ଆଥ୍ଲେଟଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା
ନୂଆଦିଲ୍ଲୀ, ୯ା୮: ଜାଭେଲିନ ଥ୍ରୋରେ ସ୍ବର୍ଣ୍ଣ ଜିତି ଇତିହାସ ସୃଷ୍ଟି କରିଥିବା ନୀରଜ ଚୋପ୍ରାଙ୍କ ସମେତ ସଫଳତା ହାସଲ କରିଥିବା ଭାରତୀୟ ଅଲିମ୍ପିକ ଦଳ ସୋମବାର ସ୍ବଦେଶ ଫେରିଛି। ସ୍ଥାନୀୟ ବିମାନବନ୍ଦରରେ କ୍ରୀଡ଼ାପ୍ରେମୀମାନଙ୍କ ପକ୍ଷରୁ ସେମାନଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ…
ଅନନ୍ତନାଗରେ ଆତଙ୍କବାଦୀଙ୍କ ଆକ୍ରମଣ: ଭାଜପା ନେତା ମୃତ
ନୂଆଦିଲ୍ଲୀ,୯ ।୮: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀମାନେ ଏକ ବଡ ଆକ୍ରମଣ କରିଛନ୍ତି । ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାରେ ଆତଙ୍କବାଦୀମାନେ ଜଣେ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଓ ତାଙ୍କ ପତ୍ନୀଙ୍କୁ ଗୁଳିକରି ହତ୍ୟା କରିଛନ୍ତି । ସୂଚନାଯୋଗ୍ୟ, ଆତଙ୍କବାଦୀମାନେ କୁଲଗାମ…
ପୋଖରୀରେ ଓଲଟିଲା ଟ୍ରାକ୍ଟର, ଗଲା ୪ ଜୀବନ
ଦନ୍ତେୱାଡା,୯।୮: ସୋମବାର ଥିଲା ବିଶ୍ୱ ଆଦିବାସୀ ଦିବସ। ଏଥିରେ ଭାଗ ନେବାକୁ ମାଲକାନଗିରି ଜିଲା ଟାଟୁମ ଗାଁର ପ୍ରାୟ ୩୦ଜଣ ଆଦିବାସୀ ଏକ ଟ୍ରାକ୍ଟର ଯୋଗେ ଛତିଶଗଡ଼ କାଟେକାଲିଆନ୍ ଅଭିମୁଖେ ଯାଉଥିଲେ। ହେଲେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦନ୍ତେୱାଡା ଜିଲାର…
ୟୁଏନ୍ଏସ୍ସି: ସମୁଦ୍ର ସୁରକ୍ଷାକୁ ନେଇ ଆରମ୍ଭ ହେଲା ବୈଠକ
ନୂଆଦିଲ୍ଲୀ,୯ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ(ୟୁଏନ୍ଏସ୍ସି) ବୈଠକକୁ ସମ୍ବୋଧିତ କରିଛନ୍ତି । ଭିଡିଓ କନଫରେସିଂ ଜରିଆରେ ପ୍ରଧାନମନ୍ତ୍ରୀ ଏହି ବୈଠକର ଅଧ୍ୟକ୍ଷତା କରୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦର ଖୋଲା…
କେନ୍ଦ୍ର ସରକାରଙ୍କ ଚାପରେ ଟୁଇଟର ବନ୍ଦ କରିଛି ଆକାଉଣ୍ଟ: ରାହୁଲ
ନୂଆଦିଲ୍ଲୀ,୯ ।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଟୁଇଟର ଆକାଉଣ୍ଟକୁ ଅସ୍ଥାୟୀ ଭାବେ ବନ୍ଦ କରିବା ପରେ ସୋମବାର କଂଗ୍ରେସ ମାଇକ୍ରୋବ୍ଲଗିଂ ସାଇଟକୁ ଟାର୍ଗେଟ କରିଛି । ଦଳ ଟୁଇଟରକୁ ଦ୍ୱିଗୁଣ ଆଭିମୁଖ୍ୟ ଗ୍ରହଣ କରିଥିବା ଅଭିଯୋଗ କରିଛି ଏବଂ ଏହା…
କରୋନା ନେଇଛି ୧୮୫ଯବାନଙ୍କ ଜୀବନ: ପ୍ରତିରକ୍ଷା ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୯।୮: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। କରୋନା ଯୋଗୁ ଦେଶରେ କେବଳ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇନାହିଁ ବରଂ ଭାରତୀୟ ସେନାଙ୍କ ବି ଜୀବନ ଯାଇଛି। କରେନା ଯୋଗୁ ଅନେକ ଯବାନ ନିଜର ପ୍ରାଣ ହରାଇଛନ୍ତି। ଦେଶରେ କରୋନା…
ଧାର୍ମିକ ସଭାକୁ ଅନୁମତି ଦେବାରୁ ବୃଦ୍ଧି ହେଲା ସଂକ୍ରମଣ
ନୂଆଦିଲ୍ଲୀ, ୯ ।୮: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର କମି କମି ଆସୁଥିବା ବେଳେ ଏବେ କିନ୍ତୁ କେତେକ ରାଜ୍ୟରେ ଏହା ପୁଣିଥରେ ବଢିବା ଦେଖାଯାଇଛି । ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମ୍ଆର୍) ଜୁନ୍ ୧୪ରୁ ଜୁଲାଇ ୬…
ଲାଲୁଙ୍କ ପରିବାରରେ କ୍ଷମତା ସଂଘର୍ଷ: ଦଳୀୟ କାର୍ଯ୍ୟାଳୟରୁ ହଟାଗଲା ତେଜପ୍ରତାପଙ୍କ ପୋଷ୍ଟର
ପାଟନା,୯।୮: ବିହାରର ମୁଖ୍ୟ ବିରୋଧୀ ଦଳ ରାଷ୍ଟ୍ରୀୟ ଜନତା ପାର୍ଟି(ଆରଜେଡି)ରେ ଏବେ ଘରୋଇ କନ୍ଦଳ ବଢ଼ିବାରେ ଲାଗିଛି। ଚଳିତ ବର୍ଷ ଶେଷ ଆଡ଼କୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ପାଇଁ ନିର୍ବାଚନ ହେବ। ହେଲେ ଏହାପୂର୍ବରୁ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ୨ପୁଅ…
ସ୍କୁଲ ନ ଖୋଲିବା ଅତ୍ୟନ୍ତ ବିପଦଜ୍ଜନକ ହୋଇପାରେ: ପାର୍ଲାମେଣ୍ଟାରୀ କମିଟି
ନୂଆଦିଲ୍ଲୀ,୯।୮: କରୋନା ମହାମାରୀ ଯୋଗୁ ଗତ ଦେଢ଼ ବର୍ଷରୁ ଊର୍ଦ୍ଧ୍ୱ ହେବ ଦେଶରେ ସ୍କୁଲ ବନ୍ଦ ରହିଥିବାରୁ ପିଲାଙ୍କ ଭବିଷ୍ୟତ ନଷ୍ଟ ହେବା ସହ ପାଠପଢ଼ାରେ ବହୁତ କ୍ଷତି ହୋଇଛି। ଏନେଇ ସୋମବାର ପାର୍ଲାମେଣ୍ଟାରୀ କମିଟି ପ୍ରତିକ୍ରିୟା ରଖିଛି। କମିଟି ପକ୍ଷରୁ…
ପାକିସ୍ତାନର ଷଡ଼ଯନ୍ତ୍ର: ଅମୃତସରରୁ ମିଳିଲା ଗ୍ରେନେଡ, ଗୁଳି-ଟିଫିନ ବୋମା
ଅମୃତସର,୯।୮: ପାକିସ୍ତାନ ନିଜ କାର୍ଯ୍ୟରୁ ବାଦ୍ ପଡ଼ୁନାହିଁ। ଭାରତ ବିରୋଧରେ ଗୋଟିଏ ପରେ ଗୋଟିଏ ଷଡ଼ଯନ୍ତ୍ର କରି ଚାଲିଛି। ସୀମା ଜରିଆରେ ସେ ନିଜ ସାଥୀଙ୍କ ନିକଟକୁ ଅସ୍ତ୍ରଶସ୍ତ୍ର ପଠାଇବାକୁ ଉଦ୍ୟମ କରୁଛି। ଇତିମଧ୍ୟରେ ପଞ୍ଜାବର ଅମୃତସରରେ ପାକିସ୍ତାନ ଡ୍ରୋନ ମାଧ୍ୟମରେ…
ଆମ ନେତାଙ୍କୁ ଆକ୍ରମଣ ପଛରେ ଶାହାଙ୍କ ହାତ: ମମତା
କୋଲକତା,୯।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ନିକଟରେ ତାଙ୍କ ଭଣଜା ଅଭିଷେକ ବାନାର୍ଜୀ ଏବଂ ଅନ୍ୟ ଛାତ୍ର ନେତାଙ୍କ ଉପରେ ହୋଇଥିବା ଆକ୍ରମଣ ପଛରେ ଶାହାଙ୍କ ହାତ…
ମାରାଥନ୍ ଦୌଡ଼ ଆୟୋଜିତ କଲେ ଦିଲ୍ଲୀ ସରକାର
ନୂଆଦିଲ୍ଲୀ, ୯।୮: ଅଗଷ୍ଟ ୯ ସୋମବାର କ୍ରାନ୍ତି ଦିବସରେ ଦିଲ୍ଲୀ ସରକାର ଅମୃତ ଉତ୍ସବ ପାଳନ କରିଛନ୍ତି। ଏହି ଅବସରରେ ସରକାରଙ୍କ ପକ୍ଷରୁ ଏକ ମାରାଥନ ଦୌଡ଼ ଆୟୋଜନ କରାଯାଇଥିଲା। ସ୍ବାଧୀନତାର ୭୫ତମ ବର୍ଷ ଉପଲକ୍ଷେ ଦିଲ୍ଲୀ ସରକାର ଏହାକୁ ସ୍ମରଣୀୟ…
Archives


