ପ୍ରତି ଲିଟର ପିଛା ୨ଟଙ୍କା ବଢ଼ିଲା ଅମୁଲ ଦୁଗ୍ଧର ଦାମ୍
ନୂଆଦିଲ୍ଲୀ,୩୦।୬: କରୋନା କାଳରେ ମହଙ୍ଗା ମାଡ଼ ଜନତାଙ୍କୁ ଚିନ୍ତାରେ ପକାଇଦେଇଛି। ଦେଶରେ ଖାଦ୍ୟ ସାମଗ୍ରୀଠାରୁ ଆରମ୍ଭ କରି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଯାହାଫଳରେ ଏହା ସିଧାସଳଖ ଜନସାଧାରଣଙ୍କ ପକେଟ ଓ ରୋଷେଇ ଉପରେ ପ୍ରଭାବ ପକାଇଛି। ଇତିମଧ୍ୟରେ…
କୁଲଗାମରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
କୁଲଗାମ,୩୦।୬: ଜମ୍ମୁ-କଶ୍ମୀର କୁଲଗାମ ଜିଲାର ଚିମର ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍କାଉଣ୍ଟରରେ ୨ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏଥିସହ ସମସ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି। ସୂଚନାଯୋଗ୍ୟ, ଚିମର ଅଞ୍ଚଳରେ କିଛି…
ଦିଲ୍ଲୀପ କୁମାର ପୁଣି ଆଇସିୟୁରେ ଭର୍ତ୍ତି
ମୁମ୍ବାଇ,୩୦।୬: ବଲିଉଡ୍ର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୯୮ବର୍ଷୀୟ ଅଭିନେତାଙ୍କୁ ପୁଣିଥରେ ମୁମ୍ବାଇ ଉପନଗର ଖାର ସ୍ଥିତ ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ହସ୍ପିଟାଲର…
ପୁରୁଷଙ୍କ ତୁଳନାରେ କମ୍ ମହିଳା ନେଉଛନ୍ତି ଟିକା
ନୂଆଦିଲ୍ଲୀ,୩୦।୬: ଭାରତରେ କରୋନା ବିରୋଧ ଲଢ଼େଇରେ ମୁଖ୍ୟ ଅସ୍ତ୍ର ଭାବେ ଥିବା ଟିକାକରଣ ଅଭିଯାନ ଜାନୁଆରୀ ୧୬ରୁ ଆରମ୍ଭ ହୋଇଛି। କିନ୍ତୁ ଜୁନ ୨୧ରୁ ଏହି ଅଭିଯାନକୁ ତ୍ୱରାନ୍ବିତ କରାଯାଇଛି। ଜୁନ ୧୨ରୁ ଜୁନ ୨୯ମଧ୍ୟରେ କାନାଡାର ମୋଟ ଜନସଂଖ୍ୟା ଅପେକ୍ଷା…
ଗାଜିପୁର ସୀମାରେ ଭାଜପା କର୍ମକର୍ତ୍ତା-କୃଷକ ମୁହାଁମୁହିଁ
ଗାଜିଆବାଦ,୩୦।୬: ଦିଲ୍ଲୀର ଗାଜିପୁର ସୀମାରେ ଭାଜପା କର୍ମକର୍ତ୍ତା ଓ କୃଷକ ମୁହାଁମୁହିଁ। କେନ୍ଦ୍ରରେ ମୋଦି ସରକାରଙ୍କ ୩ଟି କୃଷି ଆଇନ ବିଲ୍ ବିରୋଧରେ ଦିଲ୍ଲୀ ସୀମାରେ ଆନ୍ଦୋଳନ କରୁଥିବା କୃଷକ ଓ ଭାଜପା କର୍ମକର୍ତ୍ତାଙ୍କ ମଧ୍ୟରେ ବୁଧବାର ହଙ୍ଗାମା ହୋଇଥିବା ଜଣାପଡ଼ିଛି।…
୩୧ ଜୁଲାଇ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଉଡ଼ାଣ ବନ୍ଦ…
ନୂଆଦିଲ୍ଲୀ,୩୦।୬: ଦେଶରେ ଜାରି ରହିଥିବା କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୩୧ ଜୁଲାଇ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ଉଡ଼ାଣ ବନ୍ଦ କରିବାକୁୂ ଘୋଷଣା କରିଛନ୍ତି। ପୂର୍ବରୁ ଜୁନ୍ ୩୦ ପର୍ଯ୍ୟନ୍ତ ସମସ୍ତ ଅନ୍ତର୍ଜାତୀୟ ଉଡ଼ାଣକୁ ବନ୍ଦ କରାଯିବା ଲାଗି…
ଗୁଗଲ-ଫେସ୍ବୁକ-ମାଇକ୍ରୋସଫ୍ଟର ତ୍ରୁଟି ବାହାର କରି ଆୟ କଲେ ୪୪ଲକ୍ଷ
ନୂଆଦିଲ୍ଲୀ,୩୦।୬: ପୁଣିଥରେ ଜଣେ ଭାରତୀୟ ନିଜ ଦକ୍ଷତା ଯୋଗୁ ଦେଶର ନାଁ କରିପାରିଛନ୍ତି। ମାଇକ୍ରୋସଫ୍ଟରୁ ୨୨ଲକ୍ଷ ଟଙ୍କା ଆୟ କରି ଚର୍ଚ୍ଚାରେ ରହିଥିବା ୨୦ବର୍ଷୀୟ ଅଦିତି ସିଂହ ପୁଣି ଥରେ ଦେଶର ନାଁ କରିଛନ୍ତି। ଚଳିତ ଥର ଗୁଗଲ ଓ ଫେସ୍ବୁକ…
ହଠାତ୍ ଗାଁର ଭୂମି ଫାଟି ହେଲା ଦୁଇ ଫାଳ, ଆଉ ତା’ ପରେ…
ଭୋପାଳ,୩୦ା୬: ମଧ୍ୟପ୍ରଦେଶର ଭିଡ ଜିଲାର ଏକ ଗାଁରେ ହଠାତ୍ ଭୂମି ଫାଟି ୨ ଫାଳ ହୋଇଗଲା। ପ୍ରାୟ ୧ ଫୁଟ ଚଉଡ଼ା ଏବଂ ୨୦୦ ମିଟର ଲମ୍ବର ଭୂମି ଫାଟି ଆଁ କରିଛି। ଏହାପରେ ଗ୍ରାମବାସୀ ଭୂମି ଫାଟିବାର କାରଣ ଜାଣିବା…
କରୋନା ରୋଗୀଙ୍କ ନିକଟରେ ରେକ୍ଟାଲ୍ ବ୍ଲିଡିଂ ଭୟ
ନୂଆଦିଲ୍ଲୀ,୩୦।୬: ବ୍ଲାକ୍ ଫଙ୍ଗସ୍ ପରେ ଏବେ କରୋନା ରୋଗୀଙ୍କ ନିକଟରେ ସାଂଘାତିକ ରେକ୍ଟାଲ ବ୍ଲିଡିଂ ବିପଦ ବଢ଼ିବାରେ ଲାଗିଛି। ଗତ କିଛି ଦିନରୁ ରାଜଧାନୀ ଦିଲ୍ଲୀର ୨ଟି ହସ୍ପିଟାଲରେ ଏଭଳି ୫ଟି ମାମଲା ସାମ୍ନାକୁ ଆସିଥିବା ବେଳେ ଏଥିରେ ଜଣଙ୍କର ମୃତ୍ୟୁ…
କେତେ ଟଙ୍କା କ୍ଷତି ପୂରଣ ଦିଆଯିବ ନିଶ୍ଚିତ କରନ୍ତୁ ସରକାର, ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ..
ନୂଆଦିଲ୍ଲୀ,୩୦।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିବା ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପାମୂଳକ ଆର୍ଥିକ ସହାୟତା ଯୋଗାଇ ଦେବା ନେଇ ସୁପ୍ରିମ୍କୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି। ତେବେ ଅନୁକମ୍ପାମୂଳକ ଆର୍ଥିକ ସହାୟତା କେତେ ଟଙ୍କା ଦିଆଯିବ…
ହୃଦ୍ଘାତରେ ରାଜ୍ କୌଶଲଙ୍କ ପରଲୋକ …
ମୁମ୍ବାଇ,୩୦।୬:ବଲିଉଡ୍ ଅଭିନେତ୍ରୀ ମନ୍ଦିରା ବେଦୀଙ୍କ ସ୍ବାମୀ ରାଜ୍ କୌଶଲଙ୍କର ହୃଦ୍ଘାତରେ ପରଲୋକ ଘଟିିଛି। ବୁଧବାର ଭୋର୍ ୪ଟା ୩୦ରେ ଘରେ ରାଜ୍ଙ୍କୁ ହୃଦ୍ଘାତ ହୋଇଥିଲା। କୌଣସି ମେଡ଼ିକାଲ ସହାୟତା ନେବା ପୂର୍ବରୁ ସେ ଆଖି ବୁଜିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୪୯…
ସେଣ୍ଟ୍ରାଲ ଭିଷ୍ଟା: ଏତେ ବିବାଦ କାହିଁକି
ନୂଆଦିଲ୍ଲୀ,୩୦ା୬: ନୂଆଦିଲ୍ଲୀର ସର୍ବାଧିକ ସୁରକ୍ଷା ବଳୟରେ ଥିବା ରାଇସିନା ହିଲ୍ରେ ନିର୍ମାଣାଧୀନ ସେଣ୍ଟ୍ରାଲ ଭିଷ୍ଟା ରିଡେଭେଲପ୍ମେଣ୍ଟ ପ୍ରୋଜେକ୍ଟ କିଛିଦିନ ହେଲା ବେଶ୍ ଚର୍ଚ୍ଚା ସାଉଣ୍ଟୁଛି। ବ୍ରିଟିଶ ଶାସନ ଅମଳରେ ସାର୍ ଏଡ୍ୱିନ୍ ଲୁଟିଏନ୍ସ ଏବଂ ସାର୍ ହର୍ବର୍ଟ ବର୍କର ଡିଜାଇନ କରିଥିବା…
Archives


