ଜାତୀୟ

ଦ୍ୱାଦଶ ଶ୍ରେଣୀ ଛାତ୍ର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ, ଅନ୍‌ଲାଇନ୍‌ କ୍ଲାସ୍‌ ଯୋଗୁ ମାନସିକ ସ୍ଥିତି ଉପରେ ପଡୁଛି ବିପରୀତ ପ୍ରଭାବ…

ନୂଆଦିଲ୍ଲୀ,୧୪।୮: ଅନ୍‌ଲାଇନ୍‌ କ୍ଲାସ୍‌ ଯୋଗୁ ଛାତ୍ରୀଛାତ୍ରଙ୍କ ମାନସିକ ସ୍ଥିତି ଉପରେ ବିପରୀତ ପ୍ରଭାବ ପଡୁଛି। ସୁପ୍ରିମ୍‌କୋଟଙ୍କ ଦ୍ୱାରସ୍ଥ ହୋଇ ଏଭଳି ଏକ ଆବେଦନ ଦିଲ୍ଲୀର ଜଣେ ୧୭ ବର୍ଷ ବୟସ୍କ ଦ୍ୱାଦଶ ଶ୍ରେଣୀ ଛାତ୍ର କରିଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ସ୍କୁଲ୍‌…

ସ୍ବାଧୀନତା ଦିବସର ଦିନକ ପୂର୍ବରୁ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌, ୪ ଜୈଶ୍‌ ଆତଙ୍କବାଦୀ ଗିରଫ…

ଶ୍ରୀନଗର,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କ ଏକ ବଡ଼ ଧରଣର ଆତଙ୍କବାଦୀ ଷଡଯନ୍ତ୍ର ପର୍ଦ୍ଦାଫାଶ୍‌ ହୋଇଛି। କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ୪ ଜଣ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସ୍ବାଧୀନତା ଦିବସରେ ମୋଟରସାଇକେଲରେ…

ଆର୍‌ଟିପିସିଆର୍ ନେଗେଟିଭ ରିପୋର୍ଟ ବିନା ପଞ୍ଜାବରେ ପ୍ରବେଶ ମନା

ଚଣ୍ଡିଗଡ଼,୧୪ ।୮: ବାହାର ରାଜ୍ୟରୁ ଏବେ ପଞ୍ଜାବ ଯାଉଥିବା ଲୋକଙ୍କ ପାଇଁ ବଡ ସୂଚନା । କରୋନାର ଦୁଇଟି ଯାକ ଟିକା ଅଥବା କରୋନା ଆର୍‌ଟିପିସିଆର୍ ନେଗେଟିଭ୍ ରିପୋର୍ଟ ଧରିଥିଲେ ଯାଇ ଜଣେ ବ୍ୟକ୍ତି ବାହାର ରାଜ୍ୟରୁ ପଞ୍ଜାବ ଭିତରକୁ ପ୍ରବେଶ…

୧,୩୮୦ ଯବାନଙ୍କୁ ଗ୍ୟାଲେଣ୍ଟ୍ରି ଆଓ୍ବାର୍ଡ…

ନୂଆଦିଲ୍ଲୀ,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସ ଅବସରରେ ୧.୩୮୦ ସାହସୀ ଯବାନଙ୍କୁ ଗ୍ୟାଲେଣ୍ଟ୍ରି ଆଓ୍ବାର୍ଡ ପ୍ରଦାନ କରାଯିବ। ୬୬୨ ଜଣ ପୋଲିସ କର୍ମଚାରୀଙ୍କୁ ଗ୍ୟାଲେଣ୍ଟ୍ରି ପାଇଁ ପୋଲିସ ପଦକ, ୬୨୮ ଜଣ କର୍ମଚାରୀଙ୍କୁ ରାଷ୍ଟ୍ରପତି ପଦକ ଏବଂ ୮୮ ଜଣ କର୍ମଚାରୀଙ୍କୁ…

ଆଉ ହୋଇ ପାରିବନି ଫେକ୍‌ ଭୋଟିଂ, ସରକାର ଆଣୁଛନ୍ତି ନୂଆ ବ୍ୟବସ୍ଥା…

ନୂଆଦିଲ୍ଲୀ,୧୪।୮: ଏଣିକି ଫେକ୍‌ ଭୋଟିଂ ଆଉ କରାଯାଇ ପାରିବ ନାହିଁ। ଖୁବ୍‌ ଶୀଘ୍ର ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ଏଥିପାଇଁ ସରକାରଙ୍କୁ କିଛି ଆଇନରେ ସଂଶୋଧନ କରିବାକୁ ପଡିବ। ଏହା ସହିତ, ଡାଟା ସୁରକ୍ଷା…

ଖୋଲିଲା ରାହୁଲ ଗାନ୍ଧୀଙ୍କ ଟୁଇଟର ଆକାଉଣ୍ଟ

ନୂଆଦିଲ୍ଲୀ,୧୪ ।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଟୁଇଟର ଆକାଉଣ୍ଟ ପୁଣିଥରେ ଆକ୍ଟିଭ ହୋଇଯାଇଛି । ପାଖାପାଖି ଏକ ସପ୍ତାହ ପରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷଙ୍କ ଆକାଉଣ୍ଟକୁ ଅନଲକ୍ କରାଯାଇଛି । ରାହୁଲଙ୍କ ସହ କଂଗ୍ରେସର ଅନ୍ୟ ବରିଷ୍ଠ ନେତାଙ୍କ ଟୁଇଟର…

ଲାଲ୍‌ କିଲ୍ଲା ପାଲଟିଲା ଅଭେଦ୍ୟ ଦୁର୍ଗ,୯ ଆଣ୍ଟି ଡ୍ରୋନ୍‌-୩୦୦ ସିସିଟିଭି-୫୦୦୦ ଯବାନ ମୁତୟନ…

ନୂଆଦିଲ୍ଲୀ,୧୪।୮: ଦେଶର ୭୫ତମ ସ୍ବାଧୀନତା ଦିବସକୁ ଦୃଷ୍ଟିରେ ରଖି ଦିଲ୍ଲୀର ଲାଲ୍‌ କିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କିଲ୍ଲାକୁ ଅଭେଦ୍ୟ ଦୁର୍ଗରେ ପରିଣତ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲ୍‌ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିବେ। ସମଗ୍ର ଦିଲ୍ଲୀ…

ମହାତ୍ମା ଗାନ୍ଧୀଙ୍କୁ ଆମେରିକା ଦେବ ସର୍ବୋଚ୍ଚ ନାଗରିକ ସମ୍ମାନ!

ନ୍ୟୁୟର୍କ/ନୂଆଦିଲ୍ଲୀ,୧୪ ।୮: ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଆମେରିକାର ସର୍ବୋଚ୍ଚ ନାଗରିକ ସମ୍ମାନ ଦିଆଯାଇପାରେ । ଏ ସମ୍ପର୍କରେ ଆମେରିକା ସଂସଦରେ ପୁଣିଥରେ ପ୍ରସ୍ତାବ ଦିଆଯାଇଛି । ଯାହାକୁ ନ୍ୟୁୟର୍କର ଜଣେ ସାଂସଦ ଦେଇଛନ୍ତି । ଶାନ୍ତି ଓ ଅହିଂସାକୁ ଅଗ୍ରାଧିକାର…

ଭୁଲି ହେବନି ଦେଶ ବିଭାଜନ ବ୍ୟଥା…

ନୂଆଦିଲ୍ଲୀ,୧୪।୮: ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଭାରତ-ପାକିସ୍ତାନ ବିଭାଜନ ବ୍ୟଥା ସମ୍ପର୍କରେ ବଖାଣିଛନ୍ତି। ସେ କହିଛନ୍ତି, ଦେଶର ବିଭାଜନର ଦୁଃଖଦ ସ୍ଥିତି କେବେ ବି ଭୁଲିପାରିବ ନାହିଁ। ଲକ୍ଷ…

୩ ମାସ ପର୍ଯ୍ୟନ୍ତ କୌଣସି ମହିଳା ଗର୍ଭଧାରଣ ନ କରିବାକୁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ, କାରଣ ଜାଣିଲେ…

ପୁଣେ,୧୪ା୮: ମହାରାଷ୍ଟ୍ରର ପୁଣେ ଜିଲାର ବେଲ୍‌ସର ଗାଁରେ କୌଣସି ମହିଳା ୩ ମାସ ପର୍ଯ୍ୟନ୍ତ ଗର୍ଭଧାରଣ ନ କରନ୍ତୁ ବୋଲି ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। କାରଣ ବେଲ୍‌ସରରେ ଜିକା ଭାଇରସର ପ୍ରଥମ ମାମଲା ସାମ୍ନାକୁ ଆସିବା ପରେ କେନ୍ଦ୍ର ସରକାର…

ତାଲିବାନ୍‌ର ଦୁଃସାହସ, ଭାରତକୁ ଦେଖାଇଲା ନାଲି ଆଖି…

ନୂଆଦିଲ୍ଲୀ,୧୪।୮: ଆଫଗାନିସ୍ତାନରେ ତାଲିବାନର ପ୍ରଭାବ ବୃଦ୍ଧି ପାଉଛି। ଆଫଗାନିସ୍ତାନର ଦ୍ୱିତୀୟ ବୃହତ୍ତମ ସହର କାନ୍ଧାହାର ଏବେ ତାଲିବାନ କବ୍‌ଜାରେ ରହିଛି। କାବୁଲ ସୀମାବର୍ତ୍ତୀ ଲେଗାରର ପ୍ରାଦେଶିକ ରାଜଧାନୀ ଫୁଲ-ଇ-ଆଲାମରେ ତାଲିବାନ ସଦସ୍ୟ ପ୍ରବେଶ କରିଛନ୍ତି। ଏହାଯୋଗୁ ସଂଗଠନ ଆଧିପତ୍ୟ ବୃଦ୍ଧି ପାଇବାରୁ…

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଜଣଙ୍କୁ ଏନ୍‌କାଉଣ୍ଟର, ଅନ୍ୟ ଜଣେ ଗିରଫ…

ଶ୍ରୀନଗର,୧୪।୮: ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ କୁଲଗାମ୍‌ ଜିଲାରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି ସେହିପରି କିସ୍ତଓ୍ବାର ଜିଲାରେ ଜଣେ ହିଜବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri