ଟିକା ନେଇଥିବା ୨.୬ ଲକ୍ଷ ସଂକ୍ରମିତ
ନୂଆଦିଲ୍ଲୀ, ୧୪।୮: ଦେଶରେ ବର୍ତ୍ତମାନ ସୁଦ୍ଧା ୫୩.୧୪ କୋଟି ଭାକ୍ସିନ ଡୋଜ୍ ଦିଆଗଲାଣି। ଟିକା ନେଇଥିବା ଲୋକଙ୍କ ମଧ୍ୟରୁ ୨.୬ ଲକ୍ଷ ପୁନର୍ବାର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ତେବେ ଏହି ସଂଖ୍ୟା ମୋଟ ଟିକାକରଣର ୦.୦୫ ପ୍ରତିଶତରୁ କମ୍ ବୋଲି…
‘ମତ ଦେବାର ଅଧିକାରରୁ ମୋତେ ବଞ୍ଚିତ କରିଛି ଟୁଇଟର’
ନୂଆଦିଲ୍ଲୀ,୧୩ା୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ମାଇକ୍ରୋବ୍ଲଗିଂ ସାଇଟ୍ ଟୁଇଟର ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ରାହୁଲ କହିଛନ୍ତି, ଟୁଇଟର ତାଙ୍କ ଆକାଉଣ୍ଟକୁ ବ୍ଳକ୍ କରି ଭାରତର ରାଜନୈତିକ ପ୍ରକ୍ରିୟାରେ ହସ୍ତକ୍ଷେପ କରୁଛି। ତାଙ୍କର ଲକ୍ଷ ଲକ୍ଷ ଫଲୋଅର୍ସଙ୍କୁ ମତାମତ…
ପେନସନ ପାଇଁ ଫ୍ରିଜରେ ଲୁଚାଇ ରଖିଥିଲେ ଜେଜେ ବାପା’ଙ୍କ ମୃତଦେହ
ହାଇଦ୍ରାବାଦ,୧୩।୮: ଜେଜେ ବାପା’ଙ୍କ ପେନସନ ଟଙ୍କାରେ ଚାଲୁଥିଲା ଘର। କିନ୍ତୁ କୌଣସି କାରଣରୁ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ଏହି ଖବର ସାମ୍ନାକୁ ଆସିଲେ ପେନସନ ଆଉ ମିଳିବ ନାହିଁ। ଏଥିଯୋଗୁ ଜେଜେ ବାପା’ଙ୍କ ମୃତଦେହକୁ ଏକ ଚାଦରରେ ଗୁଡ଼ାଇ ଲୁଚାଇ ରଖିଥିଲେ…
ନାଜାଲ ଭାକ୍ସିନର ଫାଇନାଲ ପରୀକ୍ଷାକୁ ମିଳିଲା ମଞ୍ଜୁରୀ
ହାଇଦ୍ରାବାଦ,୧୩।୮: ଭାରତ ବାୟୋଟେକ୍ ପ୍ରସ୍ତୁତ ପ୍ରଥମ ନାଜାଲ କୋଭିଡ୍ ଭାକ୍ସିନର ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷାକୁ ଶୁକ୍ରବାର ଅନୁମତି ମିଳିଛି। ପୂର୍ବରୁ ୧୮ରୁ ୬୦ ବର୍ଷ ବୟସ ବର୍ଗର ଲୋକଙ୍କଠାରେ ଏହାର ପ୍ରଥମ ପର୍ଯ୍ୟାୟ ପରୀକ୍ଷା ଶେଷ ହୋଇଛି।…
ମୁସଲିମ ବ୍ୟକ୍ତିଙ୍କୁ ନିର୍ଯାତନା: ଗିରଫର କିଛି ଘଣ୍ଟା ପରେ ମିଳିଲା ଜାମିନ
ଲକ୍ଷ୍ନୌ,୧୩।୮: ଉତ୍ତରପ୍ରଦେଶର କାନପୁରର ରାସ୍ତା ଉପରେ ୪୫ ବର୍ଷୀୟ ମୁସଲିମ ବ୍ୟକ୍ତିଙ୍କୁ ନିର୍ଯାତନା ଦେବା ଓ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରିବା ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଥିଲା। ଗିରଫ ହେବାର ୨୪ ଘଣ୍ଟା ନ ପୂରୁଣୁ ସେମାନଙ୍କୁ ଜାମିନରେ…
ଭୟ ସୃଷ୍ଟି କରୁଛି ତୃତୀୟ ଲହର: ୧୧ ଦିନରେ ୫୪୩ ଶିଶୁ କରୋନା ପଜିଟିଭ
ବେଙ୍ଗାଲୁରୁ,୧୩ ।୮: କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ଶିଶୁମାନେ କରୋନାରେ ଆକ୍ରାନ୍ତ ହେବା ଏବେ ଉଭୟ ଅଭିଭାବକ ଓ ପ୍ରଶାସନକୁ ଚିନ୍ତାରେ ପକାଇ ଦେଇଛି । ୧ରୁ ୧୧ ଅଗଷ୍ଟ ମଧ୍ୟରେ ୦-୧୮ ବର୍ଷ ବୟସ ମଧ୍ୟରେ ପ୍ରାୟ ୫୪୩ ଶିଶୁ ଓ…
ଟୁଇଟର ଇଣ୍ଡିଆର ମୁଖ୍ୟ ମନିଷ ମାହେଶ୍ୱରୀଙ୍କ ବଦଳି
ନୂଆଦିଲ୍ଲୀ,୧୩ ।୮: ଟୁଇଟର ଇଣ୍ଡିଆର ମୁଖ୍ୟ ମନିଷ ମାହେଶ୍ୱରୀଙ୍କୁ ଭାରତରୁ ବଦଳି କରି ମାଇକ୍ରୋ ବ୍ଲଗିଙ୍ଗ ସାଇଟ୍ ପୁଣିଥରେ ଆମେରିକା ଡାକିଛି । ତାଙ୍କ ବଦଳି ଏମିତି ସମୟରେ ହୋଇଛି ଯେତେବେଳେ କଂଗ୍ରେସ ଓ ଟୁଇଟର ମଧ୍ୟରେ ଟଣାଭିଡା ଚାଲିଛି ।…
ସ୍କୁଲ ଖୋଲୁ ଖୋଲୁ ୩୩ପିଲା କରୋନାରେ ଆକ୍ରାନ୍ତ
ଚଣ୍ଡିଗଡ଼,୧୩।୮: କରୋନା ମହାମାରୀର ଦ୍ୱିତୀୟ ଲହର ପ୍ରକୋପ ହ୍ରାସ ପାଇବା ପରେ ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ଅନେକ ରାଜ୍ୟରେ ବର୍ତ୍ତମାନ ସ୍କୁଲ ଖୋଲାଯାଇଛି। ତେବେ ସ୍କୁଲ ଖୋଲିବା ମାତ୍ରେ ଛୋଟ ପିଲାଙ୍କ ମଧ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କର୍ନାଟକ,…
କଂଗ୍ରେସକୁ ଝଟ୍କା: ଏଏପିରେ ସାମିଲ ହେଲେ ପ୍ରଦୀପ ଛାବ୍ରା
ଚଣ୍ଡିଗଡ଼,୧୩।୮: ସରକାର ବିରୋଧରେ ବିରୋଧୀଙ୍କୁ ଏକଜୁଟ କରିବାରେ ଲାଗିପଡ଼ିଥିବା କଂଗ୍ରେସକୁ ଏକ ବଡ଼ ଝଟ୍କା ଲାଗିଛି। ଚଣ୍ଡିଗଡ଼ କଂଗ୍ରେସର ପୂର୍ବତନ ରାଜ୍ୟ ସଭାପତି ପ୍ରଦୀପ ଛାବ୍ରା ଆମ ଆଦମୀ ପାର୍ଟି(ଏଏପି)ରେ ଯୋଗଦେଇଛନ୍ତି। ଶୁକ୍ରବାର ଦିଲ୍ଲୀ ସ୍ଥିତ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିିୱାଲଙ୍କ…
ପ୍ରଧାନମନ୍ତ୍ରୀଙ୍କୁ ତେଜସ୍ୱୀ ଯାଦବଙ୍କ ଖୋଲା ଚିଠି
ପାଟନା,୧୩ ।୮: ବିହାର ବିଧାନସଭାରେ ବିରୋଧିଦଳ ନେତା ତେଜସ୍ୱୀ ଯାଦବ ଜାତିଗତ ଜନଗଣନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ଖୋଲା ପତ୍ର ଲେଖିଛନ୍ତି । ଏଥିରେ ସେ ଏହାର ପୁର୍ନବିଚାର କରିବାକୁ ଉଲ୍ଲେଖ କରିଛନ୍ତି । ତେଜସ୍ୱୀ ଅଭିଯୋଗ…
ବିରୋଧୀଙ୍କୁ ଏକଜୁଟ କରିବା ପାଇଁ କଂଗ୍ରେସର ନୂଆ ଅଭିଯାନ: ଆସନ୍ତା ୨୦ରେ ବୈଠକ ଡକାଇଲେ ସୋନିଆ
ନୂଆଦିଲ୍ଲୀ,୧୩।୮: ଭାଜପା ସରକାର ବିରୋଧରେ ବିରୋଧୀ ଦଳ ଲଗାତର ଭାବେ ଏକଜୁଟ ହେଉଥିବାର ଦେଖିବାକୁ ମିଳିଛି। କିଛି ଦିନ ପୂର୍ବରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବିରୋଧୀ ଦଳକୁ ଏକଜୁଟ କରିବା ପାଇଁ ବିଭିନ୍ନ ଦଳକୁ ସକାଳ ଜଳଖିଆରେ ନିମନ୍ତ୍ରଣ କରିଥିଲେ।…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏକକ ବ୍ୟବହୃତ ପ୍ଲାଷ୍ଟିକ୍ ନିର୍ମାଣ, ବିକ୍ରି, ବ୍ୟବହାର ହେବ ବ୍ୟାନ୍
ନୂଆଦିଲ୍ଲୀ,୧୩।୮: ଏକକ ବ୍ୟବହୃତ ପ୍ଲାଷ୍ଟିକ ସାମଗ୍ରୀକୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପ୍ଲେଟ, କପ୍, ଷ୍ଟ୍ର, ଟ୍ରେ, ପଲିଷ୍ଟାଇନିନ୍ ଭଳି ଚିହ୍ନିତ ଏକକ ବ୍ୟବହାର ପ୍ଲାଷ୍ଟିକ ସାମଗ୍ରୀର ଉତ୍ପାଦନ, ବିକ୍ରୟ ଏବଂ ବ୍ୟବହାର ଉପରେ ୨୦୨୨ ଜୁଲାଇ…
Archives


