ନୋଏଡ଼ା ଅଗ୍ନିକାଣ୍ଡ: ୨ ଶିଶୁ ଜୀବନ୍ତ ଦଗ୍ଧ
ନୂଆଦିଲ୍ଲୀ, ୧୧ା୪- ନୋଏଡାର ସେକ୍ଟର ୬୩ରେ ରବିବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୩ ବର୍ଷର ୨ ଜଣ ଶିଶୁଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇ ସ୍ଥାନୀୟ ପୋଲିସ ଓ...
ମହାରାଷ୍ଟ୍ରରେ କରୋନା ସ୍ଥିତି ଅସମ୍ଭାଳ: ୨ ଦିନ ଭିତରେ ଲକ୍ଡାଉନ୍ ନିଷ୍ପତ୍ତି
ମୁମ୍ବାଇ,୧୧।୪: ମହାରାଷ୍ଟ୍ରରେ କରୋନା ମହାମାରୀ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ମହାରାଷ୍ଟ୍ର ସରକାର ରବିବାର ରାଜ୍ୟ କୋଭିଡ ଟାସ୍କ ଫୋର୍ସ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରି ଲକ୍ଡାଉନ୍ ଉପରେ ନିଷ୍ପତ୍ତି ନେଇଛନ୍ତି। ମହାମାରୀ ଉପରେ ଆଲୋଚନା ବେଳେ...
୨୦୦ ଆସନ ଜିତି ଦିଦିଙ୍କୁ ବିଦାୟ ଦେବୁ: ଅମିତ ଶାହା
କୋଲକାତା,୧୧।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ଭାଜପାକୁ ଜିତାଇବାକେୁ ବଙ୍ଗଳାବାସୀଙ୍କୁ ନିବେଦନ କରିଛନ୍ତି। ଏହା ସହିତ ସେ ଏପ୍ରିଲ ୧୦ରେ କୁଚ ବିହାରସ୍ଥିତ ଏକ ମତଦାନ କେନ୍ଦ୍ରରେ ହିଂସା ଘଟଣାରେ ନିହତ ହୋଇଥିବା ଲୋକଙ୍କ ପାଇଁ ମମତା...
ହିଂସା ପାଇଁ ପରସ୍ପରକୁ ଦାୟୀ କଲେ ଭାଜପା- ଟିଏମ୍ସି
କୋଲକାତା,୧୧।୪: ପଶ୍ଚିମବଙ୍ଗ କୁଚବିହାର ହିଂସାକୁ ନେଇ ଭାଜପା- ଟିଏମ୍ସି ମୁହାଁମୁହିଁ। ଯବାନଙ୍କ ଗୁଳିରେ ୪ ଜଣଙ୍କ ମୃତ୍ୟୁକୁ ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀ ନରସଂହାର ବୋଲି କହୁଥିବା ବେଳେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦିଦିଙ୍କ ଭାଷଣ ପାଇଁ...
ଲକ୍ଡାଉନ ସମାଧାନ ନୁହେଁ: କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୧୧।୪: ଦେଶରେ କରୋନା ମାମଲା ବଢିବାରେ ଲାଗିଛି। ଆଜି ୧ ଲକ୍ଷ ୫୨,୦୦୦ ରୁ ଅଧିକ ନୂଆ ସଂକ୍ରମଣ ସାମ୍ନାକୁ ଆସିଛି। ଏପର୍ଯ୍ୟନ୍ତ ଗୋଟିଏ ଦିନରେ ଏହା ସବୁଠାରୁ ବଡ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୮୩୯ଜଣଙ୍କର ମୃତ୍ୟୁ ହୋଇଛି।...
ଏକାସାଙ୍ଗରେ ୫ରୁ ଅଧିକ ଲୋକଙ୍କୁ ମନ୍ଦିର ପ୍ରବେଶ ମନା
ଲକ୍ଷ୍ନୌ,୧୧।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଚିନ୍ତାର ବିଷୟ ହୋଇଛି। ଲକ୍ଷ୍ନୌରେ ସଂକ୍ରମିତ ସଂଖ୍ୟା ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି, ଯାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅନେକ କଟକଣା ଲଗାଇଛନ୍ତି। ରାଜ୍ୟର ଧାର୍ମିକ ସ୍ଥାନରେ ୫ରୁ...
ହାର୍-ଜିତ୍ ପୂର୍ବରୁ କରୋନାରେ ପ୍ରାଣ ହରାଇଲେ କଂଗ୍ରେସ ପ୍ରାର୍ଥୀ
ଚେନ୍ନାଇ,୧୧।୪: ତାମିଲନାଡୁ ବିଧାନସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ମାଧବ ରାଓଙ୍କ ପରଲୋକ ଘଟିଛି। ସେ କରୋନାରେ ପ୍ରାଣ ହରାଇଥିବା କୁହାଯାଉଛି। ରାଓ ଶ୍ରୀବିଲିପୁଥୁର ଆସନରୁ କଂଗ୍ରେସ ପ୍ରାର୍ଥୀ ଥିଲେ। ୬୩ ବର୍ଷୀୟ ରାଓଙ୍କୁ କରୋନା ଲକ୍ଷଣ ପରେ ମାର୍ଚ୍ଚ ୨୦...
୪ ଦିନିଆ ଟିକା ଉତ୍ସବ: ମୋଦିଙ୍କ ୪ ସୂତ୍ରୀ କରୋନା ଲଢ଼େଇ ଫର୍ମୂଲା
ନୂଆଦିଲ୍ଲୀ,୧୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ ଲୋକଙ୍କ ମଧ୍ୟରେ ଦେଶରେ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାରଠାରୁ ୪ ଦିନିଆ ଟିକା ଉତ୍ସବ...
ସାବଧାନ! ଝିଅଙ୍କୁ ଆଖି ମାରିଲେ, ଫ୍ଲାଇଂ କିସ୍ କଲେ ଯିବେ ଜେଲ୍
ମୁମ୍ବାଇ,୧୧।୪: ଜଣେ ନାବାଳିକାଙ୍କୁ ଆଖି ମାରିବା ଓ ଫ୍ଲାଇଂ କିସ୍ କରିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଏହି ଅଭିଯୋଗରେ ମୁମ୍ବାଇର ଜଣେ ୨୦ ବର୍ଷୀୟ ଯୁବକଙ୍କୁ ବର୍ଷକ ପାଇଁ ଜେଲ ଦଣ୍ଡାଦେଶ ହୋଇଥିବା ବେଳେ ୧୫ ହଜାର ଟଙ୍କା...
ପୋଲିସ ଛାନିଆ: ୩ ବାଇକ୍ ଚୋରି ଅଭିଯୁକ୍ତ କରୋନା ପଜିଟିଭ୍
ମୁଜାଫରପୁର,୧୧।୪: ବିହାରର ମୁଜାଫରପୁର ଅଞ୍ଚଳର କରଜିଆ ଥାନାରେ ଏବେ ଆତଙ୍କ ସୃଷ୍ଟି ହୋଇଛି। ଧରାପଡ଼ିଥିବା ୩ ଜଣ ବାଇକ୍ ଚୋରି ଅଭିଯୁକ୍ତଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିବା ପରେ ଥାନା କର୍ମଚାରୀଙ୍କ ମଧ୍ୟରେ କୋକୁଆ ଭୟ ବ୍ୟାପିବାରେ ଲାଗିଛି।...
ଏହି ରାଜ୍ୟରେ ଜାରି ହେବ ୧୫ ଦିନିଆ ଲକ୍ଡାଉନ୍: ମୁଖ୍ୟମନ୍ତ୍ରୀ ଦେଲେ ସଙ୍କେତ…
ମୁମ୍ବାଇ,୧୧।୪: ଦେଶରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳେ ମହାରାଷ୍ଟ୍ରର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ପ୍ରତିଦିନ ରାଜ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ରହୁଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ...
ଭୋଟରଙ୍କ ପାଇଁ ତିଆରି ହୋଇଥିଲା ଜିଲାପି-ସିଙ୍ଗଡ଼ା: ୧୦ ଗିରଫ
ଲକ୍ଷ୍ନୌ,୧୧।୪: ଉତ୍ତରପ୍ରଦେଶରେ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀମାନେ ଭୋଟରଙ୍କୁ ହାତେଇବା ପାଇଁ ଖାଦ୍ୟ ଦ୍ରବ୍ୟର ସାହାରା ନେଉଛନ୍ତି। କିଛିଦିନ ତଳେ ଅମରୋହାରେ ୧୦୦ କିଲୋଗ୍ରାମ୍ ରସଗୋଲା ଜବତ ହୋଇଥିଲା। ଏବେ ଉନ୍ନାଓ୍ବରେ ପୋଲିସ ଚଢ଼ାଉ କରି ୨ କ୍ୱିଣ୍ଟାଲ ଜିଲାପି ଏବଂ...
Archives


