ଜାତୀୟ

ଭାଜପା ଏମ୍‌ପିଙ୍କୁ ଧମକ: ଟଙ୍କା ନ ଦେଲେ ବୋମାପକାଇ ଘର ଉଡାଇଦେବୁ

ପ୍ରତାପଗଡ,୧୩।୮: ଉତ୍ତରପ୍ରଦେଶର ପ୍ରତାପଗଡ ଜିଲାର ଏମ୍‌ପି ସଙ୍ଗମଲାଲ ଗୁପ୍ତାଙ୍କୁ ଏକ ଧମକ ମିଳିଛି। ତାଙ୍କୁ ଫୋନ୍‌ରେ କିଛି ଲୋକ ୫ କୋଟି ଟଙ୍କା ବଟି ମାଗିଛନ୍ତି। ଯଦି ବଟି ନ ଦିଅନ୍ତି ତେବେ ତାଙ୍କୁ ଏବଂ ତାଙ୍କ ପରିବାରକୁ ବୋମା ପକାଇ…

୯ରାଜ୍ୟର ୫୦ପ୍ରତିଶତ ଜନସଂଖ୍ୟା ନେଇଛନ୍ତି ଭ୍ୟାକ୍ସିନର ସିଙ୍ଗଲ ଡୋଜ୍‌

ନୂଆଦିଲ୍ଲୀ,୧୩।୮: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। କରୋନା ଲଢ଼େଇରେ ମୁଖ୍ୟ ଅସ୍ତ୍ର କୁହାଯାଉଥିବା ଟିକାକରଣ ଅଭିଯାନକୁ ତ୍ୱରାନ୍ବିତ କରାଯାଇଛି। ଭାରତରେ ବର୍ତ୍ତମାନ ସୁଦ୍ଧା ୫୩କୋଟି ଲୋକଙ୍କ ଟିକାକରଣ କରାଯାଇସାରିଛି। ଇତିମଧ୍ୟରେ ଅତିକମ୍‌ରେ ୪୧କୋଟି ଲୋକ ଟିକାର ପ୍ରଥମ…

୫ହଜାର କଂଗ୍ରେସ ନେତାଙ୍କ ଆକାଉଣ୍ଟ ବନ୍ଦ କଲା ଟୁଇଟର: ରାହୁଲ କହିଲେ, ଏହା ଲକ୍ଷାଧିକ ଫଲୋଅର୍ସଙ୍କ ଅପମାନ

ନୂଆଦିଲ୍ଲୀ,୧୩।୮: ମାଇକ୍ରୋ ବ୍ଲଗିଙ୍ଗ୍‌ ସାଇଟ୍‌ ଟୁଇଟର କଂଗ୍ରେସର ଅଫିସିଆଲ ଆକାଉଣ୍ଟ ସହ ୫ହଜାରରୁ ଊର୍ଦ୍ଧ୍ୱ ଦଳର ନେତାଙ୍କ ଆକାଉଣ୍ଟକୁ ବନ୍ଦ କରିଦେଇଛି। ଏନେଇ କଂଗ୍ରେସ ଅଭିଯୋଗ ଆଣିଛି। କଂଗ୍ରେସ ନେତାଙ୍କ ବିରୋଧରେ ଟୁଇଟରର ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ଯାହାଫଳରେ…

ଦୁଇ ଡୋଜ୍‌ ଟିକା ନେଇ ବି ଡେଲ୍‌ଟା ପ୍ଲସ ଭାରିଆଣ୍ଟର ଶିକାର: ଆସିଲା ପ୍ରଥମ ମୃତ୍ୟୁର ରିପୋର୍ଟ

ମୁମ୍ବାଇ,୧୩।୮: ମହାରାଷ୍ଟ୍ରର ମୁମ୍ବାଇରେ ଡେଲଟା ପ୍ଲସ ଭାରିଆଣ୍ଟ କାରଣରୁ ପ୍ରଥମ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ଜୁଲାଇ ମାସରେ ମୁମ୍ବାଇର ଘାଟକୋପରରେ ଜଣେ ୬୩ ବର୍ଷୀୟା ମହିଳାଙ୍କ ମୃତ୍ୟୁ ଘଟିଥିଲା, ଯାହାର ରିପୋର୍ଟ ଏବେ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ମହିଳାଙ୍କ…

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୩।୮: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୦,୧୨୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୫୮୫ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ…

ଯେଉଁଠି ଜଳିଥିଲା ସ୍ତ୍ରୀଙ୍କ ଜୁଇ, ସେଠି ଆତ୍ମହତ୍ୟା କଲେ ସ୍ବାମୀ; ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ରାୟପୁର,୧୩ା୮: ବିବାହର ଦୁଇ ମାସ ପରେ ସ୍ତ୍ରୀଙ୍କ ମୃତ୍ୟୁ ସହି ନ ପାରି ଜଣେ ପୋଲିସ କର୍ମଚାରୀ ନିଜ ଜୀବନ ହାରି ଦେଇଛନ୍ତି। ଯେଉଁଠି ସ୍ତ୍ରୀଙ୍କର ଜୁଇ ଜଳିଥିଲା ସେଠାରେ ହିଁ ସେ ଆତ୍ମହତ୍ୟା କରିଛନ୍ତି। ଏପରି ହୃଦୟ ବିଦାରକ ଘଟଣା…

ସଡ଼କକୁ ଗଲା ସଂସଦ କଳି

ନୂଆଦିଲ୍ଲୀ,୧୩ା୮:ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଶେଷ ହୋଇଛି। କିନ୍ତୁ ଯେତେଦୂର ଦେଶର ୬୦ ପ୍ରତିଶତ ଲୋକଙ୍କ ପ୍ରଶ୍ନ ଉଠୁଛି, କୌଣସି ଅଧିବେଶନ ହୋଇନାହିଁ। ୬୦% ଭାରତୀୟଙ୍କ ସ୍ବରକୁ ଚପାଇ ଦିଆଗଲା, ସେମାନଙ୍କୁ ଅପମାନିତ କରାଗଲା ଓ ବୁଧବାର ମହିଳା ସଦସ୍ୟଙ୍କୁ ରାଜ୍ୟ ସଭାରେ…

ପାହାଡ଼ରୁ ଏବେ ବି ଖସୁଛି ପଥର, ଅଟକିଛି ଉଦ୍ଧାର କାର୍ଯ୍ୟ

କିନ୍ନୌର, ୧୨।୮: ହିମାଚଳ ପ୍ରଦେଶର କିନ୍ନୌର ଜିଲାରେ ଘଟିଥିବା ଭୂସ୍ଖଳନ ସ୍ଥାନରୁ ଆହୁରି ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଫଳରେ ୧୪ରେ ପହଞ୍ଚିଛି ମୃତ୍ୟୁ ସଂଖ୍ୟା। ୧୬ ଜଣ ଏବେ ବି ନିଖୋଜ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ। ଘଟଣା…

ଓଡ଼ିଶାର ୪ ପୋଲିସ ଅଫିସରଙ୍କୁ ସ୍ବରାଷ୍ଟ୍ରମନ୍ତ୍ରୀ ମେଡାଲ

ନୂଆଦିଲ୍ଲୀ, ୧୨।୮: ଅପରାଧ ତଦନ୍ତ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଦେଶର ୧୫୨ ଜଣ ପୋଲିସ ଅଫିସରଙ୍କୁ ୨୦୨୧ ବର୍ଷ ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ମେଡାଲ ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରେ ୨୮ ଜଣ ମହିଳା ପୋଲିସ ଅଫିସର ଥିବା ମନ୍ତ୍ରଣାଳୟ…

ଝିଅ ଆଗରେ ମୁସଲିମ ବ୍ୟକ୍ତିଙ୍କୁ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଗଲା

ଲକ୍ଷ୍ନୌ, ୧୨।୮: ଇ-ରିକ୍ସା ଚଲାଉଥିବା ଜଣେ ୪୫ ବର୍ଷୀୟ ମୁସଲିମ ବ୍ୟକ୍ତିଙ୍କୁ ନିର୍ଯାତନା ଦିଆଯିବା ସହ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଇଥିଲା। ଦୟା ପାଇଁ ପୀଡ଼ିତଙ୍କ କୁନି ଝିଅ ଭିକ୍‌ ମାଗୁଥିଲେ ମଧ୍ୟ କେହି ଶୁଣିଲେ ନାହିଁ। ଶେଷରେ ପୀଡ଼ିତଙ୍କୁ…

ନିଶାସକ୍ତ ଯୁବକଙ୍କ ଠାରୁ ଉଦ୍ଧାର ହେଲେ ୫ ବର୍ଷୀୟା ଝିଅ

ଗୁଆହାଟି, ୧୨।୮: ଆସାମର ଧେମାଜି ଜିଲାରେ ଘର ପାଖରେ ଖେଳୁଥିବା ବେଳେ ୫ ବର୍ଷୀୟା ଝିଅକୁ ଅପହରଣ କରି ନେଇଥିଲେ ଜଣେ ନିଶାଶକ୍ତ ଯୁବକ। ଉକ୍ତ ନାବାଳିକାଙ୍କୁ ଅରୁଣାଞ୍ଚଳ ପ୍ରଦେଶର ପୂର୍ବ ସିଆଙ୍ଗ ଜିଲାର ଏକ ଗାଁରୁ ଉଦ୍ଧାର କରାଯାଇଥିବା ଆସାମ…

ଆମେରିକା, ବ୍ରିଟେନରେ ଅଧିକାଂଶ ଶିଶୁ କରୋନା ସଂକ୍ରମିତ: ଭାରତ ପାଇଁ ବିପଦ ସଙ୍କେତ!

ନୂଆଦିଲ୍ଲୀ,୧୨ ।୮: ଭାରତରେ କରୋନାର ତୃତୀୟ ଲହର ଆସିବାକୁ ଥିବା ବେଳେ ଏଥିରେ ଶିଶୁମାନେ ଅଧିକ ପରିମାଣରେ ସଂକ୍ରମିତ ହେବେ ବୋଲି ବିଶେଷଜ୍ଞମାନେ ଅନୁମାନ କରିଛନ୍ତି । ଏବେ ଆମେରିକା ଓ ବ୍ରିଟେନରେ ତୃତୀୟ ଲହର ଆସିଯାଇଥିବା କୁହାଯାଉଛି । କାରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri