରଣ ହେବା ପରେ ଶୁକ୍ରବାର ସେ ତିହାର ଜେଲରୁ ମୁକୁଳିଛନ୍ତି । ଦିଲ୍ଲୀ-ହରିୟାଣା…

ରାହୁଲ ଗାନ୍ଧୀ କହିଲେ, ଜୁଲାଇ ମାସ ଆସିଲା..ଟିକା ନାହିଁ: ଜବାବରେ ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ କଡ଼ା ପ୍ରତିକ୍ରିୟା

ନୂଆଦିଲ୍ଲୀ,୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ କରୋନା ଟିକାକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ପୁଣି ବର୍ଷିଛନ୍ତି। ଶୁକ୍ରବାର ଟୁଇଟ୍‌ କରି ସେ କହିଛନ୍ତି ଜୁଲାଇ ମାସ ଆସିଯାଇଛି, କିନ୍ତୁ ଟିକା ଆସି ନାହିଁ। ରାହୁଲଙ୍କ ଏହି ଟୁଇଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri