କରୋନାରେ କଂଗ୍ରେସ ବିଧାୟକଙ୍କ ପରଲୋକ
ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟର ନାନ୍ଦେଦ୍ ଜିଲାର ଡେଗଲୋରର ବିଧାୟକ ରାଓସାହେବ ଅଣ୍ଟାପୁରକାରଙ୍କ ପରଲୋକ ଘଟିଛି। ଶୁକ୍ରବାର ବିଳମ୍ବିତ ରାତ୍ରରେ ମୁମ୍ବାଇର ଏକ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ...
କାର୍ରେ ଗଳିକନ୍ଦି ବୁଲି କରୋନା ସଚେତନତା ସୃଷ୍ଟି କରୁଛନ୍ତି ବିଚାରପତି, ଲୋକେ କହିଲେ…
ଭୋପାଳ,୧୦।୪: ମଧ୍ୟପ୍ରଦେଶର ଖରଗୋନରେ ଲକ୍ଡାଉନ ହେବାର ୫ ଘଣ୍ଟା ପୂର୍ବରୁ ଜଜ୍ ନିଜେ କାର୍ରେ ବସି ମାଇକ୍ ଯୋଗେ କରୋନା ସଚେତନତା ବାର୍ତ୍ତା ଦେଉଥିବା ଦେଖିବାକୁ ମିଳିଛି। ବିଚାରପତିଙ୍କ ଏପରି ଜନ ଜାଗରଣ ଦେଖି ଲୋକେ ତାଙ୍କୁ ଉତ୍ସାହିତ କରିବା...
୧୨ ଶହ ଟଙ୍କାରେ ମିଛ କରୋନା ରିପୋର୍ଟ…
ଲକ୍ଷ୍ନୌ,୧୦।୪: ଦେଶରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ମିଛ କରୋନା ରିପୋର୍ଟ ପ୍ରସ୍ତୁତ କରିବା ଅଭିଯୋଗରେ ୨ ଜଣଙ୍କୁ ଗିରଫ କରାଯାଇଛି। ଉତ୍ତରପ୍ରଦେଶ ବିଭୁତିଖଣ୍ଡ ଅଞ୍ଚଳରେ ଏକ ଡାଏଗ୍ନୋଷ୍ଟିକ୍ ସେଣ୍ଟରରେ ଏଭଳି ମିଛ କରୋନା ରିପୋର୍ଟ...
ନିମନ୍ତ୍ରଣ ପତ୍ରରେ ରହିବ ବର-କନ୍ୟାଙ୍କ ଜନ୍ମ ତାରିଖ…
ଜୟପୁର,୧୦।୪: ଏଣିକି ବିବାହରେ ନିମନ୍ତ୍ରଣ ପତ୍ରରେ ବର-କନ୍ୟାଙ୍କ ଜନ୍ମ ତାରିଖ ଉଲ୍ଲେଖ କରାଯିବ। ରାଜ୍ୟରେ ବାଳବିବାହ ରୋକିବା ପାଇଁ ରାଜସ୍ଥାନ ସରକାରଙ୍କ ପକ୍ଷରୁ ଏଭଳି କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ପ୍ରିଣ୍ଟିଂ ପ୍ରେସ୍କୁ ବର ଏବଂ କନ୍ୟାଙ୍କ ପ୍ରମାଣ ପତ୍ରର...
୭୩ ବର୍ଷୀୟା ବୃଦ୍ଧା ନିଜ ପାଇଁ ଖୋଜୁଛନ୍ତି ବର: ଦେଲେ ଏମିତି ବିଜ୍ଞାପନ
କଥାରେ ଅଛି ପ୍ରେମ ଏବଂ ବିବାହର କୌଣସି ବୟସ ନ ଥାଏ। ଏହାର ଏକ ଉଦାହରଣ କର୍ନାଟକର ମଇସୁରରେ ଦେଖିବାକୁ ମଳିଛି। ଏଠାରେ ଜଣେ ୭୩ ବର୍ଷୀୟା ଅବସରପ୍ରାପ୍ତ ବୃଦ୍ଧା ଶିକ୍ଷକ ନିଜର ବିବାହ ପାଇଁ ବିଜ୍ଞାପନ ଦେଇଥିଲେ। ଯାହାକି...
ମାଡ଼ି ଆସୁଛି ପ୍ରଳୟ: ତରଳୁଛି ପୃଥିବୀର ଛାତ…
ଲଦାଖ,୧୦।୪: ଭାରତ ସମେତ ସମ୍ପୂର୍ଣ୍ଣ ଏସିଆ ଉପରେ ଏବେ ବିପଦ ମାଡ଼ି ଆସୁଛି। ପୃଥିବୀର ଛାତ କୁହାଯାଉଥିବା ତିବ୍ବତରେ ବରଫ ପାହାଡ଼ ତରଳିବାରେ ଲାଗିଛି। ଜଳବାୟୁ ପରିବର୍ତ୍ତନ ଯୋଗୁ ଏଭଳି ହେଉଥିବା ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କିଛି...
ପୁଣି ଜଳିଲା ପଶ୍ଚିମବଙ୍ଗ: ନିର୍ବାଚନୀ ହିଂସାରେ ୪ ମୃତ
କୋଲକାତା,୧୦।୪: ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା ଥମିବାର ନା ଧରୁନି। ସ୍ଥାନୀୟ କୁଚ ବିହାରର ସିତଲକୁଚି ଅଞ୍ଚଳର ଜୋର୍ ପାଟକିଠାରେ ବୁଥ୍ ନମ୍ବର ୧୨୬ ନିକଟରେ ଦୁଇଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତିି। ଏଠାରେ ଫାଏରିଙ୍ଗ୍ରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଅନ୍ୟ...
ଚତୁର୍ଥ ପର୍ଯ୍ୟାୟ ମତଦାନ ଜାରି
କୋଲକାତା,୧୦।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ଶନିବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ରାଜ୍ୟର ୫ ଜିଲାର ୪୪ଟି ବିଧାନସଭା ଆସନ ପାଇଁ ଏହି ପର୍ଯ୍ୟାୟରେ ଭୋଟିଂ ପାଇଁ ଭୋଟରମାନେ ବିଭିନ୍ନ ପୋଲିଂ ବୁଥରେ ମତଦାନ କରୁଛନ୍ତି।...
ଦେଢ଼ ଲକ୍ଷ ମୁହାଁ କରୋନା: ୨୪ ଘଣ୍ଟାରେ ଲକ୍ଷେ ୪୫ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୦।୪: ଦେଶରେ କରୋନାର ସଂକ୍ରମଣ ବେକାବୁ ସ୍ଥିତିରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦେଢ଼ଲକ୍ଷ ମୁହାଁ ହେବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢୁଥିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ଦେଶରେ ଲଗାତାର ଗତ ୪ ଦିନ ନୂଆ ଆକ୍ରାନ୍ତଙ୍କ...
ଲାକ୍ଷାଦ୍ୱୀପ ନିକଟରେ ଆମେରିକା ନୌସେନାର ଅଭିଯାନ
ନୂଆଦିଲ୍ଲୀ, ୧୦।୪: ନୂଆଦିଲ୍ଲୀର ଅନୁମତି ନ ନେଇ ଲାକ୍ଷାଦ୍ୱୀପ ନିକଟରେ ଥିବା ଭାରତୀୟ ଅନନ୍ୟ ଅର୍ଥନୈତିକ କ୍ଷେତ୍ର (ଇଇଜେଡ୍)ରେ ଆମେରିକା ନୌସେନା ‘ଫ୍ରିଡମ୍ ଅଫ୍ ନାଭିଗେଶନ ପାଟ୍ରୋଲ’ ଅଭିଯାନ ଚଳାଇବା ପାଇଁ ଘୋଷଣା କରିଛି। ଏହାକୁ ନେଇ ଭାରତ ଚିନ୍ତା...
ଟିକା ନେବା ପରେ ଗଲାଣି ୧୮୦ ଜୀବନ
ନୂଆଦିଲ୍ଲୀ, ୧୦।୪: ଭାରତରେ କୋଭିଡ୍ ଟିକା ନେବା ପରେ ମାର୍ଚ୍ଚ ୩୧ ମଧ୍ୟରେ ୧୮୦ ଜଣଙ୍କର ମୃତ୍ୟୁ ହେଲାଣି। ୭୫ ପ୍ରତିଶତ ମୃତ୍ୟୁ ଟିକା ନେବାର ୩ ଦିନ ମଧ୍ୟରେ ହୋଇଛି। ଜାତୀୟ ଏଇଏଫ୍ଆଇ (ଆଡଭର୍ସ ଇଭେଣ୍ଟ ଫଲୋଇଙ୍ଗ୍ ଇମ୍ୟୁନାଇଜେଶନ)...
ଫଳ ପୂର୍ବରୁ ଘୋଡ଼ାବେପାର ଭୟ
ଗୁଆହାଟୀ/ଜୟପୁର, ୧୦।୪ ଆସାମରେ ବିଧାନସଭା ନିର୍ବାଚନ ଶେଷ ହେବା ସହ ଆରମ୍ଭ ହୋଇଛି ଲୁଚକାଳି ଖେଳ । କଂଗ୍ରେସର ୨୦ରୁ ଊର୍ଦ୍ଧ୍ୱ ବିଧାୟକ ପ୍ରାର୍ଥୀ ରାଜସ୍ଥାନ ରାଜଧାନୀ ଜୟପୁରସ୍ଥିତ ଏକ ହୋଟେଲକୁ ବୁହାହୋଇ ଯାଇଛନ୍ତି । କଂଗ୍ରେସର ପଦାଙ୍କ ଅନୁସରଣ...
Archives


