ଜାତୀୟ

୨୪ ଘଣ୍ଟାରେ ଦେଢ଼ଲକ୍ଷ ଟପିଲା କରୋନା

ନୂଆଦିଲ୍ଲୀ,୧୧।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦେଢ଼ଲକ୍ଷ ଟପିଛିି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ୫୨ ହଜାର ୮୭୯ରେ ପହଞ୍ଚିଛି। ସେହିପରି ଏହି ସମୟ...

‘ପୂଜା କଲେ ମାସ୍କ ଦରକାର ନାହିଁ’

କରୋନାରୁ ମୁକ୍ତି ପାଇବାକୁ ମଧ୍ୟପ୍ରଦେଶର ଜଣେ ମନ୍ତ୍ରୀ ଏୟାରପୋର୍ଟରେ ପୂଜାର୍ଚ୍ଚନା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଭାଜପା ନେତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ଉଷା ଠାକୁର ଇନ୍ଦୋର ବିମାନବନ୍ଦରଠାରେ ମାସ୍କ ନ ପିନ୍ଧି ଦେବୀ ଅହଲ୍ୟା ବାଇ ହୋଲ୍‌କରଙ୍କୁ ପୂଜା...

‘କୋଭିଡ୍‌ ନିୟମ ନ ମାନିଲେ ରାଲି ବନ୍ଦ ’

ନୂଆଦିଲ୍ଲୀ, ୧୧।୪(ପି.ଟି.): କରୋନା ସଂକ୍ରମଣ ବଢ଼ୁଥିବାରୁ ନିର୍ବାଚନ ପ୍ରଚାର ବେଳେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ରକ୍ଷା ଆଦି ଗାଇଡଲାଇନ ପାଳନ କରିବା ପାଇଁ ନିର୍ବାଚନ କମିଶନ ଷ୍ଟାର ପ୍ରଚାରକ ଓ ରାଜନେତାମାନଙ୍କୁ ପରାମର୍ଶ ଦେଇଛନ୍ତି। କୋଭିଡ୍‌ ଗାଇଡଲାଇନ...

ଆସାମର ୪ ବୁଥ୍‌ରେ ସାନି ମତଦାନ ନିର୍ଦ୍ଦେଶ

ଗୁଆହାଟୀ, ୧୧।୪(ଆଇଏଏନ୍‌ଏସ୍‌): ଆସାମର ୩ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୪ଟି ବୁଥ୍‌ରେ ସାନି ମତଦାନ ପାଇଁ ନିର୍ବାଚନ କମିଶନ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ଏହି ବୁଥ୍‌ଗୁଡ଼ିକରେ ଏପ୍ରିଲ୍‌ ୧ ତାରିଖ ଭୋଟଗ୍ରହଣ କରାଯାଇଥିଲା। ତେବେ ବିଭିନ୍ନ ରିପୋର୍ଟ ଏବଂ କେତେକ...

ଗୋଗ୍ରା, ହଟ୍‌ ସ୍ପ୍ରିଙ୍ଗ୍‌ସରୁ ହଟିବାକୁ ମନାକଲା ଚାଇନା

ନୂଆଦିଲ୍ଲୀ, ୧୧।୪: ଭାରତ ଓ ଚାଇନା ସୈନ୍ୟବାହିନୀର ୧୧ତମ କମାଣ୍ଡର ସ୍ତରୀୟ ଆଲୋଚନା ଶୁକ୍ରବାର ଆରମ୍ଭ ହୋଇଥିଲା। ପୂର୍ବ ଲଦାଖର ଗୋଗ୍ରା ଏବଂ ହଟ୍‌ ସ୍ପ୍ରିଙ୍ଗସ ଅଞ୍ଚଳରୁ ସୈନ୍ୟ ଓ ଯାନବାହନ ପ୍ରତ୍ୟାହାର କରିନେବା ପାଇଁ ଭାରତ ପକ୍ଷରୁ ଦିଆଯାଇଥିବା...

‘ଟିକା ନିଅଣ୍ଟ ପାଇଁ କେନ୍ଦ୍ର ଦାୟୀ’

ନୂଆଦିଲ୍ଲୀ, ୧୧।୪: ଦେଶରେ କୋଭିଡ୍‌ ଟିକାର ନିଅଣ୍ଟ ସ୍ଥିତି ପାଇଁ କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଭୁଲ୍‌ କୋଭିଡ୍‌ ପରିଚାଳନାକୁ ଦାୟୀ କରିଛନ୍ତି। ଦେଶର କୋଭିଡ୍‌ ସ୍ଥିତି ଏବଂ ସଂକ୍ରମଣ ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସୋନିଆ...

କୋଭିଡ୍‌ ଗାଇଡଲାଇନ ନ ମାନିଲେ ବନ୍ଦ ହେବ ନିର୍ବାଚନୀ ରାଲି

ନୂଆଦିଲ୍ଲୀ, ୧୦।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନର୍ବାଚନ ପ୍ରଚାର ବେଳେ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ରକ୍ଷା ଆଦି ଗାଇଡଲାଇନ ପାଳନ କରିବାକୁ ନିର୍ବାଚନ କମିଶନ ଷ୍ଟାର ପ୍ରଚାରକ ଓ ରାଜନେତାମାନଙ୍କୁ ପରାମର୍ଶ ଦେଇଛନ୍ତି। କୋଭିଡ୍‌ ଗାଇଡଲାଇନ...

ଚତୁର୍ଥ ପର୍ଯ୍ୟାୟରେ ହିଂସା ସତ୍ତ୍ୱେ ୭୬% ମତଦାନ

କୋଲକାତା, ୧୦।୪: ପଶ୍ଚିମବଙ୍ଗର କୁଚ୍‌ବିହାର ଜିଲାରେ ନିର୍ବାଚନୀ ହିଂସାରେ ୫ ଜଣଙ୍କ ମୃତ୍ୟୁ ଘଟିବା ସତ୍ତ୍ୱେ ଚତୁର୍ଥ ପର୍ଯ୍ୟାୟ ମତଦାନ ହାର ଭଲ ରହିଛି। ଏହି ପର୍ଯ୍ୟାୟରେ ୪୪ ଆସନ ଲାଗି ଭୋଟ ଗ୍ରହଣ ହୋଇଥିଲା। ସନ୍ଧ୍ୟା ୬ଟା ସୁଦ୍ଧା...

ଇସିଙ୍କ ନୋଟିସର ଏଭଳି ଜବାବ ଦେଲେ ମମତା

ନୂଆଦିଲ୍ଲୀ,୧୦।୪: କେନ୍ଦ୍ରୀୟ ସୁରକ୍ଷା ବଳ ପ୍ରତି ମନ୍ତବ୍ୟକୁ ନେଇ ନିର୍ବାଚନ କମିଶନଙ୍କ ନୋଟିସ ଉପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ଜବାବ ରଖିଛନ୍ତି। କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (ସିଏପିଏଫ୍‌) ପ୍ରତି ତାଙ୍କର ସର୍ବୋଚ୍ଚ ସମ୍ମାନ ରହିଛି। ତେବେ...

ଅମିତ ଶାହାଙ୍କ ନିର୍ଦ୍ଦେଶରେ ହୋଇଛି ହିଂସା: ମମତା

କୋଲକାତା,୧୦।୪: ପଶ୍ଚିମବଙ୍ଗର କୁଚବିହାର ଜିଲାର ସିତଲକୁଚିରେ ହୋଇଥିବା ହିଂସା ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଦାୟୀ କରିଛନ୍ତି। କେନ୍ଦ୍ର ପୋଲିସ ବାହିନୀକୁ ସେ ଦାୟୀ କରୁ ନାହାନ୍ତି କାରଣ ସେମାନେ ସ୍ବରାଷ୍ଟ୍ର...

ମୋତେ ବାହା ନ ହେଲେ ପାଣି ଟାଙ୍କି ଉପରୁ ଡେଇଁ ପଡ଼ିବି

ପାଟଣା,୧୦।୪: ପ୍ରେମିକାଙ୍କୁ ପାଇବା ପାଇଁ ଜଣେ ପ୍ରେମିକ ଶୋଲେ ଫିଲ୍ମ ପରି ଅଭିନୟ କରିଛନ୍ତି। ଫିଲ୍ମ ଶୋଲେରେ ବାସନ୍ତୀଙ୍କ ପ୍ରେମ ପାଇଁ ଯେମିତି ବୀରୁ ପାଣି ଟାଙ୍କି ଉପରେ ଚଢ଼ି ଆତ୍ମହତ୍ୟା କରିବାକୁ କହିଥିଲେ ଠିକ୍‌ ସେମିତି ବିହାରର ଜଣେ...

ବୁଥ୍‌ ନମ୍ବର ୧୨୬ରେ ମତଦାନ ସ୍ଥଗିତ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

କୋଲକାତା,୧୦।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ସମୟରେ କୁଚବିହାର ଅଞ୍ଚଳରେ ହୋଇଥିବା ହିଂସାକୁ ନେଇ ରାଜ୍ୟରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ବୁଥ୍‌ ନମ୍ବର ୧୨୬ରେ ମତଦାନ ସ୍ଥଗିତ ରଖିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି। ଏହା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri