ଜାତୀୟ

ଅଭିଯୁକ୍ତ ଆଶିଷ କେଉଁଠି ତାହା ଆଇଜିଙ୍କୁ ବି ଅଜଣା…

ଲକ୍ଷ୍ନୌ,୭।୧୦: ଲକ୍ଷ୍ମୀପୁର ଖିରି କାଣ୍ଡର ମୁଖ୍ୟ ଅଭିଯୁକ୍ତ ରାଜ୍ୟ ଗୃହମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ର ଏବେ ପୋଲିସ ହାତ ପାଅନ୍ତାରେ ନାହାନ୍ତି। ସେ କେଉଁଠି ଅଛନ୍ତିା ତାହା ଆଇଜିଙ୍କୁ ମଧ୍ୟ ଅଜଣା। ପୋଲିସ କହିଛି ଯେ, ତାଙ୍କର ସନ୍ଧାନ…

ସ୍କୁଲରେ ଆତଙ୍କବାଦୀ ଆକ୍ରମଣ, ୨ ଶିକ୍ଷକଙ୍କୁ ଗୁଳି କରି ହତ୍ୟା..

ଶ୍ରୀନଗର,୭।୧୦: ଜମ୍ମୁ-କଶ୍ମୀରର ଶ୍ରୀନଗରର ଇଦ୍‌ଗାହ ଅଞ୍ଚଳରେ ଥିବା ଏକ ସ୍କୁଲରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀମାନେ ଗୁଳି କରି ୨ ଶିକ୍ଷକଙ୍କୁ ହତ୍ୟା କରିଛନ୍ତି। ମୃତକଙ୍କ ମଧ୍ୟରେ ସ୍କୁଲର ପ୍ରିନ୍ସପଲ ଶିକ୍ଷୟିତ୍ରୀ ସତିନ୍ଦର କୌର ଏବଂ ଶିକ୍ଷକ ଦୀପକ ଚାନ୍ଦ ରହିଛନ୍ତି।…

୩୫ ଅକ୍ସିଜେନ୍‌ ପ୍ଲାଣ୍ଟ୍‌ ଲୋକାର୍ପିତ…

ଋଷିକେଶ,୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦେଶବ୍ୟାପୀ ୩୫ ଅକ୍ସିଜେନ୍‌ ପ୍ଲାଣ୍ଟ୍‌ର ଲୋକାର୍ପଣ କରିଛନ୍ତି। ଋଷିକେଶର ଏମ୍ସ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଦେଶର ୩୫ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ସ୍ଥାପନ କରାଯାଇଥିବା ଅକ୍ସିଜେନ୍‌ ପ୍ଲାଣ୍ଟକୁ ଭର୍ଚୁଆଲ ମାଧ୍ୟମରେ…

ମିଶନ ଦିଲ୍ଲୀ ସମ୍ପର୍କରେ ସୂଚନା ଦେଲେ ଦିଦି…

କୋଲକାତା,୭।୧୦: ଭବାନୀପୁର ଉପନିର୍ବାଚନରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ବିଜୟ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ କଂଗ୍ରେସକୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ମମତା ଦିଦି କହିଛନ୍ତି ଯେ, କଂଗ୍ରେସ ଭାଜପା ବିରୋଧରେ ଲଢ଼ିବାକୁ ସକ୍ଷମ ହୋଇପାରୁ ନାହିଁ। ଏପରିସ୍ଥଳରେ ଟିଏମ୍‌ସି…

ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କୁ ତଦନ୍ତ ଦାୟିତ୍ୱ…

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ଖିରି ହିଂସା ଘଟଣାର ତଦନ୍ତ ଦାୟିତ୍ୱ ଆହ୍ଲାବାଦ ହାଇକୋର୍ଟର ଅବସରପ୍ରାପ୍ତ ବିଚାପତି ପ୍ରଦରପ କୁମାର ଶ୍ରୀବାସ୍ତବଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ବିଚାରପତି ଦୁଇ ମାସ ମଧ୍ୟରେ ତଦନ୍ତ…

ହତ୍ୟାର ଭୟ ଦେଖାଇ ବିରୋଧ କରୁଥିବା ଲୋକଙ୍କୁ ଚୁପ୍‌ କରାଯାଇ ପାରିବ ନାହିଁ…

ନୂଆଦିଲ୍ଲୀ,୭।୧୦: ହତ୍ୟାର ଭୟ ଦେଖାଇ କିମ୍ବା ହତ୍ୟା କରି ବିରୋଧ କରୁଥିବା ଲୋକଙ୍କୁ ଚୁପ୍‌ କରାଯାଇ ପାରିବ ନାହିଁ। ଲକ୍ଷ୍ମୀପୁର ହିଂସା ଘଟଣାରେ ଭାଜପା ଏମ୍‌ପି ବରୁଣ ଗାନ୍ଧୀ ଟୁଇଟ୍‌ କରି ଏଭଳି କହିଛନ୍ତି। ଏହା ସହିତ ସେ ହିଂସାର ନୂଆ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୨୦ ହଜାର ତଳେ ରହିବା ପରେ ପୁଣି ବଢ଼ିଛି। ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି। ପାର୍ବଣ ଯୋଗୁ ଭିଡ଼କୁ ନେଇ…

ପୁରୁଣା ଢାଞ୍ଚାରେ ହେବ ଏନ୍‌ଇଇଟି-ଏସ୍‌ଏସ୍‌ ପରୀକ୍ଷା

ନୂଆଦିଲ୍ଲୀ, ୭।୧୦: ସୁପ୍ରିମକୋର୍ଟଙ୍କ ଚାପ ଫଳରେ କେନ୍ଦ୍ର ସରକାର ନଭେମ୍ବରରେ ହେବାକୁ ଥିବା ଏନ୍‌ଇଇଟି ସୁପର ସ୍ପେଶିଆଲିଟି ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ କରିଛନ୍ତି। ପୁରୁଣା ପ୍ରଶ୍ନ ଢାଞ୍ଚାରେ ଏଥର ପରୀକ୍ଷା କରାଯିବ ବୋଲି ବୁଧବାର କେନ୍ଦ୍ର ସରକାର ସର୍ବୋଚ୍ଚ ଅଦାଲତଙ୍କୁ କହିଥିବାରୁ…

୨୫ କିଲୋମିଟର ପାଇଁ ସରକାରୀ ହେଲିକପ୍ଟର ବ୍ୟବହାର କରି ବିବାଦରେ ଚନ୍ନି

ଚଣ୍ଡିଗଡ଼,୭ ।୧୦: ଏବେ ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ସମସ୍ତଙ୍କ ନଜରରେ ଥିବା ବେଳେ ହଠାତ୍ ବିବାଦ ମଧ୍ୟକୁ ଚାଲି ଆସିଛନ୍ତି । ଫଳ ସ୍ୱରୂପ ଏହାର ସଫେଇ ଦେବାକୁ ପଡିଛି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ । ନିକଟରେ ଚନ୍ନି କେନ୍ଦ୍ର…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୨ ମୃତ ଅନେକ ଆହତ

ବାରାବାଙ୍କି,୭ ।୧୦: ବାରାବାଙ୍କି ଥାନା ଅଞ୍ଚଳର କିଷାନ ପଥରେ ବାବୁରିୟା ଗାଁ ନିକଟରେ ଗୁରୁବାର ସକାଳ ପ୍ରାୟ ୪ଟା ୪୫ରେ ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଓ ବସ୍ ମୁହାଁ ମୁହିଁ ଧକ୍କା ହେବା ଫଳରେ ଘଟଣା…

ମୋଦିଙ୍କ ୨୦ ବର୍ଷର କ୍ଷମତା: କେବେ ମନୋଗ୍ରାମ ଶୁଟ୍ ପିନ୍ଧି ତ ପୁଣିକେବେ ନିର୍ବାଚନ ଚିହ୍ନରେ ସେଲ୍ଫି ନେଇ ଆସିଛନ୍ତି ଚର୍ଚ୍ଚାକୁ

ନୂଆଦିଲ୍ଲୀ, ୭ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷମତାରେ ରହିବା ୨୦ ବର୍ଷ ପୂରଣ ହୋଇଛି । ପ୍ରଥମେ ସେ ୭ ଅକ୍ଟୋବର ୨୦୦୧ରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ । ଏହାପରେ ୨୦୧୪ ସାଧାରଣ ନିର୍ବାଚନରେ ବିଜୟି…

ପାକିସ୍ତାନକୁ ଚାଇନା ଦେଲା ଅଧିକ ପେଲୋଡ କ୍ଷମତା ବିଶିଷ୍ଟ ଡ୍ରୋନ୍‌, ଆତଙ୍କବାଦୀଙ୍କୁ ବି ଟ୍ରେନିଂ ଦେଉଛି ଚାଇନା ସେନା!

ଜମ୍ମୁ,୭ ।୧୦: ପାକିସ୍ତାନ ଭାରତର ସୀମା ଜମ୍ମୁ ନିକଟରେ ଡ୍ରୋନ୍ ମାଧ୍ୟମରେ ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଛି । ଏବେ ଗୁଇନ୍ଦା ସଂସ୍ଥା ନିକଟରେ ଏମିତି ଖବର ପହଞ୍ଚିଛି ଯେ ପାକିସ୍ତାନ ଚାଇନାଠାରୁ ଅଧିକ ପେଲୋଡ ଡ୍ରୋନ ଆଣୁଛି । ଏହି ଡ୍ରୋନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri